ଜାତୀୟ

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା ପରୀକ୍ଷା କରିବାରୁ ଏହା ସ୍ପଷ୍ଟ ହୋଇଛି। ଅନୁସନ୍ଧାନ ପରେ ଆସିଥିବା ରିପୋର୍ଟରେ ମାଛ ତେଲର…

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ ଡକାଇଛନ୍ତି। ଖଲିସ୍ତାନ ସମର୍ଥକ ସଂଗଠନ ଶିଖ ଫର ଜଷ୍ଟିସ ଗୁରୁପତଓ୍ବନ୍ତ ସିଂ ପନ୍ନୁଙ୍କୁ ହତ୍ୟା…

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଘଟଣାର ଗମ୍ଭୀରତାକୁ ବିଚାର କରି ଏହାର ତଦନ୍ତ ସିବିଆଇକୁ ହସ୍ତାନ୍ତର…

ରାହୁଲଙ୍କୁ କାହିଁକି ଭାଇରସ ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ୨୫ସେପ୍ଟେମ୍ବର ୨୦୨୪ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶେରାୱାଲି କହି ରାଲିରେ ନିଜର ଅଭିଭାଷଣ ଆରମ୍ଭ କରିଥିଲେ। ଏଠାରେ ପ୍ରଧାନମନ୍ତ୍ରୀ ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି ତାଙ୍କୁ…

ପାକିସ୍ତାନ ଉପରେ ବର୍ଷିଲେ ମୋଦି କହିଲେ, ଜମ୍ମୁ-କଶ୍ମୀରେ ଲାଗୁ ହେବାକୁ ଦେବୁ ନାହିଁ…

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରି ମୋଦି କଂଗ୍ରେସ, ନାଶନାଲ କନଫରେନ୍ସ ଏବଂ ପିଡିପି ଉପରେ ଖୁବ ବର୍ଷିଛନ୍ତି। ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଧାରା ୩୭୦ଉପରେ ଦେଇଥିବା ବିବୃତ୍ତିରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ…

ପାକିସ୍ତାନକୁ ସିଧା ଜବାବ ଦେବେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀର ନିର୍ବାଚନ ମଧ୍ୟରେ ପଡୋଶୀ ଦେଶରୁ ଧାରା ୩୭୦କୁ ନେଇ ଏକ ବିବାଦୀୟ ବିବୃତ୍ତି ଆସିଛି। ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଧାରା ୩୭୦ ରଦ୍ଦ କରିବାକୁ ନେଇ ଓକିଲାତି କରିଛନ୍ତି। ନିର୍ବାଚନ ପ୍ରଚାର ପାଇଁ କଟରା…

ଭାରତର ଏହି ସ୍ଥାନରେ ଅଧିକ ବ୍ୟବହାର ହେଉଛି କଣ୍ଡୋମ, ନାଁ ଜାଣିଲେ…

ନୂଆଦିଲ୍ଲୀ,୧୯।୯: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) ପ୍ରତ୍ୟେକ ଥର ଏକ ରିପୋର୍ଟ ପ୍ରକାଶ କରେ, ଯେଉଁଥିରେ ଏହା କୁହାଯାଇଛି ଯେ ଭାରତରେ କଣ୍ଡୋମ ବିନା ଯୌନ ସମ୍ପର୍କର ଧାରା ବୃଦ୍ଧି ପାଇଛି। କେଉଁ ରାଜ୍ୟରେ କଣ୍ଡୋମ ଅଧିକ ବ୍ୟବହୃତ ହୁଏ ତାହା…

ସମ୍ବିଧାନରେ ସଂଶୋଧନ ପାଇଁ ମୋଦି ସରକାରଙ୍କ ପାଖରେ ସଂଖ୍ୟା ନାହିଁ, କେମିତି ପୂରଣ ହେବ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ’ର ସ୍ବପ୍ନ…

ନୂଆଦିଲ୍ଲୀ,୧୯ା୯: ସମ୍ବିଧାନରେ ସଂଶୋଧନ କରିବାକୁ ମୋଦି ସରକାରଙ୍କ ପାଖରେ ସଂଖ୍ୟା ନାହିଁ, ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ସ୍ବପ୍ନ କିପରି ପୂରଣ ହେବ? ଏହି ଯୋଜନାରେ ଆଗକୁ ବଢ଼ି ମୋଦି କ୍ୟାବିନେଟ୍‌ ଏକ ଉଚ୍ଚ ସ୍ତରୀୟ କମିଟିର ସୁପାରିସକୁ ପର୍ଯ୍ୟାୟ କ୍ରମେ…

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’ ପରେ ଯଦି ଭାଙ୍ଗିଯବ ସରକାର ତେବେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ଓ୍ବାନ ନେଶନ ଓ୍ବାନ ଇଲେକ୍ସନ ନିର୍ବାଚନ ପ୍ରସ୍ତାବକୁ ମୋଦି କ୍ୟାବିନେଟରେ ଅନୁମୋଦନ ମିଳିଛି। ଏହାକୁ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟକାରୀ କରିବାକୁ ଯୋଜନା ରହିଛି। ପ୍ରଥମ ପର୍ଯ୍ୟାୟରେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ଏକାସାଙ୍ଗରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି…

ଭାରତ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ କାନାଡା ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଓଟଓ୍ବା,୧୯।୯: ଭାରତ ଏବଂ କାନାଡା ମଧ୍ୟରେ ପୁଣି ଥରେ ଉତ୍ତେଜନା ବଢୁଥିବା ଜଣାପଡିଛି। କାନାଡିଆନ ସିକ୍ୟୁରିଟି ଇଣ୍ଟେଲିଜେନ୍ସ ସର୍ଭିସ (ସିଏସ୍‌ଆଇଏସ୍‌) କହିଛି, ଚାଇନା ଏବଂ ଭାରତ ବେଆଇନ ପାଣ୍ଠି ଏବଂ ଖରାପ ପ୍ରଚାର ଅଭିଯାନ ସେମାନଙ୍କ ଦେଶର ପ୍ରବାସୀ ସମ୍ପ୍ରଦାୟକୁ ପ୍ରଭାବିତ…

ନିର୍ବାଚନ ପୂର୍ବରୁ ଅଜିତ ପାୱାରଙ୍କୁ ବଡ଼ ଝଟକା

ମୁମ୍ବାଇ,୧୯।୯: ଚଳିତ ବର୍ଷ ଶେଷରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ପୂର୍ବରୁ ନେତାଙ୍କ ଦଳବଦଳ କାର୍ଯ୍ୟ ଆରମ୍ଭ ହୋଇଛି। ଏହି ସମୟରେ ଶରଦ ପାୱାର ଅଜିତ ପାୱାରଙ୍କ ଦଳକୁ ଏକ ବଡ ଝଟକା ଦେଇଛନ୍ତି। ଛଗନ ଭୁଜବଲଙ୍କ ସମର୍ଥକ…

ତିରୁମାଲାଙ୍କ ପ୍ରସାଦରେ ପଶୁ ଚର୍ବି, ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ଅଭିଯୋଗ ପରେ ତୀବ୍ର ଉତ୍ତେଜନା

ହାଇଦ୍ରାବାଦ,୧୯ା୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ପୂର୍ବ ସରକାର ଜଗନମୋହନ ରେଡ୍ଡୀଙ୍କ ବିରୋଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ପରେ ରାଜ୍ୟର ରାଜନୀତି ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଅଭିଯୋଗ କରିଛନ୍ତି ଯେ, ଜଗନମୋହନ ରେଡ୍ଡୀଙ୍କ କାର୍ଯ୍ୟକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?