ଜାତୀୟ

ଟସ୍‌ ଜିତିଲା ବାଂଲାଦେଶ: ଭାରତକୁ ପ୍ରାରମ୍ଭିକ ଝଟ୍‌କା

ଚେନ୍ନାଇ,୧୯।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହେଉଛି। ଗୁରୁବାରଠାରୁ ଚେନ୍ନାଇର ଚେପକ ଷ୍ଟାଡିୟମରେ ପ୍ରଥମ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍‌ରେ ବାଂଲାଦେଶ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଆସନ୍ତା…

ଖାର୍ଗେଙ୍କୁ ଖୋଲା ଚିଠି ଲେଖିଲେ ଜେପି ନଡା

ନୂଆଦିଲ୍ଲୀ,୧୯।୯: ଭାଜପା ଜାତୀୟ ଅଧ୍ୟକ୍ଷ ଜେପି ନଡା ଗୁରୁବାର କଂଗ୍ରେସ ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ କଂଗ୍ରେସ ସଭାପତିଙ୍କୁ ଉତ୍ତର ଦେଇଛନ୍ତି। ନଡା ଲେଖିଛନ୍ତି, ସମ୍ମାନିତ ଖାର୍ଗେ ଜୀ,…

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ ଧିରୁଭାଇ ଅମ୍ବାନୀଙ୍କ ୩ୟ ପୁଅ ଭାବେ ପରିଚିତ ଆନନ୍ଦ ରିଲାଇନ୍ସ ଇଣ୍ଡଷ୍ଟ୍ରିଜର ମାଲିକ ତଥା…

ମିଶନ ଚନ୍ଦ୍ରୟାନ-୪କୁ କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ, ୧୯।୯: କେନ୍ଦ୍ର କ୍ୟାବିନେଟ ବୁଧବାର ମହାକାଶ କ୍ଷେତ୍ରରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛି। ବହୁ ପ୍ରତୀକ୍ଷିତ ଚନ୍ଦ୍ରୟାନ-୪ ମିଶନକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଥିବା ନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଏହି ମିଶନ ଅନୁଯାୟୀ, ଭାରତୀୟ…

ଦେଶରେ ଦ୍ୱିତୀୟ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୯ା୯(ଅନୁରାଧା ମହାରଣା):ଦେଶରେ ଦ୍ବିତୀୟ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କେରଳର ମାଲାପୁରାମରେ ଚିକିତ୍ସିତ ହେଉଥିବା ଜଣେ ୩୮ବର୍ଷ ବୟସ୍କ ବ୍ୟକ୍ତି ଏଥିରେ ସଂକ୍ରମିତ ଥିବା ଜଣାପଡ଼ିଛି। ଏହି ରୋଗର ଲକ୍ଷଣ ଦେଖାଯିବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ନମୁନା ଟେଷ୍ଟ…

ଲାଲୁ ଓ ୨ ପୁଅଙ୍କୁ କୋର୍ଟ ସମନ

ନୂଆଦିଲ୍ଲୀ, ୧୯।୯: ନିଯୁକ୍ତି ବଦଳରେ ଜମି ଦୁର୍ନୀତି ମାମଲାରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଓ ତାଙ୍କର ୨ ପୁଅ ତେଜସ୍ବୀ ଏବଂ ତେଜ୍‌ ପ୍ରତାପ ଯାଦବଙ୍କୁ ବୁଧବାର ଦିଲ୍ଲୀର ରାଉଜ୍‌ ଆଭେନ୍ୟୁ କୋର୍ଟ ସମନ ଜାରି…

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ନେତୃତ୍ୱରେ ଗଠିତ ପ୍ୟାନେଲର ରିପୋର୍ଟ ଗ୍ରହଣ କରିଛନ୍ତି। ଯାହା…

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ ପଦ ସମ୍ଭାଳିବେ। ତେବେ ଆତିଶୀ ବର୍ତ୍ତମାନ ଦେଶର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଛନ୍ତି। ଦିଲ୍ଲୀ…

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ ଆମେ ମଧ୍ୟ ଏହାର ସପକ୍ଷରେ ଅଛୁ। ଆମେ ମଧ୍ୟ ଗୋଟିଏ ଦେଶ, ଦେଶରେ ଗୋଟିଏ…

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ ନେତୃତ୍ୱରେ କମିଟି ମାର୍ଚ୍ଚ ୨୦୨୪ରେ ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ସମ୍ପର୍କରେ ରିପୋର୍ଟ ଦାଖଲ…

ମୋଦି ସରକାରଙ୍କ ବଡ ଆକ୍ସନ, ଆଉ ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧୮।୯: ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ ଏକ ନୋଟିସ ପଠାଇ ଜଳ ଚୁକ୍ତିରେ ପରିବର୍ତ୍ତନ ଆଣିବାକୁ ଦାବି କରିଛନ୍ତି। ସରକାରଙ୍କ ସହ…

ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର ୧୮)ରେ କେନ୍ଦ୍ର କ୍ୟାବିନେଟ ଗୋଟିଏ ଦେଶ, ଗୋଟିଏ ନିର୍ବାଚନରେ ଉପସ୍ଥାପିତ ହୋଇଥିବା ରିପୋର୍ଟକୁ ଅନୁମୋଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?