୨୩ରେ ୟୁକ୍ରେନ୍ ଯିବେ ମୋଦି
ନୂଆଦିଲ୍ଲୀ, ୨୦।୮: ଆସନ୍ତା ୨୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ୍ ଗସ୍ତରେ ଯିବେ। ଏନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଏହି ଅବସରରେ ୨ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଏବଂ ବହୁପକ୍ଷୀୟ ସହଯୋଗ ଉପରେ ଆଲୋଚନା ହେବ। ୩୦…
ତଲାକ ପ୍ରଥା ବିବାହ ପାଇଁ ଘାତକ ଥିଲା
ନୂଆଦିଲ୍ଲୀ,୨୦ା୮(ପି.ଟି.): ୨୦୧୯ର ୩ ତଲାକ ଆଇନକୁ କେନ୍ଦ୍ର ସରକାର ସୋମବାର ସୁପ୍ରିମକୋର୍ଟରେ ସମର୍ଥନ କରିଛନ୍ତି। ପୂର୍ବରୁ ତଲାକ ପ୍ରଥା ବିବାହ ପାଇଁ ଘାତକ ଥିଲା ବୋଲି ସରକାର କହିଛନ୍ତି। ଉକ୍ତ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ଏକାଧିକ ପିଟିଶନ୍ ଉପରେ କେନ୍ଦ୍ର…
ନକଲି ଏନ୍ସିସି କ୍ୟାମ୍ପ୍ରେ ୧୩ ଛାତ୍ରୀଙ୍କୁ ଯୌନ ନିର୍ଯାତନା
ଚେନ୍ନାଇ , ୨୦।୮: ତାମିଲନାଡ଼ୁର କୃଷ୍ଣାଗିରିସ୍ଥିତ ଏକ ଘରୋଇ ବିଦ୍ୟାଳୟର ୧୩ ଛାତ୍ରୀଙ୍କୁ ଗୋଟିଏ ନକଲି ଏନ୍ସିସି କ୍ୟାମ୍ପ୍ରେ ଯୌନ ନିର୍ଯାତନା କରାଯାଇଥିବାର ଏକ ମାମଲା ସାମନାକୁ ଆସିଛି। ତେବେ ଏହି ମାମଲାରେ ୧୧ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ସୋମବାର…
ସରକାରୀ ନିଯୁକ୍ତିରେ ସଂରକ୍ଷଣ ରହିବା ଜରୁରୀ; କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ବୟାନ
ନୂଆଦିଲ୍ଲୀ,୧୯।୮: ସରକାରୀ ନିଯୁକ୍ତି ପାଇଁ କୌଣସି ପଦକ୍ଷେପକୁ ହଜପରେ ସହଯୋଗୀ ତଥା କେନ୍ଦ୍ର ମନ୍ତ୍ରୀ ଚିରାଗ ପାସୱାନ ଦୃଢ ସମାଲୋଚନା କରିଛନ୍ତି, ଯାହା ସଂରକ୍ଷଣ ନୀତି ବିରୁଦ୍ଧ ଅଟେ। ସେ କହିଛନ୍ତି ଯେ ଏଥିରେ ଯଦି କିଛି ନାହିଁ। ସରକାରୀ ଚାକିରିରେ…
ସିପିଏମ ନେତା ସୀତାରାମ ୟେଚୁରୀ ଦିଲ୍ଲୀ ଏମ୍ସରେ ଭର୍ତ୍ତି
ନୂଆଦିଲ୍ଲୀ,୧୯।୮: ସିପିଏମ ନେତା ସୀତାରାମ ୟେଚୁରୀଙ୍କ ସ୍ୱାସ୍ଥ୍ୟବସ୍ଥା ଅଚାନକ ବିଗିଡିଯାଇଛି। ତୁରଂତ୍ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। କୁହାଯାଉଛି ଯେ, ପୂର୍ବରୁ ତାଙ୍କୁ ଏମର୍ଜେନ୍ସି ୱାର୍ଡରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଆଇସିୟୁକୁ ସିଫ୍ଟ କରାଯାଇଛି। ପିଟିଆଇ ରିପୋର୍ଟ ଅନୁଯାୟୀ ସୀତାରାମ…
ଆଇନଶୃଙ୍ଖଳା ସ୍ଥିତି ଉପରେ ଉଠିଲା ପ୍ରଶ୍ନ: ରାଷ୍ଟ୍ରପତିଙ୍କୁ ଭେଟିବେ ପଶ୍ଚିମବଙ୍ଗ ରାଜ୍ୟପାଳ
କୋଲକାତା,୧୯।୮: କୋଲକାତାର ଆର୍.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଡାକ୍ତରମାନଙ୍କ ଆନ୍ଦୋଳନ ଜାରି ରହିଛି। କୋଲକାତାର ଟ୍ରେନି ମହିଳା ଡାକ୍ତର ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ପଶ୍ଚିମବଙ୍ଗରେ ଡାକ୍ତରମାନଙ୍କ…
ଏମ୍ପକ୍ସ ପାଇଁ ଭାରତର ପ୍ରସ୍ତୁତି; ହସ୍ପିଟାଲ, ବିମାନବନ୍ଦରରେ ସତର୍କତା ଜାରି
ନୂଆଦିଲ୍ଲୀ,୧୯ା୮: ଏମ୍ପକ୍ସ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସତର୍କତାମୂଳକ ପଦକ୍ଷେପ ଆରମ୍ଭ କରିଛି। ହସ୍ପଟାଲଗୁଡ଼ିକରେ ଆଇସୋଲେଶନ ଓ୍ବାର୍ଡ ପ୍ରସ୍ତୁତ କରାଯିବା ସହ ବିମାନବନ୍ଦରଗୁଡ଼ିକରେ ସତର୍କତା ଜାରି ହୋଇଛି। ଦିଲ୍ଲୀର ସଫଦରଜଙ୍ଗ, ଲେଡି ହାର୍ଡିଙ୍ଗ୍ ମେଡିକାଲ କଲେଜ, ଏବଂ ରାମମୋନହର ଲୋହିଆ ହସ୍ପିଟାଲକୁ…
କୋଲକାତା ବଳାତ୍କାର ଘଟଣାର ଅଭିଯୁକ୍ତଙ୍କ ଶାଶୁ ଖୋଲିଲେ ବଡ଼ ଗୁମର, କହିଲେ ସେ ଜଣେ…
କୋଲକାତା,୧୯।୮: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କ ବଳାତ୍କାର ଏବଂ ହତ୍ୟାକୁ ନେଇ ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଛି। ବର୍ତ୍ତମାନ ଏହି ମାମଲାରେ ସିବିଆଇ ଅଭିଯୁକ୍ତ ସଞ୍ଜୟ ରାୟଙ୍କ ପଲିଗ୍ରାଫ ଟେଷ୍ଟ କରିବ। ଅଭିଯୁକ୍ତ…
ମୁଖ୍ୟମନ୍ତ୍ରୀଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ମୃତ ଡାକ୍ତରଙ୍କ ବାପା
କୋଲକାତା,୧୯ା୮:କୋଲକାତାର ଆର୍.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲରେ ୩୧ ବର୍ଷୀୟା ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରୁଥିବା ଲୋକଙ୍କ ମୁହଁ ବନ୍ଦ କରିଦେବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉଦ୍ୟମ କରୁଥିବା ମୃତା ଡାକ୍ତରଙ୍କ…
ଡାକ୍ତରଙ୍କୁ ଟିଏମ୍ସି ଏମ୍ପିଙ୍କ ଧମକ: ରୋଗୀଙ୍କ ମୃତ୍ୟୁ ହେଲେ ସୁରକ୍ଷା ଦେବୁନୁ
କୋଲକାତା,୧୯ା୮:କୋଲକାତାର ଆର୍.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଡାକ୍ତରମାନଙ୍କ ଆନ୍ଦୋଳନ ଜାରି ରହିଥିବାବେଳେ ସୋମବାର ସେମାନେ ବହୁସଂଖ୍ୟାରେ ରାଜରାସ୍ତାକୁ ଓହ୍ଲାଇ ମାନବ ଶୃଙ୍ଖଳ ସୃଷ୍ଟି କରିଥିଲେ। ସେମାନେ କୋଲକାତାର ବହୁ…
ଡାକ୍ତରଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ; ମେଡ଼ିକାଲରେ ବଢିବ ସୁରକ୍ଷା
ନୂଆଦିଲ୍ଲୀ,୧୯।୮: ସାରା ଦେଶରେ ବାସିନ୍ଦା ଡାକ୍ତରଙ୍କ ଧର୍ମଘଟକୁ ନେଇ ଡାକ୍ତରଙ୍କ ପ୍ରତିନିଧୀ ଏବଂ ମନ୍ତ୍ରଣାଳୟ ମଧ୍ୟରେ ନିରନ୍ତର ଆଲୋଚନା ଚାଲିଛି। ଆଜି ମଧ୍ୟ ଏହି ସଂପର୍କରେ ଡାକ୍ତରଙ୍କ ଏକ ପ୍ରତିନିଧି ଦଳ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କୁ ଭେଟିଥିଲେ। ଯେଉଁଥିରେ ଅନେକ…
କୋଲକାତାର ବଳାତ୍କାର-ହତ୍ୟା ମାମଲାରେ ନୂଆ ଟ୍ବିଷ୍ଟ: ମୃତା ଡାକ୍ତରଙ୍କ ଡାଇରି ଭିତରେ…
କୋଲକାତା,୧୯ା୮: କୋଲକାତାର ଆର୍.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲରେ ୩୧ ବର୍ଷୀୟା ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରୁଥିବା ଲୋକଙ୍କ ମୁହଁ ବନ୍ଦ କରିଦେବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉଦ୍ୟମ କରୁଥିବା ମୃତା…
Archives


