ଭାଜପା ଶିବିରରୁ ଆସିଲା ବଡ଼ ଖବର: ଇସ୍ତଫା ଦେଲେ ଏହି ନେତା!
ନୂଆଦିଲ୍ଲୀ,୩୧।୭: ଭାରତୀୟ ଜନତା ପାର୍ଟିର ମୁଖପାତ୍ର ଶେହଜାଦ ପୁନାୱାଲା ଭାଜପାରୁ ଇସ୍ତଫା ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭାଜପାରେ ଦୀର୍ଘ ଦିନରୁ ମୁଖପାତ୍ର ଥିବା ଶେହଜାଦ ପୁନାୱାଲା ବ୍ୟକ୍ତିଗତ କାରଣରୁ ଏହି ଇସ୍ତଫା ଦେଇଛନ୍ତି। ସେ ଭାଜପାର ଶୀର୍ଷ ନେତୃତ୍ୱଙ୍କୁ…
ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି
ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ କହିଛନ୍ତି ଯେ, ମୋଦି ଓ ଶାହା ‘ଭାରତର ଅତୀତ’, ତେଣୁ ସେମାନେ ‘ଭାରତର…
ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍ ଦୀପକେ
ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି ବିଲ ଆଇନରେ ପରିଣତ ହେବ। ଏହି ଆଇନରେ ପେପର ଲିକ ଭଳି ଅପରାଧ…
ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….
ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ ତାଙ୍କୁ ମିଳିଥିବା ପ୍ରସ୍ତାବ ପ୍ରତ୍ୟକ୍ଷ ଓ ପରୋକ୍ଷରେ ଧମକପୂର୍ଣ୍ଣ ଥିଲା। ଅଭିଜିତ୍ଙ୍କ କହିବା…
ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍ ଲିକ୍ ମାଫିଆ…
ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍ ନିରୋଧୀ ବିଲ୍’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ସ୍ବାଗତ କରିବା ସହିତ ଏକ ଇନ୍ଷ୍ଟାଗ୍ରାମ ଭିଡିଓ ଜରିଆରେ କଡ଼ା ବାର୍ତ୍ତା ଦେଇଛନ୍ତି।…
ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ
ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ ଆଉ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ଦିଲ୍ଲୀ ସରକାର ନିଷ୍ପତ୍ତି…
ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି
ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ, ଜଷ୍ଟିସ ଜୟମାଲ୍ୟ ବାଗ୍ଚୀ ଏବଂ ଜଷ୍ଟିସ୍…
E୨୦ ପେଟ୍ରୋଲକୁ ନେଇ ୭ ବଡ଼ ପ୍ରଶ୍ନ, ସଂସଦରେ ତଥ୍ୟ ସହ ଜବାବ ଦେଲେ ସରକାର
ନୂଆଦିଲ୍ଲୀ,୩୧।୭: E୨୦ ପେଟ୍ରୋଲକୁ ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ମାଧ୍ୟମରେ ଉଠୁଥିବା ପ୍ରଶ୍ନ ମଧ୍ୟରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସଂସଦରେ ବିସ୍ତୃତ ସ୍ପଷ୍ଟୀକରଣ ଦେଇଛି । ମନ୍ତ୍ରଣାଳୟ କହିଛି ଯେ, E୨୦ ପେଟ୍ରୋଲକୁ ନେଇ ପ୍ରଚାରିତ ହେଉଥିବା…
ରାହୁଲ ଗାନ୍ଧୀଙ୍କ ପରେ ଅମିତ ଶାହାଙ୍କ ଇସ୍ତଫା ଦାବି କଲେ ଅଭିଜିତ ଦୀପକେ, କହିଲେ ବଳ..
ନୂଆଦିଲ୍ଲୀ,୩୧।୭ ଦିଲ୍ଲୀରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପେଲେଟ୍ ଗନ୍ ବ୍ୟବହାରକୁ ନେଇ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଇସ୍ତଫା ଦାବି କରିଛନ୍ତି । କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ ଦୀପକେ…
ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର
ନୂଆଦିଲ୍ଲୀ,୩୧।୭: କକ୍ରୋଚ୍ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ ଆନ୍ଦୋଳନକାରୀଙ୍କ ବିରୋଧରେ ଦିଲ୍ଲୀ ପୋଲିସ କୌଣସି କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ…
ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍
ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା ଅନୁମୋଦନ କରିଛନ୍ତି। ବିଲ୍ ଆଲୋଚନା ସମୟରେ ବିରୋଧୀ ଦଳ ୱାକଆଉଟ୍ କରିଥିଲେ। ବିଲ୍କୁ…
ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…
ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି । କଣ ଆପଣ ମଧ୍ୟ ଆପଣଙ୍କର ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍…

