ଜାତୀୟ

ଇସ୍ତଫା ଦେବେ କେଜରିଓ୍ବାଲ, କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୫।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା କରିଛନ୍ତି। AAP କର୍ମୀଙ୍କୁ ସମ୍ବୋଧିତ କରିବାବେଳେ ସେ ଏହି ଘୋଷଣା କରିଛନ୍ତି। ତାଙ୍କ ସମ୍ବୋଧନରେ ସେ କହିଛନ୍ତି ଯେ, ଜନସାଧାରଣଙ୍କ ଆଶୀର୍ବାଦରେ ଭାଜପାର ସମସ୍ତ ଷଡଯନ୍ତ୍ରକୁ ପ୍ରତିହତ କରିବାର…

‘ଲେଟର ବମ’ ଫୁଟାଇଲେ କେଜରିଓ୍ବାଲ, କର୍ମୀଙ୍କୁ କହିଲେ…

ନୂଆଦିଲ୍ଲୀ,୧୫।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ରବିବାର ରବି ଶଙ୍କର ଶୁକ୍ଲା ଲେନରେ ଅବସ୍ଥିତ ପାର୍ଟି ଅଫିସରେ କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କେଜରିୱାଲ ଭାରତ ମାତା କି ଜୟ ସ୍ଲୋଗାନରୁ ତାଙ୍କର…

ପଣ କଲେ ପ୍ରଶାନ୍ତ କିଶୋର, ଶାସନ କ୍ଷମତା ଆସିଲେ ଶେଷ ହୋଇଯିବ ଏହି ପ୍ରତିବନ୍ଧକ

ପାଟନା,୧୫।୯: ନିର୍ବାଚନ ରଣନୀତିଜ୍ଞ-ରାଜନେତା ପ୍ରଶାନ୍ତ କିଶୋର ଶନିବାର ପ୍ରତିଶ୍ରୁତି ଦେଇଛନ୍ତି ଯେ ଯଦି ତାଙ୍କ ଜନ ସୁରାଜ ପାର୍ଟି ରାଜ୍ୟରେ ସରକାର ଗଠନ କରନ୍ତି, ତେବେ ବିହାରରେ ଏକ ଘଣ୍ଟା ମଧ୍ୟରେ ମଦ ନିଷେଧ ହଟାଯିବ। ଅକ୍ଟୋବର ୨ରେ ଦଳର ଦଳର…

ପ୍ରଧାନମନ୍ତ୍ରୀ ପଦ ପାଇଁ ଅଫର୍‌ ଦେଇଥିଲେ ବିରୋଧୀ ଦଳ ନେତା, ହେଲେ ମୁଁ…

ନୂଆଦିଲ୍ଲୀ,୧୫।୯: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ଏକ ବିବୃତ୍ତି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ତାଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ଅଫର୍‌ ଆସିଥିବା ସେ କହିଛନ୍ତି। ବିରୋଧୀ ଦଳର ଜଣେ ବଡ଼ ନେତା ତାଙ୍କୁ ଏହି ଅଫର୍‌ ଦେଇଥିଲେ ବୋଲି ସେ…

ଶେଖ ହାସିନାଙ୍କ ଫୋନ କଲ ଲିକ୍‌!, ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ/ଢାକା,୧୫।୯: ବାଂଲାଦେଶରେ ଘଟିଥିବା ହିଂସା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଭାରତ ପଳାଇ ଆସିଥିଲେ। ବର୍ତ୍ତମାନ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ପଡୋଶୀ ଦେଶରେ ଗଠିତ ମଧ୍ୟବର୍ତ୍ତୀ ସରକାର ହାସିନାଙ୍କ ପ୍ରତ୍ୟାବର୍ତ୍ତନ ଚାହୁଁଛନ୍ତି। ୟୁନୁସ ସରକାର ମଧ୍ୟ ଏଥିପାଇଁ ସମସ୍ତ ଉଦ୍ୟମ…

ସ୍ଥଗିତ ରହିଲା ମୋଦିଙ୍କ ରୋଡ ଶୋ’ କାର୍ଯ୍ୟକ୍ରମ

ଜାମସେଦପୁର,୧୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଟାଟାନାଗର ଅର୍ଥାତ୍‌ ଜାମସେଦପୁରରେ ପହଞ୍ଚି ପାରିବେ ନାହିଁ। ଖରାପ ପାଗ ହେତୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି। ଖରାପ ପାଗ ଯୋଗୁଁ ରାଞ୍ଚିରୁ ଜାମସେଦପୁର ଅଭିମୁଖେ ଯାତ୍ରା ହୋଇପାରିବ ନାହିଁ। ସେ ରାଞ୍ଚିରୁ ଅନଲାଇନ…

ହିନ୍ଦୁ ବିବାହ ଚୁକ୍ତି ନୁହେଁ, ବିଚ୍ଛେଦ ପାଇଁ ବୈଧ ସହମତି ଲୋଡ଼ା

ପ୍ରୟାଗରାଜ, ୧୫।୯: ଆଲ୍ଲାହାବାଦ ହାଇକୋର୍ଟ ଶନିବାର ଏକ ମହତ୍ତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଏକ ମାମଲାର ଶୁଣାଣି କରି ଉଚ୍ଚ ନ୍ୟାୟାଳୟ କହିଛନ୍ତି, ହିନ୍ଦୁ ବିବାହକୁ କୌଣସି ଚୁକ୍ତି ପରି ଭଙ୍ଗାଯାଇ ପାରିବନି। କେବଳ ସୀମିତି ପରିସ୍ଥିତିରେ ଉଭୟ ପକ୍ଷଙ୍କ ସହମତି ସହ…

ଚାଇନା କମ୍ପାନୀରେ ମାଧବୀଙ୍କ ନିବେଶ

ନୂଆଦିଲ୍ଲୀ,୧୫ା୯: ଭାରତର ପ୍ରତିଭୂତି ଏବଂ ବିନିମୟ ବୋର୍ଡ (ସେବି) ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ ଓ ତାଙ୍କ ସ୍ବାମୀ ଆଦାନୀ ଗ୍ରୁପ୍‌ର ଷ୍ଟକ୍‌ ମୂଲ୍ୟ ଜାଲିଆତିରେ ସମ୍ପୃକ୍ତ ଦରିଆପାରି ସଂସ୍ଥାରେ ପୁଞ୍ଜିନିବେଶ କରିଥିବା ଆମେରିକୀୟ ଗବେଷଣା ସଂସ୍ଥା ହିଣ୍ଡେନବର୍ଗ ପ୍ରକାଶ କରିବା…

କୋଲକାତା ବଳାତ୍କାର ହତ୍ୟା ଘଟଣାରେ ସିବିଆଇର ବଡ ଆକ୍ସନ, ସନ୍ଦୀପ ଘୋଷ…

କୋଲକାତା,୧୪।୯: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଜୁନିଅର ମହିଳା ଡାକ୍ତରଙ୍କୁ ବଳାତ୍କାର-ହତ୍ୟା ମାମଲାରେ ସିବିଆଇ ଏକ ବଡ ପଦକ୍ଷେପ ନେଇଛି। କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଶନିବାର ଆର.ଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ…

ମମତା କହିଲେ ମୋତେ ଏମିତି ଅପମାନ ନ କରାଯାଉ, ଡାକ୍ତରଙ୍କ ସହ ପୁଣି ଫେଲ ମାରିଲା ବୈଠକ

କୋଲକାତା,୧୪।୯: ପଶ୍ଚିମବଙ୍ଗର ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଆନ୍ଦୋଳନ କରୁଥିବା ଡାକ୍ତର ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ଦ୍ୱିତୀୟ ଥର ପାଇଁ ହୋଇଥିବା ବୈଠକ ବିଫଳ ହୋଇଛି। ଏହାପୂର୍ବରୁ ଗୁରୁବାର ପଶ୍ଚିମବଙ୍ଗ ସରକାର ଡାକ୍ତରଙ୍କ ବୈଠକ…

ବଳାତ୍କାର ସମୟରେ ନିଜ ପସନ୍ଦର ଅନ୍ତବସ୍ତ୍ର ପିନ୍ଧିବାକୁ ପୀଡ଼ିତାଙ୍କୁ…

ବେଙ୍ଗାଲୁରୁ,୧୪।୯: ପୂର୍ବତନ ଜେଡିଏସ ଏମପି ପ୍ରଜ୍ୱଳ ରେଭାନ୍ନାଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ମାମଲାରେ ଏସଆଇଟିର ତୃତୀୟ ଚାର୍ଜସିଟରେ ପ୍ରକାଶ ପାଇଛି ଯେ ସେ ପୀଡ଼ିତାଙ୍କୁ ନିଜ ପସନ୍ଦର ଅନ୍ତବସ୍ତ୍ର ପିନ୍ଧିବାକୁ ବାଧ୍ୟ କରୁଥିଲେ ଏବଂ ଘୃଣ୍ୟ କାର୍ଯ୍ୟ କରିବା ସମୟରେ ହସିବାକୁ…

ବିମାନ ବନ୍ଦରରେ ଗୋଟିଏ କପ ଚା’ ଅର୍ଡର କରି କାହିଁକି ଚମକି ପଡିଲେ ପୂର୍ବତନ ଅର୍ଥମନ୍ତ୍ରୀ

କୋଲକାତା,୧୪।୯: ବିମାନବନ୍ଦରରେ ଖାଦ୍ୟ ସାମଗ୍ରୀ କାହିଁକି ମହଙ୍ଗା ହେଉଛି ସେନେଇ ସୋସିଆଲ ମିଡିଆରେ ଅନେକ ସମୟରେ ଆଲୋଚନା ହୋଇଥାଏ। ବର୍ତ୍ତମାନ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି ଚିଦାମ୍ବରମ କୋଲକାତା ବିମାନବନ୍ଦରରେ ଚା’ର ମୂଲ୍ୟ ସମ୍ପର୍କରେ ଟୁଇଟ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?