ଜାତୀୟ

କେଜ୍‌ରିଓ୍ବାଲଙ୍କୁ ମୁକ୍ତି, ସିବିଆଇକୁ ଭର୍ତ୍ସନା

ନୂଆଦିଲ୍ଲୀ,୧୪ା୯:ଦିଲ୍ଲୀ ଅବକାରୀ ନୀତି ସମ୍ପର୍କିତ ମାମଲାରେ ଗିରଫ ହେବାର ୬ ମାସ ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଷ୍ଟ୍ରୀୟ ଆବାହକ କେଜ୍‌ରିଓ୍ବାଲ ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ମନିଲଣ୍ଡରିଂ ମାମଲାରେ…

୨୦୨୫ ଜୁନ୍‌ରେ ଶେଷ ହେବ ରାମମନ୍ଦିର କମ୍ପ୍ଲେକ୍ସ ନିର୍ମାଣ

ଅଯୋଧ୍ୟା,୧୩ା୯: ଅଯୋଧ୍ୟା ରାମମନ୍ଦିର କମ୍ପ୍ଲେକ୍ସ ନିର୍ମାଣ କାର୍ଯ୍ୟ ୨୦୨୫ ଜୁନ୍‌ ୩୦ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ରାମ ମନ୍ଦିର ନିର୍ମାଣ କମିଟି ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ରା ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ଅଯୋଧ୍ୟାରେ ନିର୍ମାଣ କମିଟିର ୩ ଦିନିଆ ବୈଠକ ଅବସରରେ…

ଗଣବଳାତ୍କାର ଉଦ୍ୟମ:ଅଭିଯୁକ୍ତ ଡାକ୍ତରଙ୍କ ଗୁପ୍ତାଙ୍ଗ କାଟିଦେଲେ ନର୍ସ

ପାଟନା,୧୩ା୯: କୋଲକାତାରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଉତ୍ତେଜନା ଲାଗିରହିଥିବାବେଳେ ବିହାରର ଏକ ଘରୋଇ ହସ୍ପିଟାଲରେ ଜଣେ ନର୍ସଙ୍କୁ ଗଣବଳାତ୍କାର ଉଦ୍ୟମ ହୋଇଛି। ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ଡାକ୍ତର ରହିଛନ୍ତି, ଯିଏ କି ଉକ୍ତ ହସ୍ପିଟାଲର ପ୍ରଶାସକ।…

୧୫୬ ଦିନ ପରେ ଜେଲ୍‌ରୁ ବାହାରିଲେ ଅରବିନ୍ଦ କେଜ୍‌ରିୱାଲ

ନୂଆଦିଲ୍ଲୀ,୧୩।୯: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ବେଲ ମିଳିବା ପରେ ଶୁକ୍ରବାର ସେ ୧୫୬ ଦିନ ପରେ ଜେଲ୍ରୁ ବାହାରିଛନ୍ତି। ବାହାରକୁ ଆସି ସେ ପାର୍ଟି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି ଯେ, ଲକ୍ଷ…

ଅପେକ୍ଷାର ହେଲା ଅନ୍ତ, ସ୍ବାମୀଙ୍କୁ ପାଛୋଟି ଆଣିବାକୁ ତିହାର ଜେଲ ଗେଟରେ ମିଠା ନେଇ ପହଞ୍ଚିଲେ ସୁନୀତା କେଜରିଓ୍ବାଲ

ନୂଆଦିଲ୍ଲୀ,୧୩।୯: ସୁପ୍ରିମକୋର୍ଟ ଶୁକ୍ରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଏହା ସହ ତାଙ୍କୁ ଜେଲରୁ ବାହାରିବା ପାଇଁ ରାସ୍ତା ମଧ୍ୟ ସଫା ହୋଇଯାଇଛି। ସୂଚନା ଅନୁଯାୟୀ, ଗେଟ୍‌ ନମ୍ବର ୩ରୁ କେଜରିୱାଲ ବାହାରକୁ ଆସିପାରନ୍ତି। କେଜରିୱାଲଙ୍କ ପତ୍ନୀ…

ସଞ୍ଜୟ ରୟଙ୍କର ହେବ ନାହିଁ ନାର୍କୋ ଟେଷ୍ଟ, ସିବିଆଇର ଆବେଦନକୁ ଖାରଜ କଲେ କୋର୍ଟ

କୋଲକାତା,୧୩।୯: କୋଲକାତା ଟ୍ରେନି ମହିଳା ଡାକ୍ତରଙ୍କ ବଳାତ୍କାର-ହତ୍ୟା ମାମଲା ଏବେ ହେଡଲାଇନରେ ରହିଛି। ଆର.ଜି.କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ହୋଇଥିବା ଏହି ଜଘନ୍ୟ ଅପରାଧର ଅଭିଯୁକ୍ତ ଥିବା ଞ୍‌ସଞ୍ଜୟ ରୟ ନାର୍କୋ ଟେଷ୍ଟ ପାଇଁ ନିଜର ଅସହମତି ପ୍ରକାଶ କରିଥିଲେ।…

ପୋର୍ଟବ୍ଲେୟାର ନାଁ ପରିବର୍ତ୍ତନ କଲେ କେନ୍ଦ୍ର ସରକାର, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୩।୯: ଭାରତ ସରକାର ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର ରାଜଧାନୀ ପୋର୍ଟ ବ୍ଲେୟାରର ନାମ ପରିବର୍ତ୍ତନ କରିଛନ୍ତି। ସରକାର ପୋର୍ଟ ବ୍ଲେୟାରର ନାମକୁ ‘ଶ୍ରୀ ବିଜୟପୁରମ୍’ ରେ ପରିବର୍ତ୍ତନ କରିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଟୁଇଟ୍ କରି ଏ ସମ୍ପର୍କରେ…

ସୀତାରାମ ୟେଚୁରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଏହି ନେତାଙ୍କୁ ଭାଙ୍ଗିବାକୁ ପଡିଲା ଭିଷ୍ମ ପ୍ରତିଜ୍ଞା!

ନୂଆଦିଲ୍ଲୀ,୧୩।୯: ସିପିଆଇ (ଏମ) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କର ଗୁରୁବାର ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ ଦଳର ନେତା ଇପି ଜୟରାଜନ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଦିଲ୍ଲୀରେ ପହଞ୍ଚିଥିଲେ। କିନ୍ତୁ ଏଥିପାଇଁ ତାଙ୍କୁ ଦୁଇ ବର୍ଷ ପୂର୍ବେ ଦେଇଥିବା…

ଶେଖ ହାସିନା ଯିବା ପରେ କାଙ୍ଗାଳ ହେଉଛି ବାଂଲାଦେଶ, ସମ୍ଭାଳି ପାରୁ ନାହଁାନ୍ତି ୟୁନୁସ ସରକାର

ଢାକା/ନୂଆଦିଲ୍ଲୀ,୧୩।୯: ଶେଖ ହାସିନା ସରକାର ଭାଙ୍ଗିବା ପରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କ ସର୍ବଦା କମ୍‌ ହେବାରେ ଲାଗିଛି। ବାଂଲାଦେଶର ମହମ୍ମଦ ୟୁନୁସ ସରକାର କ୍ରମାଗତ ଭାବରେ ଭାରତ ବିରୋଧୀ ବିବୃତ୍ତି ଦେଉଛନ୍ତି। ବୋଧହୁଏ ବାଂଲାଦେଶକୁ ମଧ୍ୟ ଏହାର ପରିଣାମ…

ସ୍ମୃତି ଇରାନିଙ୍କୁ ମିଳିଲା ଗୁରୁ ଦାୟିତ୍ୱ! ପୂରଣ କରିବେକି ଭାଜପାର ଏହି ଏଜେଣ୍ଡା

ନୂଆଦିଲ୍ଲୀ,୧୩।୯: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି ନେତା ସ୍ମୃତି ଇରାନୀଙ୍କୁ ନେଇ ଏକ ବଡ଼ ଖବର ଆସିଛି। ସ୍ମୃତି ଏଥର ଲୋକ ସଭା ନିର୍ବାଚନରେ ହାରିଯାଇଥିଲେ। ଏହା ପରେ ବିଶ୍ୱାସ କରାଯାଉଥିଲା ଯେ ସ୍ମୃତି ଇରାନୀ ଦଳରେ…

କିପରି ମଦ ପିଇବା ପରେ ସତ କୁହନ୍ତି ଲୋକେ, ରିସର୍ଚ୍ଚରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୩।୯: ସାରା ବିଶ୍ୱରେ ଧୀରେ ଧୀରେ ମଦ୍ୟପାନ କରୁଥିବା ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଛି। କିନ୍ତୁ ଆପଣ କେବେ ଚିନ୍ତା କରିଛନ୍ତି କି ଲୋକମାନେ ମଦ୍ୟପାନ କରିବା ପରେ କୌଣସି ବଷୟରେ ଚିନ୍ତା ନ କରି କିପରି ର୍ନିବୋଧ ଭାବେ କଥା…

ହାତରେ ମାତ୍ର ଗୋଟିଏ ଦିନ, କରିଦିଅନ୍ତୁ ଆଧାର ଅପଡେଟ୍‌, ୧୫ରୁ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୧୩।୯: ହାତରେ ମାତ୍ର ଗୋଟିଏ ଦିନ । ଜଲଦି କରନ୍ତୁ ନିଜ ଆଧାର ଅପଡେଟ । ନଚେତ ସେପ୍ଟେମ୍ବର ୧୫ରୁ ଲାଗିବ ଦେବାକୁ ପଡିବ ଟଙ୍କା। ଆଧାର କାର୍ଡ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଯାହା ବିନା ସମସ୍ତ କାର୍ଯ୍ୟ ଅଟକିଯାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?