ଜାତୀୟ

ରାହୁଲଙ୍କ ବୟାନକୁ ନେଇ ଖଡଗହସ୍ତ ମାୟାବତୀ

ନୂଆଦିଲ୍ଲୀ,୧୦।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିବୃତ୍ତି ଉପରେ ଏବେ ଆମେରିକାରେ ଏକ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାକୁ ନେଇ ସମସ୍ତ ଭାଜପା ନେତାଙ୍କଠାରୁ ପ୍ରତିକ୍ରିୟା ଆସୁଛି। ବର୍ତ୍ତମାନ ସଂରକ୍ଷଣ ନେଇ କଂଗ୍ରେସ ନେତାଙ୍କ ମନ୍ତବ୍ୟ ଉପରେ ବିଏସପି ମୁଖ୍ୟ ମାୟାବତୀ…

ଆମେରିକାରେ ଥାଇ ଏମିତି କ’ଣ କହିଦେଲେ ରାହୁଲ ଗାନ୍ଧୀ: ଭାରତରେ ବଢିଲାଣି ରାଜନୈତିକ ତାତି

ଓ୍ବାଶିଂଟନ୍‌,୧୦।୯: କଂଗ୍ରେସ ନେତା ତଥା ବିରୋଧୀଦଳର ନେତା ରାହୁଲ ଗାନ୍ଧୀ ତାଙ୍କ ଆମେରିକୀୟ ଗସ୍ତ ସମୟରେ କ୍ରମାଗତ ଭାବରେ ଭାଜପା ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ଉପରେ ଟାର୍ଗେଟ୍‌ କରୁଛନ୍ତି। ଏବେ ସେ ପୁଣି ଥରେ ଭାଜପାକୁ ନେଇ ଏକ ବଡ଼…

କିଏ ସେହି ରହସ୍ୟମୟ ଯୁବତୀ, ଯାହାଙ୍କ ସହିତ ଏୟାରପୋର୍ଟରେ ନଜର ଆସିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୦।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଆଜିକାଲି ଆମେରିକା ଗସ୍ତରେ ଅଛନ୍ତି। ତାଙ୍କର ଅନେକ ଫଟୋ ସେଠାରୁ ଭାଇରାଲ ହୋଇଛି। କେତେକ ଫଟୋ ସ୍ବାଗତ ବେଳର ହୋଇଥିବାବେଳେ ଅନେକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ ସହିତ…

ଲଞ୍ଚହେଲା iPhone 16: ପ୍ରଥମ ଥର ପାଇଁ ଶୁକ୍ରବାର ବଦଳରେ ସୋମବାର ଥିଲା  ଲଞ୍ଚିଂ ଇଭେଣ୍ଟ: ପଛରେ ରହିଛି ଏହି ବଡ଼କାରଣ  

ନୂଆଦିଲ୍ଲୀ,୧୦।୯: ଭାରତରେ iPhone 16 ଓ iPhone 16 Plus ଲଞ୍ଚ ହୋଇଛି। ଏଥିସହ କମ୍ପାନୀ iPhone 16 ପ୍ରୋ ଓ ଆପଲ ୱାଚ ସିରିଜ ୧୦ବି ଲଞ୍ଚ କରିଛି। ତେବେ ନୂଆ iPhone 16 ମଡେଲ ସମ୍ପୂର୍ଣ୍ଣ ନୂଆ A18…

ଭାଙ୍ଗୁଛି କି ଏନଡିଏ? ଖୋଲାଖୋଲି ଶୁଣାଇଦେଲେ ଚିରାଗ ପାସୱାନ, ରାଜନୀତିରେ ହଇଚଇ

ନୂଆଦିଲ୍ଲୀ,୧୦।୯: ସୋମବାର ବିହାରର ବେଗୁସରାଇରେ ମାଟିହାନି ବିଧାନସଭାରେ ଆୟୋଜିତ ସମାରୋହରେ ଏଲଜେପି ରାମବିଳାସର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ମନ୍ତ୍ରୀ ଚିରାଗ ପାସୱାନ ଅଂଶଗ୍ରହଣ କରିଥିଲେ। ଚିରାଗ ପାସୱାନଙ୍କ ଏହି ଗସ୍ତ ବିହାର ବିଧାନସଭା ନିର୍ବାଚନର ଆରମ୍ଭ ଭାବରେ ଦେଖାଯାଇଛି। ଏଥି…

ମୁଁ ମୋଦିଙ୍କୁ ପସନ୍ଦ କରେ, ଆମେରିକାରେ ଚମକାଇବା ଭଳି ବୟାନ ଦେଲେ ରାହୁଲ

ଟେକ୍ସାସ,୧୦।୯: କଂଗ୍ରେସ ଏମପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଆମେରିକା ଗସ୍ତ ସମୟରେ ପୁଣିଥରେ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ପର୍କରେ ସେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।…

ଉତ୍ତର ପ୍ରଦେଶ ପରେ କାନପୁରର ପାଳି, ଟ୍ରେନ ଓଲଟାଇ ଦେବାକୁ ହୋଇଥିଲା ବଡ ଷଡ଼ଯନ୍ତ୍ର

ଆଜମେର,୧୦।୯: ଉତ୍ତରପ୍ରଦେଶର କାନପୁର ପରେ ଏବେ ରାଜସ୍ଥାନରେ ଏକ ଟ୍ରେନ ଓଲଟାଇବା ପାଇଁ ଷଡ଼ଯନ୍ତ୍ରର ମାମଲା ସାମ୍ନାକୁ ଆସିଛି। ରାଜସ୍ଥାନର ଆଜମେର ଜିଲାର ରେଳ ଟ୍ରାକରେ ବିଭିନ୍ନ ସ୍ଥାନରେ ପ୍ରାୟ ଏକ କ୍ୱିଣ୍ଟାଲ ମୂଲ୍ୟର ସିମେଣ୍ଟ ବ୍ଲକ ଦେଖିବାକୁ ମିଳିଛି। ଏହି…

ଆରଜି କର ମାମଲା ମମତା ସରକାରଙ୍କ ପାଇଁ ଚେତାବନୀ, କାହିଁକି ଏମିତି କହିଲେ ଦଳ ଛାଡିଥିବା ନେତା

କୋଲକାତା,୧୦।୯: ପଶ୍ଚିମବଙ୍ଗର ତ୍ରୁଣମୂଳ କଂଗ୍ରେସ (ଟିଏମସି) ଛାଡିବା ପରେ ଜବାହର ସରକାର ସୋମବାର କହିଛନ୍ତି ଯେ ସେ ରାଜନୀତିରୁ ବାହାରିବା ତାଙ୍କ ମୂଲ୍ୟବୋଧକୁ ହ୍ରାସ କରିବ ନାହିଁ ଏବଂ ମହିଳା ଅଧିକାରକୁ ସମର୍ଥନ କରିବା ଦିଗରେ ଦେଇଥିବା ପ୍ରତିବଦ୍ଧତାକୁ ହ୍ରାସ କରିବ…

ସନ୍ଦୀପ ଘୋଷଙ୍କ ଆଉ ଏକ କଳାଧନ୍ଦା! ଷ୍ଟୁଡେଣ୍ଟଙ୍କ ପ୍ରାଇଭେଟ ପାର୍ଟ ଛୁଇଁ ପଚାରୁଥିଲେ…

କୋଲକାତା,୧୦।୯: ଜଣେ ମହିଳା ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ପରେ କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ସ୍କାନରରେ ଅଛନ୍ତି। ଘୋଷଙ୍କ କଳାଧନ୍ଦାର ପରଦା ଉଠାଇବାରେ ସିବିଆଇ କ୍ରମାଗତ ଭାବରେ ଚେଷ୍ଟା…

ମୃତ ଡାକ୍ତରଙ୍କ ପରିବାରକୁ ଟଙ୍କା ଯାଚିନାହିଁ: ମମତା

କୋଲକାତା,୧୦ା୯: କୋଲକାତା ଆର୍‌.ଜି. କର ହସ୍ପିଟାଲର ମହିଳା ଡାକ୍ତରଙ୍କ ପରିବାର ସଦସ୍ୟଙ୍କୁ କଦାପି ଟଙ୍କା ଯାଚି ନ ଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର କହିଛନ୍ତି। ଡାକ୍ତରଙ୍କ ପରିବାରକୁ ଟଙ୍କା ଯଚାଯାଇଥିବା, ମାମଲାକୁ ଚାପିଦେବାକୁ ପୋଲିସ ଉଦ୍ୟମ କରିଥିବା ଆଦି…

ରାଜନୀତିରୁ ଭଲପାଇବା, ସମ୍ମାନ, ବିନମ୍ରତା ହଜିଯାଇଛି: ରାହୁଲ

ଓ୍ବାଶିଂଟନ,୧୦ା୯: ଭାରତୀୟ ରାଜନୀତିରୁ ଭଲ ପାଇବା, ସମ୍ମାନ ଏବଂ ବିନମ୍ରତା ହଜିଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର କହିଛନ୍ତି। ଆମେରିକା ଗସ୍ତରେ ଥିବା ରାହୁଲ ଟେକ୍ସାସ୍‌ଠାରେ ଭାରତୀୟ-ଆମେରିକୀୟମାନଙ୍କୁ ଉଦ୍‌ବୋଧନ ଦେଇ ଏହା କହିଛନ୍ତି। ବିରୋଧୀ ଦଳ…

ରାମମନ୍ଦିର ଟ୍ରଷ୍ଟ ମୁଖ୍ୟ ମହନ୍ତ ନୃତ୍ୟଗୋପାଳ ହସ୍ପିଟାଲରେ ଭର୍ତ୍ତି

ଲକ୍ଷ୍ନୌ,୧୦ା୯ (ପି.ଟି.): ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟଗୋପାଳ ଦାସ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ତାଙ୍କର ପରିସ୍ରାଜନିତ ସମସ୍ୟା ସମେତ ଅନ୍ୟାନ୍ୟ ସମସ୍ୟା ଦେଖାଦେବାରୁ ରବିବାର ସନ୍ଧ୍ୟାରେ ତାଙ୍କୁ ମେଦାନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?