ଜାତୀୟ

ଯୋଗୀଙ୍କ କାନରେ ଏମିତି କ’ଣ କହିଲେ ଉପରାଷ୍ଟ୍ରପତି, ହସି ପକାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୭।୯: ରାଜନୀତିର ଏକ ଭାଇରାଲ ଫଟୋକୁ ନେଇ ଏବେ ଆଲୋଚନା ଯୋର ଧରିଛି। ଯାହା ସୋସିଆଲ ମିଡିଆରେ ଆଲୋଚନାର ବିଷୟ ହୋଇ ରହିଛି। ଏହି ଫଟୋ ପୂର୍ବାଞ୍ଚଳର ୟୁପିର ‘ଯୋଗୀ’ ଅର୍ଥାତ୍‌ ‘ବାବା’ଙ୍କ ଗୋରଖପୁରରୁ ଆସିଛି, ଯେଉଁଠାରେ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ…

‘କବରରେ ଶୋଇଥିବା ଭୋଟରଙ୍କୁ…’ଜମ୍ମୁ-କଶ୍ମୀର ନିର୍ବାଚନ ପୂର୍ବରୁ ଏମିତି କହିଲେ ଶାହା

ଶ୍ରୀନଗର,୭।୯: ଜମ୍ମୁ କଶ୍ମୀରରେ ନିର୍ବାଚନ ପାଇଁ ଅଧିକ ସମୟ ବାକି ନାହିଁ। ନିର୍ବାଚନ ପୂର୍ବରୁ ପ୍ରଥମ ରାଲିରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ଗଣେଶ ଚତୁର୍ଥୀ ଦିନ ଭାଜପାର ପ୍ରଥମ କର୍ମୀ ସମ୍ମିଳନୀ ଆରମ୍ଭ ହେଉଛି, ଆମେ ବହୁତ…

ମଣିପୁରରେ ପୁଣି ବ୍ୟାପିଲା ହିଂସା, ଜିରିବାମରେ ୫ ମୃତ

ଇମ୍ଫାଲ,୭।୯: ମଣିପୁରରେ ହିଂସା ଥମିବାର ନାଁ ନେଉନାହିଁ। ଗତ କିଛିମାସ ହେବ ମଣିପୁର ହିଂସାର ନିଆଁରେ ଜଳିବାରେ ଲାଗିଛି। ଏବେ ଜିରିବାମରେ ହୋଇଥିବା ହିଂସାରେ ୫ ଜଣଙ୍କ ମୃତ୍ୟୁହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଜିରିବାମରେ ଶନିବାର ହୋଇଥିବା ହିଂସା…

ନିର୍ବାଚନ ପାଇଁ ଭାଜପାର ଖାସ୍‌ ପ୍ଲାନିଂ: ନିତିନ ଗଡକରୀଙ୍କୁ ବଡ଼ ଦାୟିତ୍ୱ

ପୁଣେ,୭।୯: ଆସନ୍ତା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ସମେତ ମହାରାଷ୍ଟ୍ରର ସମସ୍ତ ଭାଜପାନେତା ଅଂଶଗ୍ରହଣ କରିବେ। ମହାରାଷ୍ଟ୍ର ଭାଜପା ୟୁନିଟ ସଭାପତି ଚନ୍ଦ୍ରଶେଖର ବାୱାନକୁଲେ ଏହି ସୂଚନା ଦେଇଛନ୍ତି। ଭାଜପାର ବିଧାନସଭା ନିର୍ବାଚନ ଯୋଜନା ସମ୍ପର୍କରେ…

୩ ଡାକ୍ତର ନିଲମ୍ବିତ, ସନ୍ଦୀପ ଘୋଷଙ୍କୁ କାରଣ ଦର୍ଶାଅ ନୋଟିସ୍‌

କୋଲକାତା,୭ା୯: ଆର୍‌.ଜି କର ମେଡିକାଲ ମାମଲାରେ ପଶ୍ଚିମବଙ୍ଗ ମେଡିକାଲ କାଉନସିଲ (ଡବ୍ଲ୍ୟୁବିଏମ୍‌ସି) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶନିବାର ଡବ୍ଲ୍ୟୁବିଏମ୍‌ସି ତିନି ଜଣ ଡାକ୍ତରଙ୍କୁ ନିଲମ୍ବନ କରିଛି। ନିଲମ୍ବିତ ହୋଇଥିବା ଡାକ୍ତରଙ୍କ ମଧ୍ୟରେ ଅଭିକ ଦେ, ବିରୂପାକ୍ଷ ବିଶ୍ୱାସ ଏବଂ…

ଟ୍ୟୁସନରୁ ଫେରୁଥିଲେ ନବମ ଶ୍ରେଣୀ ଛାତ୍ରୀ, ବାଟରେ ହେଲା ବଳାତ୍କାର:ଅର୍ଦ୍ଧନଗ୍ନ ଅବସ୍ଥାରେ…

କୋଲକାତା,୭।୯: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ଆର.ଜି କର ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରିବାର ଏକ ମାସ ହୋଇନାହିଁ। ସେପଟେ ହୁଗ୍‌ଲୀ ନିକଟସ୍ଥ ହରିପାଲରେ ନବମ ଶ୍ରେଣୀ ଜଣେ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ ସାମ୍ନାକୁ ଆସିଛି। ଛାତ୍ରୀ…

ପାକିସ୍ତାନକୁ ଚେତାବନୀ ଦେଲେ ଅମିତ ଶାହା: ଶାନ୍ତି ନ ଆସିବା ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୭।୯: ପଡୋଶୀ ଦେଶ ପାକିସ୍ତାନ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି, ଉପତ୍ୟକାରେ ଶାନ୍ତି ନ ଆସିବା ପର୍ଯ୍ୟନ୍ତ ପାକିସ୍ତାନ ସହ କୌଣସି ଆଲୋଚନା ହେବ ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ହରିୟାଣାରେ ଭାଙ୍ଗିପାରେ କଂଗ୍ରେସ ମେଣ୍ଟ, ଏକା ଚାଲିବ ଆପ୍‌

ଚଣ୍ଡୀଗଡ଼,୭ା୯: ହରିୟାଣା ବିଧାନସଭା ନିର୍ବାଚନରେ ଏକାକୀ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯୋଜନା କରୁଛି ଆପ୍‌। ରବିବାର ଦଳ ଏହାର ପ୍ରଥମ ତାଲିକା ପ୍ରକାଶ କରିପାରେ। ଆମ ଆଦ୍‌ମୀ ପାର୍ଟି(ଆପ୍‌) ୫୦ଟି ଆସନରେ ନିର୍ବାଚନ ଲଢ଼ିପାରିବ। ଏହାପୂର୍ବରୁ ସିଟ୍‌ ବାଣ୍ଟିବା ନେଇ କଂଗ୍ରେସ ଏବଂ…

ଭୀଷଣ ଜଳବାୟୁ ପରିବର୍ତ୍ତନ: ଗତ ୧୦ ବର୍ଷରେ ଭୀଷଣ ପାଗ ୫ ଗୁଣ ବୃଦ୍ଧି

ନୂଆଦିଲ୍ଲୀ,୭ା୯: ଭାରତର ୮୫%ରୁ ଊର୍ଦ୍ଧ୍ୱ ଜିଲା ଜଳବାୟୁ ପରିବର୍ତ୍ତନ ଜନିତ ଭୀଷଣ ଭାଗ ଯଥା ବନ୍ୟା, ବାତ୍ୟା, ଅନାବୃଷ୍ଟି ଆଦିର ସମ୍ମୁଖୀନ ହୋଇଥିବା ଏକ ନୂତନ ଅଧ୍ୟୟନରୁ ଜଣାପଡ଼ିଛି। ଆଇପିଇ ଗ୍ଲୋବାଲ ଏବଂ ଏସ୍ରି ଇଣ୍ଡିଆ ପକ୍ଷରୁ ହୋଇଥିବା ଏହି ଅଧ୍ୟୟନ…

ମୁଁ ମୁହଁ ଖୋଲିଲେ, ସୃଷ୍ଟି ହେବ ଝଡ

ନୂଆଦିଲ୍ଲୀ,୭।୯: ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ କୁସ୍ତି ଖେଳାଳି ଭିନେଶ ଫୋଗଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। ଭାଜପାର ପୂର୍ବତନ ଏମ୍‌ପି ତଥା ପୂର୍ବତନ ଡବ୍ଲୁଏଫଆଇ ମୁଖ୍ୟ ବ୍ରିଜଭୂଷଣ ଶରଣ ସିଂ ଏହା ଉପରେ ଏକ ବଡ଼…

ଏହି ଦୁଇ ଆସନରୁ ଲଢ଼ୁଛନ୍ତି ଓମାର ଅବ୍‌ଦୁଲ୍ଲା

ଜମ୍ମୁ,୭ା୯: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବ୍‌ଦୁଲ୍ଲା ଆଗାମୀ ବିଧାନସଭା ନିର୍ବାଚନରେ ୨ଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଓମାର ବୁଧବାର ଗନ୍ଦେରବଲ ଆସନରୁ ନାମାଙ୍କନପତ୍ର ଦାଖଲ କରିବା ପରେ ଗୁରୁବାର ବଡ଼ଗାମ୍‌ ନିର୍ବାଚନମଣ୍ଡଳୀରୁ ଦଳୀୟ ପ୍ରାର୍ଥୀ ହୋଇଛନ୍ତି। ଏନ୍‌ସି ଉପାଧ୍ୟକ୍ଷ ଓମାର…

୩୭୦ ଆଉ କେବେ ଫେରିବ ନାହିଁ : ଶାହା

ଜମ୍ମୁ,୭ା୯: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବେ ଏକ ଇତିହାସ ପାଲଟିଯାଇଛି, ଯାହା ଆଉ କେବେ ଫେରିବ ନାହିଁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ସ୍ପଷ୍ଟ କରିଛନ୍ତି। ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାର ଇସ୍ତାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?