ଜାତୀୟ

ଆଜିଠାରୁ ଲାଗୁ ହେଲା ୫ ନୂଆ ନିୟମ, ଖାଉଟିଙ୍କ ପକେଟ ଉପରେ ପଡିବ ସିଧା ପ୍ରଭାବ, ଜାଣି ନିଅନ୍ତୁ ନ ହେଲେ ପସ୍ତେଇବେ…

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ୧ ୨୦୨୪ ଅର୍ଥାତ ଆଜିଠାରୁ ଦେଶରେ ଅନେକ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଯାହା ସାଧାରଣ ଲୋକଙ୍କ ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇବ। ଏଲପିଜି ସିଲିଣ୍ଡର ମୂଲ୍ୟ ଠାରୁ ଆରମ୍ଭ କରି କ୍ରେଡିଟ କାର୍ଡ ନିୟମ…

ଗୋଟିଏ ଦିନ ପାଇଁ ବନ୍ଦ ରହିବ ଗେଟ୍‌ଓ୍ବେ ଅଫ୍‌ ଇଣ୍ଡିଆ, ଜାଣନ୍ତୁ କାରଣ

ମୁମ୍ବାଇ,୧ା୯: ଲୋକଙ୍କ ପାଇଁ ଗୋଟିଏ ଦିନ ବନ୍ଦ ରହିବ ଗେଟ୍‌ ଓ୍ବେ ଅଫ୍‌ ଇଣ୍ଡିଆ ବା ଇଣ୍ଡିଆ ଗେଟ୍‌। ରବିବାର ସକାଳ ୧୦ଟାଠାରୁ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଏହା ବନ୍ଦ ରହିବ। ଏହାର କାରଣ ହେଉଛି ମହାବିକାଶ ଅଗାଡ଼ିଙ୍କ…

ମାଲୟାଲମ୍‌ ସିନେମାର କଳା ଅଧ୍ୟାୟ: ଗୁପ୍ତ କ୍ୟାମେରାରେ ହେଉଥିଲା ନଗ୍ନ ଭିଡିଓ

ଥିରୁଭାନନ୍ଥପୁରମ୍‌,୧ା୯: ଜଷ୍ଟିସ୍‌ ହେମା କମିଟି ରିପୋର୍ଟ ମାଲୟାଲମ୍‌ ଚଳଚ୍ଚିତ୍ର ଶିଳ୍ପର ପାଣ୍ଡୋରା ବାକ୍ସ ଖୋଲିଥିବାବେଳେ ଅଭିନେତ୍ରୀମାନଙ୍କୁ ଯୌନ ନିର୍ଯାତନା ଦିଆଯାଉଥିବାର ନୂଆ ନୂଆ ଘଟଣା ପ୍ରତିଦିନ ପ୍ରଘଟ ହେବାରେ ଲାଗିଛି। ଖ୍ୟାତନାମା ଅଭିନେତ୍ରୀ ରାଧିକା ଶରଥକୁମାର ମାଲୟାଲମ ଚଳଚ୍ଚିତ୍ରରେ କାର୍ଯ୍ୟ କରିବାର…

ଆନ୍ଦୋଳନ ବେଳେ ବଳ ପ୍ରୟୋଗ, କୋଲକାତା ପୋଲିସ ମୁଖ୍ୟଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ,୧ା୯ (ପି.ଟି.): କୋଲକାତାର ଆର୍‌.ଜି. କର ହସ୍ପିଟାଲର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବିକରି ଛାତ୍ରୀଛାତ୍ର ଗତ ୨୭ ତାରିଖରେ ନବାନ୍ନ ଅଭିମୁଖେ ବିକ୍ଷୋଭ ଶୋଭାଯାତ୍ରାରେ ଯାଉଥିବାବେଳେ ସେମାନଙ୍କ ଉପରେ ବର୍ବରତା ଓ ଅତ୍ୟଧିକ ବଳ…

ରୁବିନା ଫ୍ରାନ୍ସିସ୍‌ଙ୍କୁ ବ୍ରୋଞ୍ଜ

ଚାଟେରକ୍ସ,୧ା୯(ପି.ଟି.): ପ୍ୟାରିସ୍‌ରେ ଅନୁଷ୍ଠିତ ପାରାଲିମ୍ପିକ୍ସ ୨୦୨୪ରେ ଶନିବାର ଭାରତ ପାଇଁ ପଞ୍ଚମ ପଦକ ବିଜୟୀ ହୋଇଛନ୍ତି ପିସ୍ତଲ ଶୁଟର ରୁବିନା ଫ୍ରାନ୍ସିସ୍‌। ଏସ୍‌ଏଚ୍‌୧ ବର୍ଗର୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟର ଫାଇନାଲରେ ରୁବିନା ୨୧୧.୧ ପଏଣ୍ଟ ସ୍କୋର କରିବା ସହ ବ୍ରୋଞ୍ଜ…

ବଢ଼ିଲା ଗ୍ୟାସ୍‌ ଦର, ଜାଣନ୍ତୁ କେତେ ବଢ଼ିଲା…

ନୂଆଦିଲ୍ଲୀ,୧ା୯: ନୂଆ ମାସର ପ୍ରଥମ ଦିନରେ ସାଧାରଣ ଲୋକମାନେ ମୁଦ୍ରାସ୍ଫୀତିର ଏକ ନୂଆ ଝଟ୍‌କା ଟକା ପାଇଛନ୍ତି। ସରକାରୀ ତୈଳ ଏବଂ ଗ୍ୟାସ୍‌ ମାର୍କେଟିଂ କମ୍ପାନୀଗୁଡ଼ିକ ଏଲ୍‌ପିଜି ସିଲିଣ୍ଡରର ମୂଲ୍ୟ ଆଜି ଅର୍ଥାତ୍‌ ସେପ୍ଟେମ୍ବର ୧ରୁ ପରିବର୍ତ୍ତନ କରିଛନ୍ତି। ଏହି ପରିବର୍ତ୍ତନ…

ପିଟି ମାରୁଛନ୍ତି ଗୋରକ୍ଷକ

ଚଣ୍ଡିଗଡ଼/ ମୁମ୍ବାଇ/ଗୁଆହାଟୀ, ୧ା୯: ଗୋମାଂସ ଖାଉଥିବା ସନ୍ଦେହରେ ପଶ୍ଚିମବଙ୍ଗର ଜଣେ ଦାଦନ ଶ୍ରମିକଙ୍କୁ ହରିୟାଣା ଗୋରକ୍ଷକ ସଙ୍ଗଠନର ସଦସ୍ୟମାନେ ପିଟି ହତ୍ୟା କରିଛନ୍ତି। ଗତ ୨୭ ତାରିଖରେ ହରିୟାଣାର ଚର୍‌ଖି ଦାଦ୍ରି ଜିଲାରେ ଘଟିଥିବା ଏହି ହତ୍ୟା ମାମଲାରେ ୨ ନାବାଳକଙ୍କ…

ଦିଲ୍ଲୀରେ ଚାଞ୍ଚଲ୍ୟ: ୫ ବର୍ଷର ଶିଶୁଙ୍କୁ ବଳାତ୍କାର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀର କାପାଶେରା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାକୁ ଜଣେ ୧୪ ବର୍ଷର ବାଳକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଶିଶୁଟି ଘରେ ଏକୁଟିଆ ଥିବାବେଳେ ପଡୋଶୀ ଘରର ନାବାଳକ ତାଙ୍କ ଯୌନ ନିର୍ଯାତନା ଦେଇଥିବା ପୋଲିସ କହିଛି। ନାବାଳକଙ୍କୁ ଧରାଯାଇ…

ରାମନାଥ କୋଭିଡ୍‌ ଭାରତର ପ୍ରଥମ ଦଳିତ ରାଷ୍ଟ୍ରପତି, କଙ୍ଗନାଙ୍କ ପୁଣି ଏକ ବିବାଦୀୟ ବୟାନ

ନୂଆଦିଲ୍ଲୀ,୩୧।୮: ଅଭିନେତ୍ରୀରୁ ନେତ୍ରୀ ପାଲଟିଥିବା କଙ୍ଗନା ରାଣାଓ୍ବତ୍‌ ହିମାଚଳ ପ୍ରଦେଶର ମଣ୍ଡି ଆସନରୁ ଭାଜପା ଏମ୍‌ପି ହେବା ପରଠୁ ନିଜ ମନ୍ତବ୍ୟକୁ ନେଇ ଅଧିକ ଚର୍ଚ୍ଚା ସାଉଁଟିବାରେ ଲାଗିଛନ୍ତି। ଏକ ଓ୍ବେବ୍‌ ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ କଙ୍ଗନା ପୂର୍ବତନ ରାଷ୍ଟ୍ରପତି ରାମନାଥ…

କୋଲକାତା କାଣ୍ଡ: ବଳାତ୍କାର ପରେ ସେମିନାର ହଲ୍‌ରେ ପଶିଲେ, ପ୍ରମାଣ ଲୁଚାଇବା ପାଇଁ… ଭାଇରାଲ ହେଲା ଫଟୋ

କୋଲକାତା,୩୧।୮: କୋଲକାତା ଘଟଣାକୁ ନେଇ ଏକ ଫଟୋ ଭାଇରାଲ ହୋଇଛି। ଆରଜି ମେଡିକାଲ କଲେଜର ସେମିନାର ହଲ୍‌ରେ ଘଟଣା ପରେ ବହୁ ଲୋକ ଗହଳି କରିଥିବା ଫଟୋ ଭାଇରାଲ ହୋଇଛି। ତେବେ ଭାଇରାଲ ଫଟୋକୁ ନେଇ ସିବିଆଇ ସନ୍ଦେହ ପ୍ରକାଶ କରିଛି।…

ଘୁଞ୍ଚିଲା ବିଧାନସଭା ନିର୍ବାଚନ ତାରିଖ, ଏହିଦିନ ଭୋଟିଂ

ନୂଆଦିଲ୍ଲୀ,୩୧ା୮: ଭାରତର ନିର୍ବାଚନ କମିଶନ (ଇସିଆଇ) ହରିୟାଣା ବିଧାନସଭା ନିର୍ବାଚନ ତାରିଖ ପରିବର୍ତ୍ତନ କରିଛନ୍ତି। ଅକ୍ଟୋବର ୧ରେ ହରିୟାଣାରେ ଭୋଟଗ୍ରହଣ ପାଇଁ ପୂର୍ବରୁ ତାରିଖ ଘୋଷଣା ହୋଇଥିଲା। ତେବେ ସେଦିନ ବିଷ୍ଣୋଇ ସମ୍ପ୍ରଦାୟର ବହୁ ପୁରାତନ ଉତ୍ସବକୁ ଦୃଷ୍ଟିରେ ରଖି ଅକ୍ଟୋବର…

ସବୁ ବରଦାସ୍ତ କରିବି କିନ୍ତୁ ମୋ ମାଆର ଅପମାନ ନୁହେଁ…ଏମିତି କାହିଁକି କହିଲେ ଚିରାଗ ପାସଓ୍ବାନ

ନୂଆଦିଲ୍ଲୀ,୩୧।୮: ଗତ କିଛିଦିନ ହେଲା କେନ୍ଦ୍ର ମନ୍ତ୍ରୀ ଚିରାଗ ପାସଓ୍ବାନ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ସେ କହିଛନ୍ତି, ମୁଁ ସବୁକିଛି ସହ୍ୟ କରିପାରିବି, କିନ୍ତୁ ମୋ ମା’ଙ୍କୁ ଅପମାନ ସହ୍ୟ କରିପାରିବି ନାହିଁ। ମୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?