ଜାତୀୟ

କେତେ ସମ୍ପତ୍ତିର ମାଲିକାଣୀ ସାୟୋନୀ ଘୋଷ? କେବେ ମମତାଙ୍କ ଅତି ଘନିଷ୍ଠ, ଆଜି NDA ମିଟିଂରେ ଯୋଗଦେବା ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୭: କେବେ ମମତା ବାନାର୍ଜୀଙ୍କ ଅତି ଘନିଷ୍ଠ ଥିବା ସାୟୋନୀ ଘୋଷଙ୍କ ସ୍ୱର ଏବେ ସମ୍ପୂର୍ଣ୍ଣ ବଦଳିଯାଇଛି। ଟିଏମସି (TMC) ର ଜଣେ ତେଜସ୍ୱୀ ନେତ୍ରୀ ଥିବା ଘୋଷ ଏବେ ଏନ୍‌ଡିଏ (NDA) ବୈଠକରେ ଯୋଗଦେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି।…

ଆନ୍ଦୋଳନକୁ ଓହ୍ଲାଇଲେ Gen-Z କୃଷକ, କଲେ ଏହି ୨ ଦାବି; ବଢିଲା ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ, ୨୯।୭: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାରକୃଷକମାନଙ୍କର ପ୍ରଦର୍ଶନ ଜାରି ରହିଛି। ‘କିଷାନ କ୍ରାନ୍ତି ପଦଯାତ୍ରା’ ଭୋପାଳରେ ପହଞ୍ଚିସାରିଛି ଏବଂ ବର୍ତ୍ତମାନ ଆନ୍ଦୋଳନରତ କୃଷକମାନେ ଭୋପାଳରେ ମୁଖ୍ୟମନ୍ତ୍ରୀ ବାସଭବନ ଆଡ଼କୁ ପଦଯାତ୍ରା କରିବାକୁ ଯାଉଛନ୍ତି। ସରକାର ଶତ ପ୍ରତିଶତ ମୁଗ କ୍ରୟ…

‘ରାହୁଲ ଗାନ୍ଧୀଙ୍କୁ ବିବାହ ପାଇଁ ମନାନ୍ତୁ’, କାହାକୁ ଏମିତି ଅନୁରୋଧ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୨୯।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନରୁ ଚର୍ଚ୍ଚାକୁ ଆସିଥିବା ମହମ୍ମଦ ଇରଫାନ ସୋସିଆଲ ମିଡ଼ିଆରେ ବେଶ ଛାଇ ହୋଇ ରହିଛନ୍ତି। ଜନ୍ତର-ମନ୍ତରରେ ପ୍ରଦର୍ଶନ ସମୟର ତାଙ୍କର କିଛି କଥା ଏଭଳି ଏକ ଅନ୍ଦାଜରେ ଥିଲା, ଯିଏ ଭିଡ଼ିଓ ଦେଖିଛି, ସେ…

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ ସତର୍କ ରହିବାକୁ ଚେତାବନୀ ଦେଇ କହିଛନ୍ତି ଯେ, ସେମାନଙ୍କର କୁପରିଚାଳନା ଯୋଗୁ ଭଗବାନ…

ଭାରତରେ ନିଶା କବଳରେ ଏକ ପଞ୍ଚମାଂଶ କିଶୋରୀକିଶୋର

ନୂଆଦିଲ୍ଲୀ,୨୯ା୭: ସମ୍ପ୍ରତି କିଶୋରୀକିଶୋରଙ୍କ ମଧ୍ୟରେ ନିଶା ସେବନର ପ୍ରବଣତା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ନିଶା ସେବନ କରି ଏକ ଖୁସ୍‌ମିଜାସ୍‌ ସ୍ଥିତିରେ ରହିବାକୁ ଚାହୁଁଛନ୍ତି। ନିକଟରେ ଦେଶର ୧୦୮ଟି ବିଦ୍ୟାଳୟର ୬ହଜାର କିଶୋରୀକିଶୋରଙ୍କୁ ନେଇ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ ଅଧିକାରୀମାନଙ୍କୁ ଅନୁମତି ଦେଇଛି। CJP କହିଛନ୍ତି ଯେ ଏହି ଆଦେଶ ସରକାରଙ୍କ ସହିତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ ହେବାକୁ ଯାଉଚି । ଏଥିରେ ଘରୋଇ ରୋଷେଇ ଘରେ ବ୍ୟବହୃତ ଏଲପିଜି ଗ୍ୟାସ…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ ଛାତ୍ରମାନଙ୍କୁ ହଇରାଣ ହରକତ କରିବା ଜାରି ରହେ, ତେବେ କକରୋଚ ଜନତା ପାର୍ଟି…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର ଜନ୍ତର ମନ୍ତର କିମ୍ୱା ଅନ୍ୟ କୌଣସି ରାଜ୍ୟରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କ ବିରୋଧରେ…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ। ନୂତନ ଶିକ୍ଷା ମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀଙ୍କ ସମ୍ପର୍କରେ ତାଙ୍କର ମନ୍ତବ୍ୟ ଯୋଗୁଁ ଏକ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ହୋଇଛି। ପ୍ରତି ମାସରେ 2,500 ପ୍ରଦାନ କରୁଥିବା ‘ଲକ୍ଷ୍ମୀ…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର ମୁଖପାତ୍ର ସୌରଭ ଦାସ ଏବେ ଏହାର ଜବାବ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?