ଜାତୀୟ

୫ ଘଣ୍ଟା ଯାଏ ମନ୍ତ୍ରୀଙ୍କ ସହ ମନ୍ଥନ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ ପରିଷଦର ବୈଠକରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ମହିଳା ସମସ୍ୟା ଏବଂ ନୀତି ପ୍ରଣୟନ ଉପରେ ଆଲୋଚନା କରାଯାଇଥିଲା। ଦିଲ୍ଲୀର ସୁଷମା ସ୍ବରାଜ ଭବନରେ ପାଞ୍ଚ ଘଣ୍ଟା ଧରି ଚାଲିଥିବା ବୈଠକରେ ଭାଜପା ନେତୃତ୍ୱାଧୀନ ଏନଡିଏ…

ଟ୍ରେନରେ ଭିଡ଼ କମିବ, କେନ୍ଦ୍ର ସରକାର ନେଲେ ବଡ଼ ପଦକ୍ଷେପ, ପିଏମ୍‌ ମୋଦି କହିଲେ ଓଡ଼ିଶା ସମେତ ଏହି ସବୁ ରାଜ୍ୟକୁ ମିଳିବ ଲାଭ

ନୂଆଦିଲ୍ଲୀ,୨୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ୬,୪୫୬ କୋଟି ଟଙ୍କା ମୂଲ୍ୟର ତିନୋଟି ରେଳ ପ୍ରକଳ୍ପକୁ ଅନୁମୋଦନ କରିବାରୁ କ୍ୟାବିନେଟର ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି , ଏହା ଓଡ଼ିଶା, ଝାଡଖଣ୍ଡ, ପଶ୍ଚିମବଙ୍ଗ ଏବଂ ଛତିଶଗଡକୁ ବହୁତ ଲାଭଦାୟକ ହେବ।…

ଜନସଂଖ୍ୟା ବୃଦ୍ଧିି ହାରକୁ ଟପିଲା ଛାତ୍ରୀଛାତ୍ର ଆତ୍ମହତ୍ୟା

ନୂଆଦିଲ୍ଲୀ,୨୯ା୮: ଭାରତରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା ଅତି ଚିନ୍ତାଜନକ ଭାବେ ବଢ଼ିବାରେ ଲାଗିଛି। ଏପରି କି ଦେଶରେ ଯେଉଁ ହାରରେ ଜନସଂଖ୍ୟା ବୃଦ୍ଧି ଘଟିଛି, ତା’ଠୁ ଅଧିକ ହୋଇଛି ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟା। ୨୦୨୧ରୁ ୨୦୨୨ ମଧ୍ୟରେ ଛାତ୍ରଙ୍କ ଆତ୍ମହତ୍ୟା ୬% ହ୍ରାସ ପାଇଥିବାବେଳେ…

ବଳାତ୍କାରୀଙ୍କୁ ଫାଶୀ: ଆଇନ ଆଣିବେ ମମତା

କୋଲକାତା,୨୯ା୮: ବର୍ତ୍ତମାନ ପ୍ରଚଳିତ ଆଇନରେ ଥିବା ବ୍ୟବସ୍ଥାରେ ପରିବର୍ତ୍ତନ ଆଣି ବଳାତ୍କାରୀମାନଙ୍କୁ ଫାଶୀ ଦିଆଯିବା ନେଇ ନିଶ୍ଚିତ କରାଯିବ। ପଶ୍ଚିମବଙ୍ଗ ବିଧାନସଭାରେ ଆସନ୍ତା ସପ୍ତାହରେ ସଂଶୋଧିତ ଆଇନକୁ ଗୃହୀତ କରାଯିବ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ପଷ୍ଟ କରିଛନ୍ତି। ଉକ୍ତ…

ପ୍ରଚାରରେ ପିଲାମାନଙ୍କୁ ବ୍ୟବହାର କରି ଫସିଲା ଭାଜପା! ନୋଟିସ କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୮।୮: ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ ନିର୍ବାଚନ ଆୟୋଗ ଭାଜପାକୁ ଏକ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ପ୍ରଚାର ଭିଡିଓରେ ଶିଶୁର ବ୍ୟବହାର ସମ୍ପର୍କରେ ଭାଜପାର ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ପୋଷ୍ଟ କରାଯାଇଥିଲା। କେନ୍ଦ୍ରୀୟ ନିର୍ବାଚନ ଆୟୋଗ ଭାଜପାର ଏହି…

କୋଲକାତା ଲଜ୍ଜା: ସନ୍ଦୀପ ଘୋଷ୍‌ଙ୍କୁ ନିଲମ୍ବନ କଲା ଆଇଏମ୍‌ଏ

କୋଲକାତା,୨୮ା୮: କୋଲକାତା ଆର୍‌ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ବୁଧବାର ତାଙ୍କ ସଦସ୍ୟତା ପଦରୁ ନିଲମ୍ବନ କରିଛି ଆଇଏମ୍‌ଏ। ରାଷ୍ଟ୍ରୀୟ ସଭାପତି ଡ. ଆର୍‌.ଭି ଅଶୋକନଙ୍କ ଦ୍ୱାରା ଗଠିତ ଅନୁଶାସନ କମିଟି, ଆଇଏମ୍‌ଏ ଏଚ୍‌କ୍ୟୁଏସ୍‌ର ସର୍ବସମ୍ମତି କ୍ରମେ…

ପଶ୍ଚିମବଙ୍ଗରେ ନିଆଁ ଲାଗିଲେ ପୂରା ଉତ୍ତର-ପୂର୍ବ ଜଳିବ, କାହିଁକି ଏମିତି କହିଲେ ମମତା ବାନାର୍ଜୀ

କୋଲକାତା,୨୮ା୮: କୋଲକାତାରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ପରେ ସାରା ଦେଶରେ ବିଦ୍ରୋହ ଦେଖାଦେଇଛି। ଭାରତୀୟ ଜନତା ପାର୍ଟି ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି କରୁଛି। ବନ୍ଦ ଉପରେ ମମତା କହିଛନ୍ତି, ଯଦି ଏଠାରେ…

ମୋତେ ମାଫ୍‌ କର ରାହୁଲ ଭାଇ…ଭାଜପା ଛାଡିଥିବା ନେତା କିଛି ଭିନ୍ନ ଶୈଳୀରେ ଗୀତ ଗାଇ କଂଗ୍ରେସରେ କଲେ ଏଣ୍ଟ୍ରି

ଚଣ୍ଡିଗଡ,୨୮।୮: ହରିୟାଣା ନିର୍ବାଚନ ପାଖେଇ ଆସିଲାଣି। ଏହାରି ଭିତରେ ଦଳଡିଆଁ ମଧ୍ୟ ଆରମ୍ଭ ହୋଇଯାଇଛି। ଏହି କ୍ରମରେ ଭାଜପାରୁ ଇସ୍ତଫା ଦେବାର କିଛିଦିନ ପରେ ହରିୟାଣା ସରକାରଙ୍କର ବିଶେଷ ପ୍ରଚାର ପ୍ରକୋଷ୍ଠର ପୂର୍ବ ଅଧ୍ୟକ୍ଷ ଓ ଗାୟକ ଜୟ ଭଗବାନ ମିତଲ…

ଏହି ଏମ୍‌ପିଙ୍କ ଉପରେ ୯୦୮ କୋଟି ଟଙ୍କାର ଜରିମାନା ଲଗାଇଲା ଇଡି, ୮୯ କୋଟି ଟଙ୍କାର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୨୮ା୮: ଫେମା ମାମଲାରେ ଇଡି ଜଣେ ଏମ୍‌ପିଙ୍କ ଉପରେ ୯୦୮ କୋଟି ଟଙ୍କାର ଜରିମାନା ଲଗାଇଛି। ତେବେ ଡିଏମ୍‌କେ ଏମ୍‌ପି ଏସ୍‌ ଜଗତରକ୍ଷକ ଏବଂ ତାଙ୍କ ପରିବାର ଉପରେ ଇଡି ଏହି ଜରିମାନା କରିଥିବା ବେଳେ ୮୯ କୋଟି ଟଙ୍କାର ସମ୍ପତ୍ତି…

ସିବିଆଇକୁ ସିଧା ଶୁଣାଇଦେଲେ ମମତା, କହିଲେ…

କୋଲକାତା,୨୮।୮: କୋଲକାତା ବଳାତ୍କାର ଓ ହତ୍ୟା ମାମଲାରେ ପଶ୍ଚିମବଙ୍ଗ ଉଠୁଛି ପଡୁଛି। ଏହି ଘଟଣାର ତଦନ୍ତ ସିବିଆଇ କରୁଥିବାବେଳେ ଏପର୍ଯ୍ୟନ୍ତ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କୁ ଦଣ୍ଡାଦେଶ ହୋଇନାହିଁ। ଯାହାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିବିଆଇକୁ ଟାର୍ଗେଟ କରିଛନ୍ତି।…

୧୨ ଶିଳ୍ପ ସ୍ମାର୍ଟ ସିଟି ନିର୍ମାଣ କରିବେ କେନ୍ଦ୍ର ସରକାର, ଜାଣନ୍ତୁ ଓଡ଼ିଶାରେ ହେବ କି ନାହିଁ ?

ନୂଆଦିଲ୍ଲୀ,୨୮।୮: କେନ୍ଦ୍ର ସରକାର ୧୨ ଶିଳ୍ପ ସ୍ମାର୍ଟ ସିଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ମାଧ୍ୟମରେ ପ୍ରତ୍ୟେକ୍ଷ ଭାବେ ୧୦ ଲକ୍ଷ ଏବଂ ପରୋକ୍ଷ ଭାବେ ୩୦ ଲକ୍ଷ ଲୋକଙ୍କୁ ରୋଜଗାର ସୁବିଧା ମିଳିବ। ଏହି ଯୋଜନା ପାଇଁ କେନ୍ଦ୍ର…

କୋର୍ଟରେ ଚାଲିଥିଲା ଶୁଣାଣି, ହଠାତ୍‌ ବଡ଼ ପାଟିରେ କହିଲେ କେଜରିଓ୍ବାଲ, ମାଇଲର୍ଡ ମୋତେ ଭୋକ ଲାଗୁଛି…

ନୂଆଦିଲ୍ଲୀ,୨୮।୮: ଅରବିନ୍ଦ କେଜରିୱାଲଙ୍କ ନ୍ୟାୟିକ ହେପାଜତକୁ ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେ ବର୍ତ୍ତମାନ ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଅଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିୱାଲ ମଙ୍ଗଳବାର କୋର୍ଟରେ ହାଜର ହୋଇଥିଲେ। ଏହି ସମୟ ମଧ୍ୟରେ ସିବିଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?