ରାସନ କାର୍ଡରେ ମାଗଣାରେ ମିଳିବ ୯ଟି ଜିନିଷ, ସରକାର ବଦଳାଇ ଦେଲେ ସ୍କିମ!
ନୂଆଦିଲ୍ଲୀ,୨୫।୮: ଭାରତ ସରକାର ଦେଶର ଜନତାଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି। ଏଥିମଧ୍ୟରୁ ସରକାର ବିଭିନ୍ନ ପ୍ରକାରର ଲୋକଙ୍କ ପାଇଁ ବିଭିନ୍ନ ଯୋଜନା ଆଣିଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଅଧିକାଂଶ ଗରିବ ଏବଂ ଅଭାବୀ ଲୋକଙ୍କ ପାଇଁ ରହିଛି। କେନ୍ଦ୍ର ସରକାର…
ବଦଳିପାରେ ହରିୟାଣା ବିଧାନସଭା ନିର୍ବାଚନ ତାରିଖ, ନିର୍ବାଚନ କମିଶନର କରିବେ ବଡ଼ ଘୋଷଣା!
ଚଣ୍ଡିଗଡ,୨୫।୮: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ସୂଚନା ମୁତାବକ ନିର୍ବାଚନ ତାରିଖରେ ପରିବର୍ତ୍ତନ ହୋଇପାରେ। ନିର୍ବାଚନ କମିଶନର ଏନେଇ ପୁଣିଥରେ ବିଚାର କରିପାରନ୍ତି। ଶନିବାର ଭାଜପା ନେତା ତଥା ହରିୟାଣା ଭାଜପା ରାଜ୍ୟ ସଭାପତି ମୋହନ…
କୋଲକାତା ଘଟଣାକୁ ନେଇ ମୋଦିଙ୍କ ବଡ଼ ବୟାନ, ମିଳିବ କଠୋର ଦଣ୍ଡ…
ନୂଆଦିଲ୍ଲୀ,୨୫।୮: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ଼ ବୟାନ ଦେଇଛନ୍ତି। ମୋଦି କହିଛନ୍ତି, ମହିଳାଙ୍କ ପ୍ରତି ଅପରାଧ କ୍ଷମା ଯୋଗ୍ୟ ନୁହେଁ।…
ଆଉଜଣେ ମହିଳା ଡାକ୍ତରଙ୍କୁ ମିଳିଲା ଧମକ, ଆରଜି କଲେଜ ଘଟଣା ପରି ତୁମର ବି…
କୋଲକାତା,୨୫।୮: କୋଲକାତାର ଆର.ଜି କର ମେଡିକାଲ କଲେଜ ଘଟଣାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ତେବେ ଏହି ଘଟଣା ପରି ମୁମ୍ବାଇରେ ଏଭଳି ଘଟଣା ଘଟାଇବାକୁ ଉଦ୍ୟମ ସାମ୍ନାକୁ ଆସିଛି। ସାଥେ ନାଗର ଅଞ୍ଚଳରେ ଜଣେ ମହିଳା ଡାକ୍ତରଙ୍କୁ କୋଲକାତାର…
ସଂଘର୍ଷ କରି ଉପରକୁ ଉଠିଥିଲେ ସନ୍ଦୀପ: ପରେ ବଦଳି ଯାଇଥିଲା…
କୋଲକାତା,୨୫।୮: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଟ୍ରେନିଂ ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାରେ ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଏବେ ଅଡୁଆରେ। ନିଜ ହସ୍ପିଟାଲର ସେମିନାର ରୁମରୁ ଟ୍ରେନି ମହିଳା ଡାକ୍ତରଙ୍କ କ୍ଷତାକ୍ତ…
ସଞ୍ଜୟଙ୍କ ସବୁ ମିଛ-ସତ ହୋଇଯିବ ସ୍ପଷ୍ଟ, ପଲିଗ୍ରାଫ ଟେଷ୍ଟରେ ସିବିଆଇ ପଚାରିବ ଏସବୁ ପ୍ରଶ୍ନ
କୋଲକାତା,୨୫।୮: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ମହିଳା ଟ୍ରେନିଂ ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ସଞ୍ଜୟ ରୟଙ୍କ ପଲିଗ୍ରାଫ ଟେଷ୍ଟ ଚାଲିଛି। ଏହାପୂର୍ବରୁ ଶନିବାର ଆର.ଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ…
ରାଜନୀତିକୁ ଆସିବା ପାଇଁ ଚାହୁଁଥିବା ଯୁବପିଢ଼ିଙ୍କୁ ପ୍ରଧାନମନ୍ତ୍ରୀ ଦେଲେ ଏହି ଗୁରୁମନ୍ତ୍ର, କହିଲେ ରାଜନୈତିକ ପୃଷ୍ଠଭୂମି ବିନା…
ନୂଆଦିଲ୍ଲୀ,୨୫ା୮: ଆଜି ଅଗଷ୍ଟ ୨୫ ଅର୍ଥାତ୍ ରବିବାର ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍ କି ବାତ୍’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ଏହା ‘ମନ୍ କି ବାତ୍’ର ୧୧୩ ତମ ଏପିସୋଡ୍। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ୨୮ ଜୁଲାଇରେ ‘ମନ୍ କି…
ମାୟାବତୀଙ୍କ ବଡ ବୟାନ କହିଲେ କଂଗ୍ରେସକୁ କ୍ଷମା କରିବେନି ଆମ୍ବେଦକରଙ୍କ ଅନୁଗାମୀ
ନୂଆଦିଲ୍ଲୀ,୨୫।୮: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ରବିବାର କଂଗ୍ରେସ ଉପରେ ଖୁବ ବର୍ଷିଛନ୍ତି। ମାୟାବତୀ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ଏକ ଲମ୍ବା ପୋଷ୍ଟ ଶେୟାର କରିଛନ୍ତି। ଏହି ପୋଷ୍ଟରେ ଲେଖାଯାଇଛି, ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଅନୁଗାମୀମାନେ କଂଗ୍ରେସ ପାର୍ଟିକୁ କେବେ…
ସଞ୍ଜୟ ରୟଙ୍କ କାଳ ସାଜିବ ଏହି ୯ ପ୍ରମାଣ, ସିବିଆଇ ହାତରେ ଲାଗିଲା…
କୋଲକାତା,୨୫।୮: କୋଲକାତାରେ ଟ୍ରେନି ଡାକ୍ତରଙ୍କ ବଳାତ୍କାର ପରେ ହତ୍ୟା ଘଟରାରେ ସିବିଆ ତଦନ୍ତ ଜାରି ରହିଛି। ଏପର୍ଯ୍ୟନ୍ତ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କ ବ୍ୟତୀତ ଅନ୍ୟ ୬ଜଣଙ୍କର ପଲିଗ୍ରାଫ ଟେଷ୍ଟ ଶେଷ ହୋଇଛି। ଏହି ମାମଲାରେ କୋଲକାତା ପୋଲିସ ୫୩ଟି ଆଇଟମ୍…
ଆରଜି କର ପରେ କୋଲକାତାର ଆଉ ଏକ କଲେଜରେ ତେଜିଲା ବିବାଦ, ମମତାଙ୍କ ନାଁରେ ଆସିଲା ସାଙ୍ଘାତିକ ଅଭିଯୋଗ
କୋଲକାତା,୨୫।୮: ଆରଜି କର ମାମଲାକୁ ନେଇ ମମତା ସରକାର ବିବାଦରେ ଅଛନ୍ତି। ଏବେ କୋଲକାତାର ଅନ୍ୟ ମେଡିକାଲ କଲେଜଗୁଡିକ ମଧ୍ୟ ମମତାଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। କୋଲକାତା ମେଡିକାଲ କଲେଜ ଓ ହସ୍ପିଟାଲର ଜଣେ ଛାତ୍ର ଦାବି କରିଛନ୍ତି କି,…
କୋଲକାତା ବଳାତ୍କାର ହତ୍ୟା ଘଟଣା ନେଲା ନୂଆ ମୋଡ, ଜେଲ ଗାର୍ଡଙ୍କୁ ନୂଆ କାହାଣୀ କହିଲେ ସଞ୍ଜୟ
କୋଲକାତା,୨୫।୮: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କର ରବିବାର ସମ୍ପୂର୍ଣ୍ଣ ପଲିଗ୍ରାଫ ଟେଷ୍ଟ କରାଯିବ। ଲାଇ ଡିଟେକ୍ଟର ଟେଷ୍ଟ ପୂର୍ବରୁ ଅଭିଯୁକ୍ତ ଏହି…
ୟୁକ୍ରେନରୁ ଫେରିବା ପରେ ମୋଦିଙ୍କୁ ନିମନ୍ତ୍ରଣ ପଠାଇଲା ପାକିସ୍ତାନ, ଶେହବାଜ କହିଲେ…
ଇସଲାମବାଦ,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପାକିସ୍ତାନ ପଠାଇଛି ନିମନ୍ତ୍ରଣ। କାଉନସିଲ ଅଫ ହେଡସ ଅଫ ସରକାରୀ (ସିଏଚଜି) ବୈଠକରେ ଯୋଗ ଦେବାକୁ ପାକିସ୍ତାନରେ ନିମନ୍ତ୍ରଣ କରିଛି। ଅକ୍ଟୋବର ୧୫ ଏବଂ ୧୬ରେ ଇସଲାମାବାଦରେ ଏହି ବୈଠକ ଅନୁଷ୍ଠିତ ହେବ ଏବଂ ଏଥିରେ…

