ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!
ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ ଉପରେ ଅକ୍ଟୋବର ୩ ତାରିଖରେ ଜନ୍ତର ମନ୍ତରରେ ଆନ୍ଦୋଳନ ସମୟରେ ଜଣେ ମହିଳା…
ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!
ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ ମହିଳା ଖବରଦାତାଙ୍କୁ ଦିଲ୍ଲୀ ପୋଲିସ ଆସିଷ୍ଟାଣ୍ଟ କମିଶନର (ଏସିପି) ବିବେକ ଭଗତ ଯୌନ…
୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ
ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର, ତାମିଲନାଡୁର ମଦୁରାନ୍ଥକମ୍ ଓ ଧାରାପୁରମ୍ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀର ଥଟ୍ଟନଚାଭଡି ବିଧାନସଭା…
ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…
ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ରେକର୍ଡ କରାଯାଇଛି । NCS ତଥ୍ୟ ଅନୁଯାୟୀ, ମଙ୍ଗଳବାର ଭୋର ୪ଟା…
ସେଣ୍ଟ୍ରାଲ ମୁମ୍ବାଇର ବସ୍ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ
ମୁମ୍ବାଇ,୫।୧୦: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍ ପୋଡ଼ି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡ ପରେ ଏକ ବିସ୍ଫୋରଣ ଘଟି ଚାହୁଁ ଚାହୁଁ…
ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା
ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ ବାପା ବୋତ୍ସ୍ବାନାରୁ ଅଣାଯାଇଥିବା ପୁରୁଷ ଚିତା ହୋଇଥିବାରୁ ଏହା ବୋତ୍ସ୍ବାନା ସଂଯୋଗ ଥିବା…
ମୋଦି କ୍ୟାବିନେଟ୍ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା
ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବାବେଳେ ୨ କେନ୍ଦ୍ରମନ୍ତ୍ରୀଙ୍କୁ ଏଥର ଟିକେଟ ମିଳିନାହିଁ। ଏହାପରେ…
ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା
ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି ନାମଗୁଡ଼ିକୁ ଚୂଡ଼ାନ୍ତ ମଞ୍ଜୁରୀ ପ୍ରଦାନ କରିଛି। ଏହି ତାଲିକାରେ ୟୁପି କ୍ୟାବିନେଟ ମନ୍ତ୍ରୀ…
ଶୃଙ୍ଖଳା ନାଁରେ ବର୍ବରତା! ୮୨ ଛାତ୍ରଙ୍କୁ ଅଧାଲଣ୍ଡା କରିଦେଲେ ଶିକ୍ଷକ, ରାଜ୍ୟରେ ହଇଚଇ
ମୁମ୍ବାଇ,୫।୧୦: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିମୁର ତାଲୁକାର ଜାମ୍ଭୁଲଘାଟସ୍ଥିତ ଏକ ସରକାରୀ ମାଧ୍ୟମିକ ଆଶ୍ରମ ବିଦ୍ୟାଳୟରେ ପ୍ରାୟ ୮୨ ଜଣ ଛାତ୍ରଙ୍କୁ ଅନୁଶାସନ ନାଁରେ ଅଧା ଲଣ୍ଡା କରାଯାଇଥିବା ଅଭିଯୋଗ ହୋଇଛି । ଘଟଣାକୁ…
ସରକାରଙ୍କୁ ଅଭିଜିତ ଦୀପକେଙ୍କ ବଡ଼ ଚ୍ୟାଲେଞ୍ଜ, କହିଲେ ‘ଯଦି ସରକାର… ତେବେ ଆମେ ଏହାର ମୁକାବିଲା କରିବାକୁ ପ୍ରସ୍ତୁତ’
ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇ କହିଛନ୍ତି ଯେ ସେମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରା ନ ଯାଉ। CJPର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରଙ୍କା ‘X’ (ଟୁଇଟର)ରେ…
ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ଅପିଲ୍, ମହିଳାମାନେ ବାଗେଶ୍ବର ଆଶ୍ରମକୁ ଏକୁଟିଆ…
ଭୋପାଳ,୫ା୧୦: ମଧ୍ୟପ୍ରଦେଶର ଛତରପୁର ଜିଲା ଗଢ଼ାସ୍ଥିତ ପ୍ରସିଦ୍ଧ ବାଗେଶ୍ୱର ଧାମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନେଇ ପୀଠାଧୀଶ୍ୱର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି । ଶନିବାର ରାତିରେ ଦିବ୍ୟ ଦରବାର ସମୟରେ ସେ ବିଶେଷ କରି ମାଆ-ଭଉଣୀମାନଙ୍କୁ ଏକୁଟିଆ…
ସିଜେପି (CJP) ର ଆଶୁତୋଷ ରଙ୍କା କହିଲେ,‘ରକ୍ତର ପ୍ରତ୍ୟେକ ବୁନ୍ଦା…’, ହେଲେ ସେ କାହାକୁ ଦେଲେ ଏମିତି ଚ୍ୟାଲେଞ୍ଜ? ଜାଣନ୍ତୁ…
ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ କରୁଛି। SIR ବିବାଦକୁ ନେଇ ସେମାନେ ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରୁଛନ୍ତି। CJP ଆସନ୍ତା ଅକ୍ଟୋବର ୧୦ ରେ ଦିଲ୍ଲୀରେ ଜ୍ଞାନେଶ କୁମାରଙ୍କ…

