କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ
ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ଫଳରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଶକ୍ତ ଧକ୍କା ଲାଗିଛି। ନିଯୁକ୍ତିକୁ ଚ୍ୟାଲେଞ୍ଜ…
ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮
ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨ ଜଣଙ୍କ ପ୍ରାଣହାନି ହେବା ପରେ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୬୮କୁ ବୃଦ୍ଧି ପାଇଛି।…
ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ
ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ ଘଟିବା ନେଇ ଏକ ନୂତନ ରିପୋର୍ଟରୁ ଆଶଙ୍କା ପ୍ରକାଶ ପାଇଛି। ସବୁଠାରୁ ଚିନ୍ତାଜନକ…
କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ ଭିତରେ ଶୃଙ୍ଖଳା ରଖିବା ଜରୁରୀ। ଆନ୍ଦୋଳନ ଓ ଶାନ୍ତି ମଧ୍ୟରେ ସନ୍ତୁଳନ ରଖିବାକୁ…
ଏନ୍ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…
ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ ପରିବହନ ସଂସ୍ଥା ଇ-୨୦ ପେଟ୍ରୋଲ୍ର ପ୍ରତ୍ୟାହାର ଦାବିରେ ଆସନ୍ତା ଅଗଷ୍ଟ ୪ରେ ସଂସଦ…
ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି
ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ ସ୍ଥଳରୁ ବିଦା କରିଦିଆଯାଇଥିଲା। ଚାପୁଡ଼ା ମାରୁଥିବାର ଭିଡିଓ ଭାଇରାଲ ହେବା ପରେ ଅତିରିକ୍ତ…
ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର
ପାଟନା,୨୭।୭: NEET ପେପର୍ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର ସନ୍ଧ୍ୟାରେ ବିହାର ସରକାରଙ୍କ ଗୃହ ବିଭାଗର ସଚିବ ଛତ୍ରନିଲ ସିଂହ ଏହି ନିର୍ଦ୍ଦେଶ…
CJP ଅଲ୍ଟିମେଟମ୍ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ
ନୂଆଦିଲ୍ଲୀ,୨୭।୭: ନିଟ୍ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି ରାଜ୍ୟଗୁଡ଼ିକ ବିଷୟରେ ସୂଚନା ସଂଗ୍ରହ କରୁଛନ୍ତି ଯେଉଁଠାରେ ପ୍ରତିବାଦକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି।…
ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…
ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା ଏକ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର । ଯଦି ପରୀକ୍ଷଣ ସଫଳ…
CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…
ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ । ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଭାଜପା ଏମପି କଙ୍ଗନା ରାଣାୱତ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି…
ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…
ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା ଟ୍ୱିଟ୍ କରି କହିଛନ୍ତି ଯେ, କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ ଜିତେନ୍ଦ୍ର…
ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ
ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ ଖାଦ୍ୟ ସାମଗ୍ରୀ ସମେତ ବିଭିନ୍ନ ସାମଗ୍ରୀର ମୂଲ୍ୟରେ ନିରନ୍ତର ପରିବର୍ତ୍ତନ ଦେଖାଯାଇଥିଲା। ମେ…

