ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….
ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୨୮ ଜୁଲାଇରେ ଉତ୍ତର ପ୍ରଦେଶ, ବିହାର ସମେତ ୧୮ଟି ରାଜ୍ୟରେ…
ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…
ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ ଚେଙ୍କ ଦେଇଥିବା ନେଇ ଅଭିଯୋଗ ହୋଇଛି । ପେଣ୍ଟରେ ପରସ୍ରା କରିବାରୁ ତାଙ୍କୁ…
ଇସ୍ତଫା ପରେ ବି ନରମି ନାହାନ୍ତି ଧର୍ମେନ୍ଦ୍ର; କଂଗ୍ରେସ ନେତା ଜୟରାମ ରମେଶଙ୍କୁ ଦେଲେ କଡ଼ା ଜବାବ, କହିଲେ-ମୁଁ ଜଣେ …
ନୂଆଦିଲ୍ଲୀ, ୨୭।୭: ଜନ୍ତର-ମନ୍ତରରେ ମାସେରୁ ଅଧିକ ସମୟ ଧରି ଚାଲିଥିବା CJPର ଆନ୍ଦୋଳନ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସୋମବାର ସେ ସଂସଦରେ ପହଞ୍ଚିଥିଲେ। ଏହି ସମୟରେ ଭାଜପା ସାଂସଦମାନେ ତାଙ୍କୁ ଭବ୍ୟ ସ୍ବାଗତ…
ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…
ନୂଆଦିଲ୍ଲୀ, ୨୭।୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି। ଜନ୍ତର-ମନ୍ତରରେ ପ୍ରଦର୍ଶନ ଏବଂ କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ର…
ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….
ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ ଥିଲେ କିନ୍ତୁ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୱାଙ୍ଗଚୁକ୍ ଏବେ ଡିସଚାର୍ଜ…
E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ
ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ଏହି ପୋଷ୍ଟଗୁଡ଼ିକ ଦାବି କରୁଛି ଯେ ଗଡକରୀ…
ଜଣାପଡିଲା ଭାଜପାର ଭିତିରି ଗେମ୍: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…
ନୂଆଦିଲ୍ଲୀ, ୨୭।୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ଏବେ ସବୁଠୁ ବଡ଼ ପ୍ରଶ୍ନ ହେଉଛି, ଧର୍ମେନ୍ଦ୍ର ପ୍ରଧାନଙ୍କ ପରବର୍ତ୍ତୀ…
ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ
ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି। ‘E20 ଜନତା ପାର୍ଟି’ ନାମରେ ଚାଲିଥିବା ଏହି ଅଭିଯାନ ବର୍ତ୍ତମାନ ଦ୍ରୁତ ଗତିରେ…
ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍ପେଣ୍ଡ
ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୂଚନା ଯୋଗ୍ୟ, ବିହାର ବନ୍ଦ ଡାକରା ବେଳେ ସିୱାନ ଜିଲାରେ ପୋଲିସ…
ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…
ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ ତାଙ୍କ ସ୍ବାସ୍ଥ୍ୟ ଅବନତି ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ୱାଙ୍ଗଚୁକ…
ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍ ନୁହେଁ
ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଆବେଦନ ଉପରେ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ, ଜଷ୍ଟିସ ଜୟମାଲ୍ୟ ବାଗଚୀ ଏବଂ…
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ
ନୂଆଦିଲ୍ଲୀ, ୨୭॥୭: ନିଟ୍ ପେପର ଲିକ୍ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର ବିଶ୍ୱବିଦ୍ୟାଳୟକୁ ଭାଙ୍ଗିବା ପାଇଁ ଆଦେଶ ଦେଇଛନ୍ତି। ଏହାକୁ ନେଇ CJP କହିଛି ଯେ…

