Khaleda Zia Death: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ଭାରତ ସହ ଥିଲା କ’ଣ କନ୍ସେନ? ଜାଣନ୍ତୁ…
ଢାକା,୩୦।୧୨: ବାଂଲାଦେଶ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ ଏବଂ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ମଙ୍ଗଳବାର (ଡିସେମ୍ବର ୩୦, ୨୦୨୫)ରେ ୮୦ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ଏକ ସରକାରୀ…
‘ଆଣ୍ଟିବାୟୋଟିକ ପାଇଁ ବଢୁଛି ନିରବ ମହାମାରୀ’, ମୋଦିଙ୍କ ପରାମର୍ଶକୁ ନେଇ ବିଶେଷଜ୍ଞ କହିଲେ ସମୟ ଆବଶ୍ୟକ
ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଣ୍ଟିବାୟୋଟିକ ଅପବ୍ୟବହାର ବିରୋଧରେ ବାର୍ତ୍ତା ସମୟର ଆବଶ୍ୟକତା ଏବଂ ଦେଶରେ ଦ୍ରୁତ ଗତିରେ ବଢୁଥିବା ଆଣ୍ଟିମାଇକ୍ରୋବାୟଲ ପ୍ରତିରୋଧ (AMR)ର ଗମ୍ଭୀର ସ୍ବାସ୍ଥ୍ୟ ସଙ୍କଟ ପ୍ରତି ଦୃଷ୍ଟି ଆକର୍ଷଣ କରୁଛି। ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ…
କ୍ଷମା ମାଗିଲେ ଲଲିତ ମୋଦି
ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର ଏକ ଭିଡିଓ ଇନ୍ଷ୍ଟାଗ୍ରାମରେ ପୋଷ୍ଟ କରିଥିଲେ। ସେଥିରେ ସେ ଉଭୟଙ୍କୁ ଭାରତର ସବୁଠୁ ବଡ଼…
ଭିଜିବ ନୂଆ ବର୍ଷ, ୫ ରାଜ୍ୟକୁ ଚେତାବନୀ ଜାରି କଲା ପାଣିପାଗ ବିଭାଗ
ନୂଆଦିଲ୍ଲୀ,୩୦।୧୨: ଦେଶରେ ପ୍ରବଳ ଥଣ୍ଡା ମଧ୍ୟରେ ନୂଆ ବର୍ଷ ଆସିବାକୁ ଯାଉଛି। ଏହି ସମୟରେ, ଭାରତୀୟ ପାଣିପାଗ ବିଭାଗ (IMD) ନୂତନ ବର୍ଷର ଗୋଟିଏ ଦିନ ପୂର୍ବରୁ ଦେଶର ଅନେକ ସ୍ଥାନରେ ବର୍ଷା ସତର୍କତା ଜାରି କରିଛି। ବର୍ଷା ପରେ ସର୍ବାଧିକ…
୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP
ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP ସହ ଭାରତ ଜାପାନକୁ ଅତିକ୍ରମ କରି ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ପାଲଟିଛି। ଆସନ୍ତା…
ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର
ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG) ବାସଭବନରେ ସେ ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରୁ ଏକ ଡେଥ୍ ନୋଟ୍ ଜବତ କରିଛି,…
ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ
ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ…
ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ ନୂତନବର୍ଷ ପାର୍ଟିର ଯୋଜନା କରୁଛନ୍ତି ଏବଂ ଭାବୁଛନ୍ତି ଯେ ଆପଣ ଅନଲାଇନ ଖାଦ୍ୟ ଏବଂ…
ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…
ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର ନଭେମ୍ବରରେ ଅସାଧାରଣ ଭାବରେ ଭଲ ପ୍ରଦର୍ଶନ କରିଛି। ଏହି ଖବର ଆମେରିକାଠାରୁ ଚାଇନା ଏବଂ…
ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ
ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ ଅଡୁଆ ବଢାଇଛନ୍ତି। ଯଦିଓ ସେ ପରେ ସ୍ପଷ୍ଟୀକରଣ ଦେଇ କହିଥିଲେ, ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ
ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍ଙ୍କୁ ନେଇ ଏକ କମିଟି ଗଠନ କରି ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ପରିବେଶ…
ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ ଆଜୀବନ କାରାଦଣ୍ଡାଦେଶକୁ ସ୍ଥଗିତ ରଖିଥିଲେ ଏବଂ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ଏହି…
Archives


