ହାଥରସ୍ ଦଳାଚକଟା ପଛରେ ଷଡ଼ଯନ୍ତ୍ର: ଭୋଲେ ବାବାଙ୍କ ଓକିଲ
ହାଥରସ୍,୪।୭: ହାଥରସ୍ ଦଳାଚକଟା ପଛରେ ଅସାମାଜିକ ତତ୍ତ୍ୱଙ୍କ ହାତ ରହିଛି ବୋଲି ଭୋଲେ ବାବାଙ୍କ ଓକିଲ ଏ.ପି. ସିଂ ଅଭିଯୋଗ ଆଣିଛନ୍ତି। ସତ୍ସଙ୍ଗ ବେଳେ ଭୋଲେ ବାବାଙ୍କ ପାଦ ଛୁଇଁବାକୁ ନେଇ ଅନୁଗାମୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବାରୁ ଏଭଳି ସ୍ଥିତି ଉପୁଜିଥିବା…
ପୁଣି ହସ୍ପିଟାଲରେ ଭର୍ତ୍ତି ହେଲେ ଆଡ଼ଭାନୀ
ନୂଆଦିଲ୍ଲୀ, ୪।୭ : ଭେଟେରାନ ଭାଜପା ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡ଼ଭାନୀ(୯୬) ବୁଧବାର ରାତିରେ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ତାଙ୍କୁ ନ୍ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଥିବା ହସ୍ପିଟାଲ…
କଙ୍ଗନାଙ୍କୁ ଚାପୁଡ଼ା ମାରି କର୍ନାଟକକୁ ବଦଳି ହେଲେ କୁଲଓ୍ବିନ୍ଦର
ନୂଆଦିଲ୍ଲୀ, ୪।୭: ହିମାଚଳ ପ୍ରଦେଶର ମଣ୍ଡିରୁ ନବ ନିର୍ବାଚିତ ଭାଜପା ଏମ୍ପି କଙ୍ଗନା ରାଣାଓ୍ବତଙ୍କୁ ଜୁନ୍ ୬ରେ ଚଣ୍ଡିଗଡ଼ ଏୟାରପୋର୍ଟରେ ସିଆଏସ୍ଏଫ୍ କନ୍ଷ୍ଟେବଳ କୁଲଓ୍ବିନ୍ଦର କୌର ଚାପୁଡ଼ା ମାରିଥିଲେ। ଏହାପରେ ସିଆଏସ୍ଏଫ୍ ତାଙ୍କୁ ନିଲମ୍ବନ କରିଥିଲା। ବୁଧବାର କୁଲଓ୍ବିନ୍ଦରଙ୍କୁ ବେଙ୍ଗାଲୁରୁର ଦଶମ…
ବିଶ୍ୱକପ ଟ୍ରଫି ସହ ଭାରତ ପହଞ୍ଚିଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୪।୭: ଭାରତରେ ପହଞ୍ଚିଲା ବିଶ୍ୱ ବିଜେତା ଟିମ୍ ଇଣ୍ଡିଆ। ଟି ୨୦ ବିଶ୍ୱକପ ଟ୍ରଫି ସହ ଟିମ୍ ଇଣ୍ଡିଆ ବାର୍ବାଡୋସରୁ ଭାରତ ଫେରିଛି। ଏନେଇ ବିସିସିଆଇ ଏକ୍ସ ପୋଷ୍ଟ କରିଛି। ଟିମ୍ର ସମସ୍ତ ଖେଳାଳୀ ଟ୍ରଫି ସହ ଏକ ଭିଡିଓ ଶେୟାର…
ରାହୁଲ ଗାନ୍ଧୀଙ୍କୁ ସେନାର ଜବାବ; ଅଗ୍ନିବୀରଙ୍କ ପରିବାରକୁ ଦିଆଯାଇଛି ୯୮.୩୯ ଲକ୍ଷ ଟଙ୍କା
ନୂଆଦିଲ୍ଲୀ,୩ା୭: ବୁଧବାର ଲୋକ ସଭାରେ ରାହୁଲ ଗାନ୍ଧୀ କରିଥିବା ଅଭିଯୋଗର ଜବାବ ରଖିଛି ଭାରତୀୟ ସେନା। ରାହୁଲ ଗାନ୍ଧୀ କହିଥିଲେ ଯେ, ଶହୀଦ ଅଗ୍ନିବୀର କର୍ମଚାରୀଙ୍କ ପରିବାରକୁ କ୍ଷତିପୂରଣ ପ୍ରସଙ୍ଗରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ମିଥ୍ୟା କହିଛନ୍ତି। ଏଥିପାଇଁ…
ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ବଡ଼ ଦାୟିତ୍ୱ
ନୂଆଦିଲ୍ଲୀ,୩ା୭:କେନ୍ଦ୍ରର ମୋଦି ସରକାର ବୁଧବାର ସୁରକ୍ଷା, ଅର୍ଥନୀତି ଓ ରାଜନୈତିକ ବ୍ୟାପାର ସମ୍ପର୍କିତ କମିଟି ଗଠନ କରିଛନ୍ତି। ଏକ ସରକାରୀ ବିଜ୍ଞପ୍ତି ଅନୁସାରେ ଦେଶର ସର୍ବୋଚ୍ଚ ନିଷ୍ପତ୍ତି ଗ୍ରହଣକାରୀ ୮ କମିଟି ଗଠନ କରାଯାଇଛି। ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍ କମିଟିରେ ପ୍ରଧାନମନ୍ତ୍ରୀ…
ମିଛ କହିଛନ୍ତି ରାଜନାଥ, ରାହୁଲ ଗାନ୍ଧୀ ଦେଲେ ପ୍ରମାଣ
ନୂଆଦିଲ୍ଲୀ,୩।୭: ବିରୋଧୀ ଦଳ ଲଗାତାର ଅଗ୍ନିବୀର ଯୋଜନାକୁ ନେଇ କେନ୍ଦ୍ରରେ ମୋଦି ସରକାରଙ୍କୁ ଘେରୁଛନ୍ତି। ସୋମବାର ମଧ୍ୟ ଲୋକସଭାରେ ଏ ସମ୍ପର୍କରେ ବିତର୍କ ହୋଇଥିଲା। ଅଗ୍ନିବୀର ମାମଲାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଭଗବାନ ଶିବଙ୍କ ଫଟୋ ଦେଖାଇ ଲୋକ…
ପରାଜୟ ପରେ ବିରୋଧୀ କ୍ୟାମ୍ପରେ ବିଜେଡି; ମୋଦିଙ୍କ ଭାଷଣ ସମୟରେ ଇଣ୍ଡିଆ ମେଣ୍ଟ ସହିତ କଲା କକ୍ଷତ୍ୟାଗ
ଭୁବନେଶ୍ୱର,୩।୭: ପୂର୍ବରୁ ସଂସଦରେ ଅନେକ ଥର ଭାଜପାକୁ ସମର୍ଥନ କରୁଥିବା ବିଜୁ ଜନତା ଦଳ ବୁଧବାର ଇଣ୍ଡିଆ ମେଣ୍ଟ ପଦ ରାସ୍ତାରେ ଯୋଗ ଦେଇଛି। ରାଷ୍ଟ୍ରପତିଙ୍କ ସମ୍ବୋଧନରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭାଷଣ ସମୟରେ ଦଳ କକ୍ଷତ୍ୟାଗ…
‘ଜଣେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ’
ରାଞ୍ଚତ୍,୩ା୭:ସଦ୍ୟ ଜେଲରୁ ଫେରିଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ନେତା ହେମନ୍ତ ସୋରେନ୍ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାର ୫ ମାସ ପୂର୍ବରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ଚମ୍ପାଇ ସୋରେନ୍ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଚମ୍ପାଇ…
ଭୋଲେ ବାବାଙ୍କ ନାଁରେ ରହିଛି ଯୌନ ନିର୍ଯାତନା ମାମଲା
ହାଥରସ୍,୩ା୭: ଉତ୍ତରପ୍ରଦେଶର ହାଥରସ୍ ଜିଲାର ପୁଲରାଇ ଗ୍ରାମରେ ହୋଇଥିବା ଏକ ସତ୍ସଙ୍ଗରେ ଦଳାଚକଟା ହୋଇ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିବା ଯେତିକି ଦୁଃଖଦାୟକ ନୁହେଁ, ତା’ଠୁ ଅଧିକ ଚିନ୍ତାଦାୟକ ଆତ୍ମଘୋଷିତ ଭୋଲେ ବାବାଙ୍କ ଯୌନ କେଳେଙ୍କାରୀ। ଉକ୍ତ ବାବାଙ୍କ ନାଁରେ ଯୌନ…
ଦଳାଚକଟା ଘଟଣାରେ ଆସିଲା ଭୋଲେ ବାବାଙ୍କ ପ୍ରଥମ ପ୍ରତିକ୍ରିୟା
ହାଥରସ୍,୩ା୭:ଉତ୍ତରପ୍ରଦେଶର ହାଥରସ୍ ଜିଲାର ପୁଲରାଇ ଗ୍ରାମରେ ଅପରାହ୍ନରେ ସତ୍ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଛି। ତେବେ ଏହି ଅଘଟଣ ପରେ ସତ୍ସଙ୍ଗ କରୁଥିବା ଭୋଲେ ବାବା ଭାବେ…
ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ,
ରାଞ୍ଚି,୩।୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଚମ୍ପାଇ ସୋରେନ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ ଜେଲ୍ରୁ ଫେରିବା ପରେ ପୁନର୍ବାର ମୁଖ୍ୟମନ୍ତ୍ରୀ ହେବା ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି କରିଛନ୍ତି। ଜେଲ୍ରୁ ଫେରିବା ପରେ…
Archives


