ଜାତୀୟ

ବିଧାନସଭାରେ ନିଜ ସରକାରଙ୍କୁ ଘେରିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୩୧।୭: ୟୁପି ବିଧାନସଭାରେ ବୁଧବାର ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଥିଲା। ଭାଜପା ବିଧାୟକ ହର୍ଷବର୍ଦ୍ଧନ ବାଜପେୟୀ ନଜୁଲ ଜମି ବିଲ ସମ୍ପର୍କରେ ନିଜ ସରକାର ଉପରେ ପ୍ରଶ୍ନ ଉଠାଇଥିଲେ। ଯେତେବେଳେ ସଂସଦୀୟ ବ୍ୟାପାର ମନ୍ତ୍ରୀ ସୁରେଶ ଖାନ୍ନା ତାଙ୍କୁ ଆକଟ…

ସଂସଦରେ ନବୀନ ପଟ୍ଟନାୟକଙ୍କ କଥା ଉଠାଇ ପ୍ରଶଂସା କଲେ ଅମିତ ଶାହା: ଜାଣନ୍ତୁ କେଉଁ ପ୍ରସଙ୍ଗରେ…

ନୂଆଦିଲ୍ଲୀ,୩୧।୭: କେରଳର ଓୟନାଡରେ ଭୟଙ୍କର ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୩୦ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୧୨୮ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମାଟି ତଳେ ୪୦୦ରୁ ଅଧିକ ପରିବାର ଫଶି ରହିଥିବା ସୂଚନା ମିଳିଛି। ଆଗକୁ…

କେରଳ ସରକାରଙ୍କ ନାଁରେ ବଡ଼ ଅଭିଯୋଗ ଆଣିଲେ ଅମିତ ଶାହା

ନୂଆଦିଲ୍ଲୀ,୩୧।୭: କେରଳର ୱାୟାନାଡରେ ହୋଇଥିବା ଭୂସ୍ଖଳନ ଘଟଣା ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବୁଧବାର ରାଜ୍ୟ ସଭାରେ ଭାଷଣ ଦେଇଛନ୍ତି। କେରଳ ସରକାରଙ୍କ ଉପରେ ଆକ୍ରମଣ କରି ସେ କହିଛନ୍ତି, ଏଭଳି ବିପର୍ଯ୍ୟୟର ସମ୍ଭାବନା ସମ୍ପର୍କରେ କେରଳ ସରକାରଙ୍କୁ ପୂର୍ବରୁ…

ଆଇଏଏସ୍‌ ଅଧିକାରୀ ରହିବେ ନାହିଁ ପୂଜା ଖେଡ୍‌କର, ପରୀକ୍ଷା ଦେବାରେ ବି ଲାଗିବ ରୋକ୍‌

ନୂଆଦିଲ୍ଲୀ,୩୧ା୭: ବିବାଦ ଘେରରେ ରହିଥିବା ଆଇଏଏସ୍‌ ପୂଜା ଖେଡ୍‌କରଙ୍କ ବିରୋଧରେ ୟୁପିଏସ୍‌ସି ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବର୍ତ୍ତମାନ ସେ ଆଉ ଆଇଏଏସ୍‌ ରହିବେ ନାହିଁ। ୟୁପିଏସ୍‌ସି ପୂଜାଙ୍କୁ ଭବିଷ୍ୟତରେ କୌଣସି ପରୀକ୍ଷା କିମ୍ବା ଚୟନରେ ହାଜର ହେବାରେ ବି ରୋକ୍‌…

ଖାନ୍‌ ସାର୍‌ଙ୍କ କୋଚିଂ ସେଣ୍ଟରରେ ପଡିଲା ତାଲା: ଜାଣନ୍ତୁ କାହିଁକି

ପାଟନା,୩୧।୯: ଦିଲ୍ଲୀର ଏକ କୋଚିଂ ପ୍ରତିଷ୍ଠାନର ଲାଇବ୍ରେରୀରେ ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣା ସମସ୍ତଙ୍କୁ ଚକିତ କରିଛି। ବର୍ତ୍ତମାନ ବେଆଇନ ଭାବେ ଚାଲୁଥିବା କୋଚିଂ ପ୍ରତିଷ୍ଠାନ ବିରୋଧରେ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ବିହାରର ପାଟନାରେ କୋଚିଂ ପ୍ରତିଷ୍ଠାନ ଉପରେ…

ଫଡନାଭିସ ରହିବେ ନ ହେଲେ ମୁଁ, ବୈଠକରୁ ହୁଙ୍କାର କଲେ ଉଦ୍ଧବ ଠାକରେ

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ମୁମ୍ବାଇରେ ଏକ ବଡ଼ ବୈଠକରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଖୋଲାଖୋଲି ଭାବେ ଟାର୍ଗେଟ କରିଛନ୍ତି। ମୁମ୍ବାଇର ଏକ ପଦାଧିକାରୀ ବୈଠକରେ ଠାକରେ ଏହି ଟାର୍ଗେଟ କରିଛନ୍ତି। ସେ କହିଛନ୍ତି,…

ଶସ୍ତା ହେବ ଜୀବନ ବୀମା, ଚିଠି ଲେଖିଲେ ଗଡକରୀ, ହୋଇପାରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୭:ଶସ୍ତା ହେବ ଜୀବନ ବୀମା। ଏନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ମନ୍ତ୍ରୀ ତଥା ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ। ଯଦି ଗଡକରୀଙ୍କ ଚିଠିକୁ ଗ୍ରହଣ କରାଯାଏ ତେବେ ଭବିଷ୍ୟତରେ ଜୀବନ ଏବଂ ଚିକିତ୍ସା ବୀମା ପ୍ରିମିୟମ…

ରାହୁଲ ସିଲେଇ କଲେ ଜୋତା, ଲକ୍ଷେ ନୁହେଁ କୋଟି କୋଟି ଟଙ୍କାରେ କିଣିବାକୁ ଲାଇନ୍‌ ଲଗାଇଲେ ଲୋକେ

ନୂଆଦିଲ୍ଲୀ,୩୧।୭: ପୂର୍ବାଞ୍ଚଳ ଏକ୍ସପ୍ରେସ ୱେ ନିକଟସ୍ଥ ବିଧାୟକ ନଗର ଛକରେ ଆଜିକାଲି ଲୋକଙ୍କ ଭିଡ ଜମୁଛି । ଏଠାରେ କୌଣସି ନୂଆ ହୋଟେଲ କିମ୍ବା ମଲ ଖୋଲିନି । ଭିଡ ଜମୁଛି ଜଣେ ମୋଚୀଙ୍କ ଦୋକାନରେ । ସେହି ମୋଚୀ ଦୋକାନ…

Wayanad Landslide: ଭୂସ୍ଖଳନରେ ମାଟିତଳେ ଚାପି ହୋଇ ଜଣେ ବ୍ୟକ୍ତି କେତେ ସମୟ ବଞ୍ଚିପାରିବେ?

ଓ୍ବାୟନାଡ,୩୧।୭: କେରଳର ୱାୟାନାଡରେ ଜଳ ପ୍ରଳୟ। ପ୍ରକୃତିର ତାଣ୍ଡବ ଯୋଗୁ ଛାରଖାର ହୋଇଯାଛି ଓ୍ବାୟନାଡ। କହିବାକୁ ଗଲେ ଅଞ୍ଚଳର ସବୁ ଗାଁ ଗଣ୍ଡା ଧୋଇ ହୋଇ ଯାଇଛି। ପ୍ରବଳ ବର୍ଷା ହେତୁ ସୋମବାର ବିଳମ୍ବିତ ରାତିରେ ବିଭିନ୍ନ ସ୍ଥାନରେ ଭୂସ୍ଖଳନ ଘଟିଛି…

‘ମୁଁ ଆଉ ବଞ୍ଚିବାକୁ ଚାହୁଁନି’, ରାଜ୍ୟସଭାରେ ବଡ଼ କଥା କହିଦେଲେ ଖଡ଼ଗେ

ନୂଆଦିଲ୍ଲୀ, ୩୧।୦୭: ସଂସଦରେ ମୌସୁମୀ ଅଧିବେଶନ ଜାରି ରହିଛି । ରାଜ୍ୟ ସଭାରେ ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଅଲଗା ରୂପ ଦେଖିବାକୁ ମିଳିଛି । ଗୃହର ବିରୋଧୀ ଦଳ ନେତା ଅଚାନକ ଭାବୁକ ହୋଇଯାଇଥିଲେ । ପରେ ପୁଣି…

ଗୋଟିଏ ପଦକ ଜିତିଲେ ନିଜ ଦେଶରୁ ମିଳିଥାଏ ଏତେ କୋଟି ପୁରସ୍କାର, ଜାଣନ୍ତୁ ଭାରତୀୟ ଖେଳାଳିଙ୍କୁ ମିଳେ କେତେ…

ପ୍ୟାରିସ୍‌,୩୧।୭: ପ୍ୟାରିସ ଅଲିମ୍ପିକ୍ସ ୨୦୨୪କୁ ନେଇ ଭାରତୀୟ କ୍ରୀଡାପ୍ରେମୀମାନେ ଉତ୍ସାହିତ ଅଛନ୍ତି । ଚଳିତ ଅଲିମ୍ପିକ୍ସରେ ପ୍ରଥମ ଭାରତୀୟ ଭାବେ ମନୁ ଭାକର ଭାରତକୁ ୨ ପଦକ ଜିତାଇ ଇତିହାସ ରଚିଛନ୍ତି । ମନୁ ଭାକର ଏୟାର ପିଷ୍ଟଲ ଶୁଟିଂରେ ଗୋଟିଏ…

ଅନୁରାଗଙ୍କ ଜାତି ଟିପ୍ପଣୀକୁ ନେଇ ହଇଚଇ: କ’ଣ ରାହୁଲଙ୍କ ଜାତି? କଂଗ୍ରେସ କରିଦେଲା ଖୁଲାସା

ନୂଆଦିଲ୍ଲୀ,୩୧।୭: ଅନୁରାଗଙ୍କ ଜାତି ଟିପ୍ପଣୀକୁ ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ମଙ୍ଗଳବାର ଲୋକ ସଭାରେ ଭାଷଣ ଦେବାବେଳେ ଭାଜପା ଏମପି ଅନୁରାଗ ଠାକୁର କଂଗ୍ରେସ ନେତା ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଜାତି କ’ଣ ବୋଲି ପଚାରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?