ଜାତୀୟ

ମମତା ବାନାର୍ଜୀଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ପଡ଼ିବ, କାହିଁକି ଏମିତି କହିଲେ ଏହି ଏମ୍‌ପି

ନୂଆଦିଲ୍ଲୀ,୨୭ା୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ନୀତି ଆୟୋଗ ବୈଠକ ଅଧାରୁ ଉଠି ଚାଲି ଆସିଥିଲେ। ସେ ଅଭିଯୋଗ କରିଛନ୍ତି ଯେ, ତାଙ୍କୁ ବୈଠକରେ ଭାଷଣ ଦେବାର ସୁଯୋଗ ଦିଆଯାଇ ନ ଥିଲା ଏବଂ ସେ ଏହାର ପ୍ରତିବାଦରେ ଉଠି…

‘ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା’ କ’ଣ? ଯେଉଁଥିରେ ବିନା ବନ୍ଧକରେ ମିଳିଥାଏ ୨୦ ଲକ୍ଷର ଋଣ, ଜାଣନ୍ତୁ କିଏ ପାଇପାରିବେ ଲାଭ…

ନୂଆଦିଲ୍ଲୀ,୨୭।୭: ଦେଶର ଯୁବବର୍ଗଙ୍କୁ ଆତ୍ମନିର୍ଭର କରିବା ଉଦ୍ଦେଶ୍ୟରେ ମୋଦି ସରକାର ୨୦୧୫ରେ ‘ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା’ ଆରମ୍ଭ କରିଥିଲେ। ଏହି ଯୋଜନା ଅଧିନରେ ନିଜର କାରୋବାର ଆରମ୍ଭ କରିବା ଅଥବା ବ୍ୟବସାୟ ବଢ଼ାଇବାକୁ ଇଚ୍ଛା ରଖିଥିବା ଯୁବକମାନଙ୍କୁ ବନ୍ଧକ ବିନା ୧୦…

ନିର୍ବାଚନକୁ ଓହ୍ଲାଇବେ ପୂର୍ବତନ ଡିଜିପି, ଜଣାପଡ଼ିଲା ନୂଆ ପାର୍ଟିର ନାଁ

ମୁମ଼୍ବାଇ, ୨୭।୦୭: ମହାରାଷ୍ଟ୍ରର ପୂର୍ବତନ ଡିଜିପି ସଞ୍ଜୟ ପାଣ୍ଡେ ଆଗାମୀ ବିଧାନସଭା ନିର୍ବାଚନରେ ନିଜର ରାଜନୈତିକ ଇନିଂସ ଆରମ୍ଭ କରିବାକୁ ଯଆଉଛନ୍ତି। ପୂର୍ବତନ ଡିଜିପି ସଞ୍ଜୟ ପାଣ୍ଡେ ମୁମ୍ବାଇର ଭର୍ସୋଭା ଆସନରୁ ବିଧାନସଭା ର୍ନିବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏହାପୂର୍ବରୁ ସେ ତାଙ୍କର…

ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ନୂଆଦିଲ୍ଲୀ,୨୭।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ନୂଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ସେଠାରେ ପହଞ୍ଚି ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରିଛନ୍ତି। ମମତାଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି ମୋହନ…

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଲେ ଏହି ଦେଶର ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୭।୦୭: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ରାପବ୍ଲିକାନ୍‌ ପାର୍ଟିର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଇସ୍ରାଏଲ୍‌ର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତନ୍ୟାହୁ ସାକ୍ଷାତ କରିଛନ୍ତି । ଗାଜାରେ ଜାରି ରହିଥିବା ଯୁଦ୍ଧରେ ବିରାମ ଲଗାଇବା ପାଇଁ ସେ ଆଲୋଚନା କରିଥିବା ପ୍ରତିକ୍ରିୟାରେ କହିଛନ୍ତି ।…

ନୀତି ଆୟୋଗ ବୈଠକରେ ଯୋଗ ଦେଲେନି ନୀତିଶ କୁମାର, ଜଣାପଡିଲା ବଡ଼ କାରଣ

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀରେ ଆୟୋଜିତ ନୀତି ଆୟୋଗର ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଯୋଗ ଦେଇନାହାଁନ୍ତି। ଏହି ବୈଠକରେ ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଏବଂ ବିଜୟ କୁମାର ସିହ୍ନା ପ୍ରତିନିଧିତ୍ୱ କରିଥିବା ଜଣାପଡିଛିି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ନୀତିଶଙ୍କ…

ପାକିସ୍ତାନ ସୀମାରେ ବଡ଼ ଧରଣର ଏନ୍‌କାଉଣ୍ଟର, ଜଣେ ଯବାନ୍‌ ଶହୀଦ, ୪ ଆହତ

ନୂଆଦିଲ୍ଲୀ, ୨୭।୦୭: ଜମ୍ମୁ କଶ୍ମୀରର କୁପୱାଡ଼ା ଜିଲାରେ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି । ଲାଇନ୍‌ ଅଫ୍‌ କଣ୍ଟ୍ରୋଲ ବା ଏଲ୍‌ଓସିରେ ପାକିସ୍ତାନ ବର୍ଡର ଆକ୍ସନ ଫୋର୍ସର ଏନ୍‌କାଉଣ୍ଟରରେ ଜଣେ ଯବାନ ଶହୀଦ ହୋଇଥିବା ବେଳେ ମେଜରଙ୍କ ସମେତ ୪ ଜଣ…

ରାଗିଗଲେ ମମତା, ନୀତି ଆୟୋଗ ବୈଠକ ଛାଡି ମଝିରୁ ପଳାଇଲେ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ନୀତି ଆୟୋଗ ବୈଠକ ଚାଲିଛି। ଏହି ବୈଠକରେ ଭାଜପା ଶାସିତ ମୁଖ୍ୟମନ୍ତ୍ରୀଙ୍କ ବ୍ୟତିତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଯୋଗ ଦେଇଛନ୍ତି। ହେଲେ ଏକ ବଡ଼ ଖବର ସାମ୍ନାକୁ ଆସିଛି ଯେ,…

NITI Aayog: କ’ଣ ଏହି ନୀତି ଆୟୋଗ, କେଉଁମାନେ ହୁଅନ୍ତି ଏଥିରେ ସାମିଲ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୭: ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ନୀତିି ଆୟୋଗ ବୈଠକ ଜାରି ରହିଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ଅଧ୍ୟକ୍ଷତା କରୁଛନ୍ତି। ଦେଶର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଏହି ବୈଠକରେ ଅଂଶଗ୍ରହଣ କରି କେନ୍ଦ୍ରର ଦୂରଦୃଷ୍ଟି କାର୍ଯ୍ୟକାରୀ କରିବା ଉପରେ…

ହଷ୍ଟେଲରେ ପଶି ଗର୍ଲଫ୍ରେଣ୍ଡକୁ ମର୍ଡର, ବଞ୍ଚାଅ ବଞ୍ଚାଅ ଚିତ୍କାର ପରେ ବି ବୟଫ୍ରେଣ୍ଡ୍‌…

ବେଙ୍ଗାଲୁରୁ, ୨୭।୦୭: ସାମାନ୍ୟ କିଛି ଘଟଣାକୁ ନେଇ ଗର୍ଲଫ୍ରେଣ୍ଡକୁ ବାରମ଼୍ବାର ଛୁରି ଭୁଷି ଅତି ନିର୍ମମ ଭାବେ ହତ୍ୟାକରିଛି ବୟଫ୍ରେଣ୍ଡ୍‌ । ଏପରି ଏକ ଚର୍ଚ୍ଚିତ ହତ୍ୟାକାଣ୍ଡ ବେଙ୍ଗାଲୁରୁରେ ଘଟିଛି । ୨୪ ବର୍ଷୀୟା ଜଣେ ଯୁବତୀଙ୍କୁ ହତ୍ୟା କରିବା ଅଭିଯୋଗରେ…

ନିଟ୍‌ ପେପର ଲିକ୍‌ ମାମଲାରେ CBIକୁ ବଡ଼ ସଫଳତା, ପୋଖରୀରୁ ମିଳିଲା ୭ ଫୋନ୍‌

ଧନବାଦ,୨୭।୦୭: ନିଟ୍‌ ପେପର ଲିକ୍‌ ମାମଲାରେ ଶୁକ୍ରବାର ସିବିଆଇର ଏକ ଟିମ୍‌ ଧନବାଦରୁ ପବନ କୁମାର ନାମକ ଜଣେ ଯୁବକକୁ ଗିରଫ କରିଛି । ପବନ ଏବଂ ଅନ୍ୟଜଣେ ଯୁବକଙ୍କ ସହ ସିବିଇଆଇ ଟିମ୍‌ ନିକଟସ୍ଥ ଏକ ପୋଖରୀରୁ ଲିକ୍‌ ସମ଼୍ବନ୍ଧୀୟ…

ପଲଟି ଗଲେ କି ପଲଟୁରାମ! ନୀତି ଆୟୋଗ ବୈଠକରେ ଯୋଗ ଦେଲେନି ନୀତିଶ କୁମାର

ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ NITI ଆୟୋଗର ପରିଚାଳନା ପରିଷଦର ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଅଂଶଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ଏହି ସଭା ଅନୁଷ୍ଠିତ ହେଉଛି। ଇଣ୍ଡିଆ ମେଣ୍ଟ ଶାସିତ ରାଜ୍ୟମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?