ଜାତୀୟ

୨୩ ଅଗଷ୍ଟକୁ ୟୁକ୍ରେନ ଯାଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି, ରୁଷିଆ ସହିତ ଯୁଦ୍ଧ ମଧ୍ୟରେ ଏହା ପ୍ରଥମ ଗସ୍ତ

ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି 23 ଅଗଷ୍ଟରେ ୟୁକ୍ରେନ ଗସ୍ତ କରିବେ। ଏହି ସମୟରେ ସେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଭେଟିବେ। ରୁଷିଆ-ୟୁକ୍ରେନ ସହିତ ଯୁଦ୍ଧ ପରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ୟୁକ୍ରେନ ଗସ୍ତ ହେବ। ପ୍ରଧାନମନ୍ତ୍ରୀ ମୋଦି ରୁଷିଆ…

ୟୁଟ୍ୟୁବରଙ୍କ ଉପରେ ଲଗାମ ଲଗାଇବାକୁ ଅଣ୍ଟା ଭିଡିଲେ ସରକାର, ଆଣିବେ ବିଲ୍‌

ନୂଆଦିଲ୍ଲୀ,୨୭।୭: ୟୁଟ୍ୟୁବରଙ୍କ ଉପରେ ଲଗାମ ଲଗାଇବା ପାଇଁ ଅଣ୍ଟା କଷିଲେଣି ମୋଦି ସରକାର। ଏନେଇ ସବୁ ପ୍ରସ୍ତୁତି ମଧ୍ୟ ଶେଷ କରି ସାରିଲେଣି। ଏଥିପାଇଁ ମୋଦି ସରକାର ନୂଆ ବିଲ୍‌ ଆଣିବାକୁ ଯାଉଛନ୍ତି। ଯେଉଁମାନେ ନିୟମିତ ଭାବେ ସୋସିଆଲ ମିଡିଆରେ ଭିଡିଓ…

ଯଦି ବିଜେଡି ଇଣ୍ଡିଆ ମେଣ୍ଟରେ ସାମିଲ ହୁଏ, ରାଜ୍ୟ ସଭାରେ ପଲଟିଯିବ ନମ୍ବର ଗେମ୍‌, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୨୭।୭: ଏଥର ଲୋକ ସଭା ନିର୍ବାଚନ ପରେ ଦେଶର ରାଜନୈତିକ ପରିସ୍ଥିତି ଅନେକାଂଶରେ ବଦଳିଥିବା ପରି ମନେ ହେଉଛି। ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା) ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଥିବା ବିଜୁ ଜନତା ଦଳ ବର୍ତ୍ତମାନ ବିରୋଧୀ ଦଳ ପାଲଟିଛି।…

ମାୟାନଗରୀରେ ଭଶୁୁଡ଼ିଲା ୩ ମହଲା କୋଠା, ଚାପିହୋଇ ରହିଛନ୍ତି ଲୋକେ

ମୁମ଼୍ବାଇ,୨୭।୦୭: ମୟାନଗରୀ ମୁମ଼୍ବାଇ ସହରର ନିକଟବର୍ତ୍ତୀ ଶାହବାଜ ଗ୍ରାମରେ ଏକ ୩ ମହଲା ଘର ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି । ଭଙ୍ଗା ଛାତ ତଳେ କିଛି ଲୋକ ଫସି ରହିଥିବା ଅନୁମାନ କରାଯାଉଛି । ବର୍ତ୍ତମାନ ପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁସାରେ…

ବୈଠକ ପୂର୍ବରୁ ମମତାଙ୍କ ବଡ଼ ବୟାନ : ନୀତି ଆୟୋଗକୁ ରଦ୍ଦ କରି…

କୋଲକାତା,୨୭ା୭: ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ୯ମ ଗଭର୍ନିଂ କାଉନସିଲ୍‌ ବୈଠକ ବସିବ। ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯିବ। ପଶ୍ଚିମବଙ୍ଗ…

କର୍ନାଟକରେ ୧,୬୦୦ ଟନ୍‌ର ଲିଥିୟମ ଖଣି ଠାବ

ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍‌ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି। ଉପରୋକ୍ତ ୨ ଜିଲାର ଖଣିରେ ୧,୬୦୦ ଟନ୍‌ ଓଜନର ଲିଥିୟମ୍‌ ମହଜୁଦ ଥିବା…

ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା

ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍‌ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା ସମ୍ପର୍କିତ ସମ୍ବେଦନଶୀଳ ପ୍ରସଙ୍ଗ ଉପରେ କେତେଜଣ ରାଜନୀତି କରୁଥିବା ଅଭିଯୋଗ କରିଥିଲେ। ପେନ୍‌ସନ…

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି ଦୁର୍ନୀତି ଅଭିଯୋଗରେ ଏସିବି ଅବସରପ୍ରାପ୍ତ ଏଡିଜି (ପିଡବ୍ଲ୍ୟୁଡି) ଏବଂ ଦୁଇଟି ଘରୋଇ ସଂସ୍ଥାର ମାଲିକଙ୍କୁ…

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ କରିଛି । ଉଚ୍ଚତମ ନ୍ୟାୟାଳୟର ନିର୍ଦ୍ଦେଶ ପରେ ଏକ ପ୍ରଶ୍ନର ଉତ୍ତରକୁ ଧ୍ୟାନରେ ରଖି…

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି । ଲୋକସଭାରେ ଭାଷଣ ଦେଇ ଲଲନ ସିଂ କହିଛନ୍ତି ଯେ ଭାରତୀୟ ଜନତା…

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏବଂ ବିଆର୍‌ଏସ୍‌ ନେତ୍ରୀ କେ କବିତାଙ୍କ ସମେତ ଅନ୍ୟ…

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି ଯେ ଖୁବ ଶୀଘ୍ର ୟୁପି ରାଜନୀତିରେ କିଛି ବଡ ଘଟଣା ଘଟିବାକୁ ଯାଉଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?