ଜାତୀୟ

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫ ତାଙ୍କର ନୂଆ ଠିକଣା ହେବ। ଏନେଇ କେନ୍ଦ୍ର ଆବାସ ସମିତି ପକ୍ଷରୁ ରାହୁଲଙ୍କୁ ପ୍ରସ୍ତାବ…

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ ଡକ୍ଟରେଟ୍‌ ଉପାଧି ଲାଭ କରିଛନ୍ତି । ସାନ୍‌ ଫ୍ରାନ୍ସିକୋରେ ଆୟୋଜିତ କାର୍ଯ୍ୟକ୍ରମରେ ତାଙ୍କୁ ଏହା…

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ ଗ୍ରହଣ କରିବା ମାତ୍ରେ ରେଡ୍ଡୀ ଲଗାତାର ତାଙ୍କୁ ବିରୋଧ କରିବାରେ ଲାଗିଛନ୍ତି। ଚନ୍ଦ୍ରବାବୁ ନାଇଡୁ…

କଂଗ୍ରେସର ନିକଟତର ହେଉଛନ୍ତି ନବୀନ-ରେଡ୍ଡୀ, ଏପଟେ ମୋଦିଙ୍କୁ ଭେଟିବେ ମମତା, ଜାତୀୟ ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୬।୭: ଇଣ୍ଡିଆ ମେଣ୍ଟର ଅନ୍ୟତମ ପ୍ରମୁଖ ସଦସ୍ୟ ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟକୁ ନେଇ ଏବେ ଜୋରଦାର ଚର୍ଚ୍ଚା। ଯାହା ମେଣ୍ଟରେ ଫାଟ ହେବାନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ନୀତି ଆୟୋଗକୁ ବିରୋଧୀ ଦଳରେ ଥିବା ମୁଖ୍ୟମନ୍ତ୍ରୀ ବୟକଟ…

ଅଗ୍ନିପଥ ଯୋଜନାକୁ ନେଇ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ ତମ କାର୍ଗିଲ ବିଜୟ ଦିବସ ଅବସରରେ କାର୍ଗିଲ ଯୁଦ୍ଧ ସ୍ମାରକରେ ଶହୀଦ ବୀରଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ୨୬ ଜୁଲାଇ ୧୯୯୯ରେ ଭାରତ କାର୍ଗିଲ ଯୁଦ୍ଧରେ ବିଜୟ ହାସଲ କରିଥିଲା । ଏହି…

ଅଗଷ୍ଟ ୧ରୁ ବଢିବ ବିଜୁଳି ଦର

ଚଣ୍ଡିଗଡ,୨୬।୭: ଜଳ ପରେ ଚଣ୍ଡିଗଡ଼ରେ ଏବେ ବିଦ୍ୟୁତ ଦର ବୃଦ୍ଧି ପାଇବାକୁ ଯାଉଛି। ଅଗଷ୍ଟ ୧ରୁ ବିଦ୍ୟୁତ ମୂଲ୍ୟ ବୃଦ୍ଧି ହେବାକୁ ଯାଉଛି। ପ୍ରଶାସନର ଇଞ୍ଜିନିୟରିଂ ବିଭାଗର ପିଟିଶନ ଶୁଣିବା ପରେ ଯୁଗ୍ମ ବିଦ୍ୟୁତ ନିୟାମକ ଆୟୋଗ ଦୁଇଟି ସ୍ଲାବରେ ବିଦ୍ୟୁତ୍‌…

ମୁକେଶ ଅମ୍ବାନୀଙ୍କ ସହ ଏହି ମହିଳାଙ୍କ ସେଲ୍‌ଫି ଭାଇରାଲ, ଜାଣନ୍ତୁ ଫଟୋକୁ ନେଇ କାହିଁକି ପାକିସ୍ତାନରେ ହେଉଛି ଚର୍ଚ୍ଚା

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସହ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ସହ ଫଟୋରେ ଦେଖାଯାଇଥିବା ମହିଳାଙ୍କ ପାକିସ୍ତାନ ସହ ସମ୍ପର୍କ ରହିଛି, ଏହି କାରଣରୁ ପାକିସ୍ତାନରେ ଏହି ଫଟୋ ଉପରେ…

ଇଣ୍ଡିଆ ମେଣ୍ଟରେ ଫାଟ! ମମତା ବାନାର୍ଜୀ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬।୭: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନୀତି ଆୟୋଗ ବୈଠକରେ ଯୋଗଦେବେ। ସେ ମଧ୍ୟ ଏହି ବୈଠକରେ ଯୋଗଦେବା ପାଇଁ ଦିଲ୍ଲୀ ଯାଇଛନ୍ତି। ତାଙ୍କ ସହ ଦିଲ୍ଲୀର ତୃଣମୂଳ କଂଗ୍ରେସର ଜାତୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ ମଧ୍ୟ ଆସୁଛନ୍ତି। ମମତା…

ମନୋଜ ପାଣ୍ଡେ ହେବେ ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ! ଏହି ନେତାଙ୍କୁ ହଟାଇ…

ଲକ୍ଷ୍ନୌ,୨୬।୭: ରାଏବରେଲି ସ୍ଥିତ ଉଞ୍ଚାହାରରୁ ସମାଜବାଦି ପାର୍ଟି ଟିକେଟରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ବିଧାନସଭାରେ ପହଞ୍ଚିଥିବା ମନୋଜ ପାଣ୍ଡେ ଭାରତୀୟ ଜନତା ପାର୍ଟି ସରକାରରେ ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ଏନେଇ ସମାଜବାଦୀ ପାର୍ଟି ଦାବି କରିଛି। ୟୁପିରେ ରାଜ୍ୟ ସଭା ନିର୍ବାଚନ ସମୟରେ…

ଭାରତ ଉପରେ ରାଗିଗଲା ଆମେରିକା: ପରେ ଭାରତ ଦେଲା କଡ଼ା ଜବାବ

ଓ୍ବାଶିଂଟନ,୨୬।୭: ନିକଟରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଥିଲେ। ସେଠାରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ମଧ୍ୟ ଭେଟିଥିଲେ। ତେବେ ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁଷିଆ ଗସ୍ତକୁ ନେଇ ଆମେରିକା ଅସନ୍ତୋଷ ବ୍ୟକ୍ତ କରିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆମେରିକାର…

କାର୍‌ଗିଲ୍‌ରୁ ପାକିସ୍ତାନକୁ ଚେତାବନୀ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଦାଖର ୟୁନିଅନ ଟେରିଟୋରୀରେ ପହଞ୍ଚିଥିଲେ। କାର୍‌ଗିଲ ବିଜୟ ଦିବସ ଅବସରରେ ସେ ଓ୍ବାର୍‌ ମେମୋରିଆଲରେ ପହଞ୍ଚି ପାକିସ୍ତାନ ବିରୋଧରେ ଯୁଦ୍ଧରେ ଶହୀଦ ହୋଇଥିବା ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କାର୍ଗିଲରୁ ପାକିସ୍ତାନକୁ ଚେତାବନୀ…

ମୋ ମୁହଁରେ ଭର୍ତ୍ତି କରି ଦେଇଥିଲେ AK-47, ସେଦିନର ଲୋମଟାଙ୍କୁରା ଘଟଣା ବଖାଣିଲେ ପାଇଲଟ୍‌

ନୂଆଦିଲ୍ଲୀ,୨୬ା୭: ଆଜି ଅର୍ଥାତ୍‌ ୨୬ ଶୁକ୍ରବାର କାର୍‌ଗିଲ ବିଜୟ ଦିବସର ୨୫ବର୍ଷ ପୂରଣ ହୋଇଛି। ଏହି ଦିନ କାର୍‌ଗିଲ ଯୁଦ୍ଧରେ ଭାରତୀୟ ସେନା ପାକିସ୍ତାନକୁ ପରାସ୍ତ କରିଥିଲା। ଏହି ଅବସରରେ କାର୍‌ଗିଲ ଯୁଦ୍ଧ ସହ ଜଡ଼ିତ ଅନେକ କାହାଣୀ ସାମ୍ନାକୁ ଆସୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?