ବଜେଟରେ ମହିଳାଙ୍କ ପାଇଁ ବଡ଼ ଘୋଷଣା
ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ମହିଳା ଓ ବାଳିକାମାନଙ୍କ ସୁବିଧା ପାଇଁ ବିଭିନ୍ନ ଯୋଜନା ନିମନ୍ତେ ୩ ଲକ୍ଷ କୋଟିରୁ ଅଧିକ ଟଙ୍କାର ବ୍ୟୟବରାଦ କରିଛନ୍ତି। ଅର୍ଥନୈତିକ ବିକାଶରେ ମହିଳାମାନଙ୍କ ଭୂମିକା ବଢ଼ାଇବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ବଜେଟରୁ ପ୍ରତୀୟମାନ ହୋଇଥିବା ଅର୍ଥମନ୍ତ୍ରୀ…
ପ୍ରତିରକ୍ଷା କ୍ଷେତ୍ରକୁ ବିଶେଷ ଫୋକସ୍, ବଜେଟ୍ରେ ବଡ଼ ଘୋଷଣା
ନୂଆଦିଲ୍ଲୀ, ୨୪।୦୭: ୨୪-୨୫ ଆର୍ଥିକ ବର୍ଷର ନିୟମିତ କେନ୍ଦ୍ର ବଜେଟରେ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ୬,୨୧,୯୪୦.୮୫ କୋଟି ଟଙ୍କା (ପାଖାପାଖି ୭୫ ବିଲିୟନ ଆମେରିକୀୟ ଡଲାର) ଆବଣ୍ଟନ କରାଯାଇଛି। ଅନ୍ତରୀଣ ବଜେଟରେ ମନ୍ତ୍ରଣାଳୟକୁ ଦିଆଯାଇଥିବା ଆବଣ୍ଟନକୁ ବଜାୟ ରଖି କେନ୍ଦ୍ର ସରକାର ଇନୋଭେଶନ୍ସ…
ଦରଦାମ ନିୟନ୍ତ୍ରଣ ପାଇଁ କିଛି ନାହିଁ
ନୂଆଦିଲ୍ଲୀ,୨୪ା୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ମଙ୍ଗଳବାର ପାର୍ଲାମେଣ୍ଟରେ ୨୦୨୪-୨୫ ଆର୍ଥିକବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ନରେନ୍ଦ୍ର ମୋଦି ସରକାରଙ୍କ ତୃତୀୟ ପାଳି କାର୍ଯ୍ୟକାଳରେ ପ୍ରଥମ ଆର୍ଥିକବର୍ଷର ରୂପରେଖ ଆଙ୍କିବାକୁ ଯାଇ ସୀତାରାମନ୍ ସରକାର ଗୁରୁତ୍ୱ ଦେଉଥିବା ୯ଟି ପ୍ରାଥମିକତା ଉପରେ ଜୋର୍…
୧୨ ବର୍ଷ ପରେ ବନ୍ଦ ହେଲା ଏହି ଟ୍ୟାକ୍ସ, ବଜେଟରେ ଏମାନଙ୍କୁ ମିଳିଲା ବଡ଼ ଉପହାର; ଜାଣନ୍ତୁ…
ନୂଆଦିଲ୍ଲୀ,୨୩।୭: ବଜେଟ ୨୦୨୪ରେ କେନ୍ଦ୍ର ସରକାର ୧୨ ବର୍ଷ ପୁରୁଣା ଟ୍ୟାକ୍ସକୁ ବନ୍ଦ କରିଛନ୍ତି। ଏହି ଟ୍ୟାକ୍ସ ୟୁପିଏ-୨ ରେ ଆସିଥିବା ବେଳେ ଷ୍ଟାର୍ଟଅପ ଉପରେ ଲଗାଯାଇଥିଲା। ଏହି ଟ୍ୟାକ୍ସର ନାମ ଆଞ୍ଜେଲ ଟ୍ୟାକ୍ସ ଥିଲା। ଆଞ୍ଜେଲ ଟ୍ୟାକ୍ସ ଅର୍ଥ ହେଉଛି…
ବଜେଟ୍ ୨୦୨୪: ପଡୋଶୀକୁ ସବୁ ଦେଲେ, ଓଡ଼ିଶା ଭାଗକୁ ନାହିଁ!
ଭୁବନେଶ୍ୱର,୨୩।୭: ମୋଦି ସରକାର ତୃତୀୟ ପାଳି ପୂର୍ଣ୍ଣାଙ୍ଗ ବଜେଟ୍ର ସିଂହ ଭାଗ ବିହାର ଓ ଆନ୍ଧ୍ର ପ୍ରଦେଶକୁ ଓଜାଡି ଦେଇଛନ୍ତି। ଏହି ଦୁଇ ରାଜ୍ୟରେ ସ୍ବତନ୍ତ୍ର ପ୍ୟାକେଜ ସହ ଏକାଧିକ ବିକାଶ କାର୍ଯ୍ୟ ନେଇ ଘୋଷଣା କରାଯାଇଛି। ଯାହାକୁ ନେଇ ସୋସିଆଲ…
ଶୀଘ୍ର ଶୀଘ୍ର କିଣି ନିଅନ୍ତୁ ସୁନା, ଏତେ ହଜାର କମିଲା ସୁନା ଦର
ନୂଆଦିଲ୍ଲୀ,୨୩।୭: ସୁନା କୁଣିବାକୁ ଚାହୁଁଛନ୍ତି କି? ତା’ହେଲେ ଡେରି କାହିଁକି। ଶୀଘ୍ର ଯାଇ ସୁନା କିଣି ଆଣନ୍ତୁ। କାରଣ ସୁନା ଦର କମିଛି। ସୁନା ଓ ରୂପା ଉପରେ କଷ୍ଟମ ଶୁଳ୍କ ହ୍ରାସ କରିବାକୁ ସରକାର ବଜେଟରେ ଘୋଷଣା କରିଥିବାରୁ ଏହି…
‘୨୪ ଘଣ୍ଟାରେ ଓମ୍ ବିର୍ଲାଙ୍କ ଝିଅଙ୍କ ବିରୋଧରେ କରାଯାଇଥିବା ବିବାଦୀୟ ପୋଷ୍ଟ ହଟାଅ’
ନୂଆଦିଲ୍ଲୀ,୨୩।୭: ଲୋକ ସଭା ବାଚସ୍ପତି ଓମ୍ ବିର୍ଲାଙ୍କ ଝିଅ ଅଞ୍ଜଳି ବିର୍ଲାଙ୍କ ନାମରେ ଅପମାନଜନକ ସୋସିଆଲ ମିଡିଆ ପୋଷ୍ଟକୁ ହଟାଇବାକୁ ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ ‘ଏକ୍ସ’ ଏବଂ ଗୁଗୁଲ୍କୁ ବିବାଦୀୟ ପୋଷ୍ଟଗୁଡ଼ିକୁ ୨୪ ଘଣ୍ଟା ମଧ୍ୟରେ ହଟାଇବାକୁ କହିଛନ୍ତି।…
NEET-UG ପେପର୍ ଲିକ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ପୁନଃ ପରୀକ୍ଷା ହେବ ନାହିଁ …
ନୂଆଦିଲ୍ଲୀ,୨୩।୭: ନିଟ୍ ୟୁଜି-୨୦୨୪ ପରୀକ୍ଷା ବିବାଦ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ ଦେଇଛନ୍ତି। ୨୪ ଲକ୍ଷ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପରୀକ୍ଷା ଉପରେ ନିର୍ଭର କରୁଛି। ଏଣୁ ପୁନଃପରୀକ୍ଷା କରିବାକୁ ସର୍ବୋଚ୍ଚ ଅଦାଲତ ମନା କରିଛନ୍ତି। ପେପର ଲିକ୍କୁ ନେଇ ପର୍ଯ୍ୟାପ୍ତ ପ୍ରମାଣ…
ରାଜ୍ୟ ସଭାରେ ଗର୍ଜିଲା ବିଜେଡି, ଚିନ୍ତାରେ ଭାଜପା
ନୂଆଦିଲ୍ଲୀ,୨୩।୭: ବଜେଟରେ ଓଡ଼ିଶାକୁ ଅବହେଳା କରାଯିବାକୁ ନେଇ କକ୍ଷତ୍ୟାଗ କରିଛି ବିଜେଡି।ଏଥିସହ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ନ ମିଳିବାରୁ ମଧ୍ୟ ଅସନ୍ତୋଷ ପ୍ରକାଶ କରି କକ୍ଷତ୍ୟାଗ କରିଛି ବିଜୁ ଜନତା ଦଳ। ଏନେଇ ରାଜ୍ୟ ସଭା ଏମପି ସସ୍ମିତ ପାତ୍ର କେନ୍ଦ୍ର…
ମୋଦିଙ୍କ ବଜେଟରେ ଖୁସି ହୋଇଗଲେ ନୀତୀଶ, କହିଲେ ଆମେ ମାଗିଥିଲୁ କେବଳ…
ନୂଆଦିଲ୍ଲୀ,୨୩।୭: ସାଧାରଣ ବଜେଟକୁ ନେଇ ବିହାରରେ ଅନେକ ରାଜନୈତିକ ଆଲୋଚନା ଚାଲିଛି। ଏହି ସମୟରେ ସିଏମ ନୀତୀଶ କୁମାର ମଙ୍ଗଳବାର ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ବଜେଟରେ ଆମେ ଖୁସି। ଆମେ ସ୍ବତନ୍ତ୍ର ମାନ୍ୟତା ପାଇଁ ଆନ୍ଦୋଳନ କରୁଥିଲୁ ।…
‘ବେକାରୀ-ମୁଦ୍ରାସ୍ଫୀତି, କୃଷକ-ମହିଳା-ଯୁବକଙ୍କ ପ୍ରସଙ୍ଗ ଗାଏବ’, ବଜେଟକୁ ନେଇ ଅଖିଳେଶଙ୍କ ବଡ଼ ଅଭିଯୋଗ
ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ମୋଦି ୩.୦ର ପ୍ରଥମ ବଜେଟ ଉପସ୍ଥାପନ କରିଛନ୍ତି। ଭାଜପା ନେତା ଏବଂ ଏହାର ସହଯୋଗୀମାନେ ମୋଦି ସରକାରଙ୍କ ପ୍ରଥମ ବଜେଟକୁ ପ୍ରଶଂସା କରୁଛନ୍ତି। ହେଲେ ବିରୋଧୀ ଦଳର ନେତାମାନେ ମୋଦି ସରକାର ଉପରେ ଆକ୍ରମଣ…
ମଧ୍ୟବିତ୍ତଙ୍କ ପାଇଁ ଲାଗିଲା ଲଟେରୀ, କର୍ମକ୍ଷେତ୍ରରେ ଇର୍ଣ୍ଟନଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର
ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକ ସଭାରେ ୨୦୨୪-୨୫ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ତେବେ ଏହି ବଜେଟ୍ରେ ଅର୍ଥମନ୍ତ୍ରୀ ରୋଜଗାରକୁ ନେଇ ବଡ଼ ଘୋଷଣା କରିଛନ୍ତି। ରୋଜଗାର ଯୋଗାଉଥିବା ସଂସ୍ଥାମାନଙ୍କୁ ସରକାରୀ ସହାୟତା ଦିଆଯିବ ବୋଲି ସରକାର କହିଛନ୍ତି। ୧୦ଲକ୍ଷ…

