‘ଅତିକମରେ ୧୦ଟି ସନ୍ତାନ ଜନ୍ମ କରନ୍ତୁ’ – ହିନ୍ଦୁମାନଙ୍କୁ ଏମିତି କହିଲେ ମୌଲାନା ସାଜିଦ ରଶିଦି, ଉଠିଲାଣି ବିବାଦ
ନୂଆଦିଲ୍ଲୀ,୫।୧୦: ଇମାମ ଆସୋସିଏସନର ସଭାପତି ମୌଲାନା ସାଜିଦ ରଶିଦି ସନ୍ତାନ ଜନ୍ମ କରିବା ସମ୍ବନ୍ଧରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସଂଘ ଏବଂ ଅନ୍ୟ କିଛି ସଂଗଠନ ଦ୍ୱାରା ହିନ୍ଦୁମାନଙ୍କୁ ଅଧିକ ସନ୍ତାନ ଜନ୍ମ କରିବା ପାଇଁ କରାଯାଇଥିବା ଆହ୍ବାନର ଜବାବରେ…
ଦଳ ଛାଡ଼ିଥିବା ନେତାଙ୍କୁ ମମତାଙ୍କ ଅଲ୍ଟିମେଟମ; ୧୫ ଦିନ ଭିତରେ ଫେରିଆସ, ନହେଲେ…..
କୋଲକାତା,୫ା୧୦: ବିଧାନସଭା ନିର୍ବାଚନ ଫଳାଫଳ ପରେ ପ୍ରଥମ ଥର ପାଇଁ ଉତ୍ତର ଦିନାଜପୁର ଜିଲା ଚୋପଡ଼ାରେ ମମତା ବାନାର୍ଜୀ ସମର୍ଥିତ ତୃଣମୂଳ କଂଗ୍ରେସ ନିଜର ସାଂଗଠନିକ ଶକ୍ତି ପ୍ରଦର୍ଶନ କରିଛି । ରବିବାର କମଳାଗାଁ-ସୁଜାଲି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଆୟୋଜିତ ଦଳୀୟ…
ୟୁକ୍ରେନ୍ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍ ଆକ୍ରମଣ: ଜଣେ ମୃତ
ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍ରେ ଥିବା ଭାରତର କୁସୁମ ଗ୍ରୁପ୍ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ ଆହତ ହୋଇଛନ୍ତି। ୟୁକ୍ରେନ୍ର ସୁମିଠାରେ ଥିବା ଉକ୍ତ ପ୍ଲାଣ୍ଟର ମୁଖ୍ୟ ବିଲ୍ଡିଂ କ୍ଷତିଗ୍ରସ୍ତ…
ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….
ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ ରମେଶଙ୍କ ମଧ୍ୟରେ ବୟାନବାଜି ଦେଖିବାକୁ ମିଳିଛି। ଜୟରାମ ରମେଶ ଭିଡିଓଟିକୁ ଶେୟାର କରି…
ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…
ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି ଡା. ରାଧା ମୋହନ ଦାସ ଅଗ୍ରୱାଲଙ୍କ ଘରେ ଚୋରି ହୋଇଛି । ଦିଲ୍ଲୀର…
ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!
ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି ଯେ, ଆମେରିକାର ବଦଳୁଥିବା ଭୂମିକା ଓ ଚାଇନାର ବଢ଼ୁଥିବା ଶକ୍ତି ବିଶ୍ୱ ବ୍ୟବସ୍ଥାକୁ…
FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ
ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଗମ୍ଭୀର ସ୍ୱଚ୍ଛତା ଅଭାବ ଯୋଗୁ କ୍ରିଏଟିଭ୍…
ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….
ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭିଡିଓରେ ଜଣେ ମହିଳା ତାଙ୍କ ଦିବ୍ୟାଙ୍ଗ…
ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ
ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଭାଜପା ଉତ୍ତରାଖଣ୍ଡରୁ ଦିନେଶ ଆର୍ଯ୍ୟଙ୍କୁ ପ୍ରାର୍ଥୀ କରିଥିବାବେଳେ ପଶ୍ଚିମବଙ୍ଗରୁ ରୁକ୍ମିଣୀ ମଲ୍ଲିକ (କୋଏଲ…
ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!
ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍ସନର୍ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା (DA), ମହଙ୍ଗା ରିଲିଫ୍ (DR) ଏବଂ ବୋନସ୍ ଦେବା ନେଇ ପ୍ରସ୍ତୁତି କରୁଥିବା…
ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ
ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା ଯୌନ ଉତ୍ପୀଡ଼ନ ଅଭିଯୋଗ ଏକ ରାଜନୈତିକ ବିବାଦ ସୃଷ୍ଟି କରିଛି। କଂଗ୍ରେସର ସାଧାରଣ…
ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…
ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ ମିଳିତ ବିକ୍ଷୋଭ ଶୋଭାଯାତ୍ରାର ନେତୃତ୍ୱ…

