ଜାତୀୟ

୬ ମହଲା ବିଲ୍ଡିଂ ଭୁଶୁଡ଼ିବା ଘଟଣା, ଉଦ୍ଧାର ହେଲା ୭ ମୃତଦେହ

ସୁରତ, ୭।୭: ଗୁଜୁରାଟର ସୁରତ ଅଞ୍ଚଳରେ ଶନିବାର ଏକ ୬ ମହଲା ବିଲ୍ଡିଂ ଭୁଷୁଡ଼ିବା ଘଟଣାରେ ୭ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ଅଧିକାରୀକ ସ୍ତରରେ ସୂଚନା ଦିଆଯାଇଛି । ଏହି ବିଲ୍ଡିଂ ବେଆଇନ୍‌ ଭାବେ ୨୦୧୭ ମସିହାରେ ନିର୍ମାଣ କରାଯାଇଥିଲା…

କେୟାରଟେକର ସହିତ ବିୟର ପିଉଥିଲେ ମହିଳା ପ୍ରିନ୍ସିପାଲ, ଦେଖିଦେଲେ ଛାତ୍ର, ତାପରେ…

ନୂଆଦିଲ୍ଲୀ, ୭।୭: ତେଲେଙ୍ଗାନାର ସୂର୍ଯ୍ୟପେଟ୍‌ ଅଞ୍ଚଳର ଏକ କଲେଜ୍‌ରେ ଜଣେ ମହିଳା ପ୍ରିନ୍ସିପାଲ ହଷ୍ଟେଲ୍‌ ଭିତରେ ବିୟର ପିଉଥିବା ଖବର ସାମ୍ନାକୁ ଆସିଛି । ଡିଗ୍ରୀ କଲେଜ୍‌ର ଛାତ୍ରୀମାନେ ଏହାକୁ ନେଇ ବିରୋଧ ପ୍ରଦର୍ଶନ କରିଛନ୍ତି । ସେମାନେ କହିଛନ୍ତି ଯେ,…

କୋଟିପତି ବାବା: ୧୦୦ କୋଟିର ସମ୍ପତ୍ତି, ୨୫ ଖଣ୍ଡ ଗାଡ଼ି

ନୂଆଦିଲ୍ଲୀ, ୭।୭: ହାଥରସ୍‌ରେ ହୋଇଥିବା ଦଳା ଚକଟାରେ ୧୨୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ଭୋଲେ ବାବା ଅର୍ଥାତ ନାରାୟଣ ସାକାର ବିଶ଼୍ବ ହରି ନାମରେ ସ଼୍ବଘୋଷିତ ବାବା ସୁରଜ ପାଲଙ୍କ ସତ୍‌ସଙ୍ଗ ବେଳେ ଦଳା ଚକାଟାକୁ ନେଇ ଏବେବି…

ଆଜି ପବିତ୍ର ଘୋଷଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୭।୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଉ କିଛି ସମୟର ଅପେକ୍ଷା। ରଥ ଉପରେ ବିରାଜିବେ ଚର୍ତୁଦ୍ଧାମୂରତି। ଏଥିପାଇଁ ବଡ଼ଦାଣ୍ଡରେ ରଥ ପଥ ସବୁ ପ୍ରସ୍ତୁତ। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓ ରାଜ୍ୟପାଳ ରଘୁବର…

ପେପର ଲିକ୍‌ ପରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଠେଲି ବିଦା କରିଦେଲେ

ପ୍ରୟାଗରାଜ, ୭।୭: ଉତ୍ତରପ୍ରଦେଶର ପ୍ରୟାଗରାଜସ୍ଥିତ ବିଶପ ଜନସନ ବାଳିକା ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ପାରୁଲ ଶଲୋମନଙ୍କୁ ଶନିବାର ତାଙ୍କ କାର୍ଯ୍ୟାଳୟରୁ ବଳପୂର୍ବକ ହଟାଇ ଦିଆଯାଇଛି। ଗତ ଫେବୃଆରୀ ୧୧ରେ ସ୍କୁଲରେ ପରୀକ୍ଷା ଆରମ୍ଭ ପୂର୍ବରୁ ପେପର ଲିକ୍‌ ହୋଇଥିଲା। ଏହି ମାମଲାରେ…

ଜଗନ୍ନାଥଙ୍କ ବେଶରେ ପୂଜା ପାଇଲେ ଉଜ୍ଜୟନୀର ମହାକାଳେଶ୍ୱର

ନୂଆଦିଲ୍ଲୀ,୭।୭: ଆଜି ପୁରୀରେ ଜଗନ୍ନାଥଙ୍କ ରଥଯାତ୍ରା ପାଳନ ହେବା ସହ ସାରା ଦେଶରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ପୁରୀରେ ସଂଧ୍ୟା ୫ଟାରେ ରଥଟଣା ହେବ। କିନ୍ତୁ ଆଜି ଆଷାଢ ଶୁକ୍ଲ ପକ୍ଷ ଦ୍ୱିତୀୟା ତିଥି ଅବସରରେ ବିଶ୍ୱ ପ୍ରସିଦ୍ଧ ଉଜ୍ଜୟନୀ…

ସିଜେଆଇଙ୍କୁ ପତ୍ର ଲେଖିଲେ ୧୫୦ ଆଇନଜୀବୀ,କେଜ୍‌ରିଓ୍ବାଲଙ୍କ ଜାମିନ ରୋକାଯିବା ଚିନ୍ତାଜନକ…

ନୂଆଦିଲ୍ଲୀ,୭ା୭: ଅବକାରୀ ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ତିହାର ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ରାଉସ୍‌ ଆଭେନ୍ୟୁ କୋର୍ଟ ଜାମିନ ମଞ୍ଜୁର କରିଥିବାବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏହାକୁ ଚ୍ୟାଲେଞ୍ଜ କରିବାରୁ ହାଇକୋର୍ଟ ଏହା ଉପରେ ରୋକ୍‌…

ବନ୍ୟା ଘେରରେ କାଜିରଙ୍ଗା ଜାତୀୟ ଉଦ୍ୟାନ; ୧୧୪ ବନ୍ୟଜନ୍ତୁ ମୃତ

ଗୁଆହାଟୀ, ୬।୭: ଆସାମ ବନ୍ୟା ବିଭୀଷିକାରୁ ପ୍ରସିଦ୍ଧ କାଜିରଙ୍ଗା ଜାତୀୟ ଉଦ୍ୟାନ ବାଦ୍‌ ପଡ଼ିନାହିଁ। ଏହି ଭୟଙ୍କର ବନ୍ୟାରେ କାଜିରଙ୍ଗା ଜାତୀୟ ଉଦ୍ୟାନର ୧୧୪ ବନ୍ୟଜନ୍ତୁଙ୍କର ମୃତ୍ୟୁ ଘଟିଛି। ସେହିପରି ଶନିବାର ସୁଦ୍ଧା ୯୫ ବନ୍ୟଜନ୍ତୁଙ୍କୁ ଉଦ୍ଧାର କରାଯାଇଥିବା ରାଜ୍ୟ ଜଙ୍ଗଲ…

ଜମ୍ମୁ-କଶ୍ମିରରେ ଏନକାଉଣ୍ଟର; ଦୁଇ ଯବାନ ଶହୀଦ, ୪ ଆତଙ୍କୀ ନିପାତ

ନୂଆଦିଲ୍ଲୀ,୬।୭: ଦକ୍ଷିଣ କଶ୍ମିର କୁଲଗାମ ଜିଲାରେ ସେନା ଏବଂ ଆତଙ୍କବାଦୀ ମଧ୍ୟରେ ଏନକାଉଣ୍ଟରରେ ଦୁଇ ଯବାନ ଶହୀଦ ହୋଇଛନ୍ତି। ସେନାର ପ୍ରତିଜବାବରେ ଚାରି ଆତଙ୍କୀ ମଧ୍ୟ ନିପାତ ହୋଇଛନ୍ତି। ଆଉ ଚାରି ଆତଙ୍କବାଦୀ ଲୁଚିଥିବା ମଧ୍ୟ କୁହାଯାଉଛି। କୁଲଗାମ ଜିଲାରେ ଦୁଇଟି…

ପ୍ରଥମ ଦେଖାରେ ପଡ଼ିଥିଲେ ପ୍ରେମରେ, ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେବା ବେଳେ ସ୍ମୃତିକୁ ମନେ ପକାଇ କାନ୍ଦିଲେ ଶହୀଦ ଅଂଶୁମାନଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୬ା୭: ସେନା ମେଡିକାଲ କୋର୍‌ର କ୍ୟାପଟେନ ଅଂଶୁମାନ ସିଂ ଶହୀଦ ହେବା ପରେ ତାଙ୍କୁ କୀର୍ତ୍ତିଚକ୍ର ପୁରସ୍କାର ପ୍ରଦାନ କରାଯାଇଛି। ଏକ ଧଳା ଶାଢ଼ି ପିନ୍ଧି ସ୍ମୃତି ସିଂ ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଭାରତର ଦ୍ୱିତୀୟ ସର୍ବୋଚ୍ଚ ଶାନ୍ତି ପୁରସ୍କାର…

ସୁରଟରେ ଭୁଶୁଡ଼ିଲା ୫ ମହଲା କୋଠା: ତଳେ ବହୁ ଲୋକ ଚାପି ହୋଇଥିବା ଆଶଙ୍କା, ଉଦ୍ଧାର କାର୍ଯ୍ୟ ଜାରି

ଗାନ୍ଧୀନଗର,୬ା୭: ଗୁଜରାଟର ସୁରଟରେ ଶନିବାର ଏକ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଫଳରେ ଅନେକ ଲୋକ ଏହା ତଳେ ଫସି ରହିଥିବା ଅନୁମାନ କରାଯାଉଛି। ସୂଚନା ଦେଇ ସ୍ଥାନୀୟ ଅଧିକାରୀ କହିଛନ୍ତି , ଏହି ଘଟଣା ସୁରଟର ଜିଆଇଡିସି ଅଞ୍ଚଳରେ…

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି, କହିଲେ ରଣନୀତିକ ଭାଗିଦାରୀକୁ…

ନୂଆଦିଲ୍ଲୀ,୬ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଏଥିସହିତ ମୋଦି ଷ୍ଟାର୍ମରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବ୍ରିଟେନରେ ହୋଇଥିବା ନିର୍ବାଚନରେ ଭାରତୀୟ ବଂଶୋଦ୍ଭବ ଋଷି ସୁନକଙ୍କୁ ପରାସ୍ତ କରି ଲେବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?