ଜାତୀୟ

ଅଗ୍ନିବୀର vs ଯବାନ: ମିଳେ କେତେ ଦରମା, ଶହୀଦ ପରେ ମିଳିଥାଏ କି ସୁବିଧା

ନୂଆଦିଲ୍ଲୀ,୬।୭: ଦେଶରେ ଅଗ୍ନିବୀର ଯୋଜନାକୁ ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ଏହି ଯୋଜନାକୁ ସରକାର ଦେଶ ପାଇଁ ଲାଭକାରୀ କହୁଥିବାବେଳେ ବିରୋଧୀ ଲଗାତାର ଏହାକୁ ରଦ୍ଦ କରିବାକୁ ଦାବି କରି ଆସୁଛି। ନିର୍ବାଚନ ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଲାଲୁଙ୍କୁ ଟାର୍ଗେଟ କଲେ ଚିରାଗ

ନୂଆଦିଲ୍ଲୀ,୬।୭: ରାଷ୍ଟ୍ରୀୟ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସରେ ଲାଲୁ ଯାଦବ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ କେନ୍ଦ୍ର ସରକାର ଦୁର୍ବଳ ଏବଂ ଅଗଷ୍ଟ ସୁଦ୍ଧା ଏହି ସରକାର ଭାଙ୍ଗିଯିବ। ତାଙ୍କ ବୟାନ ପରେ ଏକ ରାଜନୈତିକ ଉତ୍ତେଜନା…

ମୁଁ ବିଶ୍ୱରେ ଅଛି, ଗିରଫ କରିବା କଥା ଯଦି ଆସନ୍ତୁ, ଚ୍ୟାଲେଞ୍ଜ ଦେଲେ ମହୁଆ

କୋଲକାତା,୬।୭: ଟିଏମସି ଏମପି ମହୁଆ ମୋଇତ୍ର ବର୍ତ୍ତମାନ ଏକ ନୂଆ ଅସୁବିଧାରେ ପଡ଼ିଛନ୍ତି। ନ୍ୟାସନାଲ କମିଶନ ଫର ଓମେନ (ଏନସିଡବ୍ଲୁ) ଅଧ୍ୟକ୍ଷ ରେଖା ଶର୍ମାଙ୍କ ବିରୋଧରେ ମହୁଆଙ୍କ ମନ୍ତବ୍ୟ ପରେ ତାଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ଦାବି କରାଯାଇଛି। ମହୁଆଙ୍କ…

ମାତ୍ର ୧୦ଟଙ୍କା ନିବେଶ କରି ହେବେ ମାଲାମାଲ, ଆବଶ୍ୟକ ସମୟରେ ମିଳିବ ୧୬ ଲକ୍ଷ

ନୂଆଦିଲ୍ଲୀ,୬।୭: ଯେଉଁମାନେ ସବୁବେଳେ ଭବିଷ୍ୟତ ବିଷୟରେ ଚିନ୍ତିତ, ସେମାନଙ୍କୁ ଏହି ଖବର ଆଶ୍ୱସ୍ତି ଦେଇପାରେ। କାରଣ ଡାକଘର ଯୋଜନା ଆପଣଙ୍କୁ ଆବଶ୍ୟକ ସମୟରେ ୧୬ଲକ୍ଷ ଟଙ୍କା ଦେବ। ଯାହା ପରେ ଆପଣଙ୍କ ପିଲାଙ୍କ ଶିକ୍ଷା ଏବଂ ବିବାହ ବିଷୟରେ ଆପଣଙ୍କର ଚିନ୍ତା…

ରାଜ୍ୟରେ ରହିବ ନାହିଁ ବେରୋଜଗାରୀ, ସରକାର କରୁଛନ୍ତି ଯୋଜନା

ଲକ୍ଷ୍ନୌ,୬।୭: ଲୋକ ସଭା ନିର୍ବାଚନରେ ଖରାପ ପ୍ରଦର୍ଶନ ପରେ ଏବେ ଉତ୍ତରପ୍ରଦେଶର ଯୋଗୀ ସରକାର କିଛି ଯୋଜନା କାର୍ଯ୍ୟକାରୀ କରିବାରେ ବ୍ୟସ୍ତ ଅଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜେ ଏହି ଯୋଜନାଗୁଡିକର ସମୀକ୍ଷା କରୁଛନ୍ତି। ଏହା କୁହାଯାଉଛି ଯେ ଫ୍ୟାମିଲି କାର୍ଡ…

ହାଥରସ ଘଟଣାକୁ ନେଇ ଆସିଲା ‘ଭୋଲେ ବାବା’ ଙ୍କ ପ୍ରଥମ ବୟାନ, କହିଲେ…

ଲକ୍ଷ୍ନୌ,୬।୭: ହାଥରସ ଦୁର୍ଘଟଣା ସମ୍ପର୍କରେ ବାବା ସୁରଜପାଲଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ଏହି ଘଟଣାରେ ସେ ଅତ୍ୟନ୍ତ ଦୁଃଖିତ। ପ୍ରଶାସନରେ ଲୋକଙ୍କ ବିଶ୍ୱାସ ରହିବା ଉଚିତ୍‌। କୌଣସି ଦୋଷୀଙ୍କୁ ଛଡାଯିବ ନାହିଁ। ବାବା କହିଛନ୍ତି, ଏଭଳି ଦୁଃଖ ସମୟରେ…

ପ୍ରଶାସନିକ ବିଫଳତାରୁ ଦଳାଚକଟା

ହାଥରସ୍‌,୬ା୭: ଉତ୍ତରପ୍ରଦେଶର ହାଥ୍‌ରସ୍‌ ଜିଲାରେ ଭୋଲେ ବାବାଙ୍କ ସତ୍‌ସଙ୍ଗ କାର୍ଯ୍ୟକ୍ରମ ବେଳେ ଦଳାଚକଟା ଘଟି ୧୨୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ଉକ୍ତ ଅଞ୍ଚଳରେ ପହଞ୍ଚତ୍ ମୃତକମାନଙ୍କ ପରିବାର ସଦସ୍ୟଙ୍କୁ…

ରାଜ୍ୟ ସଭାରୁ କେଶବ ରାଓଙ୍କ ଇସ୍ତଫା

ହାଇଦ୍ରାବାଦ,୬ା୭: ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ଛାଡ଼ି କଂଗ୍ରେସରେ ଯୋଗଦେବାର ଦିନକ ପରେ କେ. କେଶବ ରାଓ ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନ୍‌କରଙ୍କୁ ପ୍ରଦାନ କରିଛନ୍ତି। ସେ…

ସମଲିଙ୍ଗୀ ବିବାହ ରାୟ ସମୀକ୍ଷା ଆବେଦନ ଶୁଣାଣି ୧୦ରେ

ନୂଆଦିଲ୍ଲୀ,୬ା୭: ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବାକୁ ସୁପ୍ରିମକୋର୍ଟ ଗତବର୍ଷ ଅକ୍ଟୋବର ୧୭ରେ ମନା କରିଦେଇଥିଲେ। ଉକ୍ତ ରାୟର ସମୀକ୍ଷା ପାଇଁ ହୋଇଥିବା ଆବେଦନର ଶୁଣାଣି ଆସନ୍ତା ୧୦ରେ ହେବ। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ପୀଠ ଚାମ୍ବରରେ…

ବିଏସ୍‌ପିର ତାମିଲନାଡ଼ୁ ଅଧ୍ୟକ୍ଷଙ୍କୁ ନିର୍ମମ ହତ୍ୟା, ୬ ଜଣ ଘେରିଯାଇ ନେଇଗଲେ ଜୀବନ

ଚେନ୍ନାଇ,୫।୭: ତାମିଲନାଡ଼ୁ ବିଏସ୍‌ପିର ପ୍ରଦେଶ ଅଧ୍ୟକ୍ଷ ଆର୍ମଷ୍ଟ୍ରଙ୍ଗଙ୍କୁ ଚେନ୍ନାଇରେ ହତ୍ୟା କରାଯାଇଛି। ତାଙ୍କ ଉପରେ ଆକ୍ରମଣ ହେବା ପରେ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଚେନ୍ନାଇ ପୋଲିସର ଏକ ଅଧିକାରୀ କହିଛନ୍ତି ଯେ, ବହୁଜନ…

ଅନ୍ୟର ଜମିରେ ଚାଷ କରୁଛନ୍ତି କି? ଜାଣନ୍ତୁ କ’ଣ ଏଭଳି ଭାଗଚାଷୀଙ୍କୁ ମିଳିବ ପିଏମ୍‌ କିଷାନ ଟଙ୍କା…

ନୂଆଦିଲ୍ଲୀ,୫।୭: ଦେଶର କୃଷକମାନଙ୍କୁ ଆର୍ଥିକ ଭାବେ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନା’ ଚାଲୁ ରହିଛି। ଏହି ଯୋଜନା ଅଧୀନରେ ସରକାର କୃଷକଙ୍କୁ ପ୍ରତିବର୍ଷ ୬୦୦୦ ଟଙ୍କା ଦେଉଛି। ଏହି ଟଙ୍କା ୩…

ବିଜେଡି ରାଜ୍ୟ ସଭା ଏମପି ମୁନା ଖାନ୍‌ଙ୍କ ଦମଦାର୍‌ ଭାଷଣ, ପ୍ରଶଂସା କଲେ ଧନକର, ଟାର୍ଗେଟରେ ଥିଲେ ମୋଦି

ଭୁବନେଶ୍ୱର,୫।୭: ରାଜ୍ୟ ସଭାରେ ବଦଳିଛି ବିଜୁ ଜନତା ଦଳର ଆଭିମୁଖ୍ୟ। ଆକ୍ରାମଣତ୍ମକ ଢଙ୍ଗରେ ଶାସକ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରୁଛନ୍ତି ବିଜେଡି ଏମପି। ପୂର୍ବରୁ ସବୁ ପ୍ରସଙ୍ଗରେ ବିଜେଡିକୁ ସାଥ୍‌ ଦେଉଥିବା ଏହି ଦଳ ଏବେ କିନ୍ତୁ ବିରୋଧୀଙ୍କ ସ୍ବରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?