ଆଜି ପୁଣି ରାଜଧାନୀରେ ବାତିଲ ହେଲା ୧୦୦ ବିମାନ, ଏହି କାରଣରୁ…
ନୂଆଦିଲ୍ଲୀ,୨୦ା୧୨: ଶନିବାର ରାଜଧାନୀ ଦିଲ୍ଲୀରେ ପୁଣି ବହୁ ବିମାନ ବାତିଲ କରାଯାଇଛି। ତେବେ ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ୧୦୦ରୁ ଊଦ୍ଧର୍ବ ବିମାନ ବାତିଲ କରାଯାଇଛି। ଅନ୍ତର୍ଜାତୀୟ ଇନ୍ଦିରା ଗାନ୍ଧୀ ବିମାନବନ୍ଦରରେ ଏହି ଉଡ଼ାଣ ବାତିଲ ହୋଇଛି। ବିମାନବନ୍ଦରକୁ ଆସିବାକୁ ଥିବା…
ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….
ନୂଆଦିଲ୍ଲୀ, ୨୦।୧୨: ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା। ଫଳରେ ହେଲିକପ୍ଟରଟି କୋଲକାତା ବିମାନବନ୍ଦରକୁ ଫେରିବାକୁ ବାଧ୍ୟ ହୋଇଥିଲା। ରିପୋର୍ଟ ଅନୁସାରେ, ପ୍ରଧାନମନ୍ତ୍ରୀ ମୋଦି…
ବାଂଲାଦେଶ ହିଂସାକୁ ନେଇ ବଡ଼ ଚେତାବନୀ ଦେଲେ ଶଶି ଥରୁର! କହିଲେ ଏହା ଭାରତ ପାଇଁ…
ନୂଆଦିଲ୍ଲୀ,୨୦।୧୨: ବରିଷ୍ଠ କଂଗ୍ରେସ ନେତା ଏବଂ ବୈଦେଶିକ ବ୍ୟାପାର ସଂସଦୀୟ ସ୍ଥାୟୀ କମିଟିର ଅଧ୍ୟକ୍ଷ ଶଶି ଥରୁର ବାଂଲାଦେଶରେ ବଢୁଥିବା ରାଜନୈତିକ ସଙ୍କଟ ସମ୍ପର୍କରେ କଡ଼ା ଚେତାବନୀ ଦେଇଛନ୍ତି। ଥରୁର କହିଛନ୍ତି ଯେ ବାଂଲାଦେଶରେ ଗଣତନ୍ତ୍ର କବଳିତ ହେଉଛି, ଯାହା କେବଳ…
ମରିଗଲା ମାନବିକତା, ବୀମା ଟଙ୍କା ପାଇଁ ଘରେ ସାପ ପୂରାଇ ବାପାକୁ ମାରିଲେ ୪ ପୁଅ
ନୂଆଦିଲ୍ଲୀ, ୨୦।୧୨: ତାମିଲନାଡୁର ଥିରୁବଲୁବରର ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଥାଥୁରପେଟର ନାଲ୍ଲାଥିନିରକୁଲମ ଷ୍ଟ୍ରିଟରେ ରହୁଥିବା ୫୬ ବର୍ଷୀୟ ଗଣେଶନଙ୍କ ସାପ କାମୁଡ଼ିବାରୁ ମୃତ୍ୟୁ ଘଟିଛି। ସେ ଏକ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଲ୍ୟାବ ସହାୟକ ଭାବରେ…
ମୋଦିଙ୍କ କାନରେ ଲାଗିଥିବା ‘White Earring’କୁ ନେଇ ହଇଚଇ, ଜାଣନ୍ତୁ କେଉଁ କାମରେ ଆସେ ଏହି ସିକ୍ରେଟ ଗ୍ୟାଜେଟ
ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମ୍ପ୍ରତି ତାଙ୍କ ଓମାନ ଗସ୍ତ ସମୟରେ ଏକ ଅନନ୍ୟ ଗ୍ୟାଜେଟ ପିନ୍ଧିଥିବାର ଦେଖାଯାଇଥିଲା, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସ୍ବାଗତ ସମାରୋହ ଏବଂ ଉଚ୍ଚସ୍ତରୀୟ ବୈଠକ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାମ କାନରେ ଦେଖାଯାଇଥିବା…
ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..
ନୂଆଦିଲ୍ଲୀ, ୨୦।୧୨: ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା ଦେଇଥିବା ଜଣାପଡିଛି । ଧକ୍କା ଏତେ ଭୟଙ୍କର ଥିଲା ଯେ ଇଞ୍ଜିନ ଏବଂ ପାଞ୍ଚଟି…
IGIରେ ଯାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ, ମାଡ଼ ମାରି….
ନୂଆଦିଲ୍ଲୀ,୨୦ା୧୨: ପୁଣି ଏୟାରଲାଇନ୍ସ ନାଁରେ ଏକ ଅଭିଯୋଗ ସାମ୍ନାକୁ ଆସିଛି । ସ୍ପାଇସଜେଟର ଜଣେ ଯାତ୍ରୀ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ ତାଙ୍କୁ ବୋର୍ଡିଂ ଲାଇନ ଭାଙ୍ଗିବାକୁ ବିରୋଧ କରିବାରୁ ତାଙ୍କ ଉପରେ ଆକ୍ରମଣ…
ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…
ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ ଅଢ଼େଇ କୋଟି, ଉଥାପ୍ପାଙ୍କ ୮.୨୬ ଲକ୍ଷର ସମ୍ପତ୍ତି ଜବତ ହୋଇଛି। ସେହିପରି ଉର୍ବଶୀ ରୌତେଲାଙ୍କ…
କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ ଅଷ୍ଟମ ବେତନ କମିଶନ ବିଷୟରେ ଜିଜ୍ଞାସୁ ଏବଂ ଦ୍ୱନ୍ଦ୍ୱରେ ଅଛନ୍ତି। ସାଧାରଣ ବିଶ୍ୱାସ ଯେ…
ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍ ବିନା କରିପାରିବେ ଯାତ୍ରା!
ନୂଆଦିଲ୍ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଅଛି। ଭାରତୀୟ ରେଳବାଇ ରିଜର୍ଭେସନ ଚାର୍ଟ…
ମୋଦିଙ୍କୁ ଏମ୍ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…
ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ ଚାମ୍ବରରେ ଦଳୀୟ ନେତା ଏବଂ ସଂସଦ ସଦସ୍ୟଙ୍କ ସହିତ ଏକ ବୈଠକ କରିଥିଲେ। ପ୍ରଧାନମନ୍ତ୍ରୀ…
ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ
ଓ୍ବାଶିଂଟନ୍,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଚାଇନା ସମେତ ଅନ୍ୟ ଦେଶ ସହିତ ବାଣିଜ୍ୟ ସମ୍ପର୍କ ପୁନଃସ୍ଥାପିତ କରିବାକୁ…
Archives


