ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍
ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ ପୋଷ୍ଟ ସେୟାର କରିଛନ୍ତି। ପୂର୍ବରୁ ଏହି ପ୍ରସଙ୍ଗକୁ ଏକ ଗମ୍ଭୀର ସମସ୍ୟା ବୋଲି…
ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ
ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ ଦୃଶ୍ୟ ସାମ୍ନାକୁ ଆସିଛି । ଯାହାକି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଅଟକ…
ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍ମୁକ୍ତ ପେଟ୍ରୋଲ
ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ ବୈଷୟିକ ଭାବେ ଉନ୍ନତମାନର ଜାଳେଣି ବୋଲି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ…
ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା
ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍ରୋଚ୍ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍ଏସ୍ଏ) ବଳରେ ଅଟକ ରଖିବା କ୍ଷମତା ପ୍ରଦାନ କରିଛନ୍ତି। ଦିଲ୍ଲୀ କମିଶନର ଅନୁରାଗ କୁମାର ଏନ୍ଏସ୍ଏ…
ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା
ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର ମନ୍ତରର ୧.୫ କିଲୋମିଟର ପରିଧି ମଧ୍ୟରେ ୨୩ ଜୁଲାଇ ସା ୪ଟାରୁ ମଧ୍ୟରାତ୍ରି…
ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…
ନୂଆଦିଲ୍ଲୀ,୨୩।୭: NEET-UG ପେପର୍ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି। ଏହି ମଧ୍ୟରେ, କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭାବପ୍ରବଣ…
ରେକର୍ଡ ବର୍ଷା, ଗୁଜରାଟରେ ବନ୍ୟା
ଅହମଦାବାଦ,୨୩ା୭: ଗୁଜରାଟର ଦକ୍ଷିଣ ଭାଗରେ ଥିବା ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ପାଣି ଘେରରୁ ୧,୨୦୦ ଲୋକଙ୍କୁ ଉଦ୍ଧାର କରାଯିବା ସହ…
‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…
ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍ ଜୋନ୍’ରେ ପରିଣତ କରାଯାଇଛି ବୋଲି ଅଭିଯୋଗ କରି ସେ ପ୍ରଧାନମନ୍ତ୍ରୀଙ୍କୁ ସିଧାସଳଖ ଚେତାବନୀ…
ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି
ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ମେଣ୍ଟର ଲୋକ ସଭା ଏବଂ ରାଜ୍ୟ ସଭା ଏମପିମାନେ ବୈଠକରେ ଯୋଗ…
‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ
ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ ସମର୍ଥନ କରିବା ପାଇଁ ପହଞ୍ଚିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ NEET ପେପର୍…
CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….
ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ ପ୍ରସ୍ତୁତ ହେଉଛି। ପୋଲିସ ସୂତ୍ର ଅନୁଯାୟୀ, ପ୍ରତିବାଦର ଆଳରେ ହିଂସାରେ ଲିପ୍ତ ଏବଂ…
ଧର୍ମେନ୍ଦ୍ର ପ୍ରଧାନଙ୍କ ପୁରୁଣା ପୋଷ୍ଟ ଭାଇରାଲ, ସୋନମ ଓ୍ବାଙ୍ଗଚୁକ ଏବଂ ତାଙ୍କ ପତ୍ନୀଙ୍କୁ କରିଥିଲେ ଏଭଳି ପ୍ରଶଂସା
ନୂଆଦିଲ୍ଲୀ,୨୩।୯: ଜଳବାୟୁ କର୍ମୀ ଓ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଅନଶନ ଜାରି ଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତିନି ବର୍ଷ ପୁରୁଣା ଏକ ସୋସିଆଲ ମିଡିଆ ପୋଷ୍ଟ ଏବେ ଭାଇରାଲ ହେବାରେ ଲାଗିଛି । ସେହି ପୋଷ୍ଟରେ…

