ଜାତୀୟ

ମୋଦି ଶପଥ ନେବାବେଳେ ଘରର ସବୁ ଲାଇଟ୍‌ ବନ୍ଦ କରି ଅନ୍ଧାରରେ ବସିଥିଲେ ମମତା ବାନାର୍ଜୀ:ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୦।୬:ତୃଣମୂଳ କଂଗ୍ରେସ ଏମ୍‌ପି ସାଗରିକା ଘୋଷ ସୋମବାର ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି, ରବିବାର ସାରେ ମୋଦି ଏବଂ କେନ୍ଦ୍ର ମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହରେ ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ ତାଙ୍କ ଘରେ ଥିବା ସମସ୍ତ…

ଟିଡିପି, ଜେଡିୟୁ, ଭାଜପା କାହାକୁ ମିଳିବ ବାଚସ୍ପତି ପଦ? କାହିଁକି ଫସି ରହିଛି ପେଞ୍ଚ

ନୂଆଦିଲ୍ଲୀ,୧୦।୬: ଲୋକ ସଭା ନିର୍ବାଚନରେ ଏନଡିଏ ସଂଖ୍ୟାଗରିଷ୍ଠତା ପାଇବା ପରେ ମୋଦି ରବିବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ମୋଦିଙ୍କ ସହ ତାଙ୍କର ୭୧ ମନ୍ତ୍ରୀ (ମୋଦି କ୍ୟାବିନେଟ ୨୦୨୪) ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ମନ୍ତ୍ରିମଣ୍ଡଳର ଶପଥ ପରେ…

ପାକିସ୍ତାନ ସହ ଯୁଦ୍ଧ ଆରମ୍ଭ କରିବାକୁ ପଡିବ: କେନ୍ଦ୍ର ମନ୍ତ୍ରୀଙ୍କ ବଡ ବୟାନ

ନୂଆଦିଲ୍ଲୀ,୧୦।୬: ଜମ୍ମୁ କଶ୍ମୀରରେ ହୋଇଥିବା ରେସି ଆତଙ୍କବାଦୀ ଆକ୍ରମଣରେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାଓ୍ବେଲେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ମୋର ବିଶ୍ୱାସ ଯେ ଜମ୍ମୁ କଶ୍ମୀରରେ ଆତଙ୍କବାଦ ସମାପ୍ତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ…

ତୃତୀୟ କାର୍ଯ୍ୟକାଳ ପ୍ରଥମ ଫାଇଲ୍‌ ଦସ୍ତଖତ କରିବା ପରେ ଏମିତି କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦାୟିତ୍ୱ ଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ କିଷାନ ନିଧିର ୧୭ତମ କିସ୍ତି ରିଲିଜ୍‌ କରିବାକୁ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ପ୍ରଥମ ଫାଇଲରେ ଦସ୍ତଖତ କରିଛନ୍ତି। ନରେନ୍ଦ୍ର ମୋଦି ଏହାକୁ ସୌଭାଗ୍ୟର ବିଷୟ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀ…

ପ୍ରଥମଥର ନିର୍ବାଚନ ଜିତି କେନ୍ଦ୍ରମନ୍ତ୍ରୀ ହେଲେ ଏହି ୫ ନେତା:ଲିଷ୍ଟ୍‌ରେ ଅଛନ୍ତି,ସବୁଠୁ ଧନୀ ଏମ୍‌ପିଠୁ ଆରମ୍ଭ କରି ମେୟର୍‌ ପର୍ଯ୍ୟନ୍ତ ନାଁ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରରେ ତୃତୀୟ କାର୍ଯ୍ୟକାଳ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ୭୧ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଏଥିମଧ୍ୟରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୫ ଜଣ ସ୍ବାଧୀନ ଚାର୍ଜ ମନ୍ତ୍ରୀ ଏବଂ ୩୬ଟି…

ମୋଦି ନେଲେ ନିଷ୍ପତ୍ତି, ବଡ଼ କଥା କହିଦେଲା କଂଗ୍ରେସ

ନୂଆଦିଲ୍ଲୀ, ୧୦।୬: ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନରେନ୍ଦ୍ର ମୋଦି। ଏହାର ଠିକ ଗୋଟିଏ ଦିନ ପରେ ଅର୍ଥାତ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ କିଷାନ…

ମିଡିଆ ଦେଉଛି ଭୁଲ ଖବର, ମୋଦି ସରକାରଙ୍କ ମନ୍ତ୍ରୀ ପରିଷଦରୁ ଇସ୍ତଫା ଦେବାକୁ ଚାହୁଁଛନ୍ତି ସୁରେଶ ଗୋପୀ

ନୂଆଦିଲ୍ଲୀ,୧୦।୬: ଗତକାଲି ଅର୍ଥାତ୍‌ ରବିବାର କେରଳର ନୂତନ ନିର୍ବାଚିତ ଭାଜପା ଏମପି ସୁରେଶ ଗୋପୀ ଟୁଇଟ କରି କହିଛନ୍ତି ଯେ ମୋଦି ସରକାରଙ୍କ ମନ୍ତ୍ରୀ ପରିଷଦରୁ ମୁଁ ଇସ୍ତଫା ଦେବାକୁ ଯାଉଛି ବୋଲି କିଛି ମିଡିଆ ପ୍ଲାଟଫର୍ମ ଭୁଲ ଖବର ପ୍ରଚାର…

ମୋଦି ପୁଣିଥରେ ପ୍ରଧାନମନ୍ତ୍ରୀ ହେବାପରେ ଏମିତି କହିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ୍‌,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବା ନେଇ ସମସ୍ତ ଦେଶ ଅଭିନନ୍ଦନ ବାର୍ତ୍ତା ପଠାଉଛନ୍ତି। ଏହି ସମୟରେ ପଡୋଶୀ ଦେଶ ପାକିସ୍ତାନ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଛି। ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶାହାବାଜ…

ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଟିମ୍‌ ଉପରକୁ ଆକ୍ରମଣ, ଦୁଇ ଯବାନ ଆହତ

ନୂଆଦିଲ୍ଲୀ, ୧୦।୬: ମଣିପୁରର ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ୍‌ ସିଂଙ୍କ ସୁରକ୍ଷା ଟିମ୍‌ ଉପରକୁ କୁକୀ ଉଗ୍ରବାଦୀମାନେ ଆକ୍ରମଣ କରିଛନ୍ତି । ଜିରିବାମ ଅଞ୍ଚଳକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଥିବା ବେଳେ ସୋମବାର ସ୍ଥିତି ଅନୁଧ୍ୟାନ ପାଇଁ ଆଗୁଆ ସୁରକ୍ଷା ଟିମ୍‌କୁ…

ମୋଦି କଲେ ଦସ୍ତଖତ, ଚାଷୀଙ୍କ ଆକାଉଣ୍ଟକୁ ଆସିବ ଟଙ୍କା: ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୧୦।୬:ପ୍ରଧାନମନ୍ତ୍ରୀ କିଷାନ ନିଧି ଟଙ୍କାକୁ ଅପେକ୍ଷା କରିଥିବା ଚାଷୀଙ୍କ ପାଇଁ ଖୁସି ଖବର। ଏହି ଯୋଜନା ଅଧୀନରେ ଶୀଘ୍ର କୃଷକ ଭାଇଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବ। ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି କିଷାନ ସମ୍ମାନ ନିଧି…

ଚର୍ଚ୍ଚାରେ ଆଦିବାସୀ ମହିଳା ସାବିତ୍ରୀ ଠାକୁର, ହେଲେ ଦେଶର ମନ୍ତ୍ରୀ, ଜାଣନ୍ତୁ କିଏ ?

ନୂଆଦିଲ୍ଲୀ,୧୦ା୬: ଦୁଇଥରର ଲୋକସଭା ଏମ୍‌ପି ତଥା ୪୬ ବର୍ଷିୟ ସାବିତ୍ରୀ ଠାକୁର ନୂଆକରି ମନ୍ତ୍ରୀ ହୋଇଛନ୍ତି । ମୋଦି ସରକାରଙ୍କ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଭାବେ ରବିବାର ପଦ ଏବଂ ଗୋପନୀୟତାର ଶପଥ ପାଠ କରିଛନ୍ତି । ଅନୁସୂଚିତ ଜନଜାତି ସଂରକ୍ଷଣ…

ସପ୍ତାହର ପ୍ରଥମ ୪ ଦିନ କାର୍ଯ୍ୟାଳୟ ଛାଡିବେ ନାହିଁ କୌଣସି ମନ୍ତ୍ରୀ

ନୂଆଦିଲ୍ଲୀ,୨୦।୬: ମୋଦି ସରକାର ୩.୦ର ଶୁଭାରମ୍ଭ ସହିତ ନୂତନ ସରକାର କାର୍ଯ୍ୟ ଆରମ୍ଭ କରିଛନ୍ତି। କ୍ୟାବିନେଟ ମନ୍ତ୍ରୀ ହୋଇଥିବା ଜିତନ ରାମ ମାନଝୀ କହିଛନ୍ତି, ଏଥର ପୂର୍ବ ଅପେକ୍ଷା ଦୃଢ ସଂକଳ୍ପ ନେବାକୁ ପଡିବ, ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଭାରତକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri