ଜାତୀୟ

ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ,

ରାଞ୍ଚି,୩।୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଚମ୍ପାଇ ସୋରେନ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ ଜେଲ୍ରୁ ଫେରିବା ପରେ ପୁନର୍ବାର ମୁଖ୍ୟମନ୍ତ୍ରୀ ହେବା ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି କରିଛନ୍ତି। ଜେଲ୍ରୁ ଫେରିବା ପରେ…

ଭାରତର ଦେଶୀ ଟୁଇଟର୍‌ ‘କୁ’ ବନ୍ଦ: ବିରାଟ କୋହଲିଙ୍କ ସମେତ ବଡ଼ ବଡ଼ ରାଜନେତା କରୁଥିଲେ ବ୍ୟବହାର

ନୂଆଦିଲ୍ଲୀ,୩।୭: ଏଲନ ମସ୍କଙ୍କ ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ଏକ୍ସ (ପୁରୁଣା ନାମ ଟୁଇଟର୍‌) ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଭାରତର ହୋମଗ୍ରାଉଣ୍ଡ ମାଇକ୍ରୋ ବ୍ଲଗିଂ ପ୍ଲାଟଫର୍ମ ‘କୁ’(KOO) ଆରମ୍ଭ କରାଯାଇଥିଲା। ଏକ ସମୟ ଥିଲା ଯେତେବେଳେ ଏହି ଦେଶୀ ଟୁଇଟରର ଲୋକପ୍ରିୟତା ଭାରତରେ…

ରାହୁଲଙ୍କ ଦାବି କେତେ ଠିକ୍‌? କ’ଣ ବୌଦ୍ଧ, ଜୈନ ଓ ଇଶାଇ ଧର୍ମରେ ବି ଅଛି ଅଭୟ ମୁଦ୍ରା…

ନୂଆଦିଲ୍ଲୀ,୩।୭: କେହି ଭାବି ନ ଥିବେ ଯେ ପ୍ରାଚୀନ କାଳର ଦୁଇଟି ଶବ୍ଦ ଲୋକ ସଭା ବିତର୍କର ଗତି ବଦଳାଇବ। ସଂସଦରେ ଏହାକୁ ନେଇ ବଡ଼ ହଟ୍ଟଗୋଳ ସୃଷ୍ଟି ହେବା ସହ ଉତ୍ତେଜନା ଦେଖାଯିବ। ଜୁଲାଇ ୧ରେ ଲୋକ ସଭାର ବିରୋଧୀ…

ମୋଦି କାହିଁକି ଗାଳି ଖାଉଛି: ରାଜ୍ୟ ସଭାରେ କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩।୭: ରାଜ୍ୟ ସଭାରେ ନିଜ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦି ଆମ ଆଦମୀ ପାର୍ଟି(ଏଏପି)ଏବଂ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଅନୁସନ୍ଧାନକାରୀ ସଂସ୍ଥା ବିରୋଧରେ ଅଭିଯୋଗ ଆସିଛି। କୁହାଯାଉଛି ଯେ, କେନ୍ଦ୍ର ସରକାର ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକର ଅପବ୍ୟବହାର କରୁଛନ୍ତି। ଏଏପି ମଦ…

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ!

ରାଞ୍ଚି,୩ା୭: ହେମନ୍ତ ସୋରେନ ଝାଡ଼ଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ହେବେ। ହେମନ୍ତ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ହେମନ୍ତଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ୍‌ (ଇଡି) ଗିରଫ କରିବା ପରେ ତାଙ୍କର ଘନିଷ୍ଠ ସହଯୋଗୀ ଚମ୍ପାଇ ସୋରେନଙ୍କୁ ରାଜ୍ୟ କମାଣ୍ଡ ହସ୍ତାନ୍ତର କରାଯାଇଥିଲା।…

ମନର ଯନ୍ତ୍ରଣା ପ୍ରକାଶ କଲେ ରାଜ୍ୟ ସଭା ଅଧ୍ୟକ୍ଷ: କହିଲେ, ଏତେ ଉପହାସ, ଏତେ ଅପମାନ…

ନୂଆଦିଲ୍ଲୀ,୩।୭:ରାଜ୍ୟ ସଭାରେ ଚାଲିଥିବା ହଟ୍ଟଗୋଳ ମଧ୍ୟରେ ଅଧ୍ୟକ୍ଷ ଜଗଦୀପ ଧନଖର ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବୁଧବାର ବିରୋଧୀଙ୍କୁ କହିଛନ୍ତି, ସମ୍ବିଧାନକୁ ଏତେ ପରିହାସ କରାଯାଉଥିବାରୁ ମୁଁ ଦୁଃଖିତ। ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ଧନ୍ୟବାଦ ପ୍ରସ୍ତାବ ଉପରେ ହୋଇଥିବା ଚର୍ଚ୍ଚାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

‘ଆପଣଙ୍କର ଦେହ ଠିକ୍‌ ଅଛି ତ… ଆବେଦନକାରୀଙ୍କୁ ଏମିତି କହିଦେଲେ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୩।୭: ଦିଲ୍ଲୀ ହାଇକୋର୍ଟ ବୁଧବାର ଏପରି ଏକ ଯାଚିକାକୁ ଖାରଜ କରିଛନ୍ତି ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ବାଚନ ଲଢିବାକୁ ଅଯୋଗ୍ୟ ଘୋଷଣା କରିବାକୁ ଦାବି କରାଯାଇଛି। ଯାଚିକା ରଦ୍ଦ କରିବା ସହ କୋର୍ଟ କହିଛନ୍ତି, ଯାଚିକାକର୍ତ୍ତା ମାନସିକ ଭାବେ ଅସୁସ୍ଥ…

ମୋଦିଙ୍କୁ ଭେଟିବେ ଟିମ୍‌ ଇଣ୍ଡିଆର ଖେଳାଳି: ବିଶ୍ୱଚାମ୍ପିୟନ୍‌ ଟିମ୍‌ର ଏମିତି ହେବ ଗ୍ରାଣ୍ଡ୍‌ ଓ୍ବେଲ୍‌କମ୍‌

ବାର୍ବାଡୋସ୍‌,୩।୭: ଟି-୨୦ ବିଶ୍ୱକପ୍‌ ଟାଇଟଲ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ଟିମ ଇଣ୍ଡିଆ ନେବା ପାଇଁ ବିସିସିଆଇ ଏକ ସ୍ବତନ୍ତ୍ର ବିମାନ ପଠାଇଛି। ସମଗ୍ର ଦଳ ସାଇକ୍ଲୋନିକ ଷ୍ଟର୍ମ ବେରିଲ କାରଣରୁ ବାର୍ବାଡୋସ୍‌ରେ ଅଟକି ରହିଥିଲେ।…

ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ହେଲେ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ

ଭୁବନେଶ୍ୱର/ରାଞ୍ଚି,୩ା୭: ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ସେ ଏବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଅଛନ୍ତି। ସୂଚନା ଥାଉକି, ଡ. ଷଡ଼ଙ୍ଗୀ ୧୯୬୨ ଜୁଲାଇ ୨୦ରେ ନୟାଗଡ଼ ଜିଲା ଓଡ଼ଗାଁ ଅନ୍ତର୍ଗତ…

କେଜ୍‌ରିଓ୍ବାଲ୍‌ଙ୍କୁ ପୁଣି ଝଟ୍‌କା: ଜୁଲାଇ ୧୨ ପର୍ଯ୍ୟନ୍ତ ବଢିଲା ନ୍ୟାୟିକ ହେପାଜତ

ନୂଆଦିଲ୍ଲୀ,୩।୭:ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତ ଜୁଲାଇ ୧୨ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାର ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ନ୍ୟାୟିକ ହେପାଜତର ଅବଧିକୁ ବଢାଇ ଦେଇଛନ୍ତି। ଅରବିନ୍ଦ କେଜ୍‌ରିୱାଲଙ୍କୁ ସିବିଆଇ ଭଳି ଇଡି ଗିରଫ କରିଛି। ସିବିଆଇ ସହ…

କାହାର ଭବିଷ୍ୟବାଣୀରେ ଖୁସି ହୋଇଗଲେ ମୋଦି, ରାଜ୍ୟ ସଭାରେ କହିଲେ…

ନୂଆଦିଲ୍ଲୀ,୩।୭: ପ୍ରଧାନମନ୍ତ୍ରୀ ମୋଦି ବୁଧବାର ରାଜ୍ୟ ସଭାରେ ଅଭିଭାଷଣରେ ତାଙ୍କୁ ଲଗାତାର ୧୦ ବର୍ଷ କ୍ଷମତାରେ ରଖିଥିବାରୁ ଏବଂ ତାଙ୍କୁ ତୃତୀୟ ଥର ପାଇଁ ସୁଯୋଗ ଦେଇଥିବାରୁ ଧନ୍ୟବାଦ ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ୧୦ ବର୍ଷର ଅବିଭକ୍ତ ସେବା ପରେ…

ଆଦାନୀ ଗ୍ରୁପର ୧୩ ଲକ୍ଷ କୋଟିର କ୍ଷତି କରି ଏତେ କୋଟି ଟଙ୍କା ଆୟ କରିଛି ହିଣ୍ଡେନବର୍ଗ, ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୩।୭: ଗତ ବର୍ଷ ଜାନୁଆରୀରେ ଆମେରିକାର ଅନୁସନ୍ଧାନକାରୀ ସଂସ୍ଥା ହିଣ୍ଡେନବର୍ଗ ଆଦାନୀ ଗ୍ରୁପ ଉପରେ ବଡ଼ ଅଭିଯୋଗ ଆଣିଥିଲା। ଯେଉଁଥିରେ ଆଦାନୀ ଗ୍ରୁପକୁ ବଡ଼ କ୍ଷତି ସହିବାକୁ ପଡିଥିଲା। ଆଦାନୀ ଗ୍ରୁପ ୧୫୩ ବିଲିୟନ ଡ଼ଲାର୍‌ (ପ୍ରାୟ ୧୩ ଲକ୍ଷ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?