ଜାତୀୟ

ଏନ୍‌ଇଇଟି ପ୍ରସଙ୍ଗ ଆଲୋଚନା ଦାବିରେ ବିରୋଧୀଙ୍କ କକ୍ଷତ୍ୟାଗ

ନୂଆଦିଲ୍ଲୀ,୨ା୭(ପି.ଟି.): ଲୋକ ସଭାରେ ସୋମବାର ବିରୋଧୀ ସଦସ୍ୟମାନେ ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ପ୍ରସଙ୍ଗରେ ସ୍ବତନ୍ତ୍ର ଭାବେ ଗୋଟିଏ ଦିନ ଆଲୋଚନା ଦାବି କରିଥିଲେ। ଏଥିପାଇଁ ସରକାରଙ୍କଠାରୁ ସ୍ପଷ୍ଟ ପ୍ରତିଶ୍ରୁତି ନ ମିଳିବାରୁ ସେମାନେ କକ୍ଷତ୍ୟାଗ କରିଛନ୍ତି। ନିମ୍ନ ସଦନରେ ଗୃହକାର୍ଯ୍ୟ ଆରମ୍ଭ…

ମାନହାନି ମାମଲା: ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଟିଏମ୍‌ସି ନେତାଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨ା୭(ପି.ଟି.): ଏକ ମାନହାନି ମାମଲାରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତା ସାକେତ୍‌ ଗୋଖଲେଙ୍କୁ ଏଥିପାଇଁ ପୂର୍ବତନ କୂଟନୀତିଜ୍ଞ ଲକ୍ଷ୍ମୀ ମୁର୍ଦେଶ୍ୱର ପୁରୀଙ୍କୁ କ୍ଷମା ମାଗିବା ସହ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଦିଲ୍ଲୀ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି।…

ଭିଡ଼ହିଂସା ଧାରାରେ ତ୍ରୁଟି ରହିଛି: ଝାଡ଼ଖଣ୍ଡ ହାଇକୋର୍ଟ

ରାଞ୍ଚତ୍,୨ା୭: ସାରା ଦେଶରେ ୩ ନୂଆ ଆପରାଧିକ ଆଇନ ସୋମବାର ଲାଗୁ ହୋଇଛି। ଇଣ୍ଡିଆନ୍‌ ପେନାଲ୍‌ କୋଡ୍‌ (ଆଇପିସି) ସ୍ଥାନରେ ଭାରତୀୟ ନ୍ୟାୟ ସଂହିତା(ବିଏନ୍‌ଏସ୍‌) କାର୍ଯ୍ୟକାରୀ ହୋଇଛି। ୟୁନିଭର୍ସାଲ ଲେକ୍ସିସ୍‌ନେକ୍ସିସ୍‌ ଦ୍ୱାରା ପ୍ରକାଶିତ ଏହାର ସଂସ୍କରଣରେ ତ୍ରୁଟି ରହିଥିବା ଜାଣିବା ପରେ…

ଆଇନକୁ ଜବରଦସ୍ତ ଗୃହୀତ କରାଯାଇଥିଲା: ଖାର୍ଗେ

ନୂଆ ଆପରାଧିକ ଆଇନ ସୋମବାରଠାରୁ କାର୍ଯ୍ୟକାରୀ ହୋଇଥିବାରୁ ଦଣ୍ଡ ସ୍ଥାନରେ ନ୍ୟାୟ ମିଳିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ସ୍ବାଧୀନତାର ୭୭ ବର୍ଷ ପରେ ଭାରତକୁ ସମ୍ପୂର୍ଣ୍ଣ ସ୍ବଦେଶୀ ନ୍ୟାୟିକ ବ୍ୟବସ୍ଥା ମିଳିଛି। ଅନ୍ୟପକ୍ଷରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ…

ପ୍ରିଭେସିକୁ କ୍ଷୁଣ୍ଣ କରିବ ନୂଆ ଆଇନ

ନୂଆଦିଲ୍ଲୀ,୨ା୭: ୨୦୨୩ରେ ପାର୍ଲାମେଣ୍ଟରେ ଗୃହୀତ ୩ ନୂଆ ଫୌଜଦାରୀ ଆଇନ ଜୁଲାଇ ପହିଲାରୁ ସାରା ଦେଶରେ କାର୍ଯ୍ୟକାରୀ ହୋଇଛି। ତେବେ ଉକ୍ତ ଆଇନଗୁଡ଼ିକରେ ରହିଥିବା ନିୟମ ନାଗରିକମାନଙ୍କ ପ୍ରିଭେସି ଏବଂ ବାକ୍‌ ସ୍ବାଧୀନତା ଭଳି ସମ୍ବିଧାନ ପ୍ରଦତ୍ତ ମୌଳିକ ଅଧିକାର ପ୍ରତି…

ନୂଆ ଆଇନରେ ପ୍ରଥମ ଏତଲା ଗ୍ବାଲିୟରରେ

ନୂଆଦିଲ୍ଲୀ,୨ା୭: ନୂଆ ଆପରାଧିକ ଆଇନ ଭାରତୀୟ ନ୍ୟାୟ ସଂହିତା ଲାଗୁ ହେବା ପରେ ଶୁକ୍ରବାର ୧୨ଟା ୧୦ ମିନିଟରେ ମଧ୍ୟପ୍ରଦେଶର ଗ୍ବାଲିୟରରେ ପ୍ରଥମ ଏତଲା ଏକ ମୋଟରସାଇକେଲ ଚୋରି ମାମଲାରେ ଦାଏର ହୋଇଛି। ନୂଆଦିଲ୍ଲୀ ରେଳଷ୍ଟେଶନ ନିକଟ କମଳା ମାର୍କେଟରେ ରାସ୍ତା…

ପାର୍ଲାମେଣ୍ଟ ଅଭିମୁଖେ ଶୋଭାଯାତ୍ରାରେ ବାହାରିବେ ଛାତ୍ର

ନୂଆଦିଲ୍ଲୀ,୧ା୭: ଏନ୍‌ଇଇଟି-ୟୁଜି ସମେତ ପିଜି ଏବଂ ୟୁଜିସି ନେଟ୍‌ ପରୀକ୍ଷାରେ ହୋଇଥିବା ଅନିୟମିତତା ପ୍ରତିବାଦରେ ଦିଲ୍ଲୀର ଯନ୍ତରମନ୍ତରଠାରେ ଧାରଣାରେ ବସିଥିବା ଛାତ୍ରୀଛାତ୍ର ସେମାନଙ୍କ ଦାବିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ଚାପ ପକାଇବା ପାଇଁ ମଙ୍ଗଳବାର ପାର୍ଲାମେଣ୍ଟ ଅଭିମୁଖେ ଶୋଭାଯାତ୍ରାରେ ଯିବେ।…

କିଏ ହେବେ ବିରୋଧୀଙ୍କ ଉପବାଚସ୍ପତି ପ୍ରାର୍ଥୀ, ଚର୍ଚ୍ଚାରେ ଏହି ନେତା

ନୂଆଦିଲ୍ଲୀ,୧।୭: ଲୋକ ସଭାର ଉପବାଚସ୍ପତି ପଦ ପାଇଁ ବିରୋଧୀ ପ୍ରାର୍ଥୀଙ୍କ ନାମ ଏ ପର୍ଯ୍ୟନ୍ତ ସ୍ଥିର କରାଯାଇ ନଥିଲେ ମଧ୍ୟ ୟୁପିର ଅଯୋଧ୍ୟା ଆସନରୁ ସମାଜବାଦୀ ପାର୍ଟି ଏମ୍‌ପି ଅବଧେଶ ପ୍ରସାଦଙ୍କ ନାମ ଏହି ପଦ ରେସ୍‌ରେ ଆଗରେ ଅଛି। ଏହି…

ମେଧା ପାଟକରଙ୍କୁ ୫ ମାସ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ, ଲଗାଇଲେ ୧୦ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୧।୭: ବର୍ତ୍ତମାନର ଦିଲ୍ଲୀ ଏଲଜି ଭି.କେ ସାକ୍ସେନାଙ୍କ ଦ୍ୱାରା ହୋଇଥିବା ମାନହାନି ମାମଲାରେ ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟକରଙ୍କୁ କୋର୍ଟ ୫ ମାସ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ କୋର୍ଟ ତାଙ୍କ ଉପରେ ୧୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି ଏବଂ…

ବିଧାନପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧।୭: ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ସୋମବାର ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଘୋଷିତ ହୋଇଥିବା ନାମଗୁଡିକ ମଧ୍ୟରେ ପଙ୍କଜା ମୁଣ୍ଡେ, ଯୋଗେଶ ତିଲକର, ପାରିନାଇ ଫୁକେ, ଅମିତ ଗୋର୍ଖେ…

ଇଣ୍ଡିଆ ମେଣ୍ଟ ଗୁଜରାଟରେ ଭାଜପାକୁ ହରାଇବ: ରାହୁଲ

ନୂଆଦିଲ୍ଲୀ,୧।୭: ସୋମବାର ସଂସଦ ଅଧିବେଶନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ଗୁଜୁରାଟରେ ଇଣ୍ଡିଆ ମେଣ୍ଟ ଭାଜପାକୁ ପରାସ୍ତ କରିବ। ସେ କହିଛନ୍ତି ଯେ ଲୋକଙ୍କୁ ଭୟଭୀତ ଓ ଧମକ ଦେବା…

ଅଗ୍ନିବୀର ଯୋଜନାକୁ ନେଇ ଏମିତି କହିଲେ ରାହୁଲ ଗାନ୍ଧୀ, ରାଜନାଥ କହିଲେ…

ନୂଆଦିଲ୍ଲୀ,୧।୭:ବିଭିନ୍ନ ପ୍ରସଙ୍ଗକୁ ନେଇ ଲୋକ ସଭାରେ ସୋମବାର ହଟ୍ଟଗୋଳ ଜାରି ରହିଛି। ଅଗ୍ନିବୀର ଯୋଜନା ବିଷୟରେ ଆଲୋଚନା କରି ରାହୁଲ ଗାନ୍ଧୀ କହିଛନ୍ତି, ମୁଁ ଜଣେ ଶହୀଦଙ୍କ ଘରକୁ ଯାଇଥିଲି। ମୁଁ ତାଙ୍କୁ ଶହୀଦ ବୋଲି କହୁଛି, କିନ୍ତୁ ଏହି ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?