ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ
ଓ୍ବାଶିଂଟନ୍,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଚାଇନା ସମେତ ଅନ୍ୟ ଦେଶ ସହିତ ବାଣିଜ୍ୟ ସମ୍ପର୍କ ପୁନଃସ୍ଥାପିତ କରିବାକୁ…
କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….
ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ ୫ ଫୁଟରୁ ଅଧିକ ଘନ ବରଫର ଚାଦରରେ ଆଚ୍ଛାଦିତ ଥାଏ । କିନ୍ତୁ ଏହି…
ଓମାନରେ ମୋଦିଙ୍କୁ ଭବ୍ୟ ସ୍ବାଗତରେ ଥରି ଉଠିଲା ମୁସଲମାନ ଦେଶ, ପାକିସ୍ତାନୀ ବିଶେଷଜ୍ଞ କହିଲେ…
ମସ୍କାଟ୍/ନୂଆଦିଲ୍ଲୀ,୧୯ା୧୨: ଜୋର୍ଡାନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓମାନରେ ମିଳିଥିବା ଭବ୍ୟ ସ୍ବାଗତରେ ପାକିସ୍ତାନ ରାଗରେ ଖପ୍ପା ହୋଇଉଠିଛି। ମୁସଲମାନ ଦେଶଗୁଡ଼ିକରେ ତାଙ୍କୁ ମିଳିଥିବା ସ୍ବାଗତ ପାକିସ୍ତାନୀମାନଙ୍କୁ ସତେ ଯେମିତି ବିରକ୍ତ କରୁଛି। ପାକିସ୍ତାନୀ ବିଶେଷଜ୍ଞ କମର ଚିମା କହିଛନ୍ତି, ପ୍ରଧାନମନ୍ତ୍ରୀ…
ଦ୍ୱିତୀୟ ସ୍ତ୍ରୀ ପାଇଁ ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଅଣଦେଖା କରିପାରିବ ନାହିଁ: ହାଇକୋର୍ଟ
ଆହ୍ଲାବାଦ୍,୧୯ା୧୨: ସ୍ୱାମୀ ଯଦି ଦ୍ୱିତୀୟ ସ୍ତ୍ରୀଙ୍କୁ ଆର୍ଥିକ ସହାୟତା କରିବାରେ ସକ୍ଷମ, ତେବେ ଏହା ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଦାବିକୁ ପ୍ରତ୍ୟାଖ୍ୟାନ କରିବାର କାରଣ ହୋଇପାରିବ ନାହିଁ। ଆହ୍ଲାବାଦ୍ ହାଇକୋର୍ଟ ଗୁରୁବାର ଏକ ମାମଲାର ଶୁଣାଣି କରି ଏହି ଗୁରୁତ୍ୱପୂର୍ଣ୍ଣ ରାୟ…
ଦେଶରେ ୨୦% ଖାଦ୍ୟ-ପାନୀୟ ଅପମିଶ୍ରିତ: ୫ ବର୍ଷରେ ଏତିକି ଲୋକଙ୍କୁ ମିଳିଲାନି ଦଣ୍ଡ, ୨୫୭ କୋଟି ଜରିମାନା
ଭୁବନେଶ୍ୱର,୧୯।୧୨: ଦେଶରେ ଖାଦ୍ୟ ଏବଂ ପାନୀୟ ସାମଗ୍ରୀରେ ଅପମିଶ୍ରଣର ମାତ୍ରା ଅତ୍ୟନ୍ତ ଚିନ୍ତାଜନକ ରହିଛି। ରାଜ୍ୟସଭାରେ ଉପସ୍ଥାପିତ ସରକାରୀ ତଥ୍ୟ ଅନୁଯାୟୀ, ଗତ ପାଞ୍ଚ ବର୍ଷ ମଧ୍ୟରେ ଯାଞ୍ଚ କରାଯାଇଥିବା ସମସ୍ତ ଖାଦ୍ୟ ନମୁନା ମଧ୍ୟରୁ ପ୍ରତି ୫ଟି ନମୁନାରୁ ଗୋଟିଏରେ…
ଆଜି ଖୋଲିବ ଏପଷ୍ଟିନ୍ ପେଡ଼ି: ଫାଇଲ୍ରେ ଟ୍ରମ୍ପ୍, ଚିନ୍ତାରେ ହ୍ବାଇଟ୍ ହାଉସ୍
ଓ୍ବାଶିଂଟନ୍/ନୂଆଦିଲ୍ଲୀ,୧୯ା୧୨(ସିଏନ୍ଏନ୍/ଏଜେନ୍ସି): ଜେଫ୍ରି ଏପଷ୍ଟିନ୍ଙ୍କ ସହ ଜଡ଼ିତ ଅତି ସମ୍ବେଦନଶୀଳ ଦସ୍ତାବିଜ ‘ଏପଷ୍ଟିନ୍ ଫାଇଲ୍ସ’ ଖୋଲିବାକୁ ସମୟ ଯେତିକି ପାଖେଇ ଆସୁଛି, ବଡ଼ବଡ଼ିଆଙ୍କ ହୃତ୍ସ୍ପନ୍ଦନ ସେତିକି ବଢ଼ିବାରେ ଲାଗିଛି। ନଭେମ୍ବର ୧୯ରେ ଆମେରିକା କଂଗ୍ରେସ ଏପଷ୍ଟିନ୍ ଫାଇଲ୍ସ ଟ୍ରାନ୍ସପରେନ୍ସି ଆକ୍ଟକୁ ଗୃହୀତ କରାଇଥିଲା।…
ଚାଇନାକୁ ଜୋରଦାର ଝଟ୍କା ଦେଲା ଭାରତ: ବିଶ୍ୱରେ ଖେଳିଗଲା…
ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ ଲାଗୁ କରିଛି। ଏହା ଦେଶ ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବାଣିଜ୍ୟ ପ୍ରତିରକ୍ଷା…
ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ
ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା ବେଳେ HIV ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଜିଲାସ୍ତରୀୟ ତଦନ୍ତରୁ ଜଣାପଡ଼ିଛି ଯେ ରକ୍ତଦାତାଙ୍କ ଠାରୁ…
ରାମ ଜି ବିଲ୍ ପାସ୍ ବିରୋଧରେ ବିରୋଧୀଙ୍କ ରାତିସାରା ଧାରଣା
ନୂଆଦିଲ୍ଲୀ,୧୯ା୧୨: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଅଧିନିୟମ (MGNREGA) ସ୍ଥାନରେ ଆସିଥିବା ‘ବିକଶିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଏବଂ ଆଜୀବିକା ମିଶନ (ଗ୍ରାମୀଣ)’ (VB-G RAM G) ବିଲ୍ ସଂସଦରେ ଗୃହୀତ ହେବା ପରେ ବିରୋଧୀ ଦଳର…
ରେଳଯାତ୍ରୀଙ୍କୁ ବଡ଼ ଝଟ୍କା: ପ୍ଲେନ୍ ଭଳି ଏବେ…
ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସଂସଦରେ ସୂଚନା ଦେଇଛନ୍ତି। ତେଲୁଗୁ ଦେଶମ ପାର୍ଟି (ଟିଡିପି) ସାଂସଦ ଭେମିରେଡ୍ଡି ପ୍ରଭାକର ରେଡ୍ଡିଙ୍କ…
ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା
ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା। ସଂସଦ ଭବନ ପରିସରରେ ଅନୁଷ୍ଠିତ ଏହି ବୈଠକରେ କେବଳ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଉପରେ ଚର୍ଚ୍ଚା…
ବଡ଼ ଜାଲିଆତିର ଖୁଲାସା: ଗାଁରେ ଜନସଂଖ୍ୟା ୧୫୦୦, ତିନି ମାସରେ ୨୭,୦୦୦ ଶିଶୁ ଜନ୍ମ!
ମୁମ୍ବାଇ,୧୮ା୧୨: ମହାରାଷ୍ଟ୍ରର ଏକ ଛୋଟ ଗାଁରେ ଏପରି ଏକ ଘଟଣା ଘଟିଛି, ଯାହା ପ୍ରଶାସନର ନିଦ ହଜାଇ ଦେଇଛି। ୟବତମାଲ ଜିଲାର ଆର୍ନି ତହସିଲ ଅନ୍ତର୍ଗତ ଶେନ୍ଦୁରୁସାନି ଗ୍ରାମ ପଞ୍ଚାୟତରେ ମାତ୍ର ୩ ମାସ ମଧ୍ୟରେ ୨୭,୩୯୭ ଜନ୍ମ ପଞ୍ଜିକରଣ କରାଯାଇଥିବା…
Archives


