ଜାତୀୟ

ପୁଣି ପ୍ରଶ୍ନପତ୍ର ଲିକ୍‌: ୨ ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତରମନ୍ତରରେ ପେପର ଲିକ ନେଇ ଚାଲିଥିବା ପ୍ରତିବାଦ ମଧ୍ୟରେ, ଉତ୍ତରାଖଣ୍ଡରେ ଆଉ ଏକ ପେପର ଲିକ ଖବର ସାମ୍ନାକୁ ଆସିଛି। ଉତ୍ତରାଖଣ୍ଡ ବୈଷୟିକ ବିଶ୍ୱବିଦ୍ୟାଳୟରେ ଦୁଇଟି ଇଞ୍ଜିନିୟରିଂ ପେପର ଲିକ ହୋଇଥିବା ଅଭିଯୋଗ ହୋଇଛି। ଏହା ପରେ ଉତ୍ତରାଖଣ୍ଡ…

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର ସରକାର ସକ୍ରିୟ ହୋଇଉଠିଛନ୍ତି। ରାଜ୍ୟ ଏବଂ ସମ୍ପୃକ୍ତ ହାଇକୋର୍ଟଗୁଡ଼ିକୁ ନିର୍ଦ୍ଦେଶ ଦେବାର ପ୍ରସ୍ତୁତି…

ସରକାର ହୋଇଥିଲେ ରାଜି, ହେଲେ ୟୁ-ଟର୍ନ ନେଲା CJP, ରୋକଠୋକ ଶୁଣାଇଦେଲା-ଆମେ…

ନୂଆଦିଲ୍ଲୀ,୨୩।୭: ସରକାର ବାରମ୍ବାର କହିଆସୁଛନ୍ତି , ସେମାନେ ପ୍ରତିବାଦକାରୀମାନଙ୍କ ସହିତ ଆଲୋଚନା କରିବା ପାଇଁ ପ୍ରସ୍ତୁତ ଅଛନ୍ତି। ଏହି ସମୟରେ,ସୂତ୍ରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଜଣାପଡିଛି ଯେ CJP ଜେ.ପି. ନଡ୍ଡାଙ୍କ ସହିତ ଆଲୋଚନା କରିବାକୁ ମନା କରିଛି।…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ ୟୁନିଫର୍ମରେ ଏକ କ୍ୟାମେରା ପିନ୍ଧିବେ। କୌଣସି ଯୁକ୍ତି କିମ୍ବା ବିବାଦ ହେଲେ, କିଏ…

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ ଅନଶନ କରୁଥିବା ସୋନମ ୱାଙ୍ଗଚୁକ ତାଙ୍କର ଗୋଟିଏ ଦାବି ପ୍ରତ୍ୟାହାର କରିନେଇଥିଲେ ଏବଂ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ଦୋହରାଇଥିଲେ ଏବଂ ହଙ୍ଗାମା କରିଥିଲେ। ଫଳରେ…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ ତାଙ୍କ ବର୍ତ୍ତମାନର ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର କରିଥିଲେ। ଏହି ‘ଅନ୍ଧ’…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ ମୁହଁ ଖୋଲିଛନ୍ତି । ସେ ଯୁବପିଢ଼ି ଏବଂ ଛାତ୍ରମାନଙ୍କ ସହ ଜଡିତ ପ୍ରସଙ୍ଗକୁ…

ଦିଲ୍ଲୀରେ ମେଟ୍ରୋ ବନ୍ଦ ମାମଲା: CJI କହିଲେ ଲଞ୍ଚ୍‌ ପରେ ଦେଖିବା…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସୁରକ୍ଷା କାରଣରୁ ୧୬ଟି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଛି। ଏହି ମାମଲା ଏବେ ସୁପ୍ରିମ୍ କୋର୍ଟରେ ପହଞ୍ଚିଛି। SCBA (ସୁପ୍ରିମ୍ କୋର୍ଟ ବାର୍ ଆସୋସିଏସନ୍) ସଭାପତି ବିକାଶ ସିଂହ CJI ସୂର୍ଯ୍ୟକାନ୍ତଙ୍କ ବେଞ୍ଚ୍…

ଏହି ଆପ୍‌ ବ୍ୟବହାର କରିବାକୁ ଶିକ୍ଷକମାନଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ, କହିଲେ…

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ପ୍ରଶସ୍ତ’ (PRASHAST) ଆପ୍‌ ମାଧ୍ୟମରେ ସ୍କୁଲ ପିଲାମାନଙ୍କଠାରେ ଶିକ୍ଷଣ ଅକ୍ଷମତା ଏବଂ ଦିବ୍ୟାଙ୍ଗତାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ହିଁ ଚିହ୍ନଟ କରିବାକୁ ଅନୁରୋଧ କରିଛନ୍ତି। ବୁଧବାର ସେ କହିଛନ୍ତି ଯେ ସରକାର ଶିକ୍ଷା ମନ୍ତ୍ରୀଙ୍କ…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ଥୁଥୁକୁଡିର ଏକ କୋର୍ଟ ବିଧାୟକଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଥୁଥୁକୁଡିର…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ ଯାଆନ୍ତି, ତେବେ ତାଙ୍କୁ କ୍ଷମା କରିଦେବେ, କାରଣ ତାଙ୍କୁ ପ୍ରବଳ ଜ୍ୱର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?