ଜାତୀୟ

ବଳାତ୍କାର ମାମଲାରେ ପ୍ରଜ୍ଜ୍ୱଳଙ୍କୁ ବଡ଼ ଝଟ୍‌କା

ବେଙ୍ଗାଲୁରୁ, ୨୬।୬:କର୍ନାଟକର ଚର୍ଚ୍ଚିତ ସେକ୍ସ-ସ୍କାଣ୍ଡାଲ ମାମଲାରେ ପୂର୍ବତନ ଏମ୍‌ପି ତଥା ନିଲମ୍ବିତ ଜନତା ଦଳ ଧର୍ମନିରପେକ୍ଷ (ଜେଡିଏସ୍‌) ନେତା ପ୍ରଜ୍ୱଳ ରେଭନ୍ନା(୩୩)ଙ୍କ ଜାମିନ ଆବେଦନକୁ ବେଙ୍ଗାଲୁରୁର ସ୍ବତନ୍ତ୍ର ଲୋକ ପ୍ରତିନିଧି କୋର୍ଟ ବୁଧବାର ଖାରଜ କରିଛନ୍ତି। ଅନେକ ମହିଳାଙ୍କ ସହ ବଳାତ୍କାର…

‘ରାମମନ୍ଦିର ଗର୍ଭଗୃହରେ ଟୋପାଏ ବି ପଡ଼ିନି ପାଣି’

ଅଯୋଧ୍ୟା,୨୬ା୬: ଅଯୋଧ୍ୟା ରାମମନ୍ଦିରରେ ପାଣି ଲିକ୍‌ ଖବର ପରେ ବୁଧବାର ଟ୍ରଷ୍ଟ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ସୋସିଆଲ ମିଡିଆ ‘ଏକ୍ସ’ରେ ସ୍ପଷ୍ଟୀକରଣ ଦିଆଯାଇଛି। ରାମ ମନ୍ଦିର ଗର୍ଭଗୃହରେ ଟୋପାଏ ବି ପାଣି ପଡ଼ିନି ବୋଲି…

କିଏ ସେହି ୨ କୁନି ଝିଅ, ଯାହାଙ୍କୁ କୋଳେଇ ନେଲେ ପ୍ରଧାନମନ୍ତ୍ରା ମୋଦି

ନୂଆଦିଲ୍ଲୀ,୨୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସଂସଦ ଭବନରେ ତାଙ୍କ କାର୍ଯ୍ୟାଳୟରେ ଦୁଇଜଣ ସ୍ବତନ୍ତ୍ର ଛୋଟ ଅତିଥିଙ୍କୁ ସ୍ବାଗତ କରିଛନ୍ତି। ତାଙ୍କୁ ଦେଖିବା ମାତ୍ରେ ପ୍ରଧାନମନ୍ତ୍ରୀ ଖୁସିରେ ଆତ୍ମହରା ହୋଇଉଠିଥିଲେ। ଉଭୟ ଝିଅ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଉପରେ ଲେଖାଯାଇଥିବା ଏକ କବିତା…

ଆଜିଠୁ ଲାଗୁ ହେଲା ନୂଆ ନିୟମ, ନକଲି ସିମ୍‌ କିଣିଲେ ଗଣିବେ ୫୦ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୬ା୬: ଆଜି ଅର୍ଥାତ୍‌ ୨୬ ଜୁନ୍‌ରୁ ନୂଆ ‘ଟେଲିକମ୍ୟୁନିକେଶନ କାନୁନ୍‌ ୨୦୨୩) ସମଗ୍ର ଦେଶରେ ଲାଗୁ ହୋଇଛି। ଏବେ ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଏବେ ଭାରତୀୟମାନେ ଅତି ବେଶିରେ ଜୀବନକାଳ ମଧ୍ୟରେ ମାତ୍ର ୯ଟି ସିମ୍‌ ନେଇପାରିବେ। ଏଥିସହିତ…

ସାମ୍ ପିଟ୍ରୋଡାଙ୍କୁ ପୁନଃ ବିଦେଶ ମୁଖ୍ୟ ନିଯୁକ୍ତ କଲା କଂଗ୍ରେସ

ନୂଆଦିଲ୍ଲୀ,୨୬।୬: ସାମ ପିଟ୍ରୋଡାଙ୍କୁ ଭାରତୀୟ ବିଦେଶ କଂଗ୍ରେସର ଅଧ୍ୟକ୍ଷ ଭାବରେ ପୁନଃ ନିଯୁକ୍ତ କରିଛି। କିଛି ସପ୍ତାହ ତଳେ ବର୍ଣ୍ଣ ବୈଷମ୍ୟ ମନ୍ତବ୍ୟକୁ ନେଇ ତାଙ୍କୁ ଏହି ପଦବୀରୁ ସେ ଇସ୍ତଫା ଦେଇଥିଲେ। ଦେଶରେ ନିର୍ବାଚନୀ ମାହୋଲ ସରଗରମ ଥିବା ବେଳେ…

ବାଚସ୍ପତି ପଦ ସମ୍ଭାଳିବା ପରେ ପରେ ଜରୁରୀକାଳୀନ ସ୍ଥିତି -ଇନ୍ଦିରା ଗାନ୍ଧୀଙ୍କ କଥା ଉଠାଇଲେ ବିର୍ଲା, ଲୋକ ସଭାରେ ହଙ୍ଗାମା

ନୂଆଦିଲ୍ଲୀ,୨୬।୬: ଲୋକ ସଭା ବାଚସ୍ପତି ପଦ ସମ୍ଭାଳିବା ପରେ ଓମ୍‌ ବିର୍ଲା ଜରୁରୀକାଳୀନ ପରିସ୍ଥିତି ଏବଂ ଇନ୍ଦିରା ଗାନ୍ଧୀଙ୍କୁ ନେଇ ବୟାନ ଦେଇଥିଲେ। ଏହାକୁ ନେଇ ଗୃହରେ ହଙ୍ଗାମା ଦେଖିବାକୁ ମିଳିଛି। ବିଶେଷକରି ବିରୋଧୀ ଦଳର ଏମ୍‌ପିମାନେ ଏହାକୁ ଦୃଢ଼ ପ୍ରତିବାଦ…

ଦେଶରେ ବଢିଚାଲିଛି ପ୍ରଶ୍ନପତ୍ର ପ୍ରଘଟ ମାମଲା; ଜାଣନ୍ତୁ ଓଡ଼ିଶାରେ କେତେଥର ଏମିତି ହୋଇଛି

ନୂଆଦିଲ୍ଲୀ,୨୬।୬: ନିଟ୍ ପ୍ରଶ୍ନପତ୍ର ପ୍ରଘଟକୁ ନେଇ ଦେଶରେ ବିବାଦ ଘନେଇଥିବା ବେଳେ ୨୦୧୯ ପରଠାରୁ ବର୍ତମାନ ପର୍ଯ୍ୟନ୍ତ ଭାରତର ୧୯ ରାଜ୍ୟରେ ୬୫ ଥର ପ୍ରଶ୍ନପତ୍ର ପ୍ରଘଟ ହେଲାଣି। ବୁଧବାର ଇଣ୍ଡିଆ ଟୁଡେ ପକ୍ଷରୁ ପ୍ରକାଶ କରାଯାଇଥିବା ରିପୋର୍ଟରେ ଏହି ତଥ୍ୟ…

କଡ଼ା ନିୟମ: ପାର୍ଲାମେଣ୍ଟରେ ଏମ୍‌ପିମାନେ ବ୍ୟବହାର କରିପାରିବେନି ଏସବୁ ଶବ୍ଦ, ନ ମାନିଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୬ା୬: ଭାରତରେ ଲୋକ ସଭା ନିର୍ବାଚନ ଫଳାଫଳ ପରେ ୧୮ ତମ ଲୋକ ସଭା ଗଠନ କରାଯାଇଛି। ଦ୍ୱିତୀୟ ଦିନରେ ଘଟିଥିବା ଏକ ଘଟଣା ବହୁ ଚର୍ଚ୍ଚିତ। ବାସ୍ତବରେ ହାଇଦ୍ରାବାଦ ଏମ୍‌ପି ଅସ୍‌ଦୁଦ୍ଦିନ ଓଓ୍ବାଇସି ଲୋକ ସଭାରେ ଶପଥ ଗ୍ରହଣ କରିବା…

କେଜ୍‌ରିଓ୍ବାଲଙ୍କୁ ପୁଣି ବଡ଼ ଝଟ୍‌କା: ୩ ଦିନ ପାଇଁ ସିବିଆଇ ହେପାଜତକୁ ଗଲେ

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜରିଓ୍ବାଲଙ୍କ ସମସ୍ୟା ଗୋଟିଏ ପରେ ଗୋଟିଏ ବଢିବାରେ ଲାଗିଛି। ପ୍ରଥମେ ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଉପରେ ରୋକ ଲଗାଇଛନ୍ତି। ଏବେ ବର୍ତ୍ତମାନ ସିବିଆଇ ତାଙ୍କୁ ଗିରଫ କରିଛି।…

ପୋଲିସ ଡରରେ ଛଦ୍ମବେଶ ହୋଇ ବୁଲୁଥିଲେ ମୋଦି, ନାଁ ରଖୁଥିଲେ ଭିନ୍ନଭିନ୍ନ

ନୂଆଦିଲ୍ଲୀ,୨୬।୬: ଏମରଜେନ୍ସକୁ ୪୯ବର୍ଷ ପୁରିଛି। ତେବେ ଏହାକୁ ନେଇ ବିରୋଧୀଙ୍କୁ ଆକ୍ରାମଣତ୍ମକ ଭାବରେ ହମଲା କରୁଛି ଏନଡିଏ। ଏମରଜେନ୍ସି ଲାଗୁ ହେବା ପରେ ଏହାକୁ ବିରୋଧ କରୁଥିବା ନେତାଙ୍କୁ ୨ବର୍ଷ ଯାଏଁ ବନ୍ଦୀ ରଖାଗଲା। ତେବେ ଜରୁରୀକାଳୀନ ପରିସ୍ଥିତିକୁ ଘୋର ବିରୋଧ…

ଏକାସାଙ୍ଗରେ ୩ ବଡ଼ ରେକର୍ଡ ହାସଲ କଲେ ବାଚସ୍ପତି ଓମ ବିର୍ଲା: ଗୋଟିଏ ରେକର୍ଡ ଭାଙ୍ଗିବା ଅସମ୍ଭବ

ଜୟପୁର,୨୬।୬: ଲୋକ ସଭାର ନୂତନ ବାଚସ୍ପତି ଭାବରେ ଓମ ବିର୍ଲା ପୁଣି ନିର୍ବାଚିତ ହୋଇଛନ୍ତି। ଏହାପୂର୍ବରୁ ଗୃହର ପ୍ରକ୍ରିୟା ଆରମ୍ଭ ହେବା ମାତ୍ରେ ପ୍ରଧାନମନ୍ତ୍ରୀ ମୋଦି ଲୋକ ସଭାର ବାଚସ୍ପତି ପଦ ପାଇଁ ଓମ ବିର୍ଲାଙ୍କ ନାମ ପ୍ରସ୍ତାବ ଦେଇଥିଲେ, ଯାହାକୁ…

ହଠାତ୍‌ ଥରେ ଏହି ମହିଳାଙ୍କୁ ଫୋନ୍‌ କରିଥିଲେ ଅବଦୁଲ୍‌ କଲାମ୍‌: ଏବେ ହେଲା ଖୁଲାସା

ନୂଆଦିଲ୍ଲୀ,୨୬।୬: ଲେଖକ, ସାମାଜିକ କର୍ମୀ ତଥା ରାଜ୍ୟ ସଭା ସଦସ୍ୟ ସୁଧା ମୁର୍ତ୍ତୀ ଏକ ବଡ଼ ଖୁଲାସା କରିଛନ୍ତି। ୨୦୦୬ରେ ରାଷ୍ଟ୍ରପତି ଅବଦୁଲ କଲାମଙ୍କ ହାତରୁ ପଦ୍ମଶ୍ରୀ ନେବା ବେଳର ଫଟୋ ଶେୟାର କରି ସେ କହିଛନ୍ତି, ସେ ଥରେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?