ଜାତୀୟ

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ ଘର ଉପରେ ନଜର ରଖିଛନ୍ତି। ‘ଦି ଇକୋନୋମିକ୍ ଟାଇମ୍ସ’ର ଏକ ରିପୋର୍ଟ ଅନୁଯାୟୀ,…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨ ରୁ ୩ ପ୍ରତିଶତ ବୃଦ୍ଧି ହେବାର ଆଶା ରଖିଛନ୍ତି। ଏହି ସମୟରେ ସରକାର…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର କାହାଣୀ ସାରା ଭାରତରୁ ସାମ୍ନାକୁ ଆସୁଛି। ଏହାର ସଦ୍ୟତମ ଉଦାହରଣ ତେଲଙ୍ଗାନାରୁ ଆସିଛି।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି ଯେ ଯୁବବର୍ଗଙ୍କ ଭବିଷ୍ୟତ ସହିତ ଖେଳୁଥିବା କୌଣସି ବ୍ୟକ୍ତିଙ୍କୁ ଛଡାଯିବ ନାହିଁ। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ ଅଛନ୍ତି। ଏହି ସମୟରେ ଧର୍ମେନ୍ଦ୍ର ପ୍ରଧାନ ସଂସଦ ଅଧିବେଶନ ଅବସରରେ ଓଡ଼ିଶାର ସାଂସଦମାନଙ୍କ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌ ଦୀପକେ ସ୍ପଷ୍ଟ କରିଛନ୍ତି ଯେ ଯେପର୍ଯ୍ୟନ୍ତ ସେମାନଙ୍କର ଦାବି ପୂରଣ ହୋଇନାହିଁ, ଆନ୍ଦୋଳନ…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର ଲିକ୍‌ର ସମସ୍ତ ମାମଲାରେ ଦୋଷୀମାନଙ୍କୁ ଯଥାଶୀଘ୍ର କଠୋର ଦଣ୍ଡ ଦେବା ଏବଂ ମାମଲାଗୁଡ଼ିକର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି। ଲୋକଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଓ ରାପିଡ୍‌ ଆକ୍ସନ ଫୋସ୍‌ (ଆର୍‌ଏଏଫ୍‌) ପକ୍ଷରୁ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ ଜାରି ରହିଥିବା ପ୍ରଦର୍ଶନରେ ତାଙ୍କ ଇସ୍ତଫା ଦାବି ନିରନ୍ତର ତୀବ୍ର ହେବାରେ ଲାଗିଛି।…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ ଅଛନ୍ତି। ଏହି ସମୟରେ ଧର୍ମେନ୍ଦ୍ର ପ୍ରଧାନ ସଂସଦ ଅଧିବେଶନ ଅବସରରେ ଓଡ଼ିଶାର ସାଂସଦମାନଙ୍କ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ ପାଲଟିଛନ୍ତି। ସଂସଦ ମାର୍ଚ୍ଚର ଗୋଟିଏ ଦିନ ପରେ କଥିତ ଭାବରେ ଇନଷ୍ଟାଗ୍ରାମ ଷ୍ଟୋରୀ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି ଯେ, ଏହି ଆନ୍ଦୋଳନ ଆରମ୍ଭରୁ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଥିଲା। କିନ୍ତୁ ପରବର୍ତ୍ତୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?