ଜାତୀୟ

ଭାଜପାର ବଢିଲା ଟେନ୍‌ସନ୍‌: ମେଣ୍ଟରେ ଫାଟ!

ପୁଣେ,୨୧।୮: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ଏନଡିଏ ନେତୃତ୍ୱାଧୀନ ମହାୟୁଟି ମିଳିତ ମେଣ୍ଟରେ କିଛି ଠିକ ମନେ ହେଉନାହିଁ। ଆସନ ବଣ୍ଟନ ସଂପର୍କରେ ଲଢେଇ ଆରମ୍ଭ ହୋଇଛି। ଏହି ସମୟରେ ଶିବସେନାର ୫୮ତମ ଫାଉଣ୍ଡେସନ ଦିବସ ପାଳନ ଅବସରରେ ରାମଦାସ କଦମ…

ଫ୍ଲୋର ଟେଷ୍ଟ ପାଇଁ କାହିଁକି ପଛଘୁଞ୍ଚା ଦେଉଛି କଂଗ୍ରେସ?

ଚଣ୍ଡିଗଡ଼,୨୧।୬: ହରିୟାଣାରେ ଅଳ୍ପମତରେ ଭାଜପା ସରକାର ଚାଲିଛି। ସମଗ୍ର ପ୍ରସଙ୍ଗରେ ରାଜନୈତିକ ବିବାଦ ଜାରି ରହିଛି। କିନ୍ତୁ କଂଗ୍ରେସ ଦଳ ଫ୍ଲୋର ଟେଷ୍ଟର ଦାବିଠାରୁ ଦୂରେଇ ଯାଇଛନ୍ତି। ଗୁରୁବାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପିନ୍ଦର ସିଂ ହୁଡା ଏବଂ ରାଜ୍ୟ ସଭାପତି ଉଦୟଭାନ…

ପଙ୍କଜା ମୁଣ୍ଡେଙ୍କ ଉପରେ ପୁଣି ଭରସା କରିପାରେ ଭାଜପା, ରାଜ୍ୟ ସଭା ପଠାଇବା ଲାଗି ହେଉଛି ଚର୍ଚ୍ଚା!

ନୂଆଦିଲ୍ଲୀ,୨୧।୬: ଦେଶ ସହିତ ମହାରାଷ୍ଟ୍ରର ରାଜନୀତି ମଧ୍ୟ ଏହି ସମୟରେ ଖୁବ ଚର୍ଚ୍ଚାରେ ଅଛି। ଏହି ରାଜନୀତି ମଧ୍ୟରେ ବିଡ ଲୋକ ସଭା ନିର୍ବାଚନରେ ପରାଜୟର ସମ୍ମୁଖୀନ ହୋଇଥିବା ଭାଜପା ନେତା ପଙ୍କଜା ମୁଣ୍ଡେଙ୍କୁ ରାଜ୍ୟ ସଭାକୁ ପଠାଇବା ନେଇ ଚର୍ଚ୍ଚା…

ଥରିଲା ମଧ୍ୟ ପ୍ରଦେଶ

ଭୋପାଳ,୨୧।୬: ଶୁକ୍ରବାର ପୂର୍ବାହ୍ନରେ ମଧ୍ୟପ୍ରଦେଶର ଖଣ୍ଡୱାଠାରେ ଭୂକମ୍ପର କମ୍ପନ ଅନୁଭୂତ ହୋଇଥିଲା। ଭୂକମ୍ପ ଖବର ପାଇବା ମାତ୍ରେ ଲୋକମାନେ ଘରୁ ବାହାରକୁ ଆସିଥିଲେ। ସୂଚନାନୁସାରେ, ଶୁକ୍ରବାର ରାତି ପ୍ରାୟ ୯ଟା ୪ସମୟରେ ମଧ୍ୟପ୍ରଦେଶର ଖଣ୍ଡଓ୍ବାଠାରେ ହାଲୁକା ଭୂକମ୍ପ ଅନୁଭୂତ ହୋଇଥିଲା। ରିଚ୍ଟର…

କେନ୍ଦ୍ରମନ୍ତ୍ରୀ ହେବା ମାତ୍ରେ ନିଜ ରାଜ୍ୟ ପାଇଁ ଟଙ୍କା ବର୍ଷା କଲେ ‘ମାମା’

ଭୋପାଳ,୨୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ନୂତନ ଏନଡିଏ ସରକାରରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କେନ୍ଦ୍ର କୃଷି ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି। କୃଷି ମନ୍ତ୍ରଣାଳୟ ବ୍ୟତୀତ ମଧ୍ୟପ୍ରଦେଶରେ ‘ମାମା’ ଭାବରେ ଜଣାଶୁଣା ଶିବରାଜ ସିଂ ଚୌହାନଙ୍କୁ…

ଲୋକ ସଭାର କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ୨୧ ବର୍ଷ ଧରି ବିଜେଡିରେ ଥିଲେ, ଏବେ ଭାଜପା ସହ…

ନୂଆଦିଲ୍ଲୀ,୨୧।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରୋଟେମ ସ୍ପିକର ଅର୍ଥାତ୍‌ ଲୋକ ସଭାର ଅସ୍ଥାୟୀ ବାଚସ୍ପତି ନିଯୁକ୍ତ କରିଛନ୍ତି। ଲୋକ ସଭା ଅଧିବେଶନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି(ଭାଜପା)ର ଏମପି ଭର୍ତ୍ତୃହରି ମହତାବଙ୍କୁ ଏହି ପଦରେ ନିଯୁକ୍ତ କରାଯାଇଛି। ପରବର୍ତ୍ତୀ ସ୍ଥାୟୀ…

NEET ପେପର ଲିକ୍‌ ଉପରେ ନୂଆ ଆଇନ ଆଣିବେ ଯୋଗୀ ସରକାର

ଲକ୍ଷ୍ନୌ,୨୧ା୬: ପ୍ରତିଯୋଗିତାମୂଳକ ପରୀକ୍ଷାରେ ପେପର ଲିକ୍‌ ପ୍ରସଙ୍ଗ ଆଜିକାଲି ଚର୍ଚ୍ଚାରେ ରହିଛି। ନିକଟରେ ଉତ୍ତରପ୍ରଦେଶ ପୋଲିସ ନିଯୁକ୍ତି ପରୀକ୍ଷାର ପେପର ଲିକ୍‌ ହୋଇଥିଲା। ଏବେ NEET ଏବଂ UGC- NET ପେପର ଲିକ୍‌ ହେବା ପରେ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି।…

କେଜ୍‌ରିଓ୍ବାଲଙ୍କୁ ବଡ଼ ଝଟକା; ଜାମିନ ଉପରେ ରୋକ ଲଗାଇଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୧।୬: ମଦ ଦୁର୍ନୀତି ମାମଲାରେ ନିମ୍ନ ଅଦାଲତରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଦିଆଯାଇଥିବା ଜାମିନ ହାଇକୋର୍ଟ ସ୍ଥଗିତ ରଖିଛନ୍ତି। ଏହି ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଜାମିନ ନାମଞ୍ଜୁର କରିଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କେଜ୍‌ରିଓ୍ବାଲଙ୍କୁ ଦିଆଯାଇଥିବା ଜାମିନକୁ ବିରୋଧ କରି…

କେଜରିଓ୍ବାଲଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୨୧।୬: ଦିଲ୍ଲୀ ଲିକର ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। କେଜରିୱାଲଙ୍କ ଜାମିନ ଆବେଦନ ବିରୋଧରେ ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ ନିମ୍ନ ଅଦାଲତର ଆଦେଶ ଶୁଣାଣି ପର୍ଯ୍ୟନ୍ତ ରହିବ। ଅର୍ଥାତ୍‌…

କେଜ୍‌ରିଓ୍ବାଲ ଜେଲ୍‌ରୁ ବାହାରିବା ପୂର୍ବରୁ ହାଇକୋର୍ଟ ଗଲା ଇଡି

ନୂଆଦିଲ୍ଲୀ,୨୧ା୬: ଦିଲ୍ଲୀ ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଦିଆଯାଇଥିବା ଜାମିନ ବିରୋଧରେ ଇଡି ଶୁକ୍ରବାର ଦିଲ୍ଲୀ ହାଇକୋର୍ଟଙ୍କ ନିକଟରେ ପହଞ୍ଚିଛି। କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିର ଓକିଲମାନେ ହାଇକୋର୍ଟର ଅବକାଶ ବେଞ୍ଚରେ ଏହି…

କିଏ ସେହି ୧୨୭ ବର୍ଷୀୟ ଯୋଗଗୁରୁ, ଯାହାର ମୋଦି ଜଣେ ବଡ଼ ପ୍ରଶଂସକ

ନୂଆଦିଲ୍ଲୀ,୨୧।୬: ଆଜି ସମଗ୍ର ବିଶ୍ୱରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଯୋଗ କେବଳ ମଣିଷକୁ ସୁସ୍ଥ ରଖେ ନାହିଁ ବରଂ ମନକୁ ଶାନ୍ତ ରଖିବାରେ ମଧ୍ୟ ସାହାଯ୍ୟ କରେ। ଭାରତରେ ବାବା ରାମଦେବଙ୍କ ପରି ଅନେକ ବଡ ଯୋଗ…

ଜାହାଜ ଉପରେ ଯୋଗ କଲେ ନୌସେନା ଯବାନ

ନୂଆଦିଲ୍ଲୀ,୨୧ା୬: ସାରା ବିଶ୍ୱର କୋଣ ଅନୁକୋଣରେ ଯୋଗାଭ୍ୟାସ କରାଯାଉଛି। ଯୋଗ ଦ୍ୱାରା ମନ ଶାନ୍ତ ଓ ଶରୀର ସୁସ୍ଥ ରହିଥାଏ । ଏହା ମାନସିକ ଓ ଆଧ୍ୟାତ୍ମିକ ଅଭିବୃଦ୍ଧିରେ ମଧ୍ୟ ସହାୟକ ହୋଇଥାଏ। ଏହାର ଉପାଦେୟତାକୁ ବୁଝି ପ୍ରତିବର୍ଷ ଜୁନ୍‌ ୨୧ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?