ଜାତୀୟ

ନାଟକରେ ଭଗବାନ ରାମ-ସୀତାଙ୍କ ଅପମାନ କରିଥିଲେ ଆଇଆଇଟି ବମ୍ବେର ଛାତ୍ର, ନିଆଗଲା ବଡ଼ କାର୍ଯ୍ୟାନୁଷ୍ଠାନ

ବମ୍ବେ,୨୦।୬: ଆଇଆଇଟି ବମ୍ବେର ଓପନ ଏୟାର ଥିଏଟରରେ ନାଟକ ସମୟରେ ଭଗବାନ ରାମ ଏବଂ ଦେବୀ ସୀତାଙ୍କ ଅପମାନ କରାଯାଇଥିବା ମାମଲା ସାମ୍ନାକୁ ଆସିଛି। ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ଛାତ୍ରମାନଙ୍କ ଉପରେ ୧.୨ ଲକ୍ଷ ଟଙ୍କାର ଜରିମାନା ଲଗାଯାଇଛି। ଜରିମାନା…

ନୀତୀଶ ସରକାରଙ୍କୁ ପାଟନା ହାଇକୋର୍ଟଙ୍କ ଝଟ୍‌କା

ପାଟନା,୨୦ା୬: ପାଟନା ହାଇକୋର୍ଟ ନୀତୀଶ ସରକାରଙ୍କୁ ଏକ ଝଟ୍‌କା ଦେଇଛନ୍ତି। ଇବିସି, ଏସ୍‌ସି, ଏବଂ ଏସ୍‌ଟି ପାଇଁ ୬୫% ସଂରକ୍ଷଣକୁ ରଦ୍ଦ କରିଦିଆଯାଇଛି। ପାଟନା ହାଇକୋର୍ଟ ବିହାର ସଂରକ୍ଷଣ ସମ୍ବନ୍ଧୀୟ ଆଇନକୁ ବାତିଲ କରିଛନ୍ତି। ବିହାର ସରକାର ପଛୁଆ ବର୍ଗ, ଅତ୍ୟଧିକ…

ପାକିସ୍ତାନକୁ ପାନେ ଦେବାକୁ ଡୋଭାଲଙ୍କ ‘ପିଓକେ ମିଶନ’ ଆରମ୍ଭ

ନୂଆଦିଲ୍ଲୀ,୨୦।୬: ପ୍ରଧାନମନ୍ତ୍ରୀ ମୋଦି ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ଅଜିତ ଡୋଭାଲ ପୁଣି ଥରେ ଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଭାବରେ ନିଯୁକ୍ତ ହୋଇଛନ୍ତି। ବର୍ତ୍ତମାନ ପାକିସ୍ତାନରେ ଏହି ପ୍ରସଙ୍ଗରେ ଆଲୋଚନା ତୀବ୍ର ହୋଇଛି। ବିଶ୍ୱାସ…

ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା କଲେ ସରକାର

ରାଞ୍ଚି,୨୦।୬: ଝାଡଖଣ୍ଡର ସୋରେନ ସରକାର ରାଜ୍ୟରେ ଜାତିଭିତ୍ତିସର୍ଭେ କରିବେ। ବୁଧବାର ସିଏମ ଚମ୍ପାଇ ସୋରେନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଝାଡଖଣ୍ଡର କାର୍ଯ୍ୟନିର୍ବାହୀ ନିୟମରେ ସଂଶୋଧନ କରି ଜାତି ସର୍ବେକ୍ଷଣର ଦାୟିତ୍ୱ କର୍ମଚାରୀ ଏବଂ ପ୍ରଶାସନିକ…

ରାହୁଲଙ୍କୁ ତେଜସ୍ବୀ ଲଞ୍ଚରେ ଦେବେ ରୋହି ଝୋଳ, ବାର୍ଥ ଡେ’ ରେ ହୋଇଗଲା ଡିଲ୍‌ ପକ୍କା

ନୂଆଦିଲ୍ଲୀ,୨୦।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିଜର ୫୪ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସବୁଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ତେବେ ତାଙ୍କ ଜନ୍ମଦିନ ଉପଲକ୍ଷେ ଆରଜେଡି ନେତା ସ ପୂର୍ବ ଡେପୁଟି ସିଏମ ତେଜସ୍ବୀ ଯାଦବ ମଧ୍ୟ…

ପୁଣି ବଢିଲା ଭାଜପାର ମୁଣ୍ଡବିନ୍ଧା: ବିରୋଧୀଙ୍କୁ ବୁଝାଇବାକୁ ବାଧ୍ୟ

ନୂଆଦିଲ୍ଲୀ,୨୦।୬: ଲୋକ ସଭା ବାଚସ୍ପତି ପ୍ରସଙ୍ଗରେ ଏନଡିଏ ଧ୍‌ମଧ୍ୟରେ ଭାଜପା ପ୍ରାୟ ଏକ ସହମତି ହାସଲ କରିଛି। ଭାଜପା ପ୍ରାର୍ଥୀ ସହଯୋଗୀମାନଙ୍କଠାରୁ ସମ୍ପୂର୍ଣ୍ଣ ସମର୍ଥନ ପାଇଛନ୍ତି। ବର୍ତ୍ତମାନ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ପ୍ରସଙ୍ଗରେ ବିରୋଧୀଙ୍କ ସହ ସହମତି ପ୍ରକାଶ…

୩୩୦୦ କୋଟି ଟଙ୍କାର ଉପହାର ଦେବେ ମୋଦି

ନୂଆଦିଲ୍ଲୀ,୨୦।୬: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ଯୋଗ ଦିବସରେ ପ୍ରଥମ ଗସ୍ତରେ ଜମ୍ମୁ କଶ୍ମୀରକୁ ୩୩୦୦ କୋଟି ଟଙ୍କା ଉପହାର ଦେବେ। ଏହା ସହିତ ସରକାରୀ ସେବା ପାଇଁ ୨୦୦୦ରୁ ଅଧିକ ଲୋକଙ୍କୁ ନିଯୁକ୍ତି ପତ୍ର…

ନିଟ୍‌ ଅନିୟମିତତା ମାମଲା: ପେପର୍‌ ଲିକ୍‌ ହୋଇଥିବା ମାନିଲେ ପରିକ୍ଷାର୍ଥୀ

ନୂଆଦିଲ୍ଲୀ,୨୦।୬: ନିଟ୍‌ ପରୀକ୍ଷା ଅନିୟମିତତାକୁ ନେଇ ବଡ଼ ଧରଣର ଖୁଲାସା ହୋଇଛି। ଏହି ମାମଲାରେ ଗିରଫ ହୋଇଥିବା ନିଟ୍‌ ପରୀକ୍ଷାର୍ଥୀ ଅନୁରାଗ ୟାଦବ ପ୍ରଶ୍ନପତ୍ର ଲିକ୍‌ ନେଇ ବଡ଼ ଖୁଲାସା କରିଛନ୍ତି। ସେ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ସ୍ବୀକାର କରିଛନ୍ତି।…

ମକ୍କାରେ ହଜ୍‌ଯାତ୍ରୀଙ୍କ ମୃତ୍ୟୁ ସଂଖ୍ୟା ୯୦୦ ଟପିଲା, ୬୮ ଭାରତୀୟ ସାମିଲ

ମକ୍କା,୨୦।୬: ଚଳିତ ବର୍ଷ ହଜ୍‌ଯାତ୍ରା ପାଇଁ ସାଉଦି ଆରବର ମକ୍କା ଓ ମଦିନା ସହରରେ ୨୦ ଲକ୍ଷରୁ ଅଧିକ ବ୍ୟକ୍ତିଙ୍କ ସମାଗମ ଘଟିଥିଲା। ହେଲେ ଭୀଷଣ ଗରମ ସହ ଗୁଳୁଗୁଳି କାରଣରୁ ସାଉଦି ଆରବରେ ୯୦୦ରୁ ଅଧିକ ହଜ୍‌ଯାତ୍ରୀଙ୍କ ମୃତ୍ୟୁ ଘଟିଛି।…

ଏନ୍‌ଡିଏ-ଇଣ୍ଡିଆକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ପ୍ରଶାନ୍ତ କିଶୋର, କହିଲେ ଧ୍ୱଂସ ହୋଇଯିବେ…

ନୂଆଦିଲ୍ଲୀ,୨୦।୬: ରାଜନୈତିକ ବିଶ୍ଳେଷକ ତଥା ଜନସୁରାଜ ସଂଯୋଜକ ପ୍ରଶାନ୍ତ କିଶୋର ୨୦୨୪ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବର୍ତ୍ତମାନ ଆଉ ଏକ ବଡ଼ ଘୋଷଣା କରିଛନ୍ତି। ୨ ଅକ୍ଟୋବରରେ ସେ ନିଜ ଦଳ ଗଠନ କରିବାକୁ ଘୋଷଣା କରିଛନ୍ତି।…

କେନ୍ଦ୍ରମନ୍ତ୍ରୀ ଲେଖିଲେ, ‘ବେଢ଼ି ପଡାଓ ବଚ୍ଚାଓ୍ବ’

ଭୋପାଳ,୨୦ା୬: କେନ୍ଦ୍ରମନ୍ତ୍ରୀ ସାବିତ୍ରୀ ଠାକୁର ହିନ୍ଦୀରେ ‘ବେଟି ପଢ଼ାଓ, ବେଟି ବଚାଓ’ ସ୍ଲୋଗାନ ଲେଖିବା ଜାଣିନାହାନ୍ତି। ମଧ୍ୟପ୍ରଦେଶର ଏକ କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ରାଷ୍ଟ୍ରମନ୍ତ୍ରୀ ସାବିତ୍ରୀ ଏହି ସ୍ଲୋଗାନକୁ ଭୁଲ୍‌ ଭାବେ ଉଲ୍ଲେଖ କରିଛନ୍ତି। ସୋସିଆଲ ମିଡିଆରେ ଏହା…

ଅପାରଗ ଏନ୍‌ଟିଏ, ଅନ୍ଧାରରେ ଲକ୍ଷ ଲକ୍ଷ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଦେଶରେ ଡାକ୍ତରୀ, ଇଞ୍ଜିନିୟରିଂ ଓ ଫେଲୋଶିଫ୍‌ ଭଳି ସମ୍ମାନଜନକ ପାଠ୍ୟକ୍ରମଗୁଡ଼ିକରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ପରିଚାଳନା ଦାୟିତ୍ୱ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ହାତରେ ନ୍ୟସ୍ତ ରହିଛି। କିନ୍ତୁ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରଣାଳୟ ଅଧୀନ ଏହି ଏଜେନ୍ସିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?