ଜାତୀୟ

ସୋମା ସେନ୍‌ଙ୍କୁ ସୁପ୍ରିମକୋର୍ଟ ଜାମିନ

ନୂଆଦିଲ୍ଲୀ,୬ା୪: ଏଲ୍‌ଗାର ପରିଷଦ-ମାଓବାଦୀ ଲିଙ୍କ୍‌ ମାମଲାରେ ଅଭିଯୁକ୍ତ ମହିଳା ଅଧିକାର କର୍ମୀ ସୋମାକାନ୍ତି ସେନ୍‌ଙ୍କୁ ସୁପ୍ରିମକୋର୍ଟ ଶୁକ୍ରବାର ଜାମିନ ମଞ୍ଜୁର କରିଛନ୍ତି। ଇଂଲିଶ ପ୍ରଫେସର ସୋମାଙ୍କୁ ୨୦୧୮ ଜୁନ୍‌ ୬ରେ ଗିରଫ କରାଯାଇଥିଲା। ଜଷ୍ଟିସ୍‌ ଅନିରୁଦ୍ଧ ବୋଷ ଏବଂ ଅଗଷ୍ଟିନ୍‌ ଜର୍ଜ ମସିହଙ୍କ…

ମାଆ, ବାପା ପୃଥକ୍‌ ଦର୍ଶାଇବେ ଧର୍ମ

ନୂଆଦିଲ୍ଲୀ,୬ା୪: ଭାରତରେ ଜନ୍ମ ଓ ମୃତ୍ୟୁ ସମ୍ପର୍କିତ ରେକର୍ଡ ରଖିବା ପାଇଁ ଜାତୀୟ ସ୍ତରରେ ଏକ ଡେଟାବେସ୍‌ ପ୍ରସ୍ତୁତ କରାଯିବ। ଏଥିରେ ନବଜାତ ଶିଶୁଙ୍କ ମା’ ଓ ବାପାଙ୍କୁ ‘ବାର୍ଥ ରିପୋର୍ଟ’ରେ ନିଜ ଧର୍ମ ସମ୍ପର୍କରେ ପୃଥକ୍‌ ଭାବେ ଉଲ୍ଲେଖ କରିବାକୁ…

‘ଦି କେରଲା ଷ୍ଟୋରି’ ପ୍ରସାରଣକୁ କଂଗ୍ରେସର ବିରୋଧ

ଥିରୁଭାନନ୍ଥପୁରମ୍‌,୬ା୪: ବିବାଦୀୟ ଚଳଚ୍ଚିତ୍ର ‘ଦି କେରଲା ଷ୍ଟୋରି’ ଦୂରଦର୍ଶନରେ ପ୍ରସାରଣ ଲାଗି ନିଷ୍ପତ୍ତି ହୋଇଥିବାରୁ ଏହା ବିରୋଧରେ କେରଳର କଂଗ୍ରେସ ପାର୍ଟି ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଦ୍ୱାରସ୍ଥ ହୋଇଛି। ଊକ୍ତ ଚଳଚ୍ଚିତ୍ର ପ୍ରସାରଣ ବନ୍ଦ ରଖିବା ନିମନ୍ତେ ଦୂରଦର୍ଶନକୁ ନିର୍ଦ୍ଦେଶ ଦେବା…

ଏ ବର୍ଷ ମୌସୁମୀ ପାଇଁ ଅନୁକୂଳ ସ୍ଥିତି

ନୂଆଦିଲ୍ଲୀ,୬ା୪ ଭାରତର ଅଧିକାଂଶ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଥିବାବେଳେ ଚଳିତ ବର୍ଷ ଏକ ଅନୁକୂଳ ମୌସୁମୀ ଋତୁର ଆଗୁଆ ସଙ୍କେତ ମିଳିଥିବା ପାଣିପାଗ ବିଜ୍ଞାନୀମାନେ ସୂଚନା ଦେଇଛନ୍ତି। ଏଲ୍‌ ନିନୋ ପ୍ରଭାବ ହ୍ରାସ ସହ ୟୁରେସିଆରେ ନିମ୍ନ ତୁଷାରପାତ ଯୋଗୁ…

ବଳାତ୍କାର ପୀଡ଼ିତାଙ୍କୁ ବୋର୍ଡ ପରୀକ୍ଷା ଦେବାକୁ ଅନୁମତି ଦେଲାନି ରାଜସ୍ଥାନ ସ୍କୁଲ

ନୂଆଦିଲ୍ଲୀ,୬ା୪: ରାଜସ୍ଥାନ ଆଜମେରର ଜଣେ ଗଣବଳାତ୍କାର ପୀଡ଼ିତା ଛାତ୍ରୀଙ୍କୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଦେବାକୁ ସ୍କୁଲ୍‌ ଅନୁମତି ଦେଇନାହିଁ। ବିଦ୍ୟାଳୟରେ ଉକ୍ତ ଛାତ୍ରୀଙ୍କ ଉପସ୍ଥିତି ପରିବେଶକୁ ନଷ୍ଟ କରିଦେବ ବୋଲି ଶିକ୍ଷକମାନେ କହିବା ସହ ଘରେ ରହି ପଢ଼ିବାକୁ କହିଥିଲେ। ଦ୍ୱାଦଶ…

ତିହାର ଜେଲରେ କବିତାଙ୍କୁ ଜେରା କରିବ ସିବିଆଇ

ନୂଆଦିଲ୍ଲୀ,୬ା୪: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ନେତ୍ରୀ କେ. କବିତାଙ୍କୁ ତିହାର ଜେଲରେ ଜେରା କରିବା ଲାଗି କୋର୍ଟ ସିବିଆଇକୁ ଅନୁମତି ଦେଇଛନ୍ତି। ଅବକାରୀ ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ…

ନିର୍ବାଚନ ପୂର୍ବରୁ ଜେଲ ଯିବେ ଲାଲୁ ଯାଦବ? ଜାରି ହେଲା ଗିରଫଦାରୀ ଓ୍ବାରେଣ୍ଟ… 

ପାଟଣା,୫।୪: ଗିରଫ ହୋଇପାରନ୍ତି ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ। ଗ୍ବାଲିୟରର ଏମ୍‌ପି/ଏମ୍‌ଏଲ୍‌ଏ କୋର୍ଟ ପକ୍ଷରୁ ଶୁକ୍ରବାର ତାଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କରାଯାଇଛି। ଆମର୍‌ସ ଆକ୍ଟ ମାମଲାରେ ଏହି ଗିରଫଦାରୀ ଓ୍ବାରେଣ୍ଟ ଜାରି ହୋଇଥିବା ଜଣାପଡ଼ିଛି। ୧୯୯୫ ଏବଂ ୧୯୯୭ର…

ଜେଲ୍‌ରେ ଥିବା କଏଦୀ ମାସକୁ କେତେ ଚିଠି ଲେଖି ପାରିବେ, ଜାଣନ୍ତୁ…

ନୂଆଦିଲ୍ଲୀ,୫।୪: ଗିରଫ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଇସ୍ତଫା ଦେଇନାହାନ୍ତି । ବର୍ତ୍ତମାନ ତାଙ୍କ ଦଳ ଘୋଷଣା କରିଛି ଯେ, ମୁଖ୍ୟମନ୍ତ୍ରୀ ଜେଲରୁ ସରକାର ଚଳାଇବେ। ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠୁଛି ଯେ, ଜେଲରୁ କେହି କିପରି ସରକାର ଚଳାଇ…

ଇଣ୍ଡିଆ ମେଣ୍ଟରେ ସାମିଲ ହେଲେ ଭିଆଇପି ମୁଖ୍ୟ ମୁକେଶ: ୩ ଲୋକ ସଭା ଆସନରେ ଲଢିବ ଦଳ

ପାଟଣା,୫।୪: ବିହାର ମହାମେଣ୍ଟରେ ଭିଆଇପି ମୁଖ୍ୟ ମୁକେଶ ସାହନ ଇଣ୍ଡିଆ ମେଣ୍ଟରେ ସାମିଲ ହୋଇଛନ୍ତି। ମୁକେଶ ସାହାଣୀ ମେଣ୍ଟରେ ସାମିଲ ହେବା ପରେ ଆର୍‌ଜେଡି କୋଟାରେ ଥିବା ୨୬ ଲୋକସଭା ଆସନ ମଧ୍ୟରୁ ମୁକେଶଙ୍କ ପାର୍ଟିକୁ ୩ଟି ଆସନ ଛାଡିଛି ଆର୍‌ଜେଡି…

ବଢିଲା ଆଳୁ-ପିଆଜ-ଟମାଟୋ ଦର

ନୂଆଦିଲ୍ଲୀ,୫।୪: ହୁ ହୁ ହୋଇ ବଢୁଛି ପରିବା ଦାମ୍‌। ସେଥିରେ ଆଳୁ, ପିଆଜ ଓ ଟମାଟୋରେ ଲାଗୁନି ଲଗାମ। ସେଥିପାଇଁ ମାର୍ଚ୍ଚ ମାସରେ ଭେଜ୍‌(ନିରାମିଷ) ଥାଳିର ଦାମ ୭% ମହଙ୍ଗା ହୋଇଛି। ପିଆଜ, ଟମାଟୋ ଓ ଆଳୁର ଦାମ ବୃଦ୍ଧି ପାଇଥିବାରୁ…

ଇଣ୍ଡିଆ ମେଣ୍ଟର ଏହି ବ୍ୟକ୍ତି ହେବେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ, ରାହୁଲ କଲେ ଘୋଷଣା

ନୂଆଦିଲ୍ଲୀ,୫।୪: ମୁଣ୍ଡ ଉପରେ ନିର୍ବାଚନ। ତେବେ ନିର୍ବାଚନ ପୂର୍ବରୁ ବିରୋଧୀ ଗୋଷ୍ଠୀଙ୍କ ଆଗରେ ଗୋଟିଏ ବଡ଼ ପ୍ରଶ୍ନ ଉଭା ହୋଇଛି। ବିରୋଧୀ ଇଣ୍ଡିଆ ମେଣ୍ଟଙ୍କ ତରଫରୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ହେବେ ଏନେଇ ଅନେକ କଳ୍ପନା ଜଳ୍ପନା ଲାଗି ରହିଛି। ତେବେ…

କଂଗ୍ରେସର ଘୋଷଣାପତ୍ରରେ କାହିଁକି ନାହିଁ ପୁରୁଣା ପେନସନ ଯୋଜନା ପ୍ରସଙ୍ଗ? ଚିଦାମ୍ବରମ୍‌ କହିଲେ…

ନୂଆଦିଲ୍ଲୀ,୫।୪: ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଏହାର ମାନିଫେଷ୍ଟୋ(ଘୋଷଣାପତ୍ର) ପ୍ରକାଶ କରିଛି। ଏଥିରେ ଦଳ ଅନେକ ଜନପ୍ରିୟ ପ୍ରତିଶ୍ରୁତି ଦେଇଛି। ଏହାର ନ୍ୟାୟ ପତ୍ରରେ ମହିଳା, ଯୁବକ, ଶ୍ରମିକ ଏବଂ ଗରିବଙ୍କ ଲାଗି ଅନେକ ଘୋଷଣା କରିଛି କଂଗ୍ରେସ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri