ଜାତୀୟ

ଯାତ୍ରୀଙ୍କ ସହ ସେଲ୍‌ଫି ନେଲେ, ଛୋଟ ପିଲାଙ୍କୁ କାଖେଇଲେ ମନ୍ତ୍ରୀ

ନୂଆଦିଲ୍ଲୀ,୧୬ା୬: କେନ୍ଦ୍ର ମନ୍ତ୍ରୀ ହେବା ପରେ ଶିବରାଜ ସିଂ ଚୌହାନ ରବିବାର ଟ୍ରେନ୍‌ ଯୋଗେ ଭୋପାଳକୁ ଫେରିଥିଲେ। ସେ ଟ୍ରେନ୍‌ରେ ଯାତ୍ରା କରିବା ସମୟରେ ସାଧାରଣ ଲୋକଙ୍କ ସହ କଥା ହୋଇଥିଲେ। ସେ ଏହି ଯାତ୍ରାର ଫଟୋ ଏବେ ସୋସିଆଲ ମିଡିଆରେ…

ଅମିତ୍‌ ଶାହାଙ୍କ ବଡ଼ ବୈଠକ, ଜମ୍ମୁ-କଶ୍ମୀର ଆତଙ୍କବାଦକୁ ନେଇ ହେବ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୬।୬: ଅମରନାଥ ଯାତ୍ରା ଜୁନ ୨୯ରେ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଉଛି । ଏହାକୁ ନେଇ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଦିଲ୍ଲୀର ଉତ୍ତର ବ୍ଲକ ଅନ୍ତର୍ଗତ ଗୃହ ମନ୍ତ୍ରଣାଳୟରେ ଏକ ଗରୁତ଼୍ବପୂର୍ଣ୍ଣ…

‘ଇଭିଏମ୍‌ ଏକ କଳା ବାକ୍ସ’ କାହିଁକି ଏମିତି କହିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୬ା୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ଇଭିଏମ୍‌କୁ ନେଇ ପ୍ରଶ୍ନ ଉଠାଇଛନ୍ତି। ରବିବାର ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟରେ ରାହୁଲ ମଧ୍ୟ ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ତାଙ୍କ ପୋଷ୍ଟରେ ଶିବସେନା ସିନ୍ଦେ…

ଭାରତୀୟ ରେଲଓ୍ବେରେ ବନ୍ଦ ହୋଇଯିବ ଜେନେରାଲ ବଗି! ଅଶ୍ୱିନୀ ବେଷ୍ଣବ କହିଦେଲେ…

ନୂଆଦିଲ୍ଲୀ,୧୬।୬: ଏସିଆର ସବୁଠାରୁ ବୃହତ୍ତମ ରେଳ ନେଟୱାର୍କ ଥିବା ଦେଶ ହେଉଛି ଭାରତ। ଅଧିକାଂଶ ଲୋକ ପ୍ରତିଦିନ ସାଧାରଣ କୋଚ ବା ଜେନେରାଲ ବଗିରେ ଯାତ୍ରା କରନ୍ତି। ତେବେ କେନ୍ଦ୍ର ସରକାରଙ୍କ ଦ୍ୱାରା ବନ୍ଦେ ଭାରତ ଟ୍ରେନ ଓ ଅମୃତ ଭାରତ…

ପରାଜିତ ନେତାମାନେ ସରକାରୀ ଆବାସ ଖାଲି ନ କଲେ ଗଣିବାକୁ ପଡ଼େ ୧୦ ଲକ୍ଷ ଯାଏ ଜରିମାନା, ଜାଣନ୍ତୁ କିଏ ଜାରି କରେ ନୋଟିସ?

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଶେଷ ହୋଇଛି। ଏବେ ନୂଆ ସରକାର ମଧ୍ୟ ଗଠନ ହୋଇଛି। ଏମିତିରେ ଅନେକ ଏମ୍‌ପି ପୁଣିଥରେ ବିଜୟ ମୁକୁଟ ପିନ୍ଧିଥିବା ବେଳେ କିଛି ଏମ୍‌ପି ନିର୍ବାଚନରେ ହାରି ଯାଇଛନ୍ତି। ଅନେକଙ୍କୁ ପ୍ରଥମ ଥର ଏମ୍‌ପି ହେବାର…

ଯେବେ ଏନଡିଏର ଲୋକ ସଭା ବାଚସ୍ପତି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେବାକୁ ଦେଇଥିଲେ ଅନୁମତି, ଭାଙ୍ଗି ଯାଇଥିଲା ବାଜପେୟୀ ସରକାର

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଫଳାଫଳ ପରେ ପିଏମ ମୋଦିଙ୍କ ନେତୃତ୍ୱ ଏନଡିଏ ସରକାର ପୁଣି କ୍ଷମତାକୁ ଫେରିଛି। ଏବେ ଏନଡିଏର ସହଯୋଗୀ ଦଳ ଲୋକ ସଭା ବାଚସ୍ପତି ପଦ ହାତେଇବା ପାଇଁ ଅଡି ବସିଛନ୍ତି। ତେବେ ବାଚସ୍ପତି ପଦ ସବୁଠାରୁ…

ଜାତୀୟ ସୁରକ୍ଷା ପରାମର୍ଶଦାତା କ’ଣ? କିଏ କରିଥାଏ NSAର ନିଯୁକ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଅଜିତ ଡୋଭାଲଙ୍କ ଉପରେ ବିଶ୍ୱାସ ଦର୍ଶାଇ ତାଙ୍କୁ ପୁଣିଥରେ ଜାତୀୟ ସୁରକ୍ଷା ପରାମର୍ଶଦାତା(ଏନ୍‌ଏସ୍‌ଏ) ଭାବେ ନିଯୁକ୍ତ କରିଛନ୍ତି। ଏହା ମୋଦିଙ୍କ କାର୍ଯ୍ୟକାଳ ସହ ଅଥବା ଆଗାମୀ ଆଦେଶ ଯାଏ ରହିବ। ତେବେ ଡୋଭାଲଙ୍କୁ କାର୍ଯ୍ୟକାଳ…

ରାହୁଲ ଓ୍ବାୟନାଡ ଆସନ ଛାଡ଼ିଲେ ପ୍ରିୟଙ୍କା ହେବେ ପ୍ରାର୍ଥୀ! ଆଗାମୀ ୩ ଦିନରେ ନିଷ୍ପତ୍ତି…

ନୂଆଦିଲ୍ଲୀ,୧୬।୬: ୨୦୨୪ ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୁଇଟି ଆସନରୁ ଲଢ଼ିଥିଲେ। ଉଭୟ ରାଏବରେଲି ଏବଂ ଓ୍ବାୟନାଡ ଆସନରେ ସେ ବିଜେତା ହୋଇଛନ୍ତି। ଏବେ କିନ୍ତୁ ତାଙ୍କୁ ଗୋଟିଏ ଆସନ ଛାଡ଼ିବାକୁ ହେବ, ଯେଉଁଥିଲାଗି କିଛିଦିନ ଧରି ଚର୍ଚ୍ଚା ହୋଇ…

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ପାଖ ଘର

ଇମ୍ଫାଲ,୧୬।୬: ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ। ହୁତୁ ହୁତୁ ହୋଇ ଜଳି ଉଠିଲା ରାଜଧାନୀ ଇମ୍ଫାଲରେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂହଙ୍କ ସରକାରୀ ଆବାସ। ପାଖରେ ଥିବା ଏକ ଖାଲି ଘର। ଶନିବାର ସଂଧ୍ୟାରେ ଏପରି ଘଟଣା ଘଟିଛି। ଏଥିରେ…

ଫ୍ରିଜ୍‌ରୁ ମିଳିଥିଲା ଗୋମାଂସ, ୧୧ ଜଣଙ୍କ ଘର ଉପରେ ବୁଲ୍‌ଡୋଜର ଚଢ଼ାଇଲା ପୋଲିସ

ଭୋପାଳ,୧୬।୬: ମଧ୍ୟପ୍ରଦେଶର ମଣ୍ଡଳାରେ ୧୧ଜଣଙ୍କ ଘରେ ଥିବା ଫ୍ରିଜ୍‌ରୁ ଗୋମାଂସ ମିଳିଥିଲା। ପ୍ରଶାସନ ପକ୍ଷରୁ ଉକ୍ତ ଘରଗୁଡ଼ିକୁ ବୁଲଡୋଜର ଚଳାଇ ଭାଙ୍ଗି ଦିଆଯାଇଛି। ଏପରିକି ପୋଲିସ ଘଟଣାସ୍ଥଳରୁ ୧୫୦ ଗାଇଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଜାରି ରଖିଛି। ସୂଚନାନୁଯାୟୀ,…

ଆତଙ୍କବାଦୀ ଆକ୍ରମଣ ମଧ୍ୟରେ ଆଜି ଜମ୍ମୁ କଶ୍ମୀର ଗସ୍ତ କରିବେ ଅମିତ ଶାହା

ଜମ୍ମୁ କଶ୍ମୀର,୧୬।୬: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ନିକଟରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ରବିବାର ଜମ୍ମୁକଶ୍ମୀର ଗସ୍ତ କରିବେ। ସେଠାରେ ସେ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବା ସହ ଆତଙ୍କବାଦ ବିରୋଧୀ ଅଭିଯାନକୁ ଜୋରଦାର କରିବା ଲାଗି…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ମାମଲା: ୧୮ ଗିରଫ

ପାଟନା,୧୫ା୬: ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି)-ୟୁଜି ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ସହ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଥିଲେ ହେଁ କେନ୍ଦ୍ର ସରକାର ଏହାକୁ ଖଣ୍ଡନ କରି ଆସୁଥିଲେ। ତେବେ ପ୍ରଶ୍ନପତ୍ର ଲିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?