ଏହି ଦିନ ଚାଷୀଙ୍କ ଖାତାକୁ ଯିବ ୧୭ ତମ କିସ୍ତି, ଡେଟ କନଫର୍ମ
ନୂଆଦିଲ୍ଲୀ,୧୩।୬: ସମଗ୍ର ଦେଶରେ କୃଷକମାନଙ୍କ ପାଇଁ ଏକ ବଡ଼ ଖବର ଆସିଛି। ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୧୭ ତମ କିସ୍ତି ପାଇଁ ସେମାନଙ୍କର ଅପେକ୍ଷା ଶେଷ ହେବାକୁ ଯାଉଛି। କେନ୍ଦ୍ରରେ ଏନଡିଏ ସରକାର ଗଠନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ବାରୁଦ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୫ ଜଣଙ୍କର ମୃତ୍ୟୁ
ନୂଆଦିଲ୍ଲୀ, ୧୩।୬: ନାଗପୁର ସହରର ଏକ ବିସ୍ଫୋରକ ପଦାର୍ଥ ଉତ୍ପାଦନ କାରଖାନାରେ ହଠାତ୍ ବିସ୍ଫୋରଣ ହୋଇଛିା। ବିସ୍ଫୋରଣ ସମୟରେ ଅନେକ ଶ୍ରମିକ କାରଖାନା ଭିତରେ କାମ କରୁଥିଲେ। ପ୍ରାଥମିକ ସୂଚନା ଅନୁସାରେ, କାରଖାନାରେ କାର୍ଯ୍ୟ କରୁଥିବା ଅତି କମରେ ୪ରୁ ୫…
ତୃତୀୟଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପେମା ଖାଣ୍ଡୁ
ନୂଆଦିଲ୍ଲୀ, ୧୩।୬: ଅରୁଣାଚଳ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପୁଣିଥରେ ବାଜିମାତ୍ କରି ସରକାର ଗଠନ କରିଛି । ଲଗାତାର ତୃତୀୟଥର ପାଇଁ ସରକାର ଗଠନ କରିଛି ଦଳ । ଏଥିସହିତ ତୃତୀୟଥର ପାଇଁ ମଧ୍ୟ ପେମା ଖାଣ୍ଡୁ ମୁଖ୍ୟମନ୍ତ୍ରୀ ଭାବେ…
ରାଜଧାନୀରେ ଜଳ ସଙ୍କଟ ମାମଲା, ସୁପ୍ରିମ୍କୋର୍ଟ କହିଲେ…
ନୂଆଦିଲ୍ଲୀ, ୧୩।୬: ଦିଲ୍ଲୀରେ ଜଳ ସଙ୍କଟ ସମ୍ପର୍କିତ ସରକାରଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କହିଛନ୍ତି ଯେ ରାଜ୍ୟମାନଙ୍କ ମଧ୍ୟରେ ଯମୁନା ନଦୀ ଜଳ ବଣ୍ଟନ ସହ ଜଡିତ ମାମଲା ଏକ ଜଟିଳ ତଥା ସମ୍ବେଦନଶୀଳ ପ୍ରସଙ୍ଗ। ସୁପ୍ରିମକୋର୍ଟଙ୍କ ପାଖରେ ଏହାର ବଣ୍ଟନ…
ଶିକ୍ଷାମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗୁରୁବାର ସେ ମନ୍ତ୍ରଣାଳୟକୁ ଯାଇ ବିଧିବଦ୍ଧ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିରେ ତାଙ୍କୁ ପୁନର୍ବାର ଏହି ଗୁରୁ ଦାୟିତ୍ୱ ଦିଆଯାଇଛି। ପ୍ରଥମ…
ରାଜ୍ୟ ସଭାରେ ବିଗିଡ଼ିବ ଇଣ୍ଡିଆ ମେଣ୍ଟ, ଏତିକି ସିଟ୍ ନେଇଯିବ ଏନ୍ଡିଏ
ନୂଆଦିଲ୍ଲୀ,୧୩ା୬: ଲୋକ ସଭା ନିର୍ବାଚନ ସମାପ୍ତ ହୋଇଛି। ବର୍ତ୍ତମାନ ହେଉଛି ରାଜ୍ୟ ସଭା ଉପ-ନିର୍ବାଚନର ପର୍ଯ୍ୟାୟ। ୧୦ଟି ଖାଲି ସିଟ୍ ପାଇଁ ରାଜ୍ୟ ସଭା ସଚିବାଳୟ ଦ୍ୱାରା ଉପ-ନିର୍ବାଚନ ଘୋଷଣା କରାଯାଇଛି। ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରାଯାଇଛି ଯେ,…
୩ ଘଣ୍ଟା ଧରି ସଲମାନଙ୍କ ବୟାନ ରେକର୍ଡ କଲା ପୋଲିସ
ମୁମ୍ବାଇ: ବଲିଉଡ୍ର ଦବଙ୍ଗ ଖାନ୍ ସଲମାନ ଖାନଙ୍କ ମୁମ୍ବାଇ ଘର ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ ୨ ମାସ ତଳେ କିଛି ଦୁର୍ବୃତ୍ତ ଗୁଳି ଚଳାଇଥିଲେ। ଅଭିଯୁକ୍ତ ସେମାନଙ୍କ ଉଦ୍ଦେଶ୍ୟରେ ସଫଳ ହୋଇପାରି ନ ଥିଲେ ଏବଂ ସଙ୍ଗେ ସଙ୍ଗେ ସେଠାରୁ ପଳାଇ…
୧୨ ରାଜ୍ୟକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ନୂଆଦିଲ୍ଲୀ,୧୩ା୬: ରାଜଧାନୀ ଦିଲ୍ଲୀ ସମେତ ଦେଶର ଅନେକ ରାଜ୍ୟର ଲୋକମାନେ ପ୍ରବଳ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି। ଜୁନ୍ ୧୬ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ, ହରିୟାଣା, ପଞ୍ଜାବ, ଦିଲ୍ଲୀ ଏବଂ ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ପ୍ରବଳ ଖରା ହେବା ସହ ଆଉ କିଛି…
ଆଇସ୍କ୍ରିମ୍ରୁ ବାହାରିଲା ମଣିଷର କଟା ଆଙ୍ଗୁଳି
ମୁମ୍ବାଇ,୧୩ା୬: ମୁମ୍ବାଇର ମଲାଡ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା କହିଛନ୍ତି, ସେ ଏକ ଆଇସ୍କ୍ରିମ୍ ଭିତରୁ ମଣିଷର କଟା ଆଙ୍ଗୁଳି ପାଇଛନ୍ତି। ମହିଳା ଜଣକ ଏହାର ଫଟୋ ସୋସିଆଲ ମିଡିଆରେ ଶେୟାର କରି ପୋଲିସ ନିକଟରେ…
ସୁପ୍ରିମ୍କୋର୍ଟଙ୍କ ବଡ଼ ନିଷ୍ପତ୍ତି, ଏହି ତାରିଖରେ ପୁନର୍ବାର ପରୀକ୍ଷା !
ନୂଆଦିଲ୍ଲୀ, ୧୩।୬: ନିଟ୍ ୟୁଜି ରେଜଲ୍ଟ ମାମଲାକୁ ନେଇ ସୁପ୍ରିମ୍କୋର୍ଟରେ ଦାଏର ହୋଇଥିବା ୩ ଯାଚିକାର ଶୁଣାଣି ହୋଇଛି । ସୁପ୍ରିମ୍କୋର୍ଟ ଏନେଇ କହିଛନ୍ତି ଯେ, ୨୩ ଜୁନ୍ରେ ପୁନର୍ବାର ପରୀକ୍ଷା କରାଯିବ ଏବଂ ୩୦ ଜୁନ୍କୁ ଏହାର ଫଳ ପ୍ରକାଶ…
ଇଟାଲୀ ଗସ୍ତରେ ପ୍ରଧାନମନ୍ତ୍ରୀ, ଏହି ସମ୍ମିଳନୀରେ ଯୋଗ ଦେବେ
ନୂଆଦିଲ୍ଲୀ, ୧୩।୬: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ଲୋକସଭା ର୍ନିବାଚନରେ ଜିତି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇ ଇତିହାସ ସୃଷ୍ଟି କରିଛନ୍ତି। ଏଥି ସହିତ, ପିଏମ ମୋଦୀ ୨୦୨୪ ଲୋକସଭା ର୍ନିବାଚନରେ ଜିତିବା ପରେ ତାଙ୍କର ପ୍ରଥମ…
ମୋଦି ୩.୦: ୩୯% ମନ୍ତ୍ରୀଙ୍କ ନାଁରେ ମାମଲା, ୨ ମନ୍ତ୍ରୀ ହତ୍ୟା ଅଭିଯୁକ୍ତ
ନୂଆଦିଲ୍ଲୀ, ୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର କ୍ୟାବିନେଟ୍ରେ ୨୮ ଜଣ ମନ୍ତ୍ରୀଙ୍କ ବିରୋଧରେ ଆପରାଧିକ ମାମଲା ରହିଥିବା ଆସୋସିଏଶନ ଫର୍ ଡେମୋକ୍ରାଟିକ ରିଫର୍ମସ୍(ଏଡିଆର୍) ରିପୋର୍ଟରେ ପ୍ରକାଶ ପାଇଛି। ସେମାନଙ୍କ ମଧ୍ୟରୁ ୧୯ ଜଣ ମନ୍ତ୍ରୀଙ୍କ ବିରୋଧରେ ହତ୍ୟା ଉଦ୍ୟମ,…

