ଜାତୀୟ

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସରକାର କହିଛନ୍ତି ଯେ ଭାରତୀୟ ରପ୍ତାନିକାରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ‘ପ୍ରୟୋଜନୀୟ ନିଷ୍ପତ୍ତି’ ନେବାର…

ମାଓବାଦୀଙ୍କ ମେରୁଦଣ୍ଡ ଭାଙ୍ଗି ଦେଇଥିଲା ବିମୁଦ୍ରୀକରଣ, ଏବେ ପର୍ଯ୍ୟନ୍ତ ବି ଅଣ୍ଟା ସଳଖି ପାରୁ ନାହାଁନ୍ତି

ନୂଆଦିଲ୍ଲୀ,୧୪।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୬ରେ ବିମୁଦ୍ରୀକରଣ କାର୍ଯ୍ୟକାରୀ କରିବା ସମୟରେ, ମାଓବାଦୀମାନେ ଏକ ବଡ଼ ଆଘାତ ପାଇଥିଲେ। ବିମୁଦ୍ରୀକରଣ ସେମାନଙ୍କ ଅର୍ଥନୀତିକୁ ଏକ ବଡ଼ ଆଘାତ ଦେଇଥିଲା। ଆତ୍ମସମର୍ପଣ କରିଥିବା ମାଓବାଦୀମାନେ ପୋଲିସ ପଚରାଉଚରା ସମୟରେ ସେମାନଙ୍କର ଆର୍ଥିକ ନେଟୱାର୍କର…

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକ…

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଲାଗି ଜରୁରୀ ପଦକ୍ଷେପ ସ୍ବରୂପ ଦିଲ୍ଲୀ କର୍ତ୍ତୃପକ୍ଷ ଗ୍ରେଡେଡ୍‌ ଆକ୍ସନ ରେସ୍ପନ୍ନ ପ୍ଲାନ୍‌ (ଜିଆର୍‌ଏପି)ର…

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ ଆର୍ଥତ୍କ ଜୀବନରେଖା ସଙ୍କୁଚିତ ହୋଇଯାଇଛି। ସହରୀ ମାଓବାଦୀଙ୍କ ସୂଚନା ନେଟ୍‌ଓ୍ବର୍କ ଉପରେ ନିୟନ୍ତ୍ରଣକୁ କଡ଼ାକରି…

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ ଘର ତେଜପୁରର ପଟିଆ ଅଞ୍ଚଳରେ। ଦୀର୍ଘଦିନ ଧରି ତାଙ୍କ ଉପରେ ନଜର ରଖିବା ଓ…

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି ହୋଇଥିବା ସୋସିଆଲ ମିଡିଆରେ ରିକି ପୋଷ୍ଟ କରିଛନ୍ତି। ଏକ ଅନ୍‌ଲାଇନ୍‌ ଫୁଡ୍‌ ଡେଲିଭରି ସଂସ୍ଥାର…

ଓଲଟିଗଲା ବାଜି, ୪୦ ବର୍ଷ ପୁରୁଣା ବାମ ଗଡ଼କୁ ଭାଙ୍ଗିଲା ଭାଜପା

ତିରୁଭାନନ୍ତପୁରମ,୧୩।୧୨: କେରଳର ନଗର ନିଗମ ନିର୍ବାଚନରେ ତିରୁଭାନନ୍ତପୁରମ ନଗର ନିଗମରେ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ଐତିହାସିକ ବିଜୟ ହାସଲ କରିଛି। ଚାରି ଦଶନ୍ଧି ଧରି ବାମ ଗଣତାନ୍ତ୍ରିକ ମୋର୍ଚ୍ଚା (ଏଲଡିଏଫ)ର ଗଡ଼ ଥିବା ତିରୁଭାନନ୍ତପୁରମରେ ଭାଜପା ଗେରୁଆ ପତାକା…

ମେସିଙ୍କ କୋଲକାତା ଇଭେଣ୍ଟ, ଅଡୁଆରେ ପଡ଼ିଲେ ଅର୍ଗାନାଇଜର, ଗଠନ ହେଲା ତଦନ୍ତ କମିଟି

କୋଲକାତା,୧୩।୧୨: କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ କନସର୍ଟରେ ଘଟିଥିବା ବିଶାଳ ବିଶୃଙ୍ଖଳା ସମ୍ପର୍କରେ ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାର କହିଛନ୍ତି ଯେ କାର୍ଯ୍ୟକ୍ରମର ମୁଖ୍ୟ ଆୟୋଜକ ସତଦ୍ରୁ ଦତ୍ତଙ୍କୁ ପୋଲିସ ଅଟକ ରଖିଛି। ସଲ୍ଟ ଲେକ ଷ୍ଟାଡିୟମର ପରିସ୍ଥିତି…

କାହିଁକି ଷ୍ଟାଡ଼ିୟମରେ ହେଲା ହଙ୍ଗାମା, କାହିଁକି ରାଗିଲେ ମେସିଙ୍କୁ ଦେଖିବାକୁ ଆସିଥିବା ଦର୍ଶକେ, ସରକାର ନେଲେ କି…

କୋଲକାତା,୧୩।୧୨: ଶନିବାର ସକାଳେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ଦେଖିବା ପାଇଁ କୋଲକାତାର ସଲ୍ଟ ଲେକ ଷ୍ଟାଡିୟମରେ ପ୍ରଶଂସକମାନେ ଏକାଠି ହୋଇଥିଲେ। GOAT ଇଣ୍ଡିଆ ଟୁରର ପ୍ରଥମ ପର୍ଯ୍ୟାୟରେ, ଭିଡ଼ ଏଷତ ପରିମାଣରେ ବଢି ଯାଇଥିଲା ଯେ ଲୋକେ ଖୁବ…

ମେସିଙ୍କୁ ଦେଖିବା ପାଇଁ ହଙ୍ଗାମା: କ୍ଷମା ମାଗିଲେ ମମତା

କୋଲକାତା,୧୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ନେଇ କୋଲକାତାରେ ବିଶୃଙ୍ଖଳା ସୃଷ୍ଟି ହୋଇଛି। ମେସି ସଲ୍ଟ ଲେକ ଷ୍ଟାଡିୟମରେ ପହଞ୍ଚିବା ପରେ ଅଧିକ ମୂଲ୍ୟର ଟିକେଟ ଦେବା ସତ୍ତ୍ୱେ, ଦର୍ଶକମାନେ ସେମାନଙ୍କର ପ୍ରିୟ ତାରକାଙ୍କୁ ଦେଖିପାରି ନାହାନ୍ତି। ଫଳରେ ସେଠାରେ…

IS ଟାର୍ଗେଟରେ ଶିବରାଜ, ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୧୩।୧୨: କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମଧ୍ୟପ୍ରଦେଶ ଡିଜିପିଙ୍କୁ ଏକ ଚିଠି ପଠାଇ କହିଛି ଯେ ଶିବରାଜ ସିଂହ ଚୌହାନ ପାକିସ୍ତାନର ଗୁଇନ୍ଦା ସଂସ୍ଥା ଆଇଏସଆଇର ଟାର୍ଗେଟରେ ଅଛନ୍ତି। ଆଇଏସଆଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri