ଜାତୀୟ

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ ସାମ୍ନାକୁ ଆସିଛି। ସରକାରୀ ସୂତ୍ରରୁ କୁହାଯାଇଛି ଯେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ସମ୍ପୂର୍ଣ୍ଣ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ ଜିତେନ୍ଦ୍ର ସିଂହ ୱାଙ୍ଗଚୁକଙ୍କୁ ଭେଟି ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ପାଇଁ ମେଦାନ୍ତ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ସମେତ ଅନେକ ପ୍ରମୁଖ ବିରୋଧୀ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟାକ୍ଷ କରିଛନ୍ତି। ସେ କଂଗ୍ରେସ ନେତାଙ୍କୁ ଛାତ୍ରୀଛାତ୍ରମାନଙ୍କୁ ରାଜନୈତିକ ଅସ୍ତ୍ର ଭାବରେ ବ୍ୟବହାର…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେବାରେଲାଗିଛି। ଭିଡିଓରେ…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପ୍ରଦର୍ଶନକାରୀଙ୍କ ପାଇଁ ପୋଲିସ ଲାଠିଚାର୍ଜ କରିବା ସହ ଲୁହବୁହା ଗ୍ୟାସ୍ ପ୍ରୟୋଗ କରିଥିବା…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସିଧାସଳଖ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିଛନ୍ତି। କେନ୍ଦ୍ର…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ ଏବଂ ଅନ୍ୟାନ୍ୟ ଅନେକ ନେତାଙ୍କୁ ପୋଲିସ ଅଟକ (detain) ରଖିଛି। ପୋଲିସ ସମସ୍ତ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ ଜନତା ପାର୍ଟି (CJP) ଆଜି ରାତି ୮ଟାରେ ଦିଲ୍ଲୀ ପୋଲିସ ମୁଖ୍ୟାଳୟ (Police…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା ଆରମ୍ଭ କରାଯାଇଥିଲା। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ପ୍ରବେଶ କରିଛନ୍ତି।…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP ନିଜର ସୋସିଆଲ ମିଡିଆ ଆକାଉଣ୍ଟ ଜରିଆରେ ଶେୟାର ମଧ୍ୟ କରିଛି। ସିଜେପିର ଅଧିକାରୀକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?