ଆମ ପିଲା ବହୁତ ଆଡ୍ଭାନ୍ସ: ଜନ୍ମ ହେବା ମାତ୍ରେ କୁହନ୍ତି AI
ନୂଆଦିଲ୍ଲୀ,୨୯ା୩: ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହା ବ୍ୟତୀତ ଏହି ଆଲୋଚନା ମଧ୍ୟରେ ଏଆଇ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ସମ୍ବନ୍ଧରେ ଏକ ପ୍ରମୁଖ ଆଲୋଚନା…
ବାପାଙ୍କ ମୃତ୍ୟୁଖବର ଶୁଣି ଚେୟାରରୁ ଗଳି ପଡିଲେ ପୁଅ
ଲକ୍ଷ୍ନୌ,୨୯।୩: ଉତ୍ତରପ୍ରଦେଶର ପ୍ରଖ୍ୟାତ ମାଫିଆ ମୁଖତାର ହୃଦ୍ଘାତରେ ମୃତ୍ୟୁବରଣ କରିଛନ୍ତି। ଜେଲ୍ରେ ଥିବାବେଳେ ତାଙ୍କର ହୃଦ୍ଘାତ ହୋଇଥିଲା। ତାଙ୍କର ଜଣେ ପୁଅ ଅବ୍ବାସ ବର୍ତ୍ତମାନ କସଗଞ୍ଜ ଜେଲରେ ଦଣ୍ଡ ଭୋଗୁଥିବାବେଳେ ସାନପୁଅ ଓମାର ଅବ୍ବାସ ଦୁଇ ଦିନ ପୂର୍ବେ ମେଡିକାଲ କଲେଜକୁ…
ବିହାରରେ ଛିଣ୍ଡିଲା ଆସନ ଭାଗବଣ୍ଟା, ଏତିକି ଆସନରେ ନିର୍ବାଚନ ଲଢିବେ ଆରଜେଡି, କଂଗ୍ରେସ, ଏଭଳି ରହିଛି ଫମୁର୍ଲା…
ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ବିହାରରେ କଂଗ୍ରେସ ଏବଂ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ମଧ୍ୟରେ ଆସନ ଭାଗବଣ୍ଟା ଉପରେ ସମାଧାନ ହୋଇଯାଇଛି। ଆଜି ଏହାର ସରକାରୀ ଘୋଷଣା କରାଯାଇପାରେ। ଆଜି ଅପରାହ୍ନରେ ଆରଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା…
ଜଣେ ଅପରାଧୀଙ୍କ ମୃତ୍ୟୁକୁ ନେଇ ଲୁହ ଝରାଇବା ଠିକ୍ ନୁହେଁ
ଲକ୍ଷ୍ନୌ,୨୯।୩: ପ୍ରଖ୍ୟାତ ମାଫିଆ-ରାଜନେତା ମୁଖତାର୍ ଅନସାରୀ ହୃଦଘାତରେ ଜେଲ୍ରେ ମୃତ୍ୟୁ ଘଟିଛି। ଅନସାରୀଙ୍କ ମୃତ୍ୟୁକୁ ନେଇ ଭାଜପା ନେତା ସଂଗୀତ ସୋମଙ୍କ ବଡ ବିବୃତ୍ତି ପ୍ରକାଶ ପାଇଛି। ଜଣେ ବଡ ଅପରାଧୀଙ୍କ ମୃତ୍ୟୁକୁ ନେଇ କାନ୍ଦିବା ଠିକ ନୁହେଁ ବୋଲି ସେ…
ଜମ୍ମୁ-ଶ୍ରୀନଗର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ୧୦ ମୃତ
ଶ୍ରୀନଗର,୨୯।୩: ଶୁକ୍ରବାର ଜମ୍ମୁ-କଶ୍ମୀରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରାମବନ ନିକଟ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଏକ କ୍ୟାବ ଖାଲରେ ଖସିପଡିଛି। ଯେଉଁଥିରେ ୧୦ଜଣଙ୍କର ମୃତ୍ୟୁ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଯାତ୍ରୀଙ୍କୁ ନେଇ କ୍ୟାବ ଜମ୍ମୁରୁ ଶ୍ରୀନଗର…
ମୋଦି-ବିଲ୍ ଗେଟ୍ସ ଆଲୋଚନା: ସବୁ ଗାଁରେ ପହଞ୍ଚିବ ଡିଜିଟାଲ୍ ସେବା
ନୂଆଦିଲ୍ଲୀ,୨୯ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସଙ୍କ ମଧ୍ୟରେ ଏକ ବଡ଼ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ବିଲ୍ ଗେଟ୍ସଙ୍କୁ କହିଛନ୍ତି, ସବୁ ଗାଁ ଗାଁକୁ ଡିଜିଟାଲ ସେବା ପହଞ୍ଚିବ। ଏଆଇଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ଏବଂ…
ମନରେଗା ମଜୁରି ବୃଦ୍ଧି: ଓଡ଼ିଶା ଶ୍ରମିକଙ୍କ ଏତିକି ଟଙ୍କା ମଜୁରି ବଢିଲା
ନୂଆଦିଲ୍ଲୀ,୨୯ା୩(ପି.ଟି.):ବିଭିନ୍ନ ରାଜ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ମଜୁରିକୁ ୪ରୁ ୧୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହି ଯୋଜନାରେ ଓଡ଼ିଶାରେ ଅଣକୁଶଳୀ ଶ୍ରମିକମାନଙ୍କ ମଜୁରି ୨୩୭ ଟଙ୍କାରୁ ୨୫୪ ଟଙ୍କାକୁ ବଢ଼ିଛି, ଅର୍ଥାତ୍ ୭.୨ ପ୍ରତିଶତ…
ବୁଥ୍ରେ ଭୋଟ ଦେବାକୁ ଅଫିସର ଭୋଟରଙ୍କୁ ବାଧ୍ୟ କରିପାରିବେ ନାହିଁ
କୋଲକାତା,୨୯।୩: ପ୍ରତ୍ୟେକ ଯୋଗ୍ୟ ଭୋଟର ଯେପରି ସେମାନଙ୍କ ମତଦାନ ଅଧିକାର ସାବ୍ୟସ୍ତ କରିବେ, ସେଥିପାଇଁ ନିର୍ବାଚନ କମିଶନ ଏଥର ସମସ୍ତ ଉଦ୍ୟମ ଜାରି ରଖିଛନ୍ତି। ଭୋଟରମାନଙ୍କୁ ଏଥିପାଇଁ ସଚେତନ କରାଯାଉଛି। ବୁଥ୍ରେ ପ୍ରିଜାଇଡିଂ ଅଫିସରଙ୍କ ଆଗରେ ନିଜ ପରିଚୟ ପଞ୍ଜୀକୃତ କରିବା…
୯୬% ଭାରତୀୟ କମ୍ପାନୀ ସାଇବର ଆକ୍ରମଣ ମୁକାବିଲା ପାଇଁ ଅକ୍ଷମ
ନୂଆଦିଲ୍ଲୀ, ୨୯।୩:ଭାରତରେ ସାଇବର ଆକ୍ରମଣଜନିତ ମାମଲା ଦ୍ରୁତ ଗତିରେ ବଢ଼ିଚାଲିଛି। ଏଭଳି ଆକ୍ରମଣର ମୁକାବିଲା ପାଇଁ ମାତ୍ର ୪ ପ୍ରତିଶତ ଭାରତୀୟ କମ୍ପାନୀ ସକ୍ଷମ। ଅର୍ଥାତ୍ ଅବଶିଷ୍ଟ ୯୬ ପ୍ରତିଶତ କମ୍ପାନୀ ସାଇବର ଆଟାକ୍କୁ ପ୍ରତିହତ କରିବାକୁ ସମର୍ଥ ନୁହନ୍ତି। ସିସ୍କୋର…
ବିପଦରେ ନ୍ୟାୟପାଳିକା
ନୂଆଦିଲ୍ଲୀ,୨୯ା୩(ପି.ଟି.):ଏକ ନ୍ୟସ୍ତସ୍ବାର୍ଥ ଗୋଷ୍ଠୀ ତୁଚ୍ଛ ବିତର୍କ ଏବଂ ମନ୍ଦ ରାଜନୈତିକ କାର୍ଯ୍ୟସୂଚୀ ଆଧାରରେ ନ୍ୟାୟପାଳିକା ଉପରେ ଚାପ ପକାଇବା ସହ ଅଦାଲତକୁ ବଦନାମ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ବରିଷ୍ଠ ଆଇନଜୀବୀ ହରିଶ ସାଲ୍ଭେ ଏବଂ ଭାରତର ବାର୍ କାଉନ୍ସିଲ…
ଭାରତରେ ନିଯୁକ୍ତିର ଉତ୍କଟ ସ୍ଥିତି, ବେରୋଜଗାରିର ୮୩% ଯୁବବର୍ଗ
ନୂଆଦିଲ୍ଲୀ,୨୯।୩: ଭାରତରେ ନିଯୁକ୍ତି ସ୍ଥିତି ଅତ୍ୟନ୍ତ ଉତ୍କଟ ବୋଲି ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲ୍ଓ) ଏବଂ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ହ୍ୟୁମାନ୍ ଡେଭେଲପ୍ମେଣ୍ଟ (ଆଇଏଚ୍ଡି)ର ଏକ ରିପୋର୍ଟରୁ ଜଣାପଡ଼ିଛି। ଉକ୍ତ ସଂଗଠନର ଇଣ୍ଡିଆ ଅନ୍ଏମ୍ପ୍ଲଏମେଣ୍ଟ ରିପୋର୍ଟ, ୨୦୨୪ ଅନୁଯାୟୀ ଦେଶର ବେରୋଜଗାରି ଶ୍ରମଶକ୍ତିର…
ମୁଖତାରଙ୍କ ୧୨ଶହ କୋଟି ଟଙ୍କାର ସମ୍ପତ୍ତି
ଲକ୍ଷ୍ନୌ,୨୮।୩: ମୁଖତାର ଅନସାରୀଙ୍କ ନାମ କିଏ ବା ନ ଶୁଣିଛି। ଯଦି ଆମେ ପୂର୍ବାଞ୍ଚଳ ବିଷୟରେ କଥା ହେବା, ସେଠାରେ ଥିବା ସମସ୍ତେ ନିଶ୍ଚୟ ତାଙ୍କ ନାମ ଶୁଣିଥିବେ। ଗାଜିପୁରରେ ଜନ୍ମଗ୍ରହଣ କରିଥିବା ମୁଖତାର୍ ଅନସାରୀଙ୍କ ପରିବାର ଏକ ପ୍ରତିଷ୍ଠିତ ରାଜନୈତିକ…
Archives


