ଇତିହାସ ରଚିବେ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ,୯।୬: ଆଜି ଦେଶରେ ଏକ ନୂତନ ସରକାର ଗଠନ ହେବାକୁ ଯାଉଛି। ବାରାଣସୀରୁ ନିର୍ବାଚିତ ଏମ୍ପି ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ମୋଦଙ୍କ କ୍ରମାଗତ ତୃତୀୟ କାର୍ଯ୍ୟକାଳ ମଧ୍ୟ ଏକ ରେକର୍ଡ…
ଚା’ ଖଟିରେ ସମ୍ଭାବ୍ୟ ମନ୍ତ୍ରୀଙ୍କୁ ୧୦୦ ଦିନିଆ ରୋଡ୍ମ୍ୟାପ୍ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ ମୋଦି
ନୂଆଦିଲ୍ଲୀ,୯।୬: ମୋଦି ସରକାର ଶପଥ ନେବାକୁ ପ୍ରସ୍ତୁତ ଅଛନ୍ତି। ଆଜି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନ ପ୍ରାଙ୍ଗଣରେ ତୃତୀୟ ଥର ପାଇଁ ମୋଦିଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।…
ଶପଥ ନେବା ପୂର୍ବରୁ ମୋଦିଙ୍କୁ ରାହୁଲଙ୍କ ଟାର୍ଗେଟ୍, କହିଲେ…
ନୂଆଦିଲ୍ଲୀ, ୯ା୬: NEET ଫଳାଫଳକୁ ନେଇ ବିବାଦ ବନ୍ଦ ହେଉନାହିଁ । ଛାତ୍ରୀଛାତ୍ରମାନେ ଏହାକୁ ନେଇ ରାସ୍ତାକୁ ଓହ୍ଲାଇ ଥିବା ବେଳେ ରେଜଲ୍ଟରେ ଘୋଟାଲା ହୋଇଥିବା ଅଭିଯୋଗ କରୁଛନ୍ତି । ଏଥି ସହିତ ରାଜନୈତିକ ଦଳଗୁଡ଼ିକ କେନ୍ଦ୍ର ସରକାରଙ୍କ ଉପରେ ଆରୋପ…
ଗୋଟିଏ ରନ୍ଓ୍ବେରେ ଦୁଇଟି ବିମାନ, ଭିଡିଓ ଦେଖିଲେ…
ମୁମ୍ବାଇ,୯ା୬: ମୁମ୍ବାଇ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣାକୁ ରୋକାଯାଇଛି। ଇଣ୍ଡିଗୋ ଏ-୩୨୦ ଗୋଟିଏ ରନଓ୍ବେରୁ ଅବତରଣ କରୁଥିବାବେଳେ ଏକ ଏୟାର ଇଣ୍ଡିଆ ବିମାନ ସମାନ ରନଓ୍ବେରୁ ଉଡ଼ାଣ କରୁଥିଲା। ଏହି ଘଟଣାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଇଣ୍ଡିଗୋ ବିମାନଟି…
ଆସିଲା ତାଲିକା…ମୋଦି ୩.୦ କ୍ୟାବିନେଟ୍ରେ କେଉଁ ରାଜ୍ୟରୁ କିଏ ହେବେ ମନ୍ତ୍ରୀ, ଦେଖନ୍ତୁ…
ନୂଆଦିଲ୍ଲୀ,୯।୬: ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ଗ୍ରହଣ କରିବା ପୂର୍ବରୁ କେନ୍ଦ୍ର କ୍ୟାବିନେଟ୍କୁ ନେଇ ଚାଲୁଥିବା ଚର୍ଚ୍ଚାରେ ବିରାମ ଲାଗିଛି। ଏଥିରେ ସ୍ଥାନ ପାଇବାକୁ ଥିବା ମନ୍ତ୍ରୀ ତାଲିକାରେ ରାଜନାଥ ସିଂ, ନୀତିନ ଗଡକରୀ, ଅମିତ ଶାହା, ନିର୍ମଳା ସୀତାରମଣଙ୍କୁ…
କିଏ ସେ ରାମ ମୋହନ ନାଇଡୁ? ମୋଦି ସରକାର ୩.୦ରେ ହେବାକୁ ଯାଉଛନ୍ତି ସବୁଠାରୁ କମ୍ ବୟସର କ୍ୟାବିନେଟ୍ ମନ୍ତ୍ରୀ
ନୂଆଦିଲ୍ଲୀ,୯।୬: ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ହେବାକୁ ଯାଉଥିବା ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍ରେ କିଏ କିଏ ସାମିଲ ହେବେ ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଶିବରାଜ ସିଂ ଚୌହ୍ବାନ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ନୀତିନ ଗଡକରୀ, ଲଲନ ସିଂଙ୍କ ପ୍ରମୁଖ କ୍ୟାବିନେଟରେ…
ମନ୍ତ୍ରୀ ହେବା ପାଇଁ ପହଞ୍ଚିଲେ ନେତା, ମୋଦିଙ୍କ ବାସଭବନରେ ଚାଲିଛି ଚା ପାର୍ଟି
ନୂଆଦିଲ୍ଲୀ, ୯ା୬: ନରେନ୍ଦ୍ର ମୋଦି ଆଜି ଲଗାତାର ଦେଶର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ । ସା ୭.୧୫ ମିନିଟ୍ରେ ଏନେଇ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ମୋଦିଙ୍କ ସହିତ ତାଙ୍କର କ୍ୟାବିନେଟ୍ ମନ୍ତ୍ରୀମାନେ…
ଧମେନ୍ଦ୍ରଙ୍କୁ ଆସିଲା ଫୋନ୍ କଲ୍, ମିଳିବ କି ବଡ଼ ମନ୍ତ୍ରୀପଦ
ନୂଆଦିଲ୍ଲୀ,୯।୬: ଆଜିଠୁ ମୋଦିଙ୍କ ତୃତୀୟ ଇନିଂସ। କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ…
ପ୍ରଧାନମନ୍ତ୍ରୀ କାହିଁକି ନିଅନ୍ତି ଶପଥ? ଶପଥ ଭାଙ୍ଗିଲେ ହେବ…
ନୂଆଦିଲ୍ଲୀ,୯।୬: ଜୁନ ୯ରେ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଜବାହରଲାଲ ନେହେରୁଙ୍କ ପରେ ସେ ହେଉଛନ୍ତି ଦ୍ୱିତୀୟ ନେତା ଯିଏ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ…
ମୋଦିଙ୍କ ବାସଭବନରେ ନେତାଙ୍କ ଭିଡ଼
ନୂଆଦିଲ୍ଲୀ,୯ା୬: ମୋଦିଙ୍କ ଦିଲ୍ଲୀ ସରକାରୀ ବାସଭବନରେ ନେତାଙ୍କ ଭିଡ଼ ଲାଗିଛି। ଜଣଙ୍କ ପରେ ଜଣେ ଏନ୍ଡିଏ ଏମ୍ପି ପହଞ୍ଚିବାରେ ଲାଗିଛନ୍ତି। ଏମାନଙ୍କ ମଧ୍ୟରେ ଅମିତ ଶାହା, ଜେପି ନଡ୍ଡା, ଅର୍ଜୁନ ମେଘଓ୍ବାଲ, ଶିବରାଜ ଚୌହାନ ପ୍ରମୁଖ ଅଛନ୍ତି। କୁମାରସ୍ୱାମୀ, ସିନ୍ଦିଆ, ମନୋହର…
ଭାଜପା ଖାତାକୁ ଯିବ ଏସବୁ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୯ା୬: ସଦ୍ୟସମାପ୍ତ ଲୋକ ସଭା ନିର୍ବାଚନରେ ଭାଜପା ଏକାକୀ ୨୪୦ ଆସନ ଜିତିଥିବାବେଳେ ନ୍ୟାଶନାଲ ଡେମୋକ୍ରାଟିକ ଆଲିଆନ୍ସ (ଏନ୍ଡିଏ)କୁ ୨୯୩ ଆସନ ମିଳିଛି। ନୂଆ ଏନ୍ଡିଏ ସରକାରରେ ଭାଜପା ସହ ସହଯୋଗୀ ଦଳଗୁଡ଼ିକୁ ଅଧିକ ମନ୍ତ୍ରୀପଦ ମିଳିବ ବୋଲି କୁହାଯାଉଛି। ଏନେଇ…
ଭାଜପା ଜିତିବା ଖୁସିରେ ଆଙ୍ଗୁଠି କାଟି ମା’ କାଳିଙ୍କ ନିକଟରେ ସମର୍ପଣ କଲେ ଏହି ବ୍ୟକ୍ତି
ରାୟପୁର,୯।୬: ଗତ ସାଧାରଣ ନିର୍ବାଚନ ଫଳାଫଳ ଆସିବା ପରେ ଏନ୍ଡିଏ ମେଣ୍ଟ ପୁଣିଥରେ ସରକାର ଗଢ଼ିବା ସ୍ପଷ୍ଟ ହୋଇଛି। ହେଲେ ଜୁନ ୪ ଭୋଟଗଣତି ହେବା ଦିନ ପ୍ରାରମ୍ଭିକ ଟ୍ରେଣ୍ଡରେ କଂଗ୍ରେସ ଆଗୁଆ ରହିଥିଲା। ଏହାଦେଖି ଛତିଶଗଡ଼ର ଜଣେ ଭାଜପା ସମର୍ଥକ…

