ଜାତୀୟ

ବିପକ୍ଷର କୌଣସି ନେତା ମୋଦିଙ୍କ ସମକକ୍ଷ ହୋଇପାରିବେ ନାହିଁ: ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କଲେ ଆମେରିକୀୟ ବ୍ୟବସାୟୀ

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହେଉଛନ୍ତି ଭାରତର ଏକମାତ୍ର ନେତା ଯିଏ ଭବିଷ୍ୟତ ବିଷୟରେ କହୁଛନ୍ତି। ବିରୋଧୀ ଦଳର କେହି ନାହାଁନ୍ତି ଯିଏ ମୋଦିଙ୍କ ଗତିଶୀଳତା ସହ ସମକକ୍ଷ ହୋଇପାରିବ। ଏକ ସାକ୍ଷାତକାରରେ ଭାରତ-ଆମେରିକୀୟ ବ୍ୟବସାୟୀ ସୁରେଶ ଭି ଶେନୋୟ ଏହା…

ରିପୋର୍ଟରେ ବଡ଼ ଖୁଲାସା, ‘କୋଭାକ୍ସିନ’ ରେ ବି ଦେଖାଯାଉଛି ସାଇଡ ଇଫେକ୍ଟ

ନୂଆଦିଲ୍ଲୀ,୧୬।୫: କରୋନା ମହାମାରୀ ସମୟରେ ଦେଶବାସୀ କୋଭିଶିଲ୍ଡ ଏବଂ କୋଭାକ୍ସିନ ଟିକା ନେଇଛନ୍ତି। କିନ୍ତୁ, ଧୀରେ ଧୀରେ ବର୍ତ୍ତମାନ ଏହି ଦୁଇଟି ଟିକାର ପାର୍ଶ୍ୱ ପ୍ରତିକ୍ରିୟା ସାମ୍ନାକୁ ଆସୁଛି । କିଛିଦିନ ପୂର୍ବରୁ କୋଭିଶିଲ୍ଡକୁ ନେଇ ମଧ୍ୟ ବିବାଦ ମୁଣ୍ଡ ଟେକିଥିଲା।…

”ଟ୍ୟାକ୍ସ ଟଙ୍କାରେ ଦିଆଯାଉଛି ମାଗଣା ରାସନ, ଶ୍ରେୟ ନେବାକୁ ଚେଷ୍ଟା କରୁଛି ଭାଜପା”: ମାୟାବତୀ

ନୂଆଦିଲ୍ଲୀ,୧୬ା୫: ”ସାଧାରଣ ଲୋକଙ୍କ ଟଙ୍କାରେ ଦେଶର ଗରିବ ଲୋକଙ୍କୁ ମାଗଣା ରାସନ ଦିଆଯାଉଛି, କିନ୍ତୁ କେନ୍ଦ୍ରରେ ଭାଜପା ସରକାର ଏହାର ଶ୍ରେୟ ନେବାକୁ ଚେଷ୍ଟା କରୁଛି।” ଗୁରୁବାର ଏଭଳି ସାଙ୍ଘାତିକ ଅଭିଯୋଗ ଲଗାଇଛନ୍ତି ବହୁଜନ ସମାଜ ପାର୍ଟି (ବିଏସପି) ସୁପ୍ରିମୋ ମାୟାବତୀ।…

ଭାରତ ଚନ୍ଦ୍ରରେ ପହଞ୍ଚିଲାଣି, ଆମ ପିଲା ଖାଲରେ ପଡ଼ି ମରୁଛନ୍ତି: ଭାରତକୁ ହୃଦୟ ଖୋଲି ପ୍ରଶଂସା କଲେ ପାକିସ୍ତାନ ସାଂସଦ

ଇସଲାମାବାଦ୍‌,୧୬।୫: ପାକିସ୍ତାନର ସାଂସଦ ସୟଦ ମୁସ୍ତାଫା କମଲ ଭାରତକୁ ହୃଦୟ ଖୋଲି ପ୍ରଶଂସା କରିଛନ୍ତି। ପାକିସ୍ତାନୀ ସାଂସଦ କହିଛନ୍ତି, ଗୋଟିଏ ପଟେ ଖାଲରେ ପଡି ପିଲାମାନେ ମରୁଛନ୍ତି, ଅନ୍ୟ ପଟେ ଭାରତ ଚନ୍ଦ୍ରରେ ପହଞ୍ଚିଛି। ପାକିସ୍ତାନର ରାଜନୈତିକ ଦଳ ମୁତାହିଦା କୌମି…

ସ୍ବାତୀ ମାଲିଓ୍ବାଲଙ୍କୁ ର୍ଦୁବ୍ୟବହାର ମାମଲା: କେଜରିଓ୍ବାଲଙ୍କ ସହ ନଜର ଆସିଲେ ଅଭିଯୁକ୍ତ ବୈଭବ କୁମାର

ନୂଆଦିଲ୍ଲୀ,୧୬।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲଙ୍କୁ କେଜରିଓ୍ବାଲଙ୍କ ବାସଭବନରେ ମାଡ଼ ମରାଯିବା ଘଟଣାରେ ଜାତୀୟ ରାଜନୀତି ଉଠୁଛି ପଡୁଛି। ଏହାକୁ ନେଇ ଏଏପି ଦୋଷ ସ୍ବୀକାର କରିଥିବାବେଳେ ଅଭିଯୁକ୍ତ ତଥା କେଜରିଓ୍ବାଲଙ୍କ ବ୍ୟକ୍ତିଗତ ସହଯୋଗୀ ବୈଭବ…

‘ଇଣ୍ଡିଆ’ କ୍ଷମତାସୀନ ହେଲେ ବାହାରୁ ସମର୍ଥନ ଦେବେ ମମତା

କୋଲ୍‌କାତା,୧୬ା୫:ବିରୋଧୀଙ୍କ ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ) ବ୍ଲକ୍‌ ଲୋକ ସଭା ନିର୍ବାଚନ ପରେ ସରକାର ଗଢ଼ିଲେ ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏଥିରେ ସାମିଲ ହେବ ନାହିଁ। ଇଣ୍ଡିଆ ବ୍ଲକ୍‌କୁ ଟିଏମ୍‌ସି ବାହାରୁ ସମର୍ଥନ ଦେବ ବୋଲି…

ପ୍ରେମ ନିବେଦନକୁ ମନା କରିବାରୁ ଯୁବତୀଙ୍କୁ ହତ୍ୟା, ଶୋଇଥିବାବେଳେ ଛୁରାମାଡ଼ କଲେ ପଡ଼ୋଶୀ

ବେଙ୍ଗାଲୁରୁ, ୧୫।୫: କର୍ନାଟକ ହୁବଳିସ୍ଥିତ ବୀରପୁରା ଗ୍ରାମରେ ଅଞ୍ଜଳି ଆମ୍ବିଗେରା(୨୦) ନାମ୍ନୀ ଜଣେ ଯୁବତୀ ଶୋଇଥିବା ସମୟରେ ତାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। କିଛି ଦିନ ପୂର୍ବେ ସେ ଗିରିଶ ସାଓ୍ବନ୍ତ(୨୩) ନାମକ ଜଣେ ପଡ଼ୋଶୀଙ୍କ ପ୍ରେମ ନିବେଦନକୁ ମନା…

ଭାରତରେ ସବୁଠାରୁ ବେଶି ହିଟ୍‌ଓ୍ବେଭଜନିତ ମୃତ୍ୟୁ, ବିଶ୍ୱରେ ପ୍ରତି ବର୍ଷ ପ୍ରାଣ ହରାଉଛନ୍ତି ୧.୫୩ ଲକ୍ଷ ଲୋକ

କାନ୍‌ବେରା, ୧୫।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱରେ ପ୍ରତି ବର୍ଷ ୧.୫୩ ଲକ୍ଷରୁ ଅଧିକ ବ୍ୟକ୍ତି ପ୍ରାଣ ହରାଉଛନ୍ତି। ସେଥିମଧ୍ୟରୁ ସର୍ବାଧିକ ମୃତ୍ୟୁ ଭାରତରେ ହେଉଥିବା ନେଇ ଅଷ୍ଟ୍ରେଲିଆର ମୋନାଶ ବିଶ୍ୱବିଦ୍ୟାଳୟ୍‌ ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନରୁ ଜଣା ପଡ଼ିଛି।…

ଜେଲ୍‌ରେ ଥାଇ ନିର୍ବାଚନ ଲଢ଼ିବେ ଖଲିସ୍ତାନୀ ସମର୍ଥକ ଅମୃତପାଳ ସିଂ, ନାମାଙ୍କନ ପତ୍ର ସ୍ବୀକାର କଲେ EC

ନୂଆଦିଲ୍ଲୀ,୧୫।୫: ଖଲିସ୍ତାନୀ ସମର୍ଥକ ଅମୃତପାଲ ସିଂ ଲୋକ ସଭା ନିର୍ବାଚନ ଲଢ଼ିବେ। ତାଙ୍କର ନାମାଙ୍କନକୁ ନିର୍ବାଚନ ଆୟୋଗ ଗ୍ରହଣ କରିଛନ୍ତି। ଏବେ ସେ ଜେଲ୍‌ରେ ଥିବା ବେଳେ ସେଠାରୁ ହିଁ ନିର୍ବାଚନ ଲାଗି ପ୍ରସ୍ତୁତି ଚଳାଇଛନ୍ତି। ନିର୍ବାଚନ ଆୟୋଗ ଖଡ୍ଡୁର ସାହିବ…

କେଜ୍‌ରିଓ୍ବାଲଙ୍କୁ ଶାହାଙ୍କ ଜବାବ: ୨୦୨୯ ପରେ ବି ମୋଦି ଆମ ନେତୃତ୍ୱ ନେବେ…

ନୂଆଦିଲ୍ଲୀ,୧୫।୫: ପ୍ରଧାନମନ୍ତ୍ରୀ ମୋଦି ୨୦୨୯ ଯାଏ ପଦରେ ରହିବେ, ୨୦୨୯ ପରେ ମଧ୍ୟ ଭାଜପାର ନେତୃତ୍ୱ ନେବେ। କିଛି ଏଭଳି କହି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦାବିର ଜବାବ ରଖିଛନ୍ତି ଅମିତ ଶାହା। ପ୍ରକାଶ ଯେ, କେଜ୍‌ରିଓ୍ବାଲ ଜାମିନରେ ମୁକୁଳିବା…

ସୁପ୍ରିମକୋର୍ଟରୁ କେଜ୍‌ରିଓ୍ବାଲଙ୍କୁ ରୁଟିନ୍‌ ଜଜ୍‌ମେଣ୍ଟ ନୁହେଁ, ସ୍ପେଶାଲ ଟ୍ରିଟ୍‌ମେଣ୍ଟ ମିଳିଛି: ଶାହା

ନୂଆଦିଲ୍ଲୀ,୧୫।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିବାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବଡ଼ ବୟାନ ଦେଇଛନ୍ତି। ଏଏନ୍‌ଆଇ ସହ ସ୍ବତନ୍ତ୍ର ସାକ୍ଷାତକାରରେ ଶାହା କହିଛନ୍ତି ଯେ ଜାମିନକୁ ନେଇ ସର୍ବୋଚ୍ଚ ଅଦାଲତର ନିଷ୍ପତ୍ତି ଏକ ସାମାନ୍ୟ…

‘ମୋଦି କେବଳ ଭାରତ ପାଇଁ ନୁହନ୍ତି, ବିଶ୍ୱ ପାଇଁ ଜଣେ ଶକ୍ତିଶାଳୀ ନେତା’

ନୂଆଦିଲ୍ଲୀ,୧୫।୫: ପାକିସ୍ତାନ ବଂଶୋଦ୍ଭବ ପ୍ରସିଦ୍ଧ ଆମେରିକୀୟ ବ୍ୟବସାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ମୋଦି ଜଣେ ଶକ୍ତିଶାଳୀ ନେତା। ତାଙ୍କ ନେତୃତ୍ୱରେ ଭାରତ ଶିଖରରେ ପହଞ୍ଚିଛି। ଏଣୁ ସେ ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ହେବେ ବୋଲି ବାଲ୍ଟିମୋର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri