ଜାତୀୟ

କେଜରିଓ୍ବାଲ, ସଞ୍ଜୟ ସିଂଙ୍କ ପାଇଁ ଦେବଦୂତ ସାଜିଲେ କଂଗ୍ରେସର ଏହି ନେତା

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଛି। ସେହିଭଳି ସଞ୍ଜୟ ସିଂଙ୍କୁ ଦିଲ୍ଲୀ ଲିକର୍‌ ପଲିସି ମାମଲାରେ ମଧ୍ୟ ଜାମିନ ମିଳିଛି। ତେବେ ଏହି ଆମ ଆଦମୀ ପାର୍ଟି (ଏଏପି) ନେତାମାନଙ୍କୁ ଜେଲରୁ ବାହାରକୁ ଆଣିବାରେ ଜଣେ…

ହାତ ମିଳାଇବାକୁ ଅଫର ଦେଲେ ମୋଦି, ଜବାବରେ ଶରଦ ପାଓ୍ବାର କହିଲେ…

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଏନସିପି (ଏସପି) ନେତା ଶରଦ ପାୱାର ଦେଇଥିବା ବୟାନକୁ ଟାର୍ଗେଟ କରି ତାଙ୍କୁ ଭାଜପା ସହ ହାତ ମିଳାଇବାକୁ ପ୍ରସ୍ତାବ ଦେଇଥିଲେ। ବର୍ତ୍ତମାନ ଶରଦ ପାୱାର ପ୍ରଧାନମନ୍ତ୍ରୀଙ୍କ ଏହି ଅପମାନର ଜବାବ ଦେଇ କହିଛନ୍ତି…

ଏକଚ୍ଛତ୍ରବାଦ ବିରୋଧରେ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୧୧ା୫(ପି.ଟି.): ସୁପ୍ରିମକୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିବାର କିଛି ଘଣ୍ଟା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତିହାର ଜେଲରୁ ମୁକୁଳିଛନ୍ତି। ସେ ଭଗବାନ ହନୁମାନଙ୍କୁ ଧନ୍ୟବାଦ ଜଣାଇବା ସହ ଏକଚ୍ଛତ୍ରବାଦ ବିରୋଧରେ ଲଢ଼େଇ ପାଇଁ ଜନସାଧାରଣଙ୍କ ସମର୍ଥନ ଲୋଡ଼ିଛନ୍ତି।…

ଭୋଟିଂ ତଥ୍ୟ ୪୮ ଘଣ୍ଟାରେ ପ୍ରକାଶ କରାଯାଉ

ନୂଆଦିଲ୍ଲୀ,୧୧ା୫(ପି.ଟି.): ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ପ୍ରତି ପର୍ଯ୍ୟାୟ ଭୋଟିଂ ଶେଷ ହେବାର ୪୮ ଘଣ୍ଟା ମଧ୍ୟରେ ବୁଥ୍‌ଓ୍ବାରି ମତଦାନ ହାର ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରାଯାଉ। ଏଥିପାଇଁ ଇସିଆଇଙ୍କୁ ନିର୍ଦ୍ଦେଶ…

୨୮ ହଜାର ମୋବାଇଲରେ ୨୦ ଲକ୍ଷ ନମ୍ବର

ନୂଆଦିଲ୍ଲୀ,୧୧ା୫: ସାଇବର ଅପରାଧରେ ବ୍ୟବହୃତ ହେଉଥିବା ୨୮,୨୦୦ ମୋବାଇଲ ଫୋନ୍‌କୁ ବ୍ଲକ୍‌ କରିବା ପାଇଁ କେନ୍ଦ୍ର ସରକାର ଶୁକ୍ରବାର ଟେଲିକମ୍‌ ଅପରେଟରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଫୋନଗୁଡ଼ିକ ସହ ସମ୍ପୃକ୍ତ ଥିବା ୨୦ ଲକ୍ଷ ମୋବାଇଲ୍‌ ସଂଯୋଗକୁ ପୁନଃ ଯାଞ୍ଚ କରିବାକୁ…

ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି। ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ ମିଳୁଛି।…

କେଜରିଓ୍ବାଲଙ୍କୁ ଜାମିନ ମିଳିବା ନେଇ ଶାହାଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ମିଳିଛି ଜାମିନ। ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ କେଜରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ଆନ୍ତରୀଣ ଜାମିନ ମିଳିଛି। ତେବେ ଏହାକୁ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଶାହା କହିଛନ୍ତି, ଦିଲ୍ଲୀ ମୁଖ୍ୟମନ୍ତ୍ରୀ…

ଜେଲ୍‌ରୁ ବାହାରିବା ପରେ କେଜରିଓ୍ବାଲଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ ଦିଲ୍ଲୀ ସିଏମ ଅରବିନ୍ଦ କେଜରିୱାଲଙ୍କୁ ଶେଷରେ ଜାମିନ ମିଳିଛି। ତାଙ୍କୁ ଜୁନ ୨ ପର୍ଯ୍ୟନ୍ତ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ଜେଲରୁ ବାହାରିବା ପରେ କେଜରିଓ୍ବାଲଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ…

ବ୍ରିଜଭୂଷଣ ସିଂହଙ୍କୁ ଝଟ୍‌କା, ଚାର୍ଜଫ୍ରେମ କଲେ କୋର୍ଟ

ନୂଆଦିଲ୍ଲୀ,୧୦।୫: ବଢିଲା ବିଜେପି ଭାଜପା ଏମପି ତଥା କୁସ୍ତି ମହାସଂଘର ପୂର୍ବତନ ସଭାପତି ବ୍ରିଜଭୂଷଣ ଶରଣ ସିଂହଙ୍କ ଅଡୁଆ। ଶୁକ୍ରବାର ଯୌନ ନିର୍ଯାତନା ମାମଲାରେ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ତାଙ୍କ ବିରୋଧରେ ଚାର୍ଜଫ୍ରେମ କରିଛନ୍ତି। ତାଙ୍କ ବିରୋଧରେ ୬ ଜଣ…

ପ୍ରଧାନମନ୍ତ୍ରୀଙ୍କୁ ଜିତାଇବା ଲାଗି ମୋଦି-ଯୋଗୀଙ୍କ ନାମର ମେହେନ୍ଦୀ ଲଗାଇଲେ ମୁସଲମାନ ମହିଳା, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୫: ଲୋକ ସଭା ନିର୍ବାଚନ ୨୦୨୪ର ୩ ପର୍ଯ୍ୟାୟ ଶେଷ ହୋଇଛି। ଏସବୁ ମଧ୍ୟରେ ଚତୁର୍ଥ ପର୍ଯ୍ୟାୟକୁ ନେଇ ଦଳଗୁଡ଼ିକ ପକ୍ଷରୁ ଜୋରଦାର ନିର୍ବାଚନୀ ପ୍ରଚାର ଚାଲିଛି। ଏମିତିରେ ଉତ୍ତରପ୍ରଦେଶର ପ୍ରୟାଗରାଜରେ ମୁସଲମାନ ମହିଳାମାନେ ପିଏମ୍‌ ମୋଦିଙ୍କ ନାମର ମେହେନ୍ଦୀ ନିଜ…

ଛତିଶଗଡରେ ବଡ଼ ଏନକାଉଣ୍ଟର, ୮ ମାଓବାଦୀ ନିହତ

ବିଜାପୁର,୧୦।୫: ଛତିଶଗଡ ବିଜାପୁରରେ ବଡ଼ ଏନକାଉଣ୍ଟର । ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି ୮ ମାଓବାଦୀ । ଦାର୍ଘ ୧୧ଘଣ୍ଟା ଧରି ଏହି ଏନକାଉଣ୍ଟର ଚାଲିଥିଲା । ଯେଉଁଥିରେ ବିଜାପୁର ପୋଲିସ ଏବଂ ସିଆରପିଏଫ କୋବ୍ରା ଯବାନଙ୍କୁ ବଡ଼ ସଫଳତା ମିଳିଛି।…

ସଚିବାଳୟ, ମୁଖ୍ୟମନ୍ତ୍ରୀଙ୍କ ଅଫିସ ଯାଇପାରିବେନି କେଜରିଓ୍ବାଲ, ରହିଛି ଅନେକ ସର୍ତ୍ତ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବା ସହିତ ସୁପ୍ରିମକୋର୍ଟ ଅନେକ କଡା ସର୍ତ୍ତ ରଖିଛନ୍ତି। କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ ଆଦେଶରେ ସୁପ୍ରିମକୋର୍ଟ ସ୍ପଷ୍ଟ ଭାବେ କହିଛନ୍ତି ଯେ ସେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏବଂ ଦିଲ୍ଲୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri