ଜାତୀୟ

କିଏ ସେହି ରାଜୀବ କୁମାର, ଯାଙ୍କୁ ଡିଜିପି ପଦରୁ ହଟାଇଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୧୯।୩:ପଶ୍ଚିମବଙ୍ଗ ପୋଲିସ ମହାନିର୍ଦ୍ଦେଶକ ପଦରୁ ରାଜୀବ କୁମାରଙ୍କୁ ସୋମବାର ଅପରାହ୍ନରେ ନିର୍ବାଚନ କମିଶନ ହଟାଇବା ପରେ ଏହି ବରିଷ୍ଠ ପୋଲିସ ଅଧିକାରୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ୨୦୨୩ ଡିସେମ୍ବରରେ ମନୋଜ ମାଲବ୍ୟ ଡିଜିପି ପଦରୁ ଅବସର ନେବା ପରେ ମୁଖ୍ୟମନ୍ତ୍ରୀ ମମତା…

ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ନେବେ ସଞ୍ଜୟ

ନୂଆଦିଲ୍ଲୀ,୧୮।୩: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ଆମ୍‌ ଆଦ୍‌ମୀ ପାର୍ଟି ନେତା ସଞ୍ଜୟ ସିଂ ମଙ୍ଗଳବାର ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ଗ୍ରହଣ କରିବେ। ତାଙ୍କୁ ପାର୍ଲାମେଣ୍ଟକୁ ନେବା ପାଇଁ ଦିଲ୍ଲୀର ଏକ…

୧୫ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର: ଗିରଫ ହେଲେ ଡିଏସ୍‌ପି

ଗୁଆହାଟୀ,୧୮।୩: ଆସାମରେ ଜଣେ ନାବାଳିକା ଚାକରାଣୀଙ୍କୁ ବଳାତ୍କାର ଅଭିଯୋଗରେ ଜଣେ ଡିଏସ୍‌ପିଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଡିଏସ୍‌ପି କିରନ ନାଥ ଗୋଲାଘାଟ ଜିଲାର ଲଚିତ ବୋର୍ଫୁକାନ ପୋଲିସ ଏକାଡେମୀରେ ନିଯୁକ୍ତି ହୋଇଥିଲେ। ସେ ନାବାଳିକାଙ୍କୁ ଏକାଧିକ ଥର ଯୌନ ନିର୍ଯାତନା…

ବିହାରରେ ଏନ୍‌ଡିଏର ଆସନ ବୁଝାମଣା ଶେଷ: କେଉଁ ଦଳକୁ କେତେ ଆସନ…

ପାଟଣା,୧୮।୩: ବିହାରରେ ଭାଜପା ବଡ଼ଭାଇ ଭାବେ ନିର୍ବାଚନ ଲଢିବ। ସୋମବାର ଏନ୍‌ଡିଏ ମଧ୍ୟରେ ଆସନ ବୁଝାମଣା ହୋଇଯାଇଛି। ଚୁକ୍ତିନାମା ଅନୁଯାୟୀ ବିହାରର ୪୦ଟି ଲୋକ ସଭା ଆସନ ମଧ୍ୟରୁ ଭାଜପା ୧୭ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ନୀତୀଶ କୁମାରଙ୍କ ଦଳ ଜନତା…

ଆଜମ ଖାନଙ୍କୁ ୭ ବର୍ଷ ଜେଲ୍‌, ୫ ଲକ୍ଷ ଟଙ୍କା ଜୋରିମନା

ଲକ୍ଷ୍ନୌ,୧୮।୩: ସମାଜବାଦୀ ପାର୍ଟି ନେତା ତଥା ଉତ୍ତରପ୍ରଦେଶର ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ ଖାନଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଡୁଙ୍ଗରପୁର ମାମଲାରେ ରାମପୁରର ଏମ୍‌ପି-ବିଧାୟକ କୋର୍ଟ ତାଙ୍କୁ ସାତ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଧାରା ୪୨୭ ଅନୁଯାୟୀ ୭…

ଭାଜପାର ୩ୟ ତାଲିକାରେ ପୁରୁଖା ନେତାଙ୍କୁ ମିଳିବ ସୁଯୋଗ, କାହାର ହେବ କ୍ଷତି, କାହାକୁ ମିଳିବ ଫାଇଦା, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୩: ଲୋକ ସଭା ନିର୍ବାଚନ ଘୋଷଣା ହେବା ସହିତ ଭାରତୀୟ ଜନତା ପାର୍ଟି ଆକ୍ଟିଭ୍‌ ମୋଡରେ ଥିବା ଜଣାପଡିଛି। ଭାଜପା ଖୁବ୍‌ଶୀଘ୍ର ପ୍ରାର୍ଥୀଙ୍କ ତୃତୀୟ ତାଲିକା ପ୍ରକାଶ କରିପାରେ। ପ୍ରଥମ ତାଲିକା ପରି ଉତ୍ତରପ୍ରଦେଶର ତୃତୀୟ ତାଲିକାରେ ମଧ୍ୟ ଭାଜପା କେବଳ…

ଯିଏ ୪୨୦, ସିଏ ୪୦୦ ଆସନ ଜିତିବା କଥା କହୁଛନ୍ତି: ପ୍ରକାଶ ରାଜ

ନୂଆଦିଲ୍ଲୀ,୧୮।୩: ଅଭିନେତା ପ୍ରକାଶ ରାଜ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ପ୍ରକାଶ ରାଜ କହିଛନ୍ତି, ଯେଉଁମାନେ ୪୨୦, ସେମାନେ ଆସନ୍ତା ଲୋକ ସଭା ନିର୍ବାଚନରେ ୪୦୦ଟି ସିଟ୍‌ ଜିତିବା କଥା କହୁଛନ୍ତି। ଭାଜପା ନେତାଙ୍କ ପକ୍ଷରୁ ଏଥର ୪୦୦ ପାର୍‌’ ସ୍ଲୋଗାନ ଦେଉଛନ୍ତି।…

ମହମ୍ମଦ ମୋକିମଙ୍କୁ ବଡ଼ ଆଶ୍ୱସ୍ତି: ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଲଗାଇଲେ ସୁପ୍ରିମକୋର୍ଟ

କଟକ,୧୮ା୩(କାର୍ତ୍ତିକ ସାହୁ): କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୋମବାର ବଡ଼ ଆଶ୍ୱସ୍ତି ମିଳିଛି। ବାରବାଟୀ-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ୨୦୧୯ ନିର୍ବାଚନରେ ମହମ୍ମଦ ମୋକିମଙ୍କ ବିଜୟକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧି ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟରେ ପହଞ୍ଚିଥିଲେ। ସୁପ୍ରିମକୋର୍ଟ ଏହି…

୪ ମାସର ନାତିକୁ ୨୪୦ କୋଟିରୁ ଅଧିକ ଟଙ୍କାର ଉପହାର ଦେଲେ ଇନଫୋସିସ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୧୮।୩: ଇନଫୋସିସ ପ୍ରତିଷ୍ଠାତା ଏନ.ଆର ନାରାୟଣ ମୁର୍ତ୍ତୀ ତାଙ୍କ ଚାରି ମାସର ନାତି ଏକାଗ୍ର ରୋହନ ମୁର୍ତ୍ତୀଙ୍କୁ ୨୪୦ କୋଟିରୁ ଅଧିକ ମୂଲ୍ୟର ଶେୟାର ଉପହାର ଦେଇଛନ୍ତି। ଏକ୍ସଚେଞ୍ଜ ଫାଇଲିଂ ଅନୁଯାୟୀ, ଏକାଗ୍ର ରୋହନ ମୁର୍ତ୍ତୀ ଭାରତର ଦ୍ୱିତୀୟ ବୃହତ୍ତମ ସୂଚନା…

ୟୁପି-ବିହାର ସମେତ ୬ଟି ରାଜ୍ୟର ଗୃହ ସଚିବଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୮।୩: ଲୋକ ସଭା ନିର୍ବାଚନ ପୂର୍ବରୁ ୟୁପି-ବିହାର ସମେତ ୬ଟି ରାଜ୍ୟର ଗୃହ ସଚିବଙ୍କୁ ହଟାଇବାକୁ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି। ଏହି ରାଜ୍ୟଗୁଡିକରେ ମୁକ୍ତ, ନିରପେକ୍ଷ ଏବଂ ସ୍ବଚ୍ଛ ନିର୍ବଚନ ବଜାୟ ରଖିବା ଦିଗରେ ଆୟୋଗ ଏହି ପଦକ୍ଷେପ ନେଇଛନ୍ତି।…

ଥରକେ ୩ ଆସନରୁ ଲଢିଥିଲେ ବାଜପେୟୀ, ଜାଣନ୍ତୁ ଜଣେ ପ୍ରାର୍ଥୀ କେତେଟା ଆସନରୁ ଲଢିପାରିବେ ନିର୍ବାଚନ

ନୂଆଦିଲ୍ଲୀ,୧୮।୩: ରାହୁଲ ଗାନ୍ଧୀ ୱାୟାନାଡ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ, କିନ୍ତୁ ସେ ଆମେଠିରୁ ପ୍ରତିଦ୍ୱନ୍ଦ୍ୱିତା କରିବେ କି ନାହିଁ ସନ୍ଦେହ ରହିଛି। ୨୦୧୯ ନିର୍ବାଚନରେ ସେ ଉଭୟ ଆମେଠି ଏବଂ ୱାୟାନାଡରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ତେବେ ସେ ଆମେଠିରୁ…

ଟ୍ରାକ୍ଟରକୁ ଧକ୍କା ଦେଲା ଏସ୍‌ୟୁଭି: ବାପା, ଦୁଇ ପୁଅଙ୍କ ସମେତ ଚାଲିଗଲା ୯ ଜୀବନ

ପାଟନା,୧୮।୩: ବିହାରରେ ସୋମବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଖାଗରିଆର ରାଜପଥରେ ଏକ ଏସୟୁଭି ଟ୍ରାକ୍ଟରକୁ ଧକ୍କା ଦେଇଥିଲା। ଏହି ଭୟଙ୍କର ଦୁର୍ଘଟଣାରେ ବାପା ଏବଂ ଦୁଇ ପୁଅଙ୍କ ସମେତ ୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ତିନି ଜଣ ଆହତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri