ଜାତୀୟ

ବେବି କେୟାର ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳର ଏକ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୭ ଶିଶୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଶୋକ ପ୍ରକାଶ…

ବେବି କେୟାର ସେଣ୍ଟର ଅଗ୍ନିକାଣ୍ଡକୁ ନେଇ କେଜ୍‌ରିଓ୍ବାଲ କହିଲେ…

ନୂଆଦିଲ୍ଲୀ,୨୬ା୫: ଦିଲ୍ଲୀର ବିବେକ ବିହାରର ବେବି କେୟାର ସେଣ୍ଟରରେ ହୋଇଥିବା ଅଗ୍ନିକାଣ୍ଡରେ ୭ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ‘ଶିଶୁ ଡାକ୍ତରଖାନାରେ ନିଆଁ ଲାଗିବା ଘଟଣା ହୃଦୟ…

ନିର୍ବାଚନ ମଝିରେ ବଢିଲା ଡିମାଣ୍ଡ, ଏହି ଲୋକମାନଙ୍କୁ ଦେବାକୁ ପଡିପାରେ ଇନ୍‌ହେରିଟାନ୍ସ ଟ୍ୟାକ୍ସ

ନୂଆଦିଲ୍ଲୀ,୨୫ା୫: ଦେଶରେ ଚାଲିଥିବା ଲୋକସଭା ର୍ନିବାଚନ ମଧ୍ୟରେ ଇନ୍‌ହେରିଟାନ୍ସ ଟ୍ୟାକ୍ସ (ସମ୍ପତି କର) ଡିମାଣ୍ଡ ପୁଣି ଥରେ ବୃଦ୍ଧି ପାଇବାରେ ଲାଗିଛି। ଅର୍ଥନୈତିକ ଅସମାନତାକୁ ଦୃଷ୍ଟିରେ ରଖି ଧନୀ ଏବଂ ଗରିବଙ୍କ ମଧ୍ୟରେ ବଢୁଥିବା ବ୍ୟବଧାନକୁ ଦୃଷ୍ଟିରେ ରଖି ଦୀର୍ଘ ଦିନ…

ଇଣ୍ଡିଆ ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ହେବ ବଡ଼ ଭବିଷ୍ୟବାଣୀ କଲେ ମୋଦି, ଜାଣି ତାଜୁବ ହେବେ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଇଣ୍ଡିଆ ମହାମେଣ୍ଟ ଉପରେ ଜୋରଦାର ବର୍ଷିଛନ୍ତି । ବିରୋଧୀଙ୍କୁ ଟାର୍ଗେଟ କରିବା ସହ ସେମାନେ ଭୋଟବ୍ୟାଙ୍କକୁ ଖୁସି କରିବା ପାଇଁ ଏଥର ପ୍ଲାନିଂ କରୁଛନ୍ତି ବୋଲି ମୋଦି କହିଛନ୍ତି। ଏଥିସହ ଇଣ୍ଡିଆ ମେଣ୍ଟର ପ୍ରଧାନମନ୍ତ୍ରୀ…

ଗେମିଂ ଜୋନ୍‌ରେ ନିଆଁ: ୨୭ ମୃତ

ରାଜକୋଟ,୨୬ା୫: ଗୁଜରାଟର ରାଜକୋଟସ୍ଥିତ ଗେମିଂ ଜୋନ୍‌ରେ ଶନିବାର ଅପରାହ୍ନରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୨୭ ଜଣଙ୍କ ମୃତ୍ୟୁ ଘଟିବା ସହ ୩ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୯ ଜଣ ପିଲା ରହିଛନ୍ତି। ଟିଆର୍‌ପି ଗେମିଂ ଜୋନ୍‌ରେ ପିଲାମାନଙ୍କ…

ୟୁପି, ଦିଲ୍ଲୀରେ କମ୍‌ ଭୋଟିଂ ଭାଜପାକୁ କ୍ଷତି

ନୂଆଦିଲ୍ଲୀ,୨୬ା୫ଲୋକ ସଭା ନିର୍ବାଚନ ଶେଷହେବାକୁ ଆଉ ମାତ୍ର ଗୋଟିଏ ପର୍ଯ୍ୟାୟ ବାକି ଥିବାବେଳେ ସବୁଠୁ ବଡ଼ ରାଜ୍ୟ ଉତ୍ତରପ୍ରଦେଶ ଏବଂ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ମତଦାନ ହାର କମିଥିବାରୁ ଏହା ଶାସକ ଦଳ ଭାଜପା ପାଇଁ ଚିନ୍ତାର ବିଷୟ ହୋଇଛି। ମତଦାନ…

ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ; ଆଖି ବୁଜିଲେ ୭ ନବଜାତକ, ଅନେକ ଗୁରୁତର

ନୂଆଦିଲ୍ଲୀ,୨୬।୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳରେ ଥିବା ଏକ ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୭ଜଣ ନବଜାତ ଶିଶୁ ଆଖି ବୁଜିଛନ୍ତି। ସେହିଭଳି ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ସୂଚନାନୁଯାୟୀ, ଶନିବାର ରାତି ସାଢ଼େ ୧୧ଟାରେ ବିବେକ ବିହାରରେ ଥିବା…

ଭାରତୀୟ ମହକାଶଚାରୀଙ୍କୁ ତାଲିମ ଦେବ ନାସା

ଓ୍ବାଶିଂଟନ,୨୫ା୫: ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ଆଇଏସ୍‌ଏସ୍‌)କୁ ମିଳିତ ମିଶନ ପଠାଇବା ନିମନ୍ତେ ଆମେରିକା ମହକାଶ ପ୍ରତିଷ୍ଠାନ ନାସା ଭାରତୀୟ ମହାକାଶଚାରୀମାନଙ୍କୁ ଅଗ୍ରୀମ ପ୍ରଶିକ୍ଷଣ ପ୍ରଦାନ କରିବ। ଚ ଳିତ ବର୍ଷ କିମ୍ବା ଏହାର ଠିକ୍‌ ପରେ ନାସା ଆଇଏସ୍‌ଏସ୍‌କୁ ମିଶନ ପଠାଇବ…

ରାଜସ୍ଥାନର ଫଲୋଡ଼ିରେ ତାପମାତ୍ରା ୫୦ ଟପିଲା

ଜୟପୁର,୨୫ା୫: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ଫଲୋଡ଼ିରେ ଶନିବାର ତାପମାତ୍ରା ୫୦ ଡିଗ୍ରୀ ଅତିକ୍ରମ କରି ରାଜ୍ୟର ସବୁଠୁ ଉତ୍ତପ୍ତ ସ୍ଥାନର ରେକର୍ଡ ହାସଲ କରିଛି। ଶୁକ୍ରବାର ସେଠାରେ ତାପମାତ୍ରା ୪୯ ଡିଗ୍ରୀ ସେଲ୍‌ସିୟସ ରହିଥିଲା। ରାଜ୍ୟର ବଲୋତ୍ରା, ପଲି ଏବଂ ଜୟପୁରରେ…

କେଜରିଓ୍ବାଲଙ୍କ ଗିରଫବେଳେ କାହିଁକି ନିଖୋଜ ଥିଲେ ସ୍ବାତୀ ମାଲିଓ୍ବାଲ, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୫।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲ ନିକଟରେ ବିବାଦ ଘେରରେ ଅଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଗିରଫବେଳେ ସେ କାହିଁକି ଅନୁପସ୍ଥିତ ଥିଲେ ଏନେଇ ସେ ମୁହଁ ଖୋଲିଛନ୍ତି। ସାକ୍ଷାତକାର ଦେଇ ସେ କହିଛନ୍ତି,…

ଆସୁଛି ବାତ୍ୟା ’ରେମାଲ’: ଆସନ୍ତାକାଲି ମଧ୍ୟାହ୍ନରୁ କୋଲକାତା ବିମାନବନ୍ଦର ୨୧ ଘଣ୍ଟା ପାଇଁ ବନ୍ଦ

କୋଲକାତା,୨୫ା୫: ବାତ୍ୟା ’ରେମାଲ ପ୍ରଭାବ ପାଇଁ ପଶ୍ଚିମବଙ୍ଗ ରବିବାର ଦିନ ୧୨ ଟା ଠାରୁ ସୋମବାର ସକାଳ ୯ ଟା ପର୍ଯ୍ୟନ୍ତ ୨୧ ଘଣ୍ଟା ପାଇଁ କୋଲକାତା ବିମାନବନ୍ଦରେ ବିମାନ ଚଳାଚଳ ସ୍ଥଗିତ ରହିବ। ପକ୍ଷମାନଙ୍କ ସହ ଆଲୋଚନା ପରେ କୋଲକାତା…

ଗେମିଂ ଜୋନ୍‌ରେ ନିଆଁ: ୨୦ ମୃତକଙ୍କ ମଧ୍ୟରେ ଅଛନ୍ତି ୧୨ ଶିଶୁ

ଗାନ୍ଧୀନଗର,୨୫ା୫: ଗୁଜରାଟର ରାଜକୋଟସ୍ଥିତ ଏକ ଗେମିଂ ଜୋନ୍‌ରେ ଶନିବାର ନିଆଁ ଲାଗିବାରୁ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଅନୁମାନ କରାଯାଉଛି। ତେବେ ୨୦ ମୃତକଙ୍କ ମଧ୍ୟରେ ୧୨ ଜଣ ଶିଶୁ ରହିଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?