ଜାତୀୟ

ଭୋଟ ଦେଲେ ରାହୁଲ , ସୋନିଆ, ଅନନ୍ତନାଗରେ ଧାରଣାରେ ବସିଲେ ମେହେବୁବା

ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଶନିବାର ଦିଲ୍ଲୀର ସମସ୍ତ ସାତୋଟି ସିଟ ସମେତ ୬ଟି ରାଜ୍ୟ ତଥା ୨ଟି କେନ୍ଦ୍ରଶାସିତ ଅଞ୍ଚଳରେ ୫୮ଟି ସିଟ ପାଇଁ ଭୋଟ ଆରମ୍ଭ ହୋଇଛି। ସେପଟେ ବେଙ୍ଗାଲୁରୁରେ ହିଂସା ଖବର ସାମ୍ନାକୁ ଆସିଛି।…

କାହିଁକି ଅଧା ରହିଗଲା ମୁଖ୍ୟମନ୍ତ୍ରୀଙ୍କ ପ୍ରେମ କାହାଣୀ

ବେଙ୍ଗାଲୁରୁ,୨୫।୫: କନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ନିକଟରେ ତାଙ୍କ ପ୍ରେମ କାହାଣୀକୁ ମନେ ପକାଇ ଅନେକ ରହସ୍ୟ ପ୍ରକାଶ କରିଛନ୍ତି। ଯାହା ଅନେକ ଲୋକଙ୍କୁ ଚକିତ କରି ଦେଇଥିଲା। ଏକ କାର୍ଯ୍ୟକ୍ରମରେ ସେ ସମାଜରେ ଜାତିଭେଦ କାରଣରୁ ବିଫଳ ହୋଇଥିବା ତାଙ୍କ ପ୍ରେମ…

ବୈଦେଶିକ ମନ୍ତ୍ରୀ ଜୟଶଙ୍କର, ଏନସିଡବ୍ଲ୍ୟୁ ଅଧ୍ୟକ୍ଷା ରେଖା ଶର୍ମା ଦେଲେ ଭୋଟ, ପ୍ରମାଣ ପତ୍ର ଦିଆଯାଇ କରାଗଲା ସମ୍ମାନୀତ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୫।୫: ଶନିବାର ଷଷ୍ଠ ପର୍ଯ୍ୟାୟ ପାଇଁ ଦେଶରେ ମତଦାନ ଚାଲିଛି। ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏବଂ ଜାତୀୟ ମହିଳା ଆୟୋଗ (ଏନସିଡବ୍ଲ୍ୟୁ) ମୁଖ୍ୟ ରେଖା ଶର୍ମା ମଧ୍ୟ ଦିଲ୍ଲୀରେ ଭୋଟ ଦେଇଛନ୍ତି। ବିଶେଷ କଥା ହେଉଛି ଭୋଟ ଦେବା…

ଷଷ୍ଠ ପର୍ଯ୍ୟାୟ ଭୋଟିଂ ଜାରି, ମତଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନ ୨୦୨୪ର ଷଷ୍ଠ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୋଟ ଦେଇଛନ୍ତି। ଭୋଟ ଦେବା ପରେ ତାଙ୍କ କାଳି ଲଗାଯାଇଥିବା ଆଙ୍ଗୁଠି ଦେଖାଇଛନ୍ତି। ସୂଚନାଯୋଗ୍ୟ, ସାତ-ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ୨୦୨୪ର ଷଷ୍ଠ…

‘୪୦୦ ପାର୍‌ କଥା ଛାଡି ଦିଅନ୍ତୁ’, ମତଦାନ ପୂର୍ବରୁ ରାଜନୈତିକ ବିଶ୍ଳେଷକଙ୍କ ଭବିଷ୍ୟବାଣୀ, ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୨୫।୫: ଦେଶରେ ଷଷ୍ଠ ପର୍ଯ୍ୟାୟ ପାଇଁ ଭୋଟ ଆରମ୍ଭ ହୋଇଯାଇଛି। ତେବେ ମତଦାନ ଠିକ୍‌ ପୂର୍ବରୁ ପୂର୍ବରୁ ରାଜନୈତିକ ବିଶ୍ଳେଷକ ଯୋଗେନ୍ଦ୍ର ଯାଦବ ତାଙ୍କର ଶେଷ ଭବିଷ୍ୟବାଣୀ ପ୍ରକାଶ କରିଛନ୍ତି। ଏହି ନିର୍ବାଚନ ସମ୍ପର୍କରେ ତାଙ୍କର ଅନ୍ତିମ ମୂଲ୍ୟାଙ୍କନ ବୋଲି ବର୍ଣ୍ଣନା…

ଷଷ୍ଠ ପର୍ଯ୍ୟାୟ ମତଦାନ ପରେ ଶେଷ ହେବ ୪୮୬ ଆସନର ଭୋଟିଂ, ବାଜିରେ ହେଭିଓ୍ବେଟଙ୍କ ଭାଗ୍ୟ

ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଉତ୍ତର ପ୍ରଦେଶ ସମେତ ୬ଟି ରାଜ୍ୟ ତଥା ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ମୋଟ ୫୮ଟି ଆସନ ପାଇଁ ଶନିବାର ଭୋଟ ଅନୁଷ୍ଠିତ ହେଉଛି। ଷଷ୍ଠ ପର୍ଯ୍ୟାୟ ସହିତ ଏହି ସଂଗ୍ରାମ ମୁଖ୍ୟତଃ ଦେଶର…

ଜଳୁଛି ରାଜସ୍ଥାନ, ପଶ୍ଚିମ ରାଜସ୍ଥାନରେ ତାପମାତ୍ରା ପହଞ୍ଚିଲା ୪୯ ଡିଗ୍ରୀ

ଜୟପୁର,୨୫।୫: ଅତ୍ୟଧିକ ଉତ୍ତାପ ଯୋଗୁଁ ରାଜସ୍ଥାନରେ ହାହାକାର ସୃଷ୍ଟି ହୋଇଛି। ପଶ୍ଚିମ ରାଜସ୍ଥାନର ଫାଲୋଦିରେ ତାପମାତ୍ରା ୪୯ ଡିଗ୍ରୀ ସେଲସିୟସରେ ପହଞ୍ଚିଛି । ଯେତେବେଳେ କି ଜୈସଲମେରରେ ଏହା ୪୮.୩ଡିଗ୍ରୀ ଏବଂ ବାଡ଼ମେରରେ ତାପମାତ୍ରା ୪୮.୨ ଡିଗ୍ରୀ ଥିଲା । ବାଡମେରର…

ହନିଟ୍ରାପ୍‌ରେ ଫସିଥିଲେ ବାଂଲାଦେଶୀ ଏମ୍‌ପି

କୋଲକାତା,୨୫ା୫: ବାଂଲାଦେଶ ଏମ୍‌ପି ଅନଓ୍ବରୁଲ ଅଜିମ୍‌ ଅନଓ୍ବରଙ୍କୁ କୋଲକାତାରେ ହତ୍ୟା କରାଯିବା ପରେ ପ୍ରମାଣ ନଷ୍ଟ ପାଇଁ ହତ୍ୟାକାରୀ ତାଙ୍କ ମୃତଦେହରୁ ଚର୍ମ ଓ ମାଂସ ଉତ୍ତାରିବା ପରେ ହାଡ଼କୁ ଖଣ୍ଡ ଖଣ୍ଡ କରି ସହରର ବିଭିନ୍ନ ସ୍ଥାନରେ ଫିଙ୍ଗିଥିଲେ। ପଶ୍ଚିମବଙ୍ଗ…

୧୧ କୋଟି ଭୋଟର ପ୍ରତିନିଧି ବାଛିବେ

ନୂଆଦିଲ୍ଲୀ,୨୫ା୫: ଅଷ୍ଟାଦଶ ଲୋକ ସଭାର ୫୪୩ ଆସନ ପାଇଁ ନିର୍ବାଚନ ସରିବାକୁ ବସିଲାଣି। ୨୫ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଅଧୀନ ୪୨୮ ଲୋକ ସଭା ଆସନରେ ପ୍ରଥମ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇସାରିଥିବାବେଳେ ଶନିବାର ଷଷ୍ଠ ପର୍ଯ୍ୟାୟରେ ୫୮…

ଚଢ଼ାଦରରେ କୋଇଲା ବିକୁଥିଲା ଆଦାନୀ

ନୂଆଦିଲ୍ଲୀ,୨୫ା୫: ଶିଳ୍ପପତି ଗୌତମ ଆଦାନୀଙ୍କ ଆଦାନୀ ଗ୍ରୁପ୍‌ ୨୦୧୩ରେ ଇଣ୍ଡୋନେସିଆରୁ ନିମ୍ନମାନର କୋଇଲା ଆମଦାନୀ କରି ଭାରତ ଓ ଅନ୍ୟ ଦେଶଗୁଡ଼ିକରେ ଚଢ଼ାଦରରେ ବିକ୍ରି କରୁଥିଲା। କୋଇଲାର ଏହି ଓଭର ଭାଲ୍ୟୁଏଶନ୍‌କୁ ନେଇ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ ସୁପ୍ରିମକୋର୍ଟରେ ପିଟିଶନ…

ପାଖରେ ଭୋଟ୍‌ ପରିଚୟପତ୍ର ନାହିଁ କି? ତଥାପି ଦେଇପାରିବେ ଭୋଟ୍‌… ଜାଣନ୍ତୁ କ’ଣ ରହିଛି ବ୍ୟବସ୍ଥା

ନୂଆଦିଲ୍ଲୀ,୨୪।୫: ସାଧାରଣ ନିର୍ବାଚନ ଲାଗି ବାଜିଛି ବିଗୁଲ। ଏପ୍ରିଲ ୧୯ରେ ଦେଶରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ୨୦୨୪ରେ ୭ଟି ପର୍ଯ୍ୟାୟରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳବାସୀ ଭୋଟ ଭୋଟ ଦେଉଛନ୍ତି। ଓଡ଼ିଶା ବିଷୟରେ କହିଲେ…

ମୋତେ ଭୋଟ ଦେଲେ ପୂଣ୍ୟ ମିଳିବ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪।୫:ଉତ୍ତର ପ୍ରଦେଶର ଏକ ବସ୍ତିରେ ନିର୍ବାଚନୀ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଚାର ଅଭିଯାନ ସମୟରେ ସେ ନିଜକୁ ଇଶ୍ୱର ପ୍ରଦତ୍ତ କହିବା ସହ ଇଶ୍ୱରଙ୍କ ଅଂଶ ବୋଲି କହିଛନ୍ତି। ଏହି କ୍ରମରେ ସେ ଲୋକଙ୍କୁ ଭୋଟ ମାଗିବା ଆଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?