ପ୍ରଶାନ୍ତ କିଶୋରଙ୍କ ପରେ ଭାଜପାକୁ କେତେ ସିଟ୍ ମିଳିବ ଏହି ଆମେରିକୀୟ ରାଜନୀତି ବିଶେଷଜ୍ଞ କଲେ ଭବିଷ୍ୟବାଣୀ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ସମୟରେ ଭାରତ ତଥା ବିଦେଶର ଜଣାଶୁଣା ନିର୍ବାଚନ ଜ୍ୟୋତିଷମାନେ ଆସନକୁ ନେଇ କଳ୍ପନାଜଳ୍ପନା କରିବା ଆରମ୍ଭ କରି ଦେଇଛନ୍ତି। ଗୋଟିଏ ଦିନ ପୂର୍ବରୁ ଦେଶର ଜଣାଶୁଣା ନିର୍ବାଚନ ରାଜନୀତିଜ୍ଞ…
କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ଧମକ
ନୂଆଦିଲ୍ଲୀ,୨୨ା୫: ଦିଲ୍ଲୀର ସ୍କୁଲ ପରେ ଏବେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ମେଲ୍ ଜରିଆରେ ଧମକ ଆସିଛି। ଫଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏନେଇ ସର୍ଚ୍ଚ ଅପରେଶନ ଜାରି ରହିଛି। ଦିଲ୍ଲୀର ଅତ୍ୟଧିକ ସମ୍ବେଦନଶୀଳ…
୫ ଲକ୍ଷ ଓବିସି ସାର୍ଟିଫିକେଟକୁ ବାତିଲ କଲେ ହାଇକୋର୍ଟ
କୋଲକାତା,୨୨ା୫: ବୁଧବାର କୋଲକାତା ହାଇକୋର୍ଟ ପଶ୍ଚିମବଙ୍ଗର ମମତା ସରକାରଙ୍କୁ ଏକ ବଡ଼ ଝଟ୍କା ଦେଇଛନ୍ତି। ୨୦୧୧ରୁ ଜାରି କରାଯାଇଥିବା ପ୍ରାୟ ୫ ଲକ୍ଷ ଓବିସି ସାର୍ଟିଫିକେଟ୍କୁ ବାତିଲ କରିବାକୁ ହାଇକୋର୍ଟ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଚାକିରି ଆବେଦନଗୁଡ଼ିକରେ ମଧ୍ୟ ଓବିସି ସାର୍ଟିଫିକେଟ…
ଭାଷା ଏବଂ ଧର୍ମ ପ୍ରସଙ୍ଗରେ ବୟାନବାଜୀ ନ କରିବାକୁ କଂଗ୍ରେସ-ଭାଜପାକୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୨ା୫: ଲୋକ ସଭା ନିର୍ବାଚନରେ ନେତାଙ୍କ ପ୍ରଚାର ଏବଂ ଭାଷଣ ସମ୍ପର୍କରେ ନିର୍ବାଚନ ଆୟୋଗ କଠୋର ହୋଇଛନ୍ତି। ନିର୍ବାଚନ ଆୟୋଗ ଭାରତୀୟ ଜନତା ପାର୍ଟି ସଭାପତି ଜେ.ପି ନଡା ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ନିଜ ଦଳର ଷ୍ଟାର ପ୍ରଚାରକମାନଙ୍କୁ…
କଂଗ୍ରେସର ତେର୍ଚ୍ଛାବାଣ: ନବୀନଙ୍କୁ ନୁହେଁ, ପରୋକ୍ଷରେ ମୋଦିଙ୍କୁ ସଙ୍କେତ ଦେଇଛନ୍ତି ଶାହା, ଚେୟାର ନେବାକୁ ପ୍ରସ୍ତୁତ…
ନୂଆଦିଲ୍ଲୀ,୨୨।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୟସକୁ ନେଇ କଟାକ୍ଷ କରିଥିଲେ। ଏବେ ନବୀନ(୭୭) ବୃଦ୍ଧାବସ୍ଥାରେ ପହଞ୍ଚିଥିବାରୁ ଅବସର ନେବା ଉଚିତ ବୋଲି ସେ କହିଥିଲେ। ଏପରି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶାହା…
ରୁଷିଆ-ୟୁକ୍ରେନ ଯୁଦ୍ଧକୁ ୨ ଥର ବନ୍ଦ କରିଦେଇଥିଲେ ମୋଦି
ନୂଆଦିଲ୍ଲୀ,୨୨।୫: ଭାରତରେ ଲୋକ ସଭା ନିର୍ବାଚନ ଚାଲିଛି। ଏପର୍ଯ୍ୟନ୍ତ ପାଞ୍ଚଟି ପର୍ଯ୍ୟାୟ ଶେଷ ହୋଇଛି ଏବଂ ଆଉ ୨ଟି ପର୍ଯ୍ୟାୟ ବାକି ଅଛି। ଏହି ସମୟରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏକ ସାକ୍ଷାତକାରରେ ନିଜ ସରକାରଙ୍କ ସଫଳତା ବଖାଣିଛନ୍ତି। ପ୍ରଧାନମନ୍ତ୍ରୀ…
୫ ପର୍ଯ୍ୟାୟ ନିର୍ବାଚନ ଶେଷରେ ଭାଜପା ଜିତିସାରିଛି ଏତିକି ଆସନ: ଦାବି କଲେ ଶାହା
କୋଲକାତା,୨୨।୫: ଦେଶର ବିଭିନ୍ନ ସ୍ଥାନରେ ପାଞ୍ଚ ପର୍ଯ୍ୟାୟ ଭୋଟ ଶେଷ ହେବା ପରେ ଲୋକ ସଭା ନିର୍ବାଚନରେ ଭାଜପା ୩୧୦ଟି ଆସନ ଅତିକ୍ରମ କରିଛି ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବୁଧବାର ଦାବି କରିଛନ୍ତି। ସେ କହିଛନ୍ତି,ଭୋଟିଂର ଅବଶିଷ୍ଟ…
ପାକିସ୍ତାନର ପରମାଣୁ ବୋମାକୁ ଡରୁଛନ୍ତି ମମତା ଦିଦି: ଅମିତ ଶାହା
କୋଲକାତା,୨୨।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ପୁଣି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ବର୍ଷିଛନ୍ତି। ପାକିସ୍ତାନର ଆଣବିକ ବୋମାକୁ ମମତା ଦିଦି ଭୟ କରିପାରନ୍ତି, କିନ୍ତୁ ଆମେ ପିଓକେକୁ ଅକ୍ତିଆର କରିବୁ। ପଶ୍ଚିମବଙ୍ଗର…
ବରୁଣ ନା ରାହୁଲ, କିଏ ଅଧିକ ଇଣ୍ଟେଲିଜେଣ୍ଟ୍: ମାନେକା ଗାନ୍ଧୀ ଦେଲେ ଏମିତି ଜବାବ
ଲକ୍ଷ୍ନୌ,୨୨।୫: ୟୁପିର ସୁଲତାନପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ମନେକା ଗାନ୍ଧୀ ତାଙ୍କ ପୁଅ ବରୁଣ ଗାନ୍ଧୀ ଏବଂ ପୁତୁରା ରାହୁଲ ଗାନ୍ଧୀଙ୍କ ତୁଳନାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି। ମାନେକା ଗାନ୍ଧୀଙ୍କୁ ପଚରାଯାଇଥିଲା ଯେ ବରୁଣ ଗାନ୍ଧୀଙ୍କ ଇଣ୍ଟେଲିଜେନ୍ସ ଲେବଲ୍…
ପୱନ ସିଂଙ୍କୁ ଦଳରୁ ବିଦା କଲା ଭାଜପା
ପାଟନା,୨୨।୫: ଭୋଜପୁରୀ ପାୱାରଷ୍ଟାର ପୱନ ସିଂଙ୍କୁ ଭାଜପା ଦଳରୁ ବହିଷ୍କାର କରାଯାଇଛି। ଲୋକ ସଭା ନିର୍ବାଚନରେ ଏନଡିଏର ପ୍ରାଧିକୃତ ପ୍ରାର୍ଥୀଙ୍କ ବିରୋଧରେ ସେ ପ୍ରତିଦ୍ୱନ୍ଦ୍ୱିତା କରୁଥିବାରୁ ବୁଧବାର ଦଳ ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରାଜ୍ୟ ମୁଖ୍ୟାଳୟର ଦାୟିତ୍ୱରେ ଥିବା…
ନିର୍ବାଚନ ପରେ ପ୍ରଧାନମନ୍ତ୍ରୀ ମୋଦି ନେଇଯିବେ ଅବସର! ଜାଣନ୍ତୁ କ’ଣ କହିଲେ ରଣନୀତିଜ୍ଞ
ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନ ମଧ୍ୟରେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଦିଲ୍ଲୀର ମୁଖ୍ରମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ୟୁପିରେ ନେତୃତ୍ୱ ପରିବର୍ତ୍ତନ ଦାବି ଉପରେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ପିକେ କହିଛନ୍ତି, ଭାଜପାରେ କାହାର ବୟାନରେ ଏତେ ବଡ ପ୍ରସଙ୍ଗ ଉପରେ…
ଓଡ଼ିଶା, ଆସାମ ସମେତ ଏହି ସବୁ ରାଜ୍ୟରେ ଭାଜପାକୁ ମିଳିବ ଏତିକି ସିଟ୍, ପ୍ରଶାନ୍ତ କିଶୋରଙ୍କ ବଡ଼ ଦାବି
ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନର ପ୍ରାୟ ୮୦ପ୍ରତିଶତ ମତଦାନ ସମାପ୍ତ ହୋଇଛି ଏବଂ ବର୍ତ୍ତମାନ ଫଳାଫଳ ଉପରେ ସମସ୍ତଙ୍କ ନଜର ରହିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦାବି ଉପରେ ବହୁ ଆଲୋଚନା ହେଉଛି ଯେ ଭାରତୀୟ ଜନତା ପାର୍ଟି…

