ଆଜିଠୁ ସଂସଦର ମୌସୁମୀ ଅଧିବେଶନ
ନୂଆଦିଲ୍ଲୀ,୨୦ା୭ (ପି.ଟି.) ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବାକୁ ଯାଉଥିବାବେଳେ ଏନ୍ଇଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍, ଆକ୍ଟିଭିଷ୍ଟ ସୋନମ୍ ଓ୍ବାଙ୍ଗ୍ଚୁକ୍ଙ୍କ ଅନଶନ, ଅଯୋଧ୍ୟା ରାମମନ୍ଦିରରୁ ଦାନ ଅର୍ଥ ଚୋରି ଅଭିଯୋଗ, ପେଟ୍ରୋଲରେ ଇଥାନଲ ମିଶ୍ରଣ ଏବଂ ବିଦେଶୀ ନୀତିକୁ ନେଇ…
ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଅପଶବ୍ଦ କହିବା ଅଶ୍ଳୀଳତା ନୁହେଁ
ନୂଆଦିଲ୍ଲୀ,୧୯ା୭: କାହାକୁ ଗାଳିଗୁଲଜ କରିବା ଓ ଅପଶବ୍ଦ ପ୍ରୟୋଗ ଅସଭ୍ୟ ଏବଂ ଆପତ୍ତିଜନକ ହୋଇଥିଲେ ମଧ୍ୟ ଏହା ଅଶ୍ଳୀଳତା ନୁହେଁ । ଏଭଳି ଆଜି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ । ଭାରତୀୟ ଦଣ୍ଡ ସଂହିତା (IPC)ର ଧାରା ୨୯୪ ଅନୁଯାୟୀ ଦୋଷୀ…
ଜମ୍ମୁ-କଶ୍ମୀରରେ ଭୟଙ୍କର ଭୂସ୍ଖଳନ: ୧୬ ମୃତ, ଅନେକ ନିଖୋଜ
ନୂଆଦିଲ୍ଲୀ,୧୯।୭: ଉତ୍ତର ଏବଂ ପୂର୍ବ ଭାରତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିବା ଯୋଗୁ ପ୍ରବଳ ବର୍ଷା ସାଙ୍ଗକୁ ଭୂସ୍ଖଳନରେ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏପରିକି ଅନେକ ନିଖୋଜ ଥିବା ସୂଚନା ମିଳିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ,…
ପ୍ରତ୍ୟେକ ଜୀବନ ମୂଲ୍ୟବାନ….ସଫଦରଜଙ୍ଗ ହସ୍ପିଟାଲରେ ହେବ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା, ହାଇକୋର୍ଟ…
ନୂଆଦିଲ୍ଲୀ,୧୯ା୭: ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶବିତ୍ ସୋନମ ଓ୍ବାଙ୍ଗଚୁକଙ୍କ ସ୍ତ୍ରୀ ଗୀତାଞ୍ଜଳିଙ୍କୁ ଦିଲ୍ଲୀ ହାଇକୋର୍ଟରୁ ଝଟକା ଲାଗିଛି । ସୋନମ ୱାଙ୍ଗଚୁକଙ୍କୁ ସଫଦରଜଙ୍ଗ ହସ୍ପିଟାଲରୁ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରିବା ପାଇଁ ଅନୁରୋଧକୁ କୋର୍ଟ ଖାରଜ କରିଦେଇଛନ୍ତି । କୋର୍ଟ ସ୍ପଷ୍ଟ…
କରିଦେବୁ ନୁହେଁ କରିଦିଅନ୍ତୁ…ଅଭିଯୋଗ ଶୁଣାଣିରେ ଜିଲାପାଳଙ୍କୁ ଏଭଳି କହିଦେଲେ ୧୩ ବର୍ଷୀୟ ବାଳକ, ସମସ୍ତେ ଆଶ୍ଚର୍ଯ୍ୟ
ଲକ୍ଷ୍ନୌ,୧୯।୭: ଉତ୍ତର ପ୍ରଦେଶର ଲଖିମପୁର ଖେରିରେ, ଜଣେ ୧୩ ବର୍ଷୀୟ ବାଳକ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ଯେତେବେଳେ ବାଳକଟି ଜିଲା ମାଜିଷ୍ଟ୍ରେଟ୍ (DM)ଙ୍କ ସମ୍ମୁଖରେ ନିଜର ଅଭିଯୋଗ ପ୍ରକାଶ କଲେ, ସେତେବେଳେ DM ନିଜେ ଏକ ସ୍ପଷ୍ଟୀକରଣ ଦେବାକୁ ବାଧ୍ୟ…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ସୋମବାର ସମସ୍ତ ସ୍କୁଲ ଛୁଟି
ଥିରୁଭାନନ୍ତପୁରମ,୧୯ା୭: ରବିବାର ଫିଫା ବିଶ୍ବକପର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି । ଏହାକୁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରି ରହିଥିବା ବେଳେ କେରଳ ସରକାର ଏକ ବଡ଼ ଘୋଷଣା କରିଛନ୍ତି । ସୋମବାର ରାଜ୍ୟର ସ୍କୁଲଗୁଡ଼ିକ ପାଇଁ ଛୁଟି…
ବିଦ୍ରୋହୀ ଟିଏମସି ଏମପିଙ୍କୁ ସର୍ବଦଳୀୟ ବୈଠକ ପାଇଁ ନିମନ୍ତ୍ରଣ କରାଯିବାକୁ ନେଇ ବିରୋଧୀ କ୍ଷୁବ୍ଧ
ନୂଆଦିଲ୍ଲୀ,୧୯।୭: ସଂସଦୀୟ ଅଧିବେଶନ ପୂର୍ବରୁ ଡକାଯାଇଥିବା ସର୍ବଦଳୀୟ ବୈଠକରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ଏମପିମାନଙ୍କୁ ମଧ୍ୟ ଯୋଗଦେବାକୁ ନିମନ୍ତ୍ରଣ କରାଯାଇଥିଲା। ବିରୋଧୀ ଦଳଗୁଡ଼ିକ ପ୍ରବଳ ପ୍ରତିବାଦ କରିଥିଲେ ଏବଂ ପ୍ରତୀକାତ୍ମକ ପଦଯାତ୍ରା କରିଥିଲେ।…
ଫେସବୁକ ଡାଉନ: ଲଗଇନ ଠାରୁ ୱେବସାଇଟ ପର୍ଯ୍ୟନ୍ତ ସେବା ଠପ
ନୂଆଦିଲ୍ଲୀ,୧୯।୭: ଯଦି ଆଜି ସକାଳ ଠାରୁ ଆପଣଙ୍କର ଫେସବୁକ ଠିକ ଭାବରେ କାମ କରୁନାହିଁ, ତେବେ ଆପଣ ଏକା ନୁହଁନ୍ତି। ସାରା ବିଶ୍ୱରେ ହଜାର ହଜାର ଉପଭୋକ୍ତା ଲଗଇନ କରିବା, ୱେବସାଇଟ ଆକ୍ସେସ କରିବା ଏବଂ ଆପ ବ୍ୟବହାର କରିବାରେ ସମସ୍ୟା…
Monsoon Session: ମୌସୁମୀ ଅଧିବେଶନ ପୂର୍ବରୁ ସରକାର ଡାକିଲେ ସର୍ବଦଳୀୟ ବୈଠକ
ନୂଆଦିଲ୍ଲୀ,୧୯ା୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସରକାର ରବିବାର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବାକୁ ଯାଉଛି। ରବିବାର ସକାଳ ୧୧ଟାରେ ସଂସଦ ଭବନ ଆନେକ୍ସର ମୁଖ୍ୟ କମିଟି ରୁମରେ ଅନୁଷ୍ଠିତ…
ହସ୍ପିଟାଲରୁ ଦେଶ ପାଇଁ ସୋନମ ୱାଙ୍ଗଚୁକଙ୍କ ବଡ଼ ବାର୍ତ୍ତା: ‘ଜୁଲାଇ୨୦ – ସ୍ବାଧୀନତା ପାଇଁ ଦ୍ୱିତୀୟ ଆନ୍ଦୋଳନ, ଦୟାକରି…’
ନୂଆଦିଲ୍ଲୀ,୧୯ା୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଶନିବାର (୧୮ ଜୁଲାଇ) ଦିଲ୍ଲୀ ପୋଲିସ ତାଙ୍କୁ ପ୍ରତିବାଦ ସ୍ଥଳରୁ ହଟାଇ ଦେଇଥିଲା। ସୂଚନାଯୋଗ୍ୟ ଯେ ସୋନମ ୱାଙ୍ଗଚୁକଙ୍କ ଅନଶନକୁ ସମର୍ଥନ କରି ସୋମବାର (୨୦…
ସୋନମ ଓ୍ବାଙ୍ଗଚୁକଙ୍କ ସ୍ତ୍ରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ: ଅଭିଯୋଗ ଆଣି କହିଲେ ପରିବାର ଇଚ୍ଛା ବିରୋଧରେ…
ନୂଆଦିଲ୍ଲୀ,୧୯ା୭: ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶବିତ୍ ସୋନମ ଓ୍ବାଙ୍ଗଚୁକଙ୍କ ସ୍ତ୍ରୀ ଗୀତାଞ୍ଜଳି ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସଫଦରଜଙ୍ଗ ହସ୍ପିଟାଲରୁ ଘରୋଇ ମେଡିକାଲକୁ ସ୍ଥାନାନ୍ତର ପାଇଁ ଗୀତାଞ୍ଜଳି ଆବେଦନ କରିଛନ୍ତି। ପରିବାର ଇଚ୍ଛା ବିରୋଧରେ ଚିକିତ୍ସା ହେଉଥିବା ଗୀତାଞ୍ଜଳି ଅଭିଯୋଗ କରିଛନ୍ତି।…
ଟିଏମ୍ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ
କୋଲକାତା,୧୮।୭: ଟିଏମ୍ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ ୫ ମହଲା ଅଟ୍ଟାଳିକା ନିର୍ମାଣରେ ବିଲ୍ଡିଂ ଯୋଜନାର ଅନୁମୋଦନ ନ ଥିଲା ଏବଂ…

